କଟକ ସହରରୁ ପୁଣି ୫୭ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୬।୭-କଟକ ସହରରୁ ରବିବାର ପୁଣି ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୯ ଜଣ କ୍ୱାରାଣ୍ଟାଇନ ଏବଂ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।…
ଚୌଦ୍ୱାରରେ କାର୍ଗିଲ ବିଜୟ ଦିବସ ପାଳିିତ
ଚୌଦ୍ୱାର,୨୭।୭(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଉଦ୍ଧାର ଫାଉଣ୍ଡେଶନ ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏହି କାର୍ଗିଲ ବିଜୟ ଦିବସରେ ସଂଗଠନର କର୍ମକର୍ତ୍ତା କାର୍ଗିଲ ଯୁଦ୍ଧରେ ସହିଦ ହୋଇଥିବା ଚୌଦ୍ୱାରର ବରପୁତ୍ର ଅମର ସ୍ବର୍ଗତ…
ଚୌଦ୍ୱାର ଜେଲ୍ରେ ପହଞ୍ଚିଲା କରୋନା: ଚିହ୍ନଟ ହେଲେ ଜଣେ ପଜିଟିଭ୍
ଚୌଦ୍ୱାର,୨୭।୭(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ସର୍କଲ ଜେଲରୁ ଜଣେ ଓ୍ବାର୍ଡର କରୋନା ପଜିଟିଭ୍ ବାହାରିଥିବା ଜଣାପଡ଼ିଛି। ଗତ ଶୁକ୍ରବାର ଜେଲର ୧୩ଜଣ କଏଦୀ ଓ ୧୨ଜଣ କର୍ମଚାରୀଙ୍କ ନମୁନା ଜିଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ନିଆଯାଇଥିଲା। ଶନିବାର ରିପୋର୍ଟ ଆସିବା ପରେ…
ପ୍ଲାଜ୍ମା ଦେଲେ ୨ ପୋଲିସ କର୍ମଚାରୀ
କଟକ ଅଫିସ,୨୬।୭: ଓଡ଼ିଶା ପୋଲିସର ଆଉ ଦୁଇଜଣ କର୍ମଚାରୀ ଶନିବାର ପ୍ଲାଜ୍ମା ଦାନ କରିଛନ୍ତି। ସେମାନେ ହେଲେ ଓଏସ୍ଏପି ତୃତୀୟ ବାଟାଲିଅନର ସିପାହି ତରୁଣ କୁମାର ଦାସ ଏବଂ ଓଏସ୍ଏପି ପ୍ରଥମ ଆଇଆର୍ ବାଟାଲିଅନର କନଷ୍ଟେବଳ ଟୁକୁନା ପ୍ରଧାନ। ଉଭୟ କଟକ…
ରେଭେନ୍ଶା କ୍ୟାମ୍ପସରେ କରୋନା
କଟକ ଅଫିସ,୨୬।୭: ରେଭେନ୍ଶା ବିଶ୍ୱବିଦ୍ୟାଳୟର ଜଗନ୍ନାଥ ଛାତ୍ରାବାସରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ପୁଅ ଶନିବାର କରୋନା ଆକ୍ରାନ୍ତ ହୋଇଛନ୍ତି। ଯୁବକ ଜଣଙ୍କ ହାୱଡା ମୋର୍ଟସଠାରେ ଥିବା ଏକ ପେଟ୍ରୋଲ ପମ୍ପରେ କାର୍ଯ୍ୟ କରୁଥିଲେ। ତାଙ୍କର ସ୍ବାବ୍ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ…
ମାସକରେ ଆଳୁ କେଜି ପିଛା ବଢ଼ିଛି ୧୫, ପିଆଜ ୧୦ ଟଙ୍କା
କଟକ ଅଫିସ,୨୬।୭: ଆଳୁ ଓ ପିଆଜ ଦର ଗତ କିଛି ସପ୍ତାହ ଭିତରେ ବଢ଼ିବାରେ ଲାଗିଛି। ମାସକ ଭିତରେ ଆଳୁ ଦର କେଜି ପିଛା ୧୫ ଟଙ୍କା ଓ ପିଆଜ ଦର ୧୦ ଟଙ୍କା ବଢ଼ି ସାରିଲାଣି। ଖୁଚୁରା ବେପାର ଓ…
କଟକରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ୩୫ ଆକ୍ରାନ୍ତ; ରାଉସପାଟଣାରୁ ଅଛନ୍ତି ୨୦
କଟକ ଅଫିସ,୨୫।୭: କଟକ ସହରରେ ଶନିବାର ୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୬ ଇନଷ୍ଟିଚ୍ୟୁଟ୍ କ୍ୱାରାଣ୍ଟାଇନ୍ କେସ୍, ୨୬ ହୋମ୍ କ୍ୱାରାଣ୍ଟାଇନ୍ ଏବଂ ଲୋକାଲ କଣ୍ଟାକ୍ଟ କେସ୍ ୩ଜଣ ରହିଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…
ଚଳିତମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
କଟକ ଅଫିସ,୨୫ା୭ : : ଚଳିତମାସ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଶନିବାର ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଫଳାଫଳ କେବେ ପ୍ରକାଶ ପାଇବ ନିର୍ଦ୍ଦିଷ୍ଟ ତାରିଖ…
ଥାନାକୁ ମନା, ଡିସିପି ଅଫିସ୍ରେ ଭିଡ଼
କଟକ ଅଫିସ,୨୫ା୭: କରୋନା ସଂକ୍ରମଣ ରୋକିବା ପାଇଁ ବାହାରେ ବୁଲୁଥିବା ଲୋକଙ୍କୁ ପୋଲିସ ଟିକିନିଖି ଜେରା କରୁଛି। ଅମାନିଆଙ୍କୁ ଲାଠି ଉଠାଇବାକୁ ହେଳା କରୁନି। କଟକରେ ଦିନକୁ ଦିନ କରୋନା ସ୍ଥିତି ଉଦ୍ବେଗଜନକ ହେଲାଣି। ଅଥଚ ଏ ପରିସ୍ଥିତିରେ ଡିସିପିଙ୍କ କାର୍ଯ୍ୟାଳୟରେ…
ଡିଲରଙ୍କ ଲାଇସେନ୍ସ ଅବଧି ବଢ଼ିଲା
କଟକ ଅଫିସ,୨୫ା୭: ଲାଇସେନ୍ସ ନବୀକରଣ ପ୍ରସଙ୍ଗରେ ରାଜ୍ୟର ପ୍ରାୟ ୨ ହଜାର ୫୯୦ ଜଣ ଡିଲରଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ୨୦୨୧ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସାନି ଉଚ୍ଛେଦ ହୋଇଥିବା ଏହି ଡିଲରଙ୍କ ଲାଇସେନ୍ସକୁ ନବୀକରଣ କରାଯାଇଥିବା ରାଜ୍ୟ ଖାଦ୍ୟ ଯୋଗାଣ…
‘ସାଇଲେଣ୍ଟ କୋଭିଡ୍ ଓ୍ବାରିଅର’ ହର୍ଷିଲ
କଟକ ଅଫିସ,୨୫ା୭: ଲକ୍ଡାଉନ ବେଳର ଚିତ୍ର ଆଙ୍କି ବିଶ୍ୱସ୍ତରରେ କୃତିତ୍ୱ ହାସଲ କରିଛନ୍ତି କଟକର ୯ ବର୍ଷୀୟ ହର୍ଷିଲ ଅଗ୍ରୱାଲ। ଲଣ୍ଡନର ୱାର୍ଲଡ ବୁକ୍ ଅଫ୍ ରେକର୍ଡ ହର୍ଷିଲଙ୍କୁ ‘ସାଇଲେଣ୍ଟ କୋଭିଡ୍ ୱାରିୟର’ ଭାବେ ସମ୍ମାନିତ କରିଛି। ଏହାଛଡ଼ା ଏକ୍ସକ୍ଲୁସିଭ ଓ୍ବାଲର୍ଡ…
ଲକ୍ଡାଉନକୁ ବେଖାତିର: କ୍ଷୀର, ପରିବା ବିକ୍ରି ଆଳରେ ଖୋଲୁଛି ଚା’, ଭେରାଇଟ ଷ୍ଟୋର
କଣ୍ଟାପଡା,୨୪।୭(ଡି.ଏନ୍.ଏ.): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ସେହିପରି କଣ୍ଟାପଡା ବ୍ଲକରେ ଗୁରୁବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ତେବେ ରାଜ୍ୟସରକାର କେତେକ ଜିଲାକୁ ଆସନ୍ତା ୩୧ ପର୍ଯ୍ୟନ୍ତ ଲକ୍ଡାଉନ ଘୋଷଣା କରିଥିବା ବେଳେ ଅତ୍ୟାବଶ୍ୟକ…

