ଚିନ୍ତା ବଢ଼ାଇଲେଣି ପ୍ରବାସୀ ଫେରନ୍ତା
କଟକ ଅଫିସ, ୭ା୫: ଦ୍ୱିତୀୟ ପର୍ଯ୍ୟାୟ ଶେଷ ଏବଂ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଆରମ୍ଭଠାରୁ ବାହାର ରାଜ୍ୟରୁ ଓଡ଼ିଶାକୁ ବହୁ ସଂଖ୍ୟାରେ ପ୍ରବାସୀ ଫେରିବାରେ ଲାଗିଛନ୍ତି। ସରକାରୀ ଆକଳନ ଓ ପ୍ରସ୍ତୁତିଠାରୁ ଏହି ପ୍ରବାସୀଙ୍କ ସଂଖ୍ୟା ବଢ଼ି ଚାଲିଛି। ଏମାନେ...
କରୋନା ମହାମାରୀରୁ ବର୍ତ୍ତିବା ପାଇଁ ସନସାଇନ୍ ପକ୍ଷରୁ ବିଶୋଧନ କାର୍ଯ୍ୟକ୍ରମ
ନିଆଳି,୬।୫(ଡି.ଏନ୍.ଏ.): କଟକ ନିଆଳି ବ୍ଲକ ଦେବୀକନ୍ଦଳ ଦ୍ୱୀପାଞ୍ଚଳର ଅଳତଳଙ୍ଗ ଗାଁରେ ସନସାଇନ୍ ୟୁଥ୍ କ୍ଲବ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରୋନା ମହାମାରୀରୁ ବର୍ତ୍ତିବା ପାଇଁ ସନସାଇନ୍ କ୍ଲବ ପକ୍ଷରୁ ଗାଁରେ ସଫେଇ କରାଯିବା ସହ ବିଶୋଧନ ସିଞ୍ଚନ...
ରଥ ନିର୍ମାଣ ପାଇଁ ହାଇକୋର୍ଟରେ ମାମଲା
କଟକ ଅଫିସ, ୬।୫: କରୋନା ପାଇଁ ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ, ତାହାକୁ ନେଇ ଅନିଶ୍ଚିତତା ଲାଗିରହିଛି। ଅକ୍ଷୟତୃତୀୟାର ଅନେକ ଦିନ ପରେ ମଧ୍ୟ ଏପର୍ଯ୍ୟନ୍ତ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନାହିଁ। ତୁରନ୍ତ ରଥ ନିର୍ମାଣ କାର୍ଯ୍ୟ...
ଜୁନ ୧୮ ଯାଏ ବଢ଼ିଲା ସମସ୍ତ ଅନ୍ତରୀଣ ନିର୍ଦ୍ଦେଶ
କଟକ ଅଫିସ,୬।୫: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ମଙ୍ଗଳବାର କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ବିଭିନ୍ନ ମାମଲାରେ ପୂର୍ବରୁ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ଯେଉଁ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି, ଯାହା ମାର୍ଚ୍ଚ ୨୪ ତାରିଖ ପରେ ସମାପ୍ତ...
୭ ବର୍ଷ ଦଣ୍ଡ ବ୍ୟବସ୍ଥା ନ ଥିବା ଅପରାଧର ଅଭିଯୁକ୍ତଙ୍କୁ ଗିରଫ କରନାହିଁ: ହାଇକୋର୍ଟ
କଟକ ଅଫିସ,୫।୫- ଅପରାଧୀଙ୍କୁ ଗିରଫ କରିବାକୁ ତରବର ନ ହେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଯେଉଁ ଅପରାଧର ଦଣ୍ଡବିଧାନ ୭ ବର୍ଷ କିମ୍ବା ତଦୁର୍ଦ୍ଧ ଥିବ, କେବେଳ ସେହି ଅପରାଧର ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ କୁହାଯାଇଛି।...
ଚିଠିକୁ ଅପେକ୍ଷା କରିଛି ଅବକାରୀ ବିଭାଗ
କଟକ ଅଫିସ,୫।୫: ମେ’ ୪ ଠାରୁ ମଦ ଦୋକାନ ଖୋଲିବ ବୋଲି ଘୋଷଣା ହେବା ସତ୍ତ୍ବେ କଟକ ଜିଲାରେ ଏହା ସମ୍ଭବ ହୋଇପାରିନାହିଁ। ବିଭିନ୍ନ ଠିପି ବନ୍ଦ ବିଦେଶୀ ମଦ ଦୋକାନ ସମ୍ମୁଖରେ ସାମାଜିକ ଦୂରତା ରକ୍ଷା କରାଯିବା ଉଦ୍ଦେଶ୍ୟରେ...
ଅନିଶ୍ଚିତତାରେ ଓକିଲ ସଂଘ ନିର୍ବାଚନ
କଟକ ଅଫିସ,୫।୫: ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏଶନ୍ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନକୁ ନେଇ ଅନିଶ୍ଚିତତା ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ବାରମ୍ବାର ନିର୍ବାଚନ ସ୍ଥଗିତ ହେବାରେ ଲାଗିଛି। ଆଗାମୀ ଦିନରେ ନିର୍ବାଚନ ହେବ...
ଖୁଣ୍ଟୁଣୀ ବନାଞ୍ଚଳରୁ ୮ ଶିକାରୀ ଗିରଫ: ମାଂସ, ବନ୍ଧୁକ ଜବତ
ଖୁଣ୍ଟୁଣୀ,୪।୫(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ସୋମବାର ସକାଳେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ କରୁଥିବାବେଳେ ଶିକାରୀ ପାଇଁ ଆସିଥିବା ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି ଥାନା ଅଞ୍ଚଳର ଡାଳୁଆ ଗ୍ରାମର ନରେନ୍ଦ୍ର ବେହେରା, ସୁଶା ଦେହୁରୀ ଓ ପାର୍ବତୀପୁର...
ବିଭିନ୍ନ ସଂଗରୋଧ କେନ୍ଦ୍ର ବୁଲି ଦେଖିଲେ କଟକ ଜିଲାପାଳ: ପରିମଳ ବ୍ୟବସ୍ଥା ନେଇ ପ୍ରକାଶ କଲେ ଅସନ୍ତୋଷ
ଚୌଦାର,୪l୬(ଡି. ଏନ୍.ଏ): କଟକ ଜିଲା ଚୌଦ୍ୱାର ପୌରପାଳିକା ଓ ବିଭିନ୍ନ ପଞ୍ଚାୟତରେ କରାଯାଇଥିବା ସଂଗରୋଧ କେନ୍ଦ୍ରକୁ ସୋମବାର କଟକ ଜିଲାପାଳ ଭବାନୀଶଙ୍କର ଚଇନି ପରିଦର୍ଶନ କରିଛନ୍ତି। ପୌରପାଳିକା ତରଫରୁ ଗାନ୍ଧି ଛକ, ଚୌଦ୍ୱାର ମହାବିଦ୍ୟାଳୟ ମହିଳା ଛାତ୍ରୀନିବାସରେ ପ୍ରବାସୀ ଓଡ଼ିଆଙ୍କ...
ଚୌଦ୍ୱାର ପୌରପାଳିକାରେ ପଞ୍ଜୀକରଣ କଲେ ୩୭୪ ପ୍ରବାସୀ
ଚୌଦ୍ୱାର,୪ା୫(ଡି.ଏନ୍.ଏ.): ରାଜ୍ୟ ବାହାରେ ରହୁଥିବା ଚୌଦ୍ୱାର ଅଞ୍ଚଳର ୩୭୪ ଜଣ ପ୍ରବାସୀ ଓଡ଼ିଆ ଚୌଦ୍ୱାର ଫେରିବା ପାଇଁ ପୌରପାଳିକାରେ ନିଜନାମ ପଞ୍ଜିକୃତ କରିଛନ୍ତି। ଚୌଦ୍ୱାର ପୌର ନିର୍ବାହୀ ଅଧିକାରୀ ପବିତ୍ର କୁମାର ବେହେରାଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟ ପଞ୍ଜୀକରଣର...
ଜୋନ୍ ଅନୁଯାୟୀ ଖୋଲିବ ନିମ୍ନ ଅଦାଲତ: ରେଡ୍ରେ ଘଣ୍ଟାଏ, ଅରେଞ୍ଜରେ ଦୁଇ, ଗ୍ରୀନ୍ରେ ଅଢ଼େଇ ଘଣ୍ଟା
କଟକ ଅଫିସ,୪ା୫: କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଲକ୍ଡାଉନ୍କୁ ବଢ଼ାଇଛନ୍ତି। ତେବେ ଭୂତାଣୁର ପ୍ରଭାବ ଅନୁଯାୟୀ ୩ଟି ଜୋନ୍ରେ ଭାଗ କରାଯାଇଛି। ସେଗୁଡ଼ିକ ହେଲା ରେଡ୍,...
ସୀମିତ ରହିବ ହାଇକୋର୍ଟ କାର୍ଯ୍ୟ
କଟକ ଅଫିସ,୪।୫: ଲକ୍ଡାଉନ ଅବଦ୍ଧି ବୃଦ୍ଧିକୁ ନେଇ ହାଇକୋର୍ଟ ପକ୍ଷରୁ ରବିବାର ନୂତନ ନିର୍ଦ୍ଦେଶନାମା ଜାରି ହୋଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ ସୀମିତ ରହିବ ବୋଲି ଡେପୁଟି ରେଜିଷ୍ଟ୍ରାର (ବିଚାର ବିଭାଗ) ଏକ ନିର୍ଦ୍ଦେଶନାମାରେ ଜଣାଇଛନ୍ତି।...
Archives


