ଥାନାରେ ନାବାଳିକାଙ୍କୁ ରଖି ବଳାତ୍କାର ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
କଟକ ଅଫିସ,୩୦।୬: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଜଣେ ନାବାଳିକାଙ୍କୁ ରଖି ଥାନା ଅଧିକାରୀ ବଳାତ୍କାର କରିବା ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ। ମଙ୍ଗଳବାର ଏନେଇ ଡିଜିପିଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଘଟଣାକୁ ନେଇ…
ହସ୍ପିଟାଲରେ ବଢୁଛି ସଂକ୍ରମଣ
କଟକ ଅଫିସ,୩୦।୬: ରୋଗୀଙ୍କୁ ଆରୋଗ୍ୟ କରୁଥିବା ହସ୍ପିଟାଲରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କେବଳ ରୋଗୀ ନୁହନ୍ତି, କରୋନା ଯୋଦ୍ଧା ମଧ୍ୟ କରୋନା ସଂକ୍ରମଣର ଶିକାର ହେଉଛନ୍ତି। ସୋମବାର ଗୋଟିଏ ଦିନରେ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ…
ଜୁଲାଇ ଶେଷରେ ମାଟ୍ରିକ୍ ପରୀକ୍ଷା ଫଳ
କଟକ ଅଫିସ,୩୦।୬: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତାଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଜୁନ ୩୦ରେ ଖାତାଦେଖା ଶେଷ ହେବ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ବର୍ତ୍ତମାନ ସ୍ଥିତିରେ ଅଧିକାଂଶ ମୂଲ୍ୟାୟନ…
ଆଠଗଡ଼ ଡିଏସ୍ପିଙ୍କ ସମେତ ୫ ପୋଲିସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୨୯।୬: କଟକ ଜିଲାର ବଡ଼ମ୍ବା ଥାନା ଆଇଆଇସି ରବିବାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାର ଗୋଟିଏ ଦିନ ନ ବିତୁଣୁ ସୋମବାର ଆଠଗଡ଼ ଡିଏସ୍ପିଙ୍କ ନମୁନା ପଜିଟିଭ ଆସିଛି। ଏହା ସହ ୫ ପୋଲିସ କର୍ମଚାରୀ ମଧ୍ୟ କରୋନା…
କ୍ୟୁ ନେଟ ଠକେଇ ମାମଲା: ୩ ଅଭିଯୁକ୍ତଙ୍କ ଜାମିନ ଖାରଜ
କଟକ ଅଫିସ,୨୯।୬: କ୍ୟୁ ନେଟ ଚିଟଫଣ୍ଡ ଠକେଇ ମାମଲାରେ ଗିରଫ ୩ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ସୋମବାର ହାଇକୋର୍ଟ ଖାରଜ କରିଛନ୍ତି। ଅଭିଯୁକ୍ତମାନେ ହେଲେ ଏହି କମ୍ପାନୀର ପ୍ରମୋଟର ଶରତ କୁମାର ପରିଡା, ଦେବବ୍ରତ ହରିଚନ୍ଦନ ଏବଂ ଚନ୍ଦନ ମହାଳିକ। ବିଚାରପତି…
ସିଡିଏ ସେକ୍ଟର-୯ରେ ଜଣେ କରୋନା ପଜିଟିଭ ଚିହ୍ନଟ: ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା
କଟକ ଅଫିସ,୨୯।୬: କଟକ ସହରର ସିଡିଏ ସେକ୍ଟର-୯ରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ଅଞ୍ଚଳରେ ସଂକ୍ରମଣ ରୋକିବା ପାଇଁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଗ୍ନିଶମ ବିଭାଗର ସହଯୋଗରେ…
ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରୁ ୬ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୨୯।୬: ରାଜ୍ୟରେ ସୋମବାର ୨୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକ ଜିଲାରୁ ଅଛନ୍ତି ୭ଜଣ। ଏମାନଙ୍କ ମଧ୍ୟରେ କଟକସ୍ଥିତ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରୁ ୬ ପଜିଟିଭ ରହିଛନ୍ତି। ୪ ରୋଗୀ କରୋନା ପଜିଟିଭ…
କଟକରେ ୨ ନର୍ସ କରୋନା ପଜିଟିଭ ଚିହ୍ନଟ: ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଞ୍ଚିଲା
କଟକ ଅଫିସ,୨୯।୬: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ସୁଦ୍ଧା ୩୭ରେ ପହଞ୍ଚିଛି। ରବିବାର ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ପ୍ରତିଷ୍ଠାନର ୨ ଜଣ ନର୍ସ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ୨୪ ବର୍ଷୀୟା ମହିଳା ନର୍ସ…
୬୦ ବର୍ଷ ଧରି ଜୀବିକା ଯୋଗାଇଛି ମୁଣ୍ଡଳି ବ୍ୟାରେଜ
ନରାଜ, ୨୯।୬ (ଡି.ଏନ୍.ଏ)ମହାନଦୀରେ ବନ୍ୟା ଆସିଲେ ମନେ ପଡ଼େ ମୁଣ୍ଡଳି ବ୍ୟାରେଜର କଥା। ଏଠାରେ ରହିଛି ବନ୍ୟା ଜଳସ୍ତର ଜାଣିବାର ବ୍ୟବସ୍ଥା। ହେଲେ ୬୦ବର୍ଷ ଧରି ଏହି ବ୍ୟାରେଜ ବୁଝିଆସିଛି ଲକ୍ଷଲକ୍ଷ ଜୀବନଜୀବିକାର କଥା। ପୁରୀ ମେନ୍ କେନାଲ ସହ ବହୁ…
ଆଇଆଇସି, ବ୍ୟାଙ୍କ ଆକାଉଣ୍ଟାଣ୍ଟଙ୍କୁ କରୋନା: ବଡ଼ମ୍ବା ବ୍ଲକକୁ ୭୨ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା
ବଡ଼ମ୍ବା,୨୮ା୬(ଡି.ଏନ୍.ଏ.)- କଟକ ଜିଲା ବଡ଼ମ୍ବା ଅଞ୍ଚଳରେ କରୋନା କାୟା ବିସ୍ତାର କରୁଛି। ଶନିବାର ରାତିରେ ବଡ଼ମ୍ବା ଥାନା ଆଇଆଇସି ଓ ରବିବାର ଜାତୀୟ ବ୍ୟାଙ୍କରେ କାର୍ଯ୍ୟରତ ଜଣେ ଆକାଉଣ୍ଟାଣ୍ଟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ବଡ଼ମ୍ବାସ୍ଥିତ କ୍ୱାରାଣ୍ଟାଇନ୍ କେନ୍ଦ୍ରରୁ ୪ ଜଣ…
ସିଡିଏ ସେକ୍ଟର-୯ କଣ୍ଟେନ୍ମେଣ୍ଟ ଜୋନ୍: ବିପଦ ବଢ଼ାଇଲେ ଆକ୍ରାନ୍ତ ପୋଲିସ ଅଧିକାରୀ
କଟକ ଅଫିସ,୨୮ା୬-କଟକ ସିଡିଏ ସେକ୍ଟର-୯ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଟକ ମହାନନଗର ନିଗମ (ସିଏମ୍ସି) ରବିବାର ଏହି ଅଞ୍ଚଳକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରିଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅଞ୍ଚଳରେ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ…
କୋଭିଡ ଯୋଦ୍ଧାଙ୍କୁ କରୋନା: ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ୨ ନର୍ସ କରୋନା ପଜିଟିଭ୍
କଟକ ଅଫିସ,୨୮।୬-କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ରବିବାର ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ ରହିଛନ୍ତି। ଗଞ୍ଜାମର ଚିକିତ୍ସାଧୀନ ଜଣେ ରୋଗୀଙ୍କଠାରେ ପଜିଟିଭ ଥିବା ଚିହ୍ନଟ ହୋଇଥିଲା।…

