କଟକ

ଟ୍ରିବ୍ୟୁନାଲ ତୁରନ୍ତ କାର୍ଯ୍ୟକ୍ଷମ କର

କଟକ ଅଫିସ,୭।୭: ଗଠନର ପ୍ରାୟ ଦେଢ଼ ବର୍ଷ ପରେ ମଧ୍ୟ ଅକାମୀ ହୋଇ ପଡ଼ିଛି ଓଡ଼ିଶା ରିୟଲ ଇଷ୍ଟେଟ୍‌ ଆପିଲେଟ୍‌ ଟ୍ରିବ୍ୟୁନାଲ୍‌ (ଓଆର୍‌ଇଏଟି)। ଏଯାବତ୍‌ ଗୃହ ଏବଂ ଜମିର କ୍ରେତା ଓ ବିକ୍ରେତାଙ୍କ ଗୋଟିଏ ବି ଅଭିଯୋଗର ଶୁଣାଣି କି ଫଇସଲା…

ନନ୍ଦନକାନନରେ ଜଳହସ୍ତୀ ଶାବକ ଜନ୍ମ: କୁମାରଖୁଣ୍ଟିରେ ଶଙ୍କର ଅସୁସ୍ଥ

ବାରଙ୍ଗ,୭।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ୬୨ ନଂ. ଏନକ୍ଲୋଜରରେ ରହୁଥିବା ଜଳହସ୍ତୀର ସୋମବାର ଏକ ଶାବକ ଜନ୍ମ ଦେଇଛି। ଶାବକ ଜନ୍ମ ଦେବା ପରେ ମା ଓ ଛୁଆ ସୁସ୍ଥ ଥିବା ଜଣାପଡିଛି। ଏବେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଇ ୧୫ରେ…

କଟକରୁ ୩ ପଜିଟିଭ ଚିହ୍ନଟ: ଅଛନ୍ତି ୨ କ୍ୱାରାଣ୍ଟାଇନ, ୧ ସ୍ଥାନୀୟ ଅଞ୍ଚଳର

କଟକ ଅଫିସ, ୬।୭: କଟକ ସହରରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ କ୍ୱାରାଣ୍ଟାଇନରେ ଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ମାଣିକଘୋଷ ବଜାରରୁ ଜଣେ ୫୯ ବର୍ଷୀୟ ବ୍ୟକ୍ତି ଚିହ୍ନଟ…

ସୋମବାର ଦିବା ୧ଟାରୁ ଗୁରୁବାର ରାତ୍ର ୧୦ଟା ପର୍ଯ୍ୟନ୍ତ ନଖରା ପଞ୍ଚାୟତ ଶଟ୍‌ଡାଉନ

ଚୌଦର,୬।୭(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ନଖରା ପଞ୍ଚାୟତରୁ ରବିବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏ ନେଇ ସରପଞ୍ଚ ପବିତ୍ର ଉପାଧ୍ୟାୟ ଉକ୍ତ ପଞ୍ଚାୟତକୁ ସୋମବାର ଦିବା ୧ଟାରୁ ଗୁରୁବାର ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଶର୍ଟଡାଉନ…

କଟକ ଶିଶୁଭବନ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୬ା୭: ସୋମବାର କଟକସ୍ଥିତ ଶିଶୁଭବନର ଆଉଟ୍‌ଡୋର ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟ୍‌ଡୋର ବନ୍ଦ ରହିବ ବୋଲି ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା. ସରୋଜ ଶତପଥୀ ସୂଚନା ଦେଇଛନ୍ତି। ତେବେ ଶିଶୁଭବନରେ ଜରୁରିକାଳୀନ ସେବା ଜାରି ରହିବ। ସୂଚନାଯୋଗ୍ୟ,…

ଆଜି ଶ୍ରାବଣର ପ୍ରଥମ ସୋମବାର: ଘାଟ, ପୀଠ କେଉଁଠି ନାହାନ୍ତି କାଉଡ଼ିଆ

କଟକ ଅଫିସ,୬ା୭: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏହିଦିନ ସହ ଏହାର ପୂର୍ବଦିନ କାଉଡିଆଙ୍କ ଭିଡ଼ ଓ ବୋଲବମ୍‌ ଧ୍ୱନିରେ କମ୍ପୁଥାନ୍ତା ଗଡ଼ଗଡ଼ିଆ ଘାଟ। କିନ୍ତୁ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ବୋଲ୍‌ବମ୍‌ ଯାତ୍ରାକୁ ରାଜ୍ୟ ସରକାର ବନ୍ଦ କରିବା…

ଆଜିଠୁ ତିନିଦିନିଆ ଶଟ୍‌ଡାଉନ୍‌

କଟକ ଅଫିସ,୬ା୭: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି। ସଂକ୍ରମଣର ପ୍ରସାରକୁ ରୋକିବା ପାଇଁ ସପ୍ତାହାନ୍ତ ଶଟ୍‌ଡାଉନ୍‌ ପରେ ସୋମବାରଠାରୁ ବୁଧବାର ରାତି ପର୍ଯ୍ୟନ୍ତ ପୁଣି ଥରେ ଶଟ୍‌ଡାଉନ୍‌ ଜାରି କରାଯାଇଛି। ଏହାର ସଠିକ୍‌ ପାଳନ ପାଇଁ…

୪ ହସ୍ପିଟାଲ ପାଇଁ ଗାଇଡ୍‌ଲାଇନ୍‌

କଟକ ଅଫିସ୍‌,୬ା୭: କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍‌ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ସ୍ଥିତି ଅଣାୟତ୍ତ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର…

କଟକରେ ହେବ ଆଣ୍ଟିଜେନ୍‌ ଟେଷ୍ଟ

କଟକ ଅଫିସ,୫।୭-କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍‌ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ସ୍ଥିତି ଅଣାୟତ୍ତ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ହୋଇପଡ଼ିଛନ୍ତି।…

କର୍ମଚାରୀଙ୍କୁ କରୋନା: ହାଇକୋର୍ଟ ହେଲା ବିଶୋଧନ

କଟକ ଅଫିସ,୫।୭: ଓଡ଼ିଶା ହାଇକୋର୍ଟର ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହାକୁ ନେଇ ହାଇକୋର୍ଟ କର୍ମଚାରୀଙ୍କ ମଧ୍ୟରେ ଭୟ ଦେଖା ଦେଇଛି। ରବିବାର ଅଗ୍ନିଶମ ବିଭାଗ ପକ୍ଷରୁ ହାଇକୋର୍ଟ ପରିସରକୁ ବିଶୋଧନ…

ଚୌଦ୍ୱାର ମଣ୍ଡଳକାରାଗାରରେ କରୋନା ସ୍ଥିତି ପରଖିଲେ ଜିଲା ଦୌରାଜଜ୍‌

ଚୌଦ୍ୱାର,୫ା୭(ଡି.ଏନ୍‌.ଏ.): ରବିବାର କଟକ ଜିଲା ଚୌଦ୍ୱାର ମଣ୍ଡଳକାରାଗାର ପରିଦର୍ଶନ କରିଛନ୍ତି ଏକ ଉଚ୍ଚସ୍ତରୀୟ ଟିମ୍‌। କଟକ ଜିଲା ଦୌରାଜଜ୍‌ଙ୍କ ମୁଖ୍ୟ ବିଚାରପତି ରାଜକୁମାର ସାହୁଙ୍କ ସମେତ ହାଇକୋର୍ଟ ରେଜିଷ୍ଟ୍ରାର ଓ ଆଇନ ସେବା ପ୍ରାଧିକରଣର ସଦସ୍ୟମାନେ ଏହି ଟିମ୍‌ରେ ସାମିଲ ହୋଇଥିଲେ।…

ବିବାହ ଭୋଜିରେ ଯୋଗ ଦେଇ ୧୧ ହେଲେ କରୋନା ଆକ୍ରାନ୍ତ: ଭୁବନେଶ୍ବରରୁ ଅଛନ୍ତି ଜଣେ

କଟକ ଅଫିସ,୫।୭: କଟକ ସହର ମାଣିକଘୋଷରୁ ଶନିବାର ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ ଜଣ ପୁରୁଷ ଏବଂ ୪ଜଣ ମହିଳା ଅଛନ୍ତି। ଏମାନେ ସମସ୍ତେ ସମ୍ପର୍କୀୟ। ଗତ କିଛି ଦିନ ପୂର୍ବରୁ ମାଣିକଘୋଷରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?