କଟକ

କୋଚିଂ ବନ୍ଦ, ବେରୋଜଗାର ଯୁବପିଢ଼ି

କଟକ ଅଫିସ,୧୨।୭: କରୋନା ଯୋଗୁ ଶିକ୍ଷାକ୍ଷେତ୍ର ଭୀଷଣ ପ୍ରଭାବିତ ହୋଇଛି। ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ପୂର୍ବ ବର୍ଷର ପରୀକ୍ଷା ହୋଇପାରି ନାହିଁ କିମ୍ବା ନୂତନ ଶିକ୍ଷାବର୍ଷର ପାଠପଢ଼ା ଆରମ୍ଭ ହେବା ନେଇ ଏବେ ବି ଦ୍ୱନ୍ଦ୍ୱ ଲାଗି ରହିଛି। ଏଭଳି…

ଚୌଦ୍ୱାର ପୌରାଞ୍ଚଳର ସମସ୍ତ ନମୁନା ନେଗେଟିଭ୍‌

ଚୌଦ୍ୱାର,୧୧ା୭(ଡି.ଏନ୍‌.ଏ.): ଚୌଦ୍ୱାର ପୌର ଅଧିବାସୀଙ୍କ ପାଇଁ ଆଶ୍ୱସ୍ତି ଖବର ଆସିଛି। ଗତ ୮ ତାରିଖରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୌରପାଳିକାର ସଙ୍ଗରୋଧ କେନ୍ଦ୍ର ଓ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ୧୮ ଜଣଙ୍କ ନମୁନା ପରୀକ୍ଷା ପାଇଁ ନିଆଯାଇଥିଲା। ଶନିବାର ସମସ୍ତ ନମୁନା…

କଟକରେ କରୋନା କାୟା: ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ

କଟକ ଅଫିସ,୧୧।୭: କଟକ ସହରରେ ଶନିବାର ଆଉ ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌, ୫ ହୋମ୍‌ କ୍ୱାରାଣ୍ଟାଇନ୍‌ , ଜଣେ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ…

ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ ସିଟି ମନା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥିତିରେ ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ସିଟି କଟକ, ଭୁବନେଶ୍ୱର ଯିବାକୁ ବାରଣ କରାଯାଇଛି। ଏ ନେଇ ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଶନିବାର ଜିଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି।…

ପ୍ଲାଜମା ଥେରାପିର ହବ୍‌ ହେବ ଏସ୍‌ସିବି

ଭୁବନେଶ୍ୱର, ୧୦।୭(ବ୍ୟୁରୋ)- କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟରେ ଖୁବ୍‌ଶୀଘ୍ର ପ୍ଲାଜମା ଥେରାପି ଆରମ୍ଭ ହେବ। ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ, କିମ୍ସ, ଏସଏମ ହସ୍ପିଟାଲ ଏବଂ ଅଶ୍ୱିନୀ ହସ୍ପିଟାଲ ଆଦି ୪ଟି ହସ୍ପିଟାଲରେ ପ୍ଲାଜମା ଥେରାପିର ବ୍ୟବସ୍ଥା କରାଯିବ।…

କଟକରେ ମାଡ଼ିଲାଣି କରୋନା: ଆଜି ଚିହ୍ନଟ ହେଲେ ୧୬ ନୂଆ ପଜିଟିଭ୍‌

କଟକ ଅଫିସ,୧୦।୭: କଟକ ସହରରେ ଶନିବାର ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୧୩ଜଣ, ପେଡ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ, ଲୋକାଲ କଣ୍ଟାକ୍ଟ କେସ୍‌ ୨ ରହିଛି। ଏନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।…

ମାଓବାଦୀ ଅପରେଶନ: ୫ ଜିଲାକୁ ମିଳିବନି ଅନୁଦାନ

କଟକ ଅଫିସ,୧୦ା୭: ରାଜ୍ୟର ୫ଟି ଜିଲାରେ ମାଓବାଦୀ ଦମନ ପାଇଁ ଆଉ ସ୍ବତନ୍ତ୍ର ସରକାରୀ ଅନୁଦାନ ମିଳିବ ନାହିଁ। ଶୁକ୍ରବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଏ ନେଇ ସୂଚନା ଦେଇଛନ୍ତି। ଟୁଇଟ୍‌ରେ ପ୍ରକାଶ କରିଛନ୍ତି, ଯେ, ବାମପନ୍ଥୀ ଉଗ୍ରବାଦ (LWE)…

ଚୌଦ୍ୱାର ଜେଲ୍‌ର ୮ କଏଦୀଙ୍କୁ କରୋନା

ଚୌଦ୍ୱାର,୧୦ା୭(ଡି.ଏନ୍‌.ଏ.): କଟକ ଚୌଦ୍ୱାର ଜେଲ୍‌ର ୮ କଏଦୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରେ ୩ ଜଣ ବିଚାରାଧୀନ କଏଦୀ ଥିବା ବେଳେ ଆଉ ୫ କଏଦୀ ଅଛନ୍ତି। ଚୌଦ୍ୱାର ଜେଲ୍‌ରୁ କଏଦୀମାନଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ…

ଓଡ଼ିଆ ବୈଜ୍ଞାନିକଙ୍କ ବିରଳ ଉଦ୍ଭାବନ: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଜୈବଶକ୍ତି

କଟକ ଅଫିସ,୧୦।୭: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଉଛି ଜୈବଶକ୍ତି। ଏକସଙ୍ଗେ ସୃଷ୍ଟି ହେଉଛି ବାୟୋ- ଅଏଲ, ବାୟୋ-ଚାର ଓ ପାଇରୋ ଗ୍ୟାସ୍‌। ଗୋଟିଏ ପଦ୍ଧତିରେ ୩ଟି ଜୈବଶକ୍ତି ସୃଷ୍ଟି କରିବାର ବିରଳ ରେକର୍ଡ ରଚିଛି ଗୁଜରାଟସ୍ଥିତ ସର୍ଦ୍ଦାର ପଟେଲ ନବୀକରଣୀୟ ଶକ୍ତି ଗବେଷଣା…

ଇଏସ୍‌ଆଇ ମେଡିକାଲରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଚୌଦ୍ୱାର,୯ା୭(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ଚୌଦ୍ୱାରସ୍ଥିତ ରାଜ୍ୟ କର୍ମଚାରୀ ବୀମା ଚିକିତ୍ସାଳୟ(ଇଏସ୍‌ଆଇ)ରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସାମାଜିକ ଦୂରତା ଅବଲମ୍ବନ କରି କର୍ମଚାରୀମାନେ କାର୍ଯ୍ୟ କରୁଥିବାବେଳେ ଆସୁଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ପ୍ରଥମେ ସ୍କାନିଂ କରାଯାଇ…

କଟକରେ ବଢ଼ୁଛି କରୋନା କାୟା: ଚିହ୍ନଟ ହେଲେ ନୂଆ ୧୧ ଆକ୍ରାନ୍ତ

କଟକ ଅଫିସ,୯।୭: କଟକ ସହରରେ ଶୁକ୍ରବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୪ ହୋମ୍‌ କ୍ୱାରାଣ୍ଟାଇନ୍‌, ୩ ଲୋକାଲ୍‌ କେସ୍‌ ରହିଛି। ଫଳରେ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୩ରେ…

ଜେଲ୍‌ରୁ ଖଲାସ ହୋଇ ଫେରି ପାରିଲେନି ଘରକୁ

ଚୌଦ୍ୱାର,୯ା୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ମଣ୍ଡଳ କାରାଗାର ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୨ ଜଣ ଆଜୀବନ ସଜା କାଟୁଥିବା କଏଦୀ ବୁଧବାର ସାରେ ମୁକୁଳିବା ପରେ ରାତିସାରା ଜେଲ ପରିସର ବାହାରେ ରାତି କଟାଇଛନ୍ତି। ୨ ଜଣଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri