କଟକ

ସଂକ୍ରମଣକୁ ନାହିଁ ଭୟ: ଗାଁ ଦାଣ୍ଡରେ ଜମୁଛି ତାସ ଆସର

କଣ୍ଟାପଡା,୩୦।୭(ଡି.ଏନ୍‌.ଏ.): ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି କରୋନା ସଂକ୍ରମଣ। ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷା ଦେବାପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏ ନେଇ ଚଳିତ ମାସରେ କଟକ ଜିଲାକୁ ୧୪ ତାରିଖରୁ ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଛନ୍ତି। ଅଧିକ ଲୋକ…

ମୁକ୍ତ ହେଲେଣି ୧୬,୭୮୯ କଏଦୀ

କଟକ ଅଫିସ,୩୦।୭: ରାଜ୍ୟରେ ଥିବା ଜେଲ୍‌ଗୁଡ଼ିକରେ ବର୍ତ୍ତମାନ କରୋନା ବ୍ୟାପିବାରେ ଲାଗିଛି। ପ୍ରାୟ ୮୫ଟି ଜେଲ୍‌ ମଧ୍ୟରୁ ୮ଟି ଜେଲ୍‌ରେ କରୋନା ପ୍ରବେଶ କରିସାରିଲାଣି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜେଲ୍‌ରୁ କଏଦୀମାନଙ୍କୁ ମୁକ୍ତ କରାଯାଉଛି। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚ…

ପଦୋନ୍ନତି ପରେ ବଦଳିଲେ ୨୨ ଏଏସ୍‌ପି

କଟକ ଅଫିସ,୩୦।୭: ରାଜ୍ୟ ଗୃହ ବିଭାଗ ସୋମବାର ୨୨ଜଣ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି ଦେଇଛି। ପଦୋନ୍ନତି ପରେ ଏହି ୨୨ଜଣ ଏଏସ୍‌ପିଙ୍କୁ ବଦଳି କରାଯାଇଛି। ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍‌ମେଣ୍ଟ ବୋର୍ଡ଼ର ଅନୁମୋଦନ ପରେ ବୁଧବାର ଏନେଇ ରାଜ୍ୟ ପୋଲିସ…

କଟକରୁ ଚିହ୍ନଟ ହେଲେ ଆଉ ୫୬ କରୋନା ଆକ୍ରାନ୍ତ: ଅଛନ୍ତି ଖ୍ରୀଷ୍ଟିଆନ୍‌ ସାହିରୁ ୨୫

କଟକ ଅଫିସ,୨୯।୭: କଟକ ସହରରେ ବୁଧବାର ୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩୩କୁ ବୃଦ୍ଧି ପାଇଛି। ସେଥିରୁ ୫୦୨ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଭାଇର ସୁରକ୍ଷା ପାଇଁ ‘କୋଭିଡ୍‌ ରାଖୀ’

କରୋନା ମହାମାରୀ ଯୋଗୁ ପୂଜା, ପର୍ବପର୍ବାଣିରେ କଟକଣାର ଟ୍ୟାଗ୍‌ ଝୁଲୁଛି। ଉତ୍ସବ ପାଳିବାକୁ ବି ସୁଯୋଗ ମିଳୁନି। ହେଲେ ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଆଗକୁ ଆସୁଥିବା ରାଖୀ ପୂର୍ଣ୍ଣିମା ପାଇଁ କଟକର ଜଣେ ଯୁବକ ଭିନ୍ନ ଧରଣର ପ୍ରୟାସ କରି ଚର୍ଚ୍ଚାକୁ…

କଟକ @୭୭୭: ଆଜି ଚିହ୍ନଟ ହେଲେ ଆଉ ୪୧ ଆକ୍ରାନ୍ତ

କଟକ ଅଫିସ, ୨୮।୭: କଟକରେ ମଙ୍ଗଳବାର ଆଉ ୪୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭୭ରେ ପହଞ୍ଚିଛି। ସେଥିରୁ ୩୧୪ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୪୫୩ ଆକ୍ଟିଭ୍‌ କେସ୍‌ ରହିଛି।…

ଜାମିନ ଶୁଣାଣି ବେଳେ ପକ୍ଷ ରଖିବେ ବଳାତ୍କାର ପୀଡ଼ିତା

କଟକ ଅଫିସ,୨୮।୭: ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କ ନିୟମିତ ଜାମିନ ଶୁଣାଣି ବେଳେ ପୀଡ଼ିତା ନିଜେ କୋର୍ଟରେ ଉପସ୍ଥିତ ରହି ପକ୍ଷ ରଖିବେ। କୌଣସି କାରଣରୁ ସେ ଅନୁପସ୍ଥିତ ରହିଲେ, ଅଭିଯୋଗକାରୀ କିମ୍ବା ସୂଚନା ପ୍ରଦାନକାରୀଙ୍କୁ ଉପସ୍ଥିତ ରହିବାକୁ ହେବ। ପୂର୍ବରୁ ସେଥିପାଇଁ…

ଟିଟୋ ଗ୍ୟାଙ୍ଗ୍‌ର ୪ ଗିରଫ

କଟକ ଅଫିସ,୨୮।୭: ଟିଟୋ ଗ୍ୟାଙ୍ଗ୍‌ ସହ ସମ୍ପୃକ୍ତ ଥିବା ୪ ଜଣ କୁଖ୍ୟାତ ଅଭିଯୁକ୍ତଙ୍କୁ ଚାଉଳିଆଗଞ୍ଜ ଥାନା ପୋଲିସ ଗିରଫ କରିଛି। ଡକାୟତି ପାଇଁ ଯୋଜନା କରୁଥିବା ବେଳେ ପୋଲିସ ଚଢ଼ାଉ କରି ଏମାନଙ୍କୁ ଗାନ୍ଧିଛକ ନିକଟସ୍ଥ ପଡ଼ିଆରୁ ଉଠାଇ ଆଣିଥିଲା।…

କଟକରେ କାୟା ବିସ୍ତାର କରୁଛି କରୋନା: ଆଜି ୬୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୭।୭-କଟକରେ କାୟା ବିସ୍ତାର କରୁଛି କରୋନା। ସୋମବାର ସହରରୁ ଆଉ ୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୯ ଜଣ କ୍ୱାରାଣ୍ଟାଇନରେ ଥିବାବେଳେ ୬ ଲୋକାଲ କଣ୍ଟାକ୍ଟ କେସ। ଖଟବିନ ସାହିରୁ ୨୮ କରୋନା ଆକ୍ରାନ୍ତ ଚିହ୍ନଟ…

ଏଥର ହ୍ବାଟ୍‌ସଆପ୍‌ରେ ଅଭିଯୋଗ: ନମ୍ବର ଜାରି କଲା କଟକ ପୋଲିସ

କଟକ ଅଫିସ,୨୭।୭: ଥାନାକୁ ଯିବା ଆଉ ଦରକାର ପଡ଼ିବ ନାହିଁ। ଏବେ ହ୍ବାଟ୍‌ସଆପ୍‌ ନମ୍ବରରେ ଅଭିଯୋଗ କରିହେବ। ପ୍ରଦତ୍ତ ନମ୍ବରରେ ମେସେଜ କଲେ ପୋଲିସ ତଦନ୍ତ ଆରମ୍ଭ କରିବ। ଏଭଳି ଏକ ଭିନ୍ନ ପ୍ରୟାସ ଆରମ୍ଭ କରିଛି କଟକ ପୋଲିସ। ଡିସିପି…

୫୦ ହେକ୍ଟର ଚାଷଜମି ପଡ଼ିଆ

ରଘୁନାଥପୁର,୨୭।୭(ଡି.ଏନ.ଏ.): ଶାଖା କେନାଲରେ ପାଣି ନ ଆସିବାରୁ ୫୦ ହେକ୍ଟର ଚାଷ ଜମି ପଡ଼ିଆ ପଡିଛି। ଏହାଛଡ଼ା କଟକ-ପାରାଦୀପ ରେଳ ଲାଇନ ତଳେ ଯାଇଥିବା କେନାଲରେ ଉପରୁ ମେଟାଲ ଖସି ପୋତି ହୋଇପଡିଥିବାରୁ ପାଣି ମାଡିବା କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇଛି।…

ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି ୭୧ ପ୍ରତିଶତ: ସିଏମ୍‌ସି କମିଶନର

କଟକ ଅଫିସ,୨୬ା୭-କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ଏକ ସପ୍ତାହରେ ମୋଟ୍‌ ଚିହ୍ନଟଙ୍କ ମଧ୍ୟରୁ ପୂର୍ବଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୭୧ ପ୍ରତିଶତ ଆକ୍ରାନ୍ତ ହୋଇଛନ୍ତି। କଟକ ସହର ଜନଗହଳିପୂର୍ଣ୍ଣ ହୋଇଥିବା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ସବୁଠୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?