କଟକ

ରଥଯାତ୍ରା ବାତିଲ ପାଇଁ ଜନସ୍ବାର୍ଥ ମାମଲା: ‘ସ୍ଥିତି ଦେଖି ନିଷ୍ପତ୍ତି ନିଅନ୍ତୁ ସରକାର’

କଟକ ଅଫିସ,୧୦ା୬: କରୋନା ସଂକ୍ରମଣ ଆଶଙ୍କା ଯୋଗୁ ଚଳିତ ବର୍ଷ ରଥଯାତ୍ରା ସ୍ଥଗିତ ରଖିବାକୁ ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାର ମଙ୍ଗଳବାର ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଓ ବିଚାରପତି ଜଷ୍ଟିସ ବିଶ୍ୱଜିତ ମହାନ୍ତିଙ୍କୁ ନେଇ ଗଠିତ…

ଲୁଣାନଦୀରେ ଗାଧୋଇବା ବେଳେ ବୁଡ଼ିଗଲେ: ୨ ଯୁବକ ମୃତ, ୨ ଆହତ

ନିଶ୍ଚିନ୍ତକୋଇଲି,୯।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ତରତ୍‌ ହନୁମାନ ଗଡ଼ା ନିକଟରେ ଥିବା ଲୁଣାନଦୀରେ ବୁଡ଼ି ମଙ୍ଗଳବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ଗାଧୋଇବାକୁ ଯାଇଥିବା ବେଳେ ଉଭୟ ବୁଡ଼ି ଯାଇଥିବା ସୂଚନା ମିଳିଛି। ମୃତକଦ୍ୱୟ ହେଲେ ଲିଟୁ ସାମଲା(୨୧)…

ସାବିତ୍ରୀ ରଥ ହେଲେ ହାଇକୋର୍ଟର ନୂଆ ବିଚାରପତି

କଟକ ଅଫିସ,୯।୬: ବରିଷ୍ଠ ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରଥଙ୍କ ନାମକୁ ହାଇକୋର୍ଟର କଲେଜିୟମ ଗତବର୍ଷ ମେ’ରେ ସୁପ୍ରିମକୋର୍ଟର କଲେଜିୟମକୁ…

୪ଦଫା ଦାବି ନେଇ ବିଡିଓଙ୍କୁ ସ୍ମାରକପତ୍ର

ନିଶ୍ଚିନ୍ତକୋଇଲି,୯।୬(ସ୍ବ.ପ୍ର.): ୪ଦଫା ଦାବିରେ ମଙ୍ଗଳବାର କଟକ ଜିଲା ନିଶ୍ଚିନ୍ତକୋଇଲି ବିଶ୍ୱନିରାମୟ ନିର୍ମାଣ ଓ ଅନ୍ୟାନ୍ୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଏକ ସ୍ମାରକ ପତ୍ର ବିଡିଓ କର୍ଣ୍ଣଦେବ ସମାଦ୍ଧାରଙ୍କୁ ପ୍ରଦାନ କରାଯାଇଛି। ଶ୍ରମିକମାନଙ୍କର ବିଭିନ୍ନ ସମସ୍ୟା ନେଇ ଏହି ଦାବିପତ୍ର ପ୍ରଦାନ ହୋଇଛି।…

ବିଶିଷ୍ଟ ଡାକ୍ତର ସନାତନ ରଥଙ୍କ ପରଲୋକ

ଭୁବନେଶ୍ୱର, ୯।୬(ବ୍ୟୁରୋ): ବିଶିଷ୍ଟ ନ୍ୟୁରୋ ସର୍ଜନ ପ୍ରଫେସର ଡାକ୍ତର ସନାତନ ରଥଙ୍କର ମଙ୍ଗଳବାର ପୂର୍ବାହ୍ନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିବା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ। ଡା. ସନାତନ ଭାରତୀୟ ନ୍ୟୁରୋ…

ଏନ୍‌ଡିଆର୍‌ଏଫ୍‌ର ୪୯ ଯବାନ କରୋନା ପଜିଟିଭ

କଟକ ଅଫିସ,୯।୬: ପଶ୍ଚିମବଙ୍ଗରୁ ବାତ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ସାରି ଫେରିଥିବା ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ଆଉ ୪୯ କରୋନା ଆକ୍ରାନ୍ତ ହୋଇଛନ୍ତି। ସୋମବାର ସେମାନଙ୍କ ସ୍ବାବ୍‌ ରିପୋର୍ଟ ପଜିଟିଭ୍‌ ଥିବା ଜଣାପଡ଼ିଛି। ଏହାପରେ ସେମାନଙ୍କୁ ଭୁବନେଶ୍ୱର କିମ୍ସ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି…

ପିପିଇ କିଟ୍‌, ମାସ୍କ କିଣାରେ ଦୁର୍ନୀତି ଅଭିଯୋଗ: ସିବିଆଇ ତଦନ୍ତ ପାଇଁ ଜନସ୍ବାର୍ଥ ମାମଲା

କଟକ ଅଫିସ,୯।୬: କରୋନା ଭୁତାଣୁର ମୁକାବିଲା ପାଇଁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ) କିଟ୍‌ ଓ ମାସ୍କ କିଣିଛନ୍ତି ରାଜ୍ୟ ସରକାର। ଏଥିରେ ଦୁର୍ନୀତି ହୋଇଥିବା ଅଭିଯୋଗ ଉଠିବା ପରେ ସୋମବାର ଏହାର ସିବିଆଇ କିମ୍ବା ବିଚାରବିଭାଗୀୟ ତଦନ୍ତ ପାଇଁ ହାଇକୋର୍ଟରେ…

ସ୍ନାନଯାତ୍ରାରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: କାର୍ଯ୍ୟାନୁଷ୍ଠାନ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ,୯।୬: ପୁରୀ ଶ୍ରୀମନ୍ଦିରରେ ତିନି ଠାକୁରଙ୍କ ସ୍ନାନଯାତ୍ରା ବେଳେ ଲକ୍‌ଡାଉନ୍‌ ନିୟମର ଉଲ୍ଲଂଘନ ହୋଇଛି। ମୁଦିରସ୍ତ, ସେବାୟତ ଓ ଦଇତାପତିମାନେ ମାସ୍କ ପିନ୍ଧି ନ ଥିଲେ କିମ୍ବା ସାମାଜିକ ଦୂରତ୍ୱ ପାଳନ କରି ନ ଥିଲେ। ତେଣୁ ସେମାନଙ୍କ ବିରୋଧରେ…

ବୋମାମାଡ଼ ଘଟଣାରେ ୬ ଗିରଫ

କଟକ ଅଫିସ,୮ା୬: ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟଙ୍କ ଉପରକୁ ବୋମାମାଡ଼ ଘଟଣାରେ ଜଗତପୁର ଥାନା ପୋଲିସ ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ୟାକୁବ ଖାନ, ସେଖ୍‌ ୱାସିମ, ସେଖ୍‌ ଇମ୍ରାନ, ସେଖ ସାକିର, ରମେଶ…

ସରିଲା ସଙ୍ଗରୋଧ ଅବଧି: ୨୪ ପ୍ରବାସୀ ହେଲେ ଘର ବାହୁଡ଼ା

ଚୌଦ୍ୱାର,୮।୬(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ପୌରପାଳିକା ପକ୍ଷରୁ ଚୌଦାର କଲେଜ ଛାତ୍ରୀ ନିବାସରେ ହୋଇଥିବା ସଙ୍ଗରୋଧ କେନ୍ଦ୍ରରୁ ଦୀର୍ଘ ୧୪ ଦିନ ପରେ ସୋମବାର ୨୪ ପ୍ରବାସୀ ଘର ବାହୁଡ଼ା ହୋଇଛନ୍ତି। ପ୍ରବାସୀମାନେ ନିଜ ଉଦ୍ୟମରେ ଫୁଲ ତୋଡ଼ା ଓ ଉତ୍ତରୀୟ…

କୋଭିଡ୍‌ ସାମଗ୍ରୀ କ୍ରୟ ପ୍ରସଙ୍ଗ: ହାଇକୋର୍ଟରେ ମାମଲା

କଟକ ଅଫିସ,୮।୬: କୋଭିଡ-୧୯ ମୁକାବିଲା ପାଇଁ କିଣାଯାଇଥିବା ସାମଗ୍ରୀ ଯଥା ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ(ପିପିଇ) ଏବଂ ମାସ୍କ କିଣିବାରେ ଦୁର୍ନୀତି ହୋଇଥିବା ନେଇ ସରକାରଙ୍କୁ ଘେରୁଛନ୍ତି ବିରୋଧୀ। ଏହାକୁ ନେଇ ରାଜ୍ୟ ସରକାର ଅଡ଼ୁଆରେ ପଡ଼ିଛନ୍ତି। ଅନ୍ୟପଟେ ଏ ନେଇ ସୋମବାର…

୨୮ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ଜଣେ ଗିରଫ

କଟକ ଅଫିସ,୮।୬: କଟକ ଜଗତପୁରସ୍ଥିତ ପୀରବଜାରଠାରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୭୫ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ପଦ୍ମପୁର ଅଞ୍ଚଳର କର୍ଣ୍ଣଚନ୍ଦ୍ର ଦାସ। ଅଭିଯୁକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri