କଟକ

ମାଲଗୋଦାମ ବେପାର ସମୟ ବଦଳିଲା  

କଟକ ଅଫିସ,୫ା୮-ମାଲଗୋଦାମରେ ବେପାର ସମୟରେ ପରିବର୍ତ୍ତନ ହୋଇଛି। ବ୍ୟବସାୟୀ ସଂଘ ନିଷ୍ପତ୍ତି ପରେ କଟକ ମହାନଗର ନିଗମ (ସିଏମ୍‌ସି) ବୁଧବାର ଏନେଇ ବିଜ୍ଞପ୍ତି ଜାରି କରିଛି। ଅଣ-ଅତ୍ୟାବଶ୍ୟକ ସାମଗ୍ରୀ ବିକୁଥିବା ଦୋକାନ ସକାଳ ୭ରୁ ପୂର୍ବାହ୍ନ ୧୦ଟା ଯାଏ ଖୋଲା ରହିବ।…

କଟକରେ କାୟା ମେଲାଉଛି କରୋନା: ଆଜି ୧୪୩ ଆକ୍ରାନ୍ତ ଚିହ୍ନଟ

କଟକ,୫।୮(ବ୍ୟୁରୋ)-କଟକରେ କାୟା ମେଲାଉଛି କରୋନା। ସହରରେ ବୁଧବାର ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମ କଣ୍ଟେନମେଣ୍ଟ ଜୋନରୁ କେବଳ ୧୧୨ ଜଣ ରହିଛନ୍ତି। ୧୧୨ ଆକ୍ରାନ୍ତଙ୍କ ମଧ୍ୟରେ ୬୨ ପୁରୁଷ ଏବଂ ୫୦ ମହିଳା।…

କଟକ ଏସ୍‌ସିବି ମେଡିକାଲରେ ୧୦୦ ୟୁନିଟ ପ୍ଲାଜମା ସଂଗ୍ରହ

କଟକ ଅଫିସ,୫।୮: କଟକ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ପ୍ଲାଜମା ସଂଗ୍ରହ ୧୦୦ ୟୁନିଟ ଛୁଇଁଛି। କରୋନା ଗୁରୁତର ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା କରାଯାଉଛି। ଯେଉଁମାନେ କରୋନାରୁ ସୁସ୍ଥ ହେଉଛନ୍ତି, ସେମାନଙ୍କଠାରୁ ପ୍ଲାଜମା ସଂଗ୍ରହ କରାଯାଉଛି। ପ୍ରକାଶ ଯେ,…

ମାଟ୍ରିକ ପରୀକ୍ଷା: ୬ରୁ ପୁନଃ ଯାଞ୍ଚ ପାଇଁ ଆବେଦନ

କଟକ ଅଫିସ,୫ା୮ : ମାଟ୍ରିକ ପରୀକ୍ଷାର ବିଭିନ୍ନ ବିଷୟ ପୁନଃ ଯାଞ୍ଚ, ପରୀକ୍ଷା ଖାତାର ନକଲ ପାଇଁ ଦରଖାସ୍ତ ଓ ଫି’ ଦାଖଲ ପ୍ରକ୍ରିୟା ଆସନ୍ତା ୬ ତାରିଖରୁ ଆରମ୍ଭ ହେବ। ଅଗଷ୍ଟ ୧୮ ମଧ୍ୟରାତ୍ରି ସୁଦ୍ଧା ଫି’ ଦାଖଲ କରାଯିବ।…

କଟକରୁ ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ମାଲଗୋଦାମ ଅଞ୍ଚଳରୁ ଅଛନ୍ତି ସର୍ବାଧିକ, ଜାଣନ୍ତୁ…

କଟକ ଅଫିସ,୪।୮: କଟକରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ସହରରେ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୧୮୨କୁ ବୃଦ୍ଧି ପାଇଛି। ସେଥିରୁ ୫୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୮୦…

ସୁନାମୁଦି ବନ୍ଧକ ରଖି ମାଟ୍ରିକ ପଢ଼ାଇଥିଲେ ମା’

ମା’ ସୁନାମୁଦି ବନ୍ଧକ ରଖି ଯେଉଁ ଟଙ୍କା ଆଣିଥିଲେ, ସେଥିରେ ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇଥିଲେ ଝିଅ ସ୍ବର୍ଣ୍ଣପ୍ରଭା। ସୁନାର ଧାତୁଟି ସିନା ଅନ୍ୟ ପାଖକୁ ଚାଲିଗଲା, କିନ୍ତୁ ଅସଲ ସୁନା ହୋଇ ଚମକିଲେ ସ୍ବର୍ଣ୍ଣପ୍ରଭା। ଏଇ ନିକଟରେ ପ୍ରକାଶ…

ଜାମିନ ପାଇଁ ହାଇକୋର୍ଟ ଗଲେ ଡାକ୍ତର

କଟକ ଅଫିସ,୪। ୮: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଓ ପରେ ଗର୍ଭପାତ କରାଇବା ଘଟଣାରେ ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀ ଗିରଫ ହୋଇଥିଲେ। ଗର୍ଭପାତ କରାଇଥିବା ଅଭିଯୋଗରେ ବୀରମିତ୍ରପୁର ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଦେବାଶିଷ…

ଆର୍ଥତ୍କ ସହାୟତା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂଜକ

କଟକ ଅଫିସ,୪। ୮: କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାରେ ମନ୍ଦିର ବନ୍ଦ ଥିବା ଯୋଗୁ ପୂଜକମାନେ ରୋଜଗାର ହରାଇଛନ୍ତି। ତେଣୁ ଆର୍ଥତ୍କ ସହାୟତା ନିବେଦନ କରି ପୁରୀ ଜିଲା କାକଟପୁର ମା’ ମଙ୍ଗଳା ମନ୍ଦିରର ୧୫ ଜଣ ପୂଜକ ସୋମବାର ହାଇକୋର୍ଟଙ୍କ…

କରୋନା କବଳରେ ଗୃହମନ୍ତ୍ରୀ: ଆଶୁ ଆରୋଗ୍ୟ କାମନା କରି ଭାଜପାର ଦୀପଦାନ

ଚୌଦ୍ୱାର,୩।୮(ଡି.ଏନ୍‌.ଏ): ମହାମାରୀ କରୋନା କବଳରେ ଦେଶର ଗୃହମନ୍ତ୍ରୀ ଅମିତ ଶାହା। ତେଣୁ ତାଙ୍କର ଆଶୁ ଆରୋଗ୍ୟ କାମନା କରି କଟକ ଜିଲା ଚୌଦ୍ୱାର ମଣ୍ଡଳ ଭାଜପା ତରଫରୁ ବାଣୀପଦା ବାଲୁକେଶ୍ୱର ଶିବ ମନ୍ଦିରରେ ସମୂହ ଦୀପଦାନ କରାଯାଇଛି । ମଣ୍ଡଳ ସଭାପତି…

ଚିନ୍ତା ବଢ଼ାଇଲାଣି କଟକ ବେହେରା ସାହି: ଆଉ ୫୭ ପଜିଟିଭ ଚିହ୍ନଟ

କଟକ ଅଫିସ, ୩।୮: କଟକ ସହରରୁ ସୋମବାର ୮୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୯ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏ ନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌କରି…

ଶ୍ରୀମନ୍ଦିର ଖୋଲିବାକୁ ହାଇକୋର୍ଟରେ ମାମଲା ଦାୟର

କଟକ ଅଫିସ, ୩।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ବିଭିନ୍ନ ମନ୍ଦିରକୁ ବନ୍ଦ ରଖାଯାଇଛି। ତେବେ ମନ୍ଦିର ଖୋଲିବାକୁ ହାଇକୋର୍ଟରେ ୨ଟି ପୃଥକ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୁରୀ ଶ୍ରୀମନ୍ଦିର ସମେତ ରାଜ୍ୟର ସବୁ ମନ୍ଦିର ଖୋଲିବାକୁ…

କରୋନା ଘୃଣା ଭାଇଚାରା ନ ଭାଙ୍ଗୁ

କଟକ ଅଫିସ,୩।୮: କରୋନା କାହାକୁ ବି ହୋଇପାରେ। ଆଜି ଯଦି ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ଆମେ ଘୃଣା କରିବା, ତେବେ କାଲି ଆମେ ମଧ୍ୟ ଆକ୍ରାନ୍ତ ହୋଇପାରନ୍ତି। କଟକ ଏକ ଭାଇଚାରାର ସହର। ଅତୀତରେ ଅନେକ କଠିନ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?