କଟକ

ବିଶୋଧନ ହେଲା ଏସ୍‌ସିବି ପରିସର

କଟକ ଅଫିସ,୫।୭- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ଅଗ୍ନିଶମ ବିଭାଗ ପକ୍ଷରୁ ମେଡିକାଲ ପରିସରକୁ ବିଶୋଧନ କରାଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀମାନେ…

ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରେ ଉତ୍ତେଜନା: ପଦାଧିକାରୀଙ୍କୁ ଛୁଇଁ ସଂକ୍ରମିତ କରିବାକୁ ଗୋଡ଼ାଇଲେ ଆକ୍ରାନ୍ତ

କଟକ ଅଫିସ୍‌,୫।୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିରାପତ୍ତାରକ୍ଷା ହୋଇଥିବା ବେଳେ ଅନ୍ୟ ସମସ୍ତେ…

କରୋନା ସଂକ୍ରମଣ ବଳୟରେ କଟକର ହସ୍ପିଟାଲ, ବସ୍ତି: ଆଚାର୍ଯ୍ୟ ହରିହରରୁ ମାଳିସାହିକୁ ଡେଇଁଲା

କଟକ ଅଫିସ୍‌,୫।୭: କଟକ ଜିଲାରେ ପ୍ରଥମେ ବିଭିନ୍ନ ହସ୍ପିଟାଲ ଓ ଏବେ ବସ୍ତିରେ କରୋନା ଭୂତାଣୁର ସଂକ୍ରମଣ ଅଣାୟତ୍ତ ସ୍ଥିତି ସୃଷ୍ଟି କରିଛି। ଏସ୍‌ସିବି ଆଇସୋଲେଶନ ଓ ଅନ୍ୟ ବିଭାଗ, ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନ ଓ ଚାଉଳିଆଗଞ୍ଜସ୍ଥିତ…

କ୍ୟାନ୍‌ସର ହସ୍ପିଟାଲରୁ ପୁଣି ୩୮ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ୍‌,୪ା୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିରାପତ୍ତାରକ୍ଷା ହୋଇଥିବା ବେଳେ ଅନ୍ୟ ସମସ୍ତେ…

କୋଭିଡ୍‌ ହସ୍ପିଟାଲର ୨ ନର୍ସଙ୍କୁ କରୋନା

କଟକ ଅଫିସ,୪ା୭-ଦୁଇ ମାସରୁ ଅଧିକ ସମୟ ହେବ କଟକର ଏକ କୋଭିଡ୍‌ ହସ୍ପିଟାଲରେ କାମ କରୁଥିବା ୨ଜଣ ନର୍ସ କରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପୂର୍ବରୁ କଟକ ସିଡିଏସ୍ଥିତ ଏକ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାମ କରୁଥିଲେ। ପରେ…

୬ କରୋନା ଆକ୍ରାନ୍ତ ଚିହ୍ନଟ : ନର୍ସିଂହୋମ୍‌ ସିଲ୍‌ କଲା ସିଏମ୍‌ସି

କଟକ ଅଫିସ,୪ା୭-କଟକ ସହର ଚାଉଳିଆଗଞ୍ଜସ୍ଥିତ ଏକ ନର୍ସିଂହୋମ୍‌ରୁ ଶୁକ୍ରବାର ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଶନିବାର ସିଏମ୍‌ସି ସେହି ନର୍ସିଂହୋମ୍‌କୁ ସିଲ୍‌ କରିଛି। ସରକାରଙ୍କ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ସିଲ୍‌ ହୋଇଛି। ସମସ୍ତ ଆକ୍ରାନ୍ତ ସେଠାରେ କାର୍ଯ୍ୟ କରୁଥିଲେ।…

ଏସ୍‌ସିବିରେ ଖୋଲିବ ଫୁସ୍‌ଫୁସ୍‌ ରୋଗ ଔଷଧୀୟ ପାଠ୍ୟକ୍ରମ

ଭୁବନେଶ୍ୱର, ୪।୭(ବ୍ୟୁରୋ)- କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ (ଏସ୍‌ସିବି)ରେ ଫୁସ୍‌ଫୁସ୍‌ ରୋଗ ସମ୍ବନ୍ଧୀୟ ଉଚ୍ଚସ୍ତରୀୟ ପାଠ୍ୟକ୍ରମ ଖୋଲିବ। ଏଥିପାଇଁ ଭାରତୀୟ ମେଡିକାଲ କାଉନ୍‌ସିଲ୍‌ (ଏମ୍‌ସିଆଇ) ଅନୁମତି ପ୍ରଦାନ କରିଛନ୍ତି। ଚଳିତ ୨୦୨୦-୨୧ ଶିକ୍ଷାବର୍ଷରୁ ସୁପର ସ୍ପେଶିଆଲିଟି ବିଭାଗରେ…

କଟକ ସହର ଶଟ୍‌ଡାଉନ୍‌ ଘୋଷଣା

କଟକ ଅଫିସ, ୪।୭: କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବା ପରେ କଟକ ସହରକୁ ଶନିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୮ ତାରିଖ ମଧ୍ୟରାତ୍ର ଯାଏ ଏହି ନିୟମ ବଳବତ୍ତର ରହିବ ବୋଲି କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ କୁହାଯାଇଛି। ଏହା…

କରୋନା ଜାଲରେ କଟକ ସହର: ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

କଟକ ଅଫିସ, ୪।୭: କଟକରେ ଶନିବାର ଆଉ ୧୧ ନୂଆ କରୋନା ପଜିଟିଭ୍‌ କେସ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୬ ହୋଇଛି। ସେଥିରୁ ୨୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ଜଣଙ୍କ ମୃତ୍ୟୁ…

କଟକ ସହର ମାଳିସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

କଟକ ଅଫିସ,୪।୭: କଟକ ସହର ରାଣୀହାଟସ୍ଥିତ ମାଳିସାହି ବସ୍ତିରୁ ଶୁକ୍ରବାର ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏ ନେଇ ଉକ୍ତ ବସ୍ତିକୁ ଶନିବାର କଟକ ମହାନଗର ନିଗମ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ମାଳିସାହି ଅଞ୍ଚଳକୁ ବାହାର…

ମୁଦ୍ରା, ନୋଟ୍‌ର ତରୁଣ ସଂଗ୍ରାହକ

କଟକ ଅଫିସ,୪ା୭: ବୟସ ମାତ୍ର ୧୭ ବର୍ଷ। ଏ ବୟସରେ ସେ ୧୪୦ଟି ରାଷ୍ଟ୍ରର ନୋଟ୍‌ ଓ ୧୬୦ ରାଷ୍ଟ୍ରର ମୁଦ୍ରା ସଂଗ୍ରହ କଲେଣି। ମୁଦ୍ରା ସଂଗ୍ରହ ପ୍ରତି ତାଙ୍କର ଦୁର୍ବଳତା ଓ ଆବେଗ ରହିଛି। ଏଭଳି ନିଆରା ରୁଚି ରଖୁଥିବା…

୩୧ ଯାଏ କେବଳ ଜରୁରୀ ମାମଲାର ଶୁଣାଣି

କଟକ ଅଫିସ,୪ା୭: କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଅନ୍‌ଲକ୍‌ ଜାରି କରିଛନ୍ତି। ଏହା ଜୁଲାଇ ୩୧ ପର୍ଯ୍ୟନ୍ତ ରହିବା ସହ ଏହି ସମୟରେ ଅନେକ ପ୍ରକାର କଟକଣା ଜାରି କରାଯାଇଛି। ସେ ପର୍ଯ୍ୟନ୍ତ କେବଳ ଜରୁରୀ ମାମଲାର ଶୁଣାଣି କରିବାକୁ ହାଇକୋର୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri