କଟକ

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ ଜଣେ ବୟସ୍କ ବ୍ୟକ୍ତି ନାବାଳିକାଙ୍କୁ ଅପହରଣ କରିନେଉଥିବା ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଛି।…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଟବା‌କୋ ଉପରେ କଟକଣା ଜାରି କରି ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଏହି ଗୁରୁତ୍ୱପୂର୍ଣ୍ଣ ମେନ୍ ପରୀକ୍ଷା ଅନୁଷ୍ଠିତ ହେବ। OPSC…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ,୨୯।୮(ପ୍ରଭୁକଲ୍ୟାଣ ପାଲ): ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି ନେଇ ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ ଜିଲାପାଳଙ୍କୁ ହାଜର ହେବାକୁ ପଡ଼ିବ। ବିଜୁ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ ଅୟସ କରୁଥିଲେ ଡାଟା ଏଣ୍ଟ୍ରି ଅପରେଟର। କଟକ ଏସ୍‌ସିବି ମେଡିକାଲ ଅଧୀକ୍ଷକଙ୍କ କାର୍ଯ୍ୟାଳୟର…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ ଆସୋସିଏସନ୍ ଵା ରୁଟା ସହ ସମ୍ବନ୍ଧିତ ଅଧ୍ୟାପିକା, ଅଧ୍ୟାପକମାନେ ଏହି ଧାରଣାରେ ସାମିଲ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ ଏମ୍‌-୩ ପାନ୍ଥର୍ସ କଟକ ବିଜେତା ହୋଇଥିବା ବେଳେ ମାମ୍ବା କୋଲକାତା ରନର୍ସ ଅପ୍‌…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ ବାଲିଯାତ୍ରା ଉପର ଓ ତଳ ପଡ଼ିଆରେ କରାଯିବାକୁ ସ୍ଥିର କରାଯାଇଛି ବୋଲି ଜିଲାପାଳଙ୍କ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ବାଙ୍କୀ ଅନ୍ତର୍ଗତ ଡମପଡ଼ା ବ୍ଲକ କଇଁମୁଣ୍ଡି ଗ୍ରାମରେ। ସୂଚନା ଅନୁଯାୟୀ, ପାଥପୁର…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ ତାଙ୍କର ଅଡୁଆ ବଢ଼ିଯାଇଛି। ସୌରିନଙ୍କ ବିରୋଧରେ ଲାଗୁ ହୋଇଥିବା ଜାମିନ ବିହୀନ ଗିରଫ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ ୩୦ ତାରିଖ ମଧ୍ୟରାତ୍ରି ଯାଏ ବଢ଼ାଇ ଦିଆଯାଇଛି। ଇଚ୍ଛୁକ ପ୍ରାର୍ଥୀମାନେ ନିର୍ଦ୍ଧାରିତ ସମୟ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧ ନମ୍ବର ୱାର୍ଡ ଗଉଡ଼ ସାହି ନିକଟ ନଦୀକୁଣ୍ଡା ନାଳକୁ ଶୌଚ ପାଇଁ ଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?