କଟକ

ଶଟ୍‌ଡାଉନ୍‌ ସମୟରେ ଚାଲିବ ବସ୍‌, ଅଟୋ,ଟ୍ୟାକ୍ସି

କଟକ ଅଫିସ,୪।୬- କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟର ୧୧ଟି ଜିଲାରେ ସବୁ ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ବଲାଙ୍ଗୀର…

୫ ଜିଲାରେ ଉଜାଡ଼ିବ ଜଙ୍ଗଲ, ଚାଷ

କଟକ ଅଫିସ,୩ା୬: ପାକିସ୍ତାନୀ ପଙ୍ଗପାଳ ଏବେ ଛତିଶଗଡ଼ରେ ଉପଦ୍ରବ ଚଳାଇଛି। କିନ୍ତୁ ଓଡ଼ିଶାରେ ସେମାନଙ୍କ ଆଗମନ ସୂଚନା ପାଇବା ପରେ ଫସଲ ବଞ୍ଚାଇବା ଚିନ୍ତାରେ ଚାଷୀଙ୍କ ଭିତରେ ଭାଳେଣି ପଡ଼ିଲାଣି। କିଛି ଦିନ ଭିତରେ ପଙ୍ଗପାଳ ଦଳ ଛତିଶଗଡ଼ ସୀମାବର୍ତ୍ତୀ ଜିଲାଗୁଡ଼ିକରେ…

ଓଡ଼ିଶା ଫେରିବାକୁ ମଙ୍ଗଳସୂତ୍ର ବିକିଲେ: ବିକା ଟଙ୍କାରେ ସାଇକେଲ କିଣି ବେଙ୍ଗାଲୁରୁରୁ ଭଦ୍ରକ ଫେରିଲେ ଦମ୍ପତି

କଟକ ଅଫିସ,୩ା୬: ଜଣେ ସଧବା ନାରୀର ଅସ୍ମିତା ହେଉଛି ତା’ର ମଙ୍ଗଳସୂତ୍ର। କିନ୍ତୁ ଲକ୍‌ଡାଉନ୍‌ ଜନିତ ବେରୋଜଗାରି ଶ୍ରମିକମାନଙ୍କ ଦାରିଦ୍ର୍ୟ ଓ ଅଭାବକୁ ତେଜି ସେମାନଙ୍କୁ ଏଭଳି ସ୍ଥିତିରେ ଆଣି ଛିଡ଼ା କରେଇଛି ଯେ, ଓଡ଼ିଶା ଫେରିବା ପାଇଁ ଜଣେ ପ୍ରବାସୀ…

ରଥଯାତ୍ରା ସମ୍ପର୍କିତ ଜନସ୍ବାର୍ଥ ମାମଲା: ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ ଅଫିସ,୩ା୬: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ବାତିଲ କରିବା ପାଇଁ ହାଇକୋର୍ଟରେ ଯେଉଁ ଜନସ୍ବାଥର୍ର୍ ମାମଲା ରୁଜୁ ହୋଇଥିଲା, ସେଥିରେ ମଙ୍ଗଳବାର ରାଜ୍ୟ ସରକାର ନିଜ ପକ୍ଷ ରଖିଛନ୍ତି। କେବଳ ‘ବିଧି ଓ ବିଧାନ’ ପାଇଁ ରଥଯାତ୍ରା ଆୟୋଜିତ…

ପାଣି ଟାଙ୍କିରେ ମୃତଗୋଧି ଭାସିବା ଗୁଜବ: ଜଳଯୋଗାଣ ବନ୍ଦ

କଣ୍ଟାପଡା,୨।୬(ଡି.ଏନ୍‌.ଏ.): କଣ୍ଟାପଡ଼ା ପଞ୍ଚାୟତର ଇଚ୍ଛାପୁରଠାରେ ଥିବା ଗ୍ରାମ୍ୟ ପାନୀୟ ଜଳଯୋଗାଣ ପାଣି ଟାଙ୍କିରେ ଏକ ମୃତଗୋଧି ଭାସୁଥିବା ନେଇ  ଗଁାରେ ପ୍ରଚାରିତ ହୋଇଥିଲା। ଫଳରେ ଲୋକେ ଏହା ଶୁଣି ଭୟରେ କେହି ଟାଙ୍କିରୁ ପାଣି ନେଇ ନ ଥିଲେ। ଖବରରୁ ପ୍ରକାଶ,…

କିରୋସିନ ଆବଣ୍ଟନରେ ଠକାମୀ: ପ୍ରତିବାଦରେ କଣ୍ଟାପଡ଼ା ବ୍ଲକ ସମ୍ମୁଖରେ ଧାରଣା

କଣ୍ଟାପଡ଼ା, ୨।୬(ଡି.ଏନ୍‌.ଏ.): କରୋନା ମହାମାରୀ ଓ ଲକ୍‌ଡାଉନ ଯୋଗୁ ଗରିବ ତଥା ଦିନମଜୁରିଆ ଦୁଃଖକଷ୍ଟରେ ଜୀବନ ବିତାଉଛନ୍ତି। ତେବେ ରାସନ କାର୍ଡଧାରୀଙ୍କ ପାଇଁ ସରକାର କମ୍‌ ମୂଲ୍ୟରେ ଯୋଗାଇ ଦେଇଥିବା କିରୋସିନକୁ କଟକ ଜିଲା କଣ୍ଟାପଡା ବ୍ଲକରେ ଅସାଧୁ ରିଟେଲରମାନେ ଚଢ଼ାଦରରେ…

ନିଶ୍ଚିନ୍ତକୋଇଲିରେ ବଢୁଛି କରୋନା ପଜିଟିଭ୍‌ଙ୍କ ସଂଖ୍ୟା

ନିଶ୍ଚିନ୍ତକୋଇଲି୨।୬(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଦିନକୁଦିନ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ବଢ଼ୁଛି। କ୍ୱାରାଣ୍ଟାଇନ ସେଣ୍ଟରରେ ପଜିଟିଭ୍‌ ଚିହ୍ନଟ ହେଉଥିବାରୁ ଗୋଷ୍ଠୀ ସଂକ୍ରମଣର ଭୟ ନ ଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ବ୍ଲକର ୪୧ଟି ପଞ୍ଚାୟତରେ ୮…

ଖର୍ଚ୍ଚ ନ ହୋଇ ଫେରିଯିବ ୧.୦୭ କୋଟି

କଟକ ଅଫିସ,୨।୬: ଗୋଟିଏ ପଟେ ରାଜ୍ୟରେ ସଡ଼କ ଦୁର୍ଘଟଣା ପ୍ରତି ବର୍ଷ ବଢୁଥିବା ବେଳେ ଏହାକୁ ରୋକିବାରେ ପୋଲିସ ଏକପ୍ରକାର ବିଫଳ ହେଉଛି। ଅନ୍ୟପଟେ ସଡ଼କ ସୁରକ୍ଷା ଦିଗରେ ପଦକ୍ଷେପ ପାଇଁ ମିଳିଥିବା ଟଙ୍କାକୁ ମଧ୍ୟ ଖର୍ଚ୍ଚ କରିପାରୁନାହିଁ। ସଡ଼କ ସୁରକ୍ଷା…

୧୧ଜଣିଆ ଅନ୍ତରୀଣ କମିଟି ଗଠିତ

କଟକ ଅଫିସ,୨।୬: ଲକ୍‌ଡାଉନ୍‌ ଯୋଗୁ ହାଇକୋର୍ଟ ସମେତ ରାଜ୍ୟର ସମସ୍ତ ଓକିଲ ସଂଘର ନିର୍ବାଚନ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସ୍ଥଗିତ ରହିଛି। ଏଭଳି ସ୍ଥଳେ ଓକିଲ ସଂଘଗୁଡ଼ିକର ପରିଚାଳନା ପାଇଁ ହାଇକୋର୍ଟ ଓକିଲ ସଂଘର ଅନ୍ତରୀଣ କମିଟି ଗଠିତ ହୋଇଛି। କମିଟିରେ ଜଣେ…

ସ୍ମିତାରାଣୀ ମୃତ୍ୟୁ ମାମଲା: ରୂପେଶ ଭଦ୍ରଙ୍କୁ ହାଇକୋର୍ଟରୁ ଜାମିନ

କଟକ ଅଫିସ୍‌/ଧର୍ମଶାଳା, ୨।୬(ଡି.ଏନ୍‌.ଏ.): ଯାଜପୁର ହରିଦାଶପୁର ପଞ୍ଚାୟତର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇଥିବା ରୂପେଶ ଭଦ୍ରଙ୍କୁ ସୋମବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗତ ଅକ୍ଟୋବରରୁ ସେ ଜେଲ୍‌ରେ ଥିଲେ। ଜଷ୍ଟିସ୍‌ ବିଭୂ ପ୍ରସାଦ ରାଉତରାୟ ମାମଲାର…

ବିଦ୍ୟୁତ୍‌ ବିଲ୍‌ ଛାଡ଼ ପାଇଁ ବିକ୍ଷୋଭ

କଟକ ଅଫିସ,୧ା୬: ଏସୟୁସିଆଇ (ସି) କଟକ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବିରେ ସୋମବାର ରାଣୀହାଟ ସେସୁ ଅଫିସ୍‌ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ମଧ୍ୟ ପଠାଯାଇଛି। ଲକ୍‌ଡାଉନ୍‌ ପାଇଁ ବହୁ ଲୋକ ନିଜର କର୍ମ…

ବିପଦକୁ ଡାକୁଛି ଜାଇକାର ବେପରୁଆ କାମ: ଜିଲାପାଳଙ୍କୁ ଜଣାଇବ ଭାଜପା

କଟକ ଅଫିସ,୧ା୬: ଡ୍ରେନ୍‌ରୁ ପଙ୍କୋଦ୍ଧାର ବେଳେ ଛତ୍ରବଜାର ନିକଟସ୍ଥ ଜଣଙ୍କ ଘରଆଗ କାନ୍ଥ ଧସିଯିବା ପରେ ରବିବାର ଭାଜପାର ଏକ ପ୍ରତିନିଧି ଦଳ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଦୀର୍ଘଦିନ ଧରି ଜାଇକାର ଯନ୍ତ୍ରଣାରେ ସହରବାସୀ ଅତିଷ୍ଠ। ଏହାର ମନମୁଖୀ ଓ ବେପରୁଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri