ଚୌଦ୍ୱାର ସହରର ବିଭିନ୍ନ ସ୍ଥାନରେ ନିରାଡମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ
ଚୌଦ୍ୱାର,୧୫।(ଡି.ଏନ୍.ଏ): କଟକ ଜିଲା ଚୌଦ୍ୱାର ସହରର ବିଭିନ୍ନ ସ୍ଥାନରେ କରୋନା କଟକଣାକୁ ଦୃଷ୍ଟିରେ ରଖି ନିରାଡମ୍ବର ଭାବେ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଚୌଦ୍ୱାର ପୌରକାର୍ଯାଳୟ ପରିସରରେ ନିର୍ବାହୀ ଅଧିକାରୀ ପବିତ୍ର ବେହେରା ପତାକା ଉତ୍ତୋଳନ କରିଥିଲେ । ସେହିପରି…
ଭାଇରାଲ ଅଡିଓ: ଜଳେଶ୍ୱର ଆଇଆଇସି ନିଲମ୍ବିତ
ବାଲେଶର ଅଫିସ/କଟକ ଅଫିସ, ୧୫।୮: ଜଣେ ବ୍ରାଉନ ସୁଗର ବ୍ୟବସାୟୀଙ୍କ ସହ କଥା ହେଉଥିବାର ଅଡିଓ କ୍ଲିପ ଭାଇରାଲ ଘଟଣାକୁ ନେଇ ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଆଇଆଇସି ଧନେଶ୍ୱର ସାହୁଙ୍କ ଅଡ଼ୁଆ ବଢିଛି। ଶନିବାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ତାଙ୍କୁ…
ଆଜି କଟକରୁ ୬୩ ପଜିଟିଭ ଚିହ୍ନଟ
କଟକ ଅଫିସ, ୧୪।୮- କଟକ ସହରରୁ ଶୁକ୍ରବାର ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୩୦ ଜଣ, କଣ୍ଟେନମେଣ୍ଟ ଜୋନରୁ ୧୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୨୦ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ମାଲଗୋଦାମ ନିକଟ ଜାଲୁଆ…
କଟକ ଷ୍ଟେଶନରେ ଶହେ ଫୁଟ ଉଚ୍ଚରେ ଉଡ଼ିଲା ତ୍ରିରଙ୍ଗା
କଟକ ଅଫିସ,୧୪ା୮: କଟକ ରେଳଷ୍ଟେଶନ ନିକଟରେ ଗୁରୁବାର ଶହେ ଫୁଟ ଉଚ୍ଚରେ ଜାତୀୟ ପତାକା ଉଡ଼ିଛି। ହାଇକୋର୍ଟ ପରେ ରେଳଷ୍ଟେଶନଠାରେ ପ୍ରଥମ ଥର ପାଇଁ ଏହି ଉଚ୍ଚତମ ପତାକା ଲଗାଯାଇଛି। ତ୍ରିରଙ୍ଗାର ଦୈର୍ଘ୍ୟ ୩୦ ବର୍ଗଫୁଟ ଓ ପ୍ରସ୍ଥ ୨୦ ବର୍ଗଫୁଟ।…
ବର୍ଷେ ବଢ଼ାଯାଉ ମାନ୍ୟତା ବୈଧତା
କଟକ ଅଫିସ,୧୪ା୮: ଘରୋଇ କଲେଜଗୁଡ଼ିକର ମାନ୍ୟତା ବୈଧତା ଅନ୍ତତଃ ଏକବର୍ଷ ବଢ଼ାଇବା ପାଇଁ ଦାବି କରାଯାଇଛି। ଏନେଇ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ଅନଙ୍ଗ କୁମାର ଓତାଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍…
ପ୍ରବେଶ କର ଅନାଦାୟ ନେଇ ଜନସ୍ବାର୍ଥ ମାମଲା: ଅବହେଳାରୁ ୧୩୯ କୋଟି କ୍ଷତି
କଟକ ଅଫିସ,୧୪।୮: ଅବହେଳା ଯୋଗୁ ୧୩୯ କୋଟି ୧୫ଲକ୍ଷ ୮୦ ହଜାର ୫୦୪ ଟଙ୍କାର ପ୍ରବେଶ କର (ଏଣ୍ଟ୍ରି ଟ୍ୟାକ୍ସ) ଭୂଷଣ ପାୱାର୍ ଆଣ୍ଡ୍ ଷ୍ଟିଲ୍ ଲିମିଟେଡ୍ କମ୍ପାନୀ ଠାରୁ ଆଦାୟ ହୋଇପାରିଲା ନାହିଁ। ଏଣୁ ଯେଉଁ ସରକାରୀ ଅଧିକାରୀମାନେ ନିଜ…
ମୁଣ୍ଡ ଟେକିଲାଣି ଡି-ବ୍ରଦର୍ସ ଗ୍ୟାଙ୍ଗ୍
କଟକ ଅଫିସ,୧୩।୮: ଅନେକ ଦିନର ବ୍ୟବଧାନ ପରେ ଗ୍ୟାଙ୍ଗଷ୍ଟାର ଧଳସାମନ୍ତ ଭ୍ରାତାଙ୍କ ଡି-ଗ୍ୟାଙ୍ଗ ସହରରେ ପୁଣି ମୁଣ୍ଡ ଟେକିଲାଣି। ଗ୍ୟାଙ୍ଗର ପୂର୍ବତନ ସଦସ୍ୟଙ୍କୁ ଫେରାଇଆଣି ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟକୁ ପୁଣିଥରେ ମଜଭୁତ୍ କରିବା ପାଇଁ ଉଦ୍ୟମ ଚାଲିଛି। ବିଭିନ୍ନ ଅପରାଧ…
ନିଜସ୍ବ ଆଇନ ଆଣିବ ଅଗ୍ନିଶମ ବିଭାଗ
କଟକ ଅଫିସ,୧୩।୮: ପୋଲିସ ଓ ଜେଲ୍ ମାନୁଆଲ ଭଳି ଅଗ୍ନିଶମ ବିଭାଗ ନିଜସ୍ବ ମାନୁଆଲ ବା ଆଇନ ଲାଗୁ କରିବା ପାଇଁ ଯୋଜନା କରୁଛି। ପୂର୍ବରୁ ପୋଲିସ ମାନୁଆଲ୍ ହିଁ ଅଗ୍ନିଶମ ବିଭାଗରେ କାର୍ଯ୍ୟକାରୀ ହେଉଥିଲା। କିନ୍ତୁ ସଙ୍ଗଠନର ସୁପରିଚାଳନା ପାଇଁ…
ରହିତାଦେଶ ଉଠାଇବାକୁ ସାନି ମାମଲା
କଟକ ଅଫିସ,୧୩।୮: ବାରିପଦା ଅର୍ବାନ୍ କୋ-ଅପରେଟିଭ୍ ବ୍ୟାଙ୍କ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ବଢ଼ିବାରେ ଲାଗିଛି। ଉଚ୍ଚତମ ନ୍ୟାୟାଳୟରେ ଏହି ମାମଲା ବିଚାରାଧୀନ ଥିବାବେଳେ ମଙ୍ଗଳବାର ପୁଣି ଏକ ସାନି ମାମଲା ହୋଇଛି। ଏଥିରେ ପକ୍ଷଭୁକ୍ତ ହେବା ପାଇଁ ମଙ୍ଗଳବାର ଜମାକାରୀ…
‘ଔଷଧର ନାଁ କ୍ୟାପିଟାଲ ଲେଟରରେ ଲେଖ’
କଟକ ଅଫିସ,୧୩।୮: ଏକ ଅନ୍ତରୀଣ ଜାମିନ ଆବେଦନର ଶୁଣାଣିବେଳେ ଡାକ୍ତରମାନଙ୍କ ଖରାପ ହସ୍ତାକ୍ଷରକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଡାକ୍ତରମାନେ ଛୋଟ ଅକ୍ଷରରେ ଔଷଧ ନାଁ ଲେଖୁଥିବା ଯୋଗୁ କେବଳ ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟ ନୁହନ୍ତି, ବରଂ ଔଷଧ…
କଟକରୁ ୮୫ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ, ୧୨।୮-କଟକ ସହରରୁ ବୁଧବାର ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ, କ୍ୱାରାଣ୍ଟାଇନରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ କେସ ୨୧ ରହିଛି। ୮୫ ଜଣ କରୋନା…
ଡିଜିପିଙ୍କୁ ରିପୋର୍ଟ ମାଗିଲେ ଜନଜାତି ଆୟୋଗ
କଟକ ଅଫିସ,୧୨ା୮: କୋରାପୁଟ ଜିଲା କୋଟପାଡ଼ ବ୍ଲକ ଚିତ୍ରା ପଞ୍ଚାୟତର ଏକ ଗ୍ରାମରୁ ଜଣେ ଆଦିବାସୀ ନାବାଳିକାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଥିଲା। ପୋଲିସ ଏହାକୁ ଆତ୍ମହତ୍ୟା ଦର୍ଶାଇ ଥିବାବେଳେ ନାବାଳିକା ଜଣଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ବିଭିନ୍ନ…

