କଟକ

ବେକାବୁ ହେଲାଣି କଟକ ସହର: ପୁଣି ୭୪ କରୋନା ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୫ା୭: କଟକ ସହରରେ କରୋନା ସ୍ଥିତି ଏବେ ବେକାବୁ ହେଲାଣି। ପ୍ରତିଦିନ ଏଠାରୁ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଯାହାକି ସହରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ରବିବାର ପୁଣି ୭୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ…

କଟକରେ ଶଟ୍‌ଡାଉନ୍‌ରେ ଗଡ଼ିବ ମୋ ବସ୍‌

କଟକ ଅଫିସ,୫।୭- କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଯୋଗୁଁ ସହରରେ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ବୁଧବାର ମଧ୍ୟରାତ୍ରିି ଯାଏ ଶଟ୍‌ଡାଉନ୍‌ ଚାଲିବ। ଏହି ସମୟରେ ଯାନବାହାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। କିନ୍ତୁ ଶଟ୍‌ଡାଉନ୍‌ ସମୟରେ…

ସରକାରଙ୍କ କରୋନା ଚିନ୍ତା: ଗଞ୍ଜାମ ଜିଲାକୁ ଗଲେ ୪ ଡିଏସ୍‌ପି

କଟକ ଅଫିସ,୫।୭- ଗଞ୍ଜାମ ଜିଲାରେ ବଢୁଥିବା କରୋନା ସଂକ୍ରମଣ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ସରକାରଙ୍କ କଟକଣାକୁ ଲୋକମାନେ ମାନିବାରେ ଅବହେଳା କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ଜିଲାକୁ ସ୍ବତନ୍ତ୍ର ଭାବେ ୪ ଜଣ ଡିଏସ୍‌ପିଙ୍କୁ…

ବିଶୋଧନ ହେଲା ଏସ୍‌ସିବି ପରିସର

କଟକ ଅଫିସ,୫।୭- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ଅଗ୍ନିଶମ ବିଭାଗ ପକ୍ଷରୁ ମେଡିକାଲ ପରିସରକୁ ବିଶୋଧନ କରାଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀମାନେ…

ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରେ ଉତ୍ତେଜନା: ପଦାଧିକାରୀଙ୍କୁ ଛୁଇଁ ସଂକ୍ରମିତ କରିବାକୁ ଗୋଡ଼ାଇଲେ ଆକ୍ରାନ୍ତ

କଟକ ଅଫିସ୍‌,୫।୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିରାପତ୍ତାରକ୍ଷା ହୋଇଥିବା ବେଳେ ଅନ୍ୟ ସମସ୍ତେ…

କରୋନା ସଂକ୍ରମଣ ବଳୟରେ କଟକର ହସ୍ପିଟାଲ, ବସ୍ତି: ଆଚାର୍ଯ୍ୟ ହରିହରରୁ ମାଳିସାହିକୁ ଡେଇଁଲା

କଟକ ଅଫିସ୍‌,୫।୭: କଟକ ଜିଲାରେ ପ୍ରଥମେ ବିଭିନ୍ନ ହସ୍ପିଟାଲ ଓ ଏବେ ବସ୍ତିରେ କରୋନା ଭୂତାଣୁର ସଂକ୍ରମଣ ଅଣାୟତ୍ତ ସ୍ଥିତି ସୃଷ୍ଟି କରିଛି। ଏସ୍‌ସିବି ଆଇସୋଲେଶନ ଓ ଅନ୍ୟ ବିଭାଗ, ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନ ଓ ଚାଉଳିଆଗଞ୍ଜସ୍ଥିତ…

କ୍ୟାନ୍‌ସର ହସ୍ପିଟାଲରୁ ପୁଣି ୩୮ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ୍‌,୪ା୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିରାପତ୍ତାରକ୍ଷା ହୋଇଥିବା ବେଳେ ଅନ୍ୟ ସମସ୍ତେ…

କୋଭିଡ୍‌ ହସ୍ପିଟାଲର ୨ ନର୍ସଙ୍କୁ କରୋନା

କଟକ ଅଫିସ,୪ା୭-ଦୁଇ ମାସରୁ ଅଧିକ ସମୟ ହେବ କଟକର ଏକ କୋଭିଡ୍‌ ହସ୍ପିଟାଲରେ କାମ କରୁଥିବା ୨ଜଣ ନର୍ସ କରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପୂର୍ବରୁ କଟକ ସିଡିଏସ୍ଥିତ ଏକ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାମ କରୁଥିଲେ। ପରେ…

୬ କରୋନା ଆକ୍ରାନ୍ତ ଚିହ୍ନଟ : ନର୍ସିଂହୋମ୍‌ ସିଲ୍‌ କଲା ସିଏମ୍‌ସି

କଟକ ଅଫିସ,୪ା୭-କଟକ ସହର ଚାଉଳିଆଗଞ୍ଜସ୍ଥିତ ଏକ ନର୍ସିଂହୋମ୍‌ରୁ ଶୁକ୍ରବାର ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଶନିବାର ସିଏମ୍‌ସି ସେହି ନର୍ସିଂହୋମ୍‌କୁ ସିଲ୍‌ କରିଛି। ସରକାରଙ୍କ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ସିଲ୍‌ ହୋଇଛି। ସମସ୍ତ ଆକ୍ରାନ୍ତ ସେଠାରେ କାର୍ଯ୍ୟ କରୁଥିଲେ।…

ଏସ୍‌ସିବିରେ ଖୋଲିବ ଫୁସ୍‌ଫୁସ୍‌ ରୋଗ ଔଷଧୀୟ ପାଠ୍ୟକ୍ରମ

ଭୁବନେଶ୍ୱର, ୪।୭(ବ୍ୟୁରୋ)- କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ (ଏସ୍‌ସିବି)ରେ ଫୁସ୍‌ଫୁସ୍‌ ରୋଗ ସମ୍ବନ୍ଧୀୟ ଉଚ୍ଚସ୍ତରୀୟ ପାଠ୍ୟକ୍ରମ ଖୋଲିବ। ଏଥିପାଇଁ ଭାରତୀୟ ମେଡିକାଲ କାଉନ୍‌ସିଲ୍‌ (ଏମ୍‌ସିଆଇ) ଅନୁମତି ପ୍ରଦାନ କରିଛନ୍ତି। ଚଳିତ ୨୦୨୦-୨୧ ଶିକ୍ଷାବର୍ଷରୁ ସୁପର ସ୍ପେଶିଆଲିଟି ବିଭାଗରେ…

କଟକ ସହର ଶଟ୍‌ଡାଉନ୍‌ ଘୋଷଣା

କଟକ ଅଫିସ, ୪।୭: କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବା ପରେ କଟକ ସହରକୁ ଶନିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୮ ତାରିଖ ମଧ୍ୟରାତ୍ର ଯାଏ ଏହି ନିୟମ ବଳବତ୍ତର ରହିବ ବୋଲି କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ କୁହାଯାଇଛି। ଏହା…

କରୋନା ଜାଲରେ କଟକ ସହର: ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

କଟକ ଅଫିସ, ୪।୭: କଟକରେ ଶନିବାର ଆଉ ୧୧ ନୂଆ କରୋନା ପଜିଟିଭ୍‌ କେସ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୬ ହୋଇଛି। ସେଥିରୁ ୨୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?