କଟକ

ଟୁଇଟ୍‌ରେ ପୁରୀବାସୀଙ୍କୁ ଧନ୍ୟବାଦ ଦେଲେ ଡିଜିପି

କଟକ ଅଫିସ,୬ା୬: କରୋନା ପାଇଁ ଶୁକ୍ରବାର ପୁରୀରେ ଭକ୍ତଙ୍କ ବିନା ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି। ଭକ୍ତଙ୍କ ଉପସ୍ଥିତି ଉପରେ କଟକଣା ସହ ୧୪୪ ଧାରା ଜାରି କରାଯାଇଥିଲା। ଏହାପରେ ଶାନ୍ତି ଶୃଙ୍ଖଳାର ସହ ସ୍ନାନଯାତ୍ରା ସରିଛି। ପୁରୀବାସୀ ଏଥିରେ ସହଯୋଗ କରିଥିବାରୁ…

ଧରାପଡ଼ିଲା ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗ

କଟକ ଅଫିସ,୫ା୬: ଏକ ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗକୁ କାବୁ କରିଛି କମିଶନରେଟ ପୋଲିସ। ରାଜ୍ୟର ବିଭିନ୍ନ ଜିଲାରେ ଏହି ଗ୍ୟାଙ୍ଗ ଅନେକ ଅପରାଧିକ କାର୍ଯ୍ୟକଳାପ ଘଟାଇଥିବା ପୋଲିସ ରେକର୍ଡରେ ରହିଛି। ଗତ ମେ ୨୭ ସକାଳେ ଏମାନେ ମାତ୍ର ୪ ଘଣ୍ଟାରେ…

ସମ୍ବର୍ଦ୍ଧନା ପରେ ସଙ୍ଗରୋଧ

କଟକ ଅଫିସ,୫ା୬: ପଶ୍ଚିମବଙ୍ଗରେ ସେଠାକାର ସରକାରଙ୍କ ଅନୁରୋଧକ୍ରମେ ବାତ୍ୟା ଅମ୍ଫନ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ ଓଡ଼ିଶାର ଅଗ୍ନିଶମ ବାହିନୀ। ମୁଖ୍ୟ ଅଗ୍ନିଶମ ଅଧିକାରୀ ମହେଶ୍ୱର ସ୍ବାଇଁଙ୍କ ନେତୃତ୍ୱରେ ୩୭୨ ଜଣ ଅଗ୍ନିଶମ କର୍ମଚାରୀ କରୋନା ଭଳି ପ୍ରତିକୂଳ ପରିସ୍ଥିତିରେ ମଧ୍ୟ…

କିଲୋ ପିଛା ବଢ଼ିଲା ୧୦ ଟଙ୍କା

କଟକ ଅଫିସ,୫ା୬: ବଜାରରେ ଏବେ ଆଳୁ ଦର ବଢ଼ିବାରେ ଲାଗିଛି। ଦୁଇ ଦିନ ଭିତରେ କିଲୋ ପିଛା ୧୦ ଟଙ୍କା ବଢ଼ିଲାଣି। ବାତ୍ୟା ଅମ୍ଫନ ପ୍ରଭାବ ଯୋଗୁ ଦର ବଢ଼ିଥିବା ଛତ୍ରବଜାର ବ୍ୟବସାୟୀମାନେ କହୁଛନ୍ତି। କିନ୍ତୁ କେନ୍ଦ୍ର କ୍ୟାବିନେଟ ଅତ୍ୟାବଶକ ସାମଗ୍ରୀ…

କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର

କଟକ ଅଫିସ,୫ା୬: ତେର ବର୍ଷର ବାଳକ ରାଜରୋଶନ ଠାକୁର। ପଢ଼ାବହି ବଦଳରେ ତାଙ୍କ କାନ୍ଧରେ ଏବେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର। ୨ବର୍ଷ ହେବ ନିଜ ପରିବାର ପାଇଁ ସେ ହିଁ ସାହାରା ପାଲଟିଛନ୍ତି। ବାପା ରମେଶ ଠାକୁର ଦୁଇବର୍ଷ ହେବ…

ଚାଷୀଙ୍କୁ ୪୫୦ କୋଟି କୃଷିଋଣ

କଟକ ଅଫିସ,୫ା୬: ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ୨୦୨୦ ଖରିଫ ଚାଷ ପାଇଁ କଟକ ଜିଲା କୃଷି କାର୍ଯ୍ୟ ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଜିଲାପାଳ ଭବାନୀ ଶଙ୍କର ଚୟନୀ ଏଥିରେ ଅଧ୍ୟକ୍ଷତା କରି ସାମୂହିକ କୃଷି ଉତ୍ପାଦନର…

ବିକ୍ରି ହେଉଛି ଏକ୍ସପାଏରି ଖାଦ୍ୟ ପ୍ୟାକେଟ୍‌

କଟକ ଅଫିସ,୫ା୬: ଦୀର୍ଘ ଦୁଇ ମାସରୁ ଅଧିକ ସମୟ ଧରି ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏଥିରେ ବ୍ୟବସାୟ କ୍ଷେତ୍ର ଭୀଷଣ କ୍ଷତି ସହୁଛି। ଛୋଟ ବଡ଼ ଦୋକାନରେ ସାମଗ୍ରୀ ଷ୍ଟକ୍‌ ବଢ଼ିଯାଇଛି। କ୍ଷତିରୁ ବର୍ତ୍ତିବା ପାଇଁ ଏବେ ବ୍ୟବସାୟୀମାନେ ପୁରୁଣା…

ଶଟଡାଉନ ପାଇଁ ଚୌଦ୍ୱାର ପୋଲିସର ପ୍ରସ୍ତୁତି ଶେଷ: ସିଲ ହେବ ସହରର ମୁଖ୍ୟ ପ୍ରବେଶ ପଥ

ଚୌଦ୍ୱାର,୫।୬(ଡି. ଏନ.ଏ)-ରାଜ୍ୟ ସରକାରଙ୍କ ନିଷ୍ପତି ଅନୁଯାୟୀ ପଞ୍ଚମ ପର୍ଯ୍ୟାୟ ଲକ୍‌ ଡାଉନ ଘୋଷଣା କରାଯାଇଛି। ଏଥିସହିତ ୧୧ଟି ଜିଲାରେ ପ୍ରତି ସପ୍ତାହର ଦୁଇ ଦିନ ଅର୍ଥାତ ଶନିବାର ଓ ରବିବାର ଶଟଡାଉନ ରହିବ ବୋଲି ସରକାରଙ୍କ ତରଫରୁ ଘୋଷଣା ହୋଇଛି। ଏହି…

କଡ଼ା ସୁରକ୍ଷା ବଳୟରେ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ପୀଠ: ୧୪୪ ଧାରା ବଳବତ୍ତର, ୩ ପ୍ଲାଟୁନ ଫୋର୍ସ ମୁତୟନ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): ଶ୍ରୀଶ୍ରୀ ଅଚ୍ୟୁତାନନ୍ଦ ମହାପୁରୁଷଙ୍କ ଶୂନ୍ୟସମାଧି ଦିବସ ଓ ଦେବସ୍ନାନ ପୂର୍ଣ୍ଣିମା କଡ଼ା ସୁରକ୍ଷା ବଳୟ ମଧ୍ୟରେ ପାରମ୍ପରିକ ରୀତିନୀତି ଅନୁଯାୟୀ ଶୁକ୍ରବାର ଶେଷ ହୋଇଛି। ପ୍ରତିବର୍ଷ ଏଠାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଥିବା ବେଳେ ଚଳିତ ବର୍ଷ କରୋନା ପାଇଁ…

ଦେବ ସ୍ନାନ ପୂର୍ଣ୍ଣିମା: ଭକ୍ତ ବିରହରେ ଭଗବାନ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): କରୋନା କଟକଣା ପାଇଁ ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମା ବିଭିନ୍ନ ପୀଠରେ କଡ଼ା କଟକଣା ପୂର୍ବକ ପାଳିତ ହେଉଛି। କଟକ ଜିଲା ବ୍ରହ୍ମକ୍ଷେତ୍ର ଜିଗ୍ନିପୁର ପୀଠରେ ପାରମ୍ପରିକ ପୂଜାର୍ଚ୍ଚନା ଓ ସ୍ନାନ ଉତ୍ସବ ଚାଲିଛି। ଏହି ସମୟରେ ଭକ୍ତଙ୍କୁ ପୀଠ…

ବିଶ୍ୱ ପରିବେଶ ଦିବସ: ବ୍ରହ୍ମକ୍ଷେତ୍ରରେ ବୃକ୍ଷରୋପଣ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଜୁନ୍‌ ୫ ତାରିଖରେ ବିଶ୍ୱପରିବେଶ ଦିବସ ପାଳିତ ହୋଇଛି। ଏହି ଅବସରରେ ବ୍ଲକର ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଗ୍ରୀନ ଭିଜନ ଅନୁଷ୍ଠାନ ପକ୍ଷରୁ ବୃକ୍ଷରୋପଣ କରାଯାଇଛି। ଅନୁଷ୍ଠାନର…

ଓଟିଏମ୍‌ର ପୁନରୁଦ୍ଧାର ଦାବିରେ ଚୌଦ୍ୱାର ସହରବାସୀଙ୍କ ନୀରବ ପ୍ରତିବାଦ

ଚୌଦ୍ୱାର,୫।୬(ଡି.ଏନ୍‌.ଏ): ଭଦ୍ରକ ଜିଲାର ଧାମରାଠାରେ ଟେକ୍ସଟାଇଲ ପାର୍କ ନିର୍ମାଣ ପାଇଁ କ୍ୟାବିନେଟ୍‌ ମୋହର ଲାଗିଥିବା ବେଳେ ଏହାକୁ ନେଇ କଟକ ଜିଲା ଚୌଦ୍ୱାର ସହରବାସୀଙ୍କ ଦୀର୍ଘଦିନର ଆଶା ମଉଳି ଯାଇଛି। ଏନେଇ ଶୁକ୍ରବାର ଚୌଦ୍ୱାର ସହରବାସୀଙ୍କ ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକଠାରେ ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri