କଟକ

କଟକ ସହରରେ ୫୯ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩।୭: କଟକ ମହାନଗର ନିଗମ ଅଞ୍ଚଳରୁ ଶୁକ୍ରବାର ୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନ୍‌ରୁ ୫୬, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ ଓ ଅନ୍ୟ ୨ଟି ଲୋକାଲ କେସ୍‌ ରହିଛି। ଲୋକାଲ କଣ୍ଟାକ୍ଟ କେସ୍‌ରେ ଶଙ୍କରପୁର ଓ ନିମଚଉଡ଼ି ଅଞ୍ଚଳର…

ସିଏମ୍‌ସି ଅଫିସ୍‌କୁ ସର୍ବସାଧାରଣ ମନା

କଟକ ଅଫିସ,୩।୭: କଟକ ମହାନଗର ନିଗମ (ସିଏମ୍‌ସି) କାର୍ଯ୍ୟାଳୟକୁ ସାଧାରଣ ନାଗରିକଙ୍କୁ ପ୍ରବେଶ ନିଷେଧ କରାଯାଇଛି। ଆସନ୍ତା ୧୫ଦିନ ପର୍ଯ୍ୟନ୍ତ ବିଜୁଭବନ ଓ ବିକାଶ ଭବନକୁ ଯିବା ପାଇଁ ବାରଣ ହୋଇଛି। ଏନେଇ ଗୁରୁବାର ସିଏମ୍‌ସି ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି।…

୫୦ ପ୍ରତିଶତ କର୍ମଚାରୀରେ ଚାଲିବ ହାଇକୋର୍ଟ ଅଫିସ୍‌

କଟକ ଅଫିସ,୩ା୭: ହାଇକୋର୍ଟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ରୋଷ୍ଟର ବ୍ୟବସ୍ଥା ବ୍ୟବସ୍ଥା ଅନୁଯାୟୀ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ରେଜିଷ୍ଟ୍ରାର ଜୁଡିସିଆଲଙ୍କ ପକ୍ଷରୁ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି।…

ଦିନକ ପାଇଁ କ୍ୟାନସର ହସ୍ପିଟାଲ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୩ା୭: ଶୁକ୍ରବାର ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ଆଉଟ୍‌ଡୋରକୁ ଦିନକ ପାଇଁ ବନ୍ଦ କରିଦିଆଯାଇଛି। ସେହିପରି ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କଟକସ୍ଥିତ ଦୁଇଟି ହସ୍ପିଟାଲରୁ ଗୁରୁବାର ଗୋଟିଏ ଦିନରେ ୬୬ ଜଣ କରୋନା ଆକ୍ରାନ୍ତ…

ବଦଳିଲା କଟକ ମାଲଗୋଦାମ ଖୋଲିବା ସମୟ

କଟକ ଅଫିସ,୨ା୭: କଟକ ମାଲ ଗୋଦାମ ଖୋଲିବା ଏବଂ ବନ୍ଦ ହେବା ସମୟରେ ପରିବର୍ତ୍ତନ ହୋଇଛି। ଏ ନେଇ କଟକ ବଣିକ ସଂଘ, ମାଲଗୋଦାମ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି । ଗୁରୁବାର କାର୍ଯ୍ୟାଳୟ ପରିସରରେ ଚାଉଳ ବ୍ୟବସାୟୀ ସଂଘ ଏବଂ…

ଆଠଗଡ଼ ଡିଏସ୍‌ପିଙ୍କ ପରିବାରର ୪ଜଣଙ୍କୁ କରୋନା

ଆଠଗଡ଼,୨।୭(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଉପଖଣ୍ଡ ଆରକ୍ଷୀ ଅଧ୍ୟକ୍ଷ(ଡିଏସ୍‌ପି)ଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏବେ ଆଠଗଡ଼ ଉପକଣ୍ଠ ଅଞ୍ଚଳରୁ ଆଉ ୧୭ ପଜିଟିଭ୍‌ ଚିହ୍ନଟ ସୂଚନା ରହିଛି। ସେଥିରେ ଡିଏସ୍‌ପିଙ୍କ ପରିବାରର ୪ ସଦସ୍ୟ, ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷ…

୧୫% ଛାଡ଼ ପାଇଁ ଘରୋଇ ବିଦ୍ୟାଳୟ ସଂଘର ପ୍ରସ୍ତାବ

କଟକ ଅଫିସ,୨।୭: ଲକ୍‌ଡାଉନ୍‌ ଯୋଗୁ ଘରୋଇ ସ୍କୁଲଗୁଡ଼ିକ ଫି’ ଛାଡ଼ ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ବୁଧବାର ଘରୋଇ ବିଦ୍ୟାଳୟ ସଂଘ ପକ୍ଷ ରଖିଛି। ୧୫ ପ୍ରତିଶତ ସ୍କୁଲ ଫି’ ଛାଡ଼ ପାଇଁ ସଂଘ ତରଫରୁ ହାଇକୋର୍ଟରେ ପ୍ରସ୍ତାବ ଦାଖଲ…

ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨।୭: ଲକ୍‌ଡାଉନ୍‌ ସମୟରେ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ କଲେଜ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାଠପଢ଼ା ହେବ ନାହିଁ। କିନ୍ତୁ ଅଧ୍ୟାପିକା ଅଧ୍ୟାପକମାନେ କଲେଜରେ ଉପସ୍ଥିତ ରହିବାକୁ…

ବାହାର ଦେଶକୁ କରୁଥିଲେ ବଜ୍ରକାପ୍ତା ଚୋରାଚାଲାଣ: ବନ୍ଧା ହେଲେ ପ୍ରଧାନଶିକ୍ଷକ

ଖୁଣ୍ଟୁଣୀ,୧ା୭(ଡି.ଏନ୍‌.ଏ)-ଆଠଗଡ଼ ବନଖଣ୍ଡରେ ବଜ୍ରକାପ୍ତା ଚୋରାଚାଲାଣ ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଖୁଣ୍ଟୁଣୀ ବନାଞ୍ଚଳ ପକ୍ଷରୁ ଗିରଫ କରାଯାଇ ବୁଧବାର କୋର୍ଟଚାଲାଣ କରାଯାଇଛି। ସେ ହେଲେ ବଡ଼ମ୍ବା ଥାନା ଗୋପପୁରର ଶ୍ୟାମସୁନ୍ଦର ବେହେରା। ସେ ଚୌଦ୍ୱାର ଥାନା ଅନ୍ତର୍ଗତ କୟଳପଡ଼ା ୟୁପି ସ୍କୁଲରେ ପ୍ରଧାନଶିକ୍ଷକ…

‘ଚିଙ୍ଗାରି’ର ଓଡ଼ିଶା ଲିଙ୍କ୍‌

ଭୁବନେଶ୍ୱର,୧।୭(ବ୍ୟୁରୋ): ଦେଶର ସୁରକ୍ଷା ପ୍ରତି ବିପଦ ସୃଷ୍ଟି ଦୃଷ୍ଟିରୁ କେନ୍ଦ୍ର ସରକାର ସୋମବାର ୫୯ଟି ଚାଇନିଜ୍‌ ଆପ୍‌କୁ ଭାରତରେ ନିଷିଦ୍ଧ ଘୋଷଣା କରିଛନ୍ତି। ଏହି ଆପ୍‌ ଗୁଡ଼ିକ ମଧ୍ୟରେ ସବୁଠାରୁ ଆଗରେ ରହିଛି ‘ଟିକ୍‌ଟକ୍‌’ ଆପ୍‌। କେନ୍ଦ୍ର ସରକାରଙ୍କ ଘୋଷଣା ପରେ…

ନାବାଳିକାଙ୍କୁ ବଳାତ୍କାର ଘଟଣା: ପୂର୍ବତନ ଆଇଆଇସି ଆନନ୍ଦ ମାଝି ଗିରଫ

କଟକ ଅଫିସ,୧।୭-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚର ଏକ ସ୍ବତନ୍ତ୍ର ଟିମ୍‌ ଗିରଫ କରିଛି। ଏ ନେଇ ପୋଲିସ ଡିଜି ଅଭୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତାଙ୍କୁ ଅନୁଗୋଳ ଜିଲା ହଣ୍ଡପା ଅଞ୍ଚଳରୁ…

କଟକରେ ରାତି ୮.୩୦ ଯାଏ ଖୋଲା ରହିବ ଦୋକାନ ବଜାର

କଟକ ଅଫିସ,୧ା୭: କଟକ ସହରରେ ରାତି ୮.୩୦ ଯାଏ ଦୋକାନ ବଜାର ଖୋଲାରହିବ। ଏନେଇ ବୁଧବାର କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ରାତ୍ରି କାଳୀନ କର୍ଫ୍ୟୁ ରାତି ୯ରୁ ସକାଳ ୫ଟା ଯାଏ ଜାରି ରହିବ। କେନ୍ଦ୍ର ସରକାରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri