କଟକ

କଟକରେ ଦୈନିକ ୩ ଘଣ୍ଟା ଖୋଲିବ କୋର୍ଟ

କଟକ ଅଫିସ,୩ା୮: କଟକ ଜିଲାରେ ଲକ୍‌ଡାଉନ ଜାରି ରହିଥିବା ବେଳେ ପୂର୍ବ ଅପେକ୍ଷା କେତେକ କଟକଣା କୋହଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜିଲାରେ କୋର୍ଟଗୁଡ଼ିକ କାର୍ଯ୍ୟ କରିବା ନେଇ ଜିଲା ଜଜ୍‌ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାର ସମସ୍ତ କୋର୍ଟ ପୂର୍ବାହ୍ନ…

ଡ୍ରପ୍‌ବକ୍ସରେ ମାମଲା ଗ୍ରହଣ କରିବେ ହାଇକୋର୍ଟ: ୨୧ ଯାଏ ସୀମିତ ରହିବ କୋର୍ଟ କାର୍ଯ୍ୟ

କଟକ ଅଫିସ,୩।୮: ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ ପରଠୁ ହାଇକୋର୍ଟରେ ଇ-ଫାଇଲିଂ ବ୍ୟବସ୍ଥା ସହ ଅଫ୍‌ଲାଇନ୍‌ରେ ମାମଲା ଦାଖଲ ବନ୍ଦ ରହିଛି। ଅନ୍‌ଲକ୍‌ ୩ରେ କେତେକ କଟକଣା କୋହଳ ହେବା ପରେ ହାଇକୋର୍ଟରେ ମାମଲା ଦାଖଲ ପ୍ରକ୍ରିୟାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏଥର…

କଟକରେ ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୨।୮-କଟକ ସହରରେ ରବିବାର ଆଉ ୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୫ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୯ ଜଣ ଚିହ୍ନଟ ହୋଇଥିବାବେଳେ ୬ ଲୋକାଲ କଣ୍ଟାକ୍ଟ କେସ। ଏହାକୁ ମିଶାଇ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୪କୁ ବୃଦ୍ଧି ପାଇଛି।…

ଅନ୍‌ଲାଇନ୍‌ କ୍ଲାସ୍‌ରେ ଅଶ୍ଳୀଳ ଫଟୋ: ପ୍ରଧାନ ଶିକ୍ଷକଙ୍କ ନାମରେ ଥାନାରେ ଅଭିଯୋଗ

କଟକ ଅଫିସ,୨।୮: ଅନ୍‌ଲାଇନ୍‌ କ୍ଲାସ୍‌ ଚାଲିଥିଲା। ପଞ୍ଚମ ଶ୍ରେଣୀର ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ପାଠ ପଢୁଥିଲେ। ହଠାତ୍‌ ମୋବାଇଲ ସ୍କ୍ରିନରେ ଅଶ୍ଳୀଳ ଫଟୋ ଦେଖାଯିବା ପରେ ଶିକ୍ଷୟିତ୍ରୀ, ଶିକ୍ଷକ, ଛାତ୍ରୀଛାତ୍ର ସମସ୍ତେ ଅସହଜ ହୋଇଗଲେ। କଟକର ଏକ ଶହେବର୍ଷ ପୁରୁଣା ବିଦ୍ୟାଳୟ ପକ୍ଷରୁ…

କଟକ @୯୪୯: ଆଜି ଚିହ୍ନଟ ହେଲେ ଆଉ ୪୩ ଆକ୍ରାନ୍ତ

କଟକ ଅଫିସ,୧।୮: କଟକ ସହରରେ ଶନିବାର ୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୪୯କୁ ବୃଦ୍ଧି ପାଇଛି। ସେଥିରୁ ୪୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୬୧ ଆକ୍ଟିଭ୍‌ କେସ୍‌…

୯ ଜେଲରେ କ୍ଷମତାଠୁ ଅଧିକ କଏଦୀ

କଟକ ଅଫିସ,୧।୮: ଜେଲ୍‌ରେ କରୋନା ସଂକ୍ରମଣ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚ କ୍ଷମତାସମ୍ପନ୍ନ କମିଟିର ବୈଠକ ଭିଡିଓ କନଫରେନ୍ସରେ ଆୟୋଜିତ ହୋଇଛି। ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ ରହିବା, ଜେଲ୍‌ରେ ସଙ୍ଗରୋଧ କେନ୍ଦ୍ର, କୋଭିଡ୍‌ କେୟାର ସେଣ୍ଟର କରାଯିବା, ନୂଆ…

ଶିଶୁଭବନରେ କରୋନା ଆକ୍ରାନ୍ତ ମୃତଦେହ ନେଇ ମା’-ବାପା ଫେରାର

କଟକ ଅଫିସ,୧।୮: କରୋନା ଆକ୍ରାନ୍ତ ଶିଶୁର ହସ୍ପିଟାଲରେ ମୃତ୍ୟୁ ହେବା ପରେ ତାକୁ ଧରି ମା’ ବାପା ସେଠାରୁ ଫେରାର ହୋଇଯାଇଛନ୍ତି। କଟକସ୍ଥିତ ଶିଶୁଭବନରେ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଣ୍ଟିଜେନ୍‌ ଟେଷ୍ଟ ରିପୋର୍ଟରେ ଉଭୟ ମା’-ଶିଶୁ ପଜିଟିଭ…

କଟକରୁ ଆଉ ୨୨ ପଜିଟିଭ୍‌: ରହିଛି ୭ ଲୋକାଲ କେସ୍‌

ଭୁବନେଶ୍ୱର, ୩୧।୭(ବ୍ୟୁରୋ): କଟକ ସହରରୁ ଶୁକ୍ରବାର ୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭ ଲୋକାଲ କେସ୍‌ ରହିଛି। ଏ ନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌…

ମହାନଦୀ ପାଇଁ କଟକକୁ ଭୂକମ୍ପ ଭୟ

କଟକ ଅଫିସ,୩୧।୭: ଦେଶର ଯେଉଁ ୩୦ଟି ସହରକୁ ଭୂକମ୍ପ ଭୟ ରହିଛି, ସେହି ତାଲିକାରେ କଟକର ନାମ ସ୍ଥାନ ପାଇଛି। ମହାନଦୀର ତ୍ରିକୋଣ ଭୂମିରେ କଟକ ସହର ରହିଥିବାରୁ ଭୂକମ୍ପ ବିପଦ ରହିଛି। ଏହି ସହର ଉପରେ ଭୂକମ୍ପର ପ୍ରଭାବ କେମିତି…

ଆଇନଜୀବୀଙ୍କୁ ମିଳିବ ୫ହଜାର ସହାୟତା

କଟକ ଅଫିସ,୩୧।୭: କରୋନା ଯୋଗୁ ପ୍ରଭାବିତ ହୋଇଥିବା ଆଇନ୍‌ଜୀବୀଙ୍କୁ ୫ହଜାର ଟଙ୍କା ଲେଖାଏ ସହାୟତା ଦିଆଯିବ। ଏ ନେଇ ବୁଧବାର ଜରୁରିକାଳୀନ ଆର୍ଥତ୍କ ସହାୟତା କମିଟି ପ୍ରସ୍ତାବ ରଖିଥିଲା। ଗୁରୁବାର ଏହାକୁ ଆଡ୍‌ଭୋକେଟ୍ସ ୱେଲ୍‌ଫେୟାର୍‌ ଟ୍ରଷ୍ଟ ବୈଠକରେ ମୋହର ଲାଗିଛି। ଏହାକୁ…

କଟକରୁ ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩୦।୭-କଟକ ସହରରୁ ଗୁରୁବାର ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୦ଟି କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୧ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ ସରକାରୀ କ୍ୱାରାଣ୍ଟାଇନରେ ଥିବାବେଳେ ୩୩ଜଣ ହୋମ…

ଓଲଟପୁର ଆଇଆଇସି, କଣ୍ଟାପଡ଼ା ଯୋଗାଣ ନିରୀକ୍ଷକଙ୍କୁ କରୋନା: ୫ ଦିନ ଶଟଡାଉନ ଘୋଷଣା

କଣ୍ଟାପଡା,୩୦।୭(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡା ବ୍ଲକ ଏବଂ ଓଲଟପୁର ଥାନାର ୨ ମହିଳା ଅଧିକାରୀ ଓ ଇଛାପୁର ଗ୍ରାମର ୩ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ପରେ କଣ୍ଟାପଡା ପଞ୍ଚାତ ସରଞ୍ଚ ପ୍ରୀତି ବେହେରା ପଞ୍ଚାୟତର କୁଅଁରପୁର ଛକଠାରୁ ଇଛାପୁର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?