Odisha Elections 2024

କଟକ

କାଜୁଆଲ୍‌ଟିରେ ପ୍ରସବ କଲେ ଅସହାୟ ମହିଳା

କଟକ ଅଫିସ, ୮।୧୧ : ଏସ୍‌ସିବି ମେଡିକାଲର କାଜୁଆଲ୍‌ଟିରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଅନ୍ତଃସତ୍ତ୍ବା ଜଣେ ଅସହାୟ ମହିଳା କଟକ-ଭୁବନେଶ୍ୱର ରାସ୍ତା କଡ଼ରେ ବୁଲୁଥିଲେ। ପ୍ରସବ ଯନ୍ତ୍ରଣା ହେବାରୁ କେତେଜଣ ସାମାଜିକ କର୍ମୀ ତାଙ୍କୁ ୧୦୮ ଆମ୍ବୁଲାନ୍ସରେ...

ବିଭୁ ରାଉତରାୟ ହାଇକୋର୍ଟ ବିଚାରପତି ନିଯୁକ୍ତ: ଆଜି ନେବେ ଶପଥ

କଟକ ଅଫିସ, ୮-୧୧:ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ବ୍ରହ୍ମପୁର ଜିଲା ଦୌରାଜଜ୍‌ ଥିବା ବିଭୁ ପ୍ରସାଦ ରାଉତରାୟ ଶୁକ୍ରବାର ଶପଥ ଗ୍ରହଣ କରିବେ। କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ତାଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ...

ଏସ୍‌ସିବି ମେଡିକାଲରେ ୫-ଟି ସଚିବ: ସୁପର ସ୍ପେଶିଆଲିଟି ବିଲ୍ଡିଂ ନିର୍ମାଣ ନେଇ ଆଲୋଚନା

କଟକ ଅଫିସ, ୭।୧୧: ରାତି ପାହିନି, କଟକ ଏସ୍‌ସିବି ମେଡିକାଲରେ ରାଜ୍ୟର ୩ ଜଣ ଆଇଏଏସ୍‌ ଅଫିସର ପହଞ୍ଚିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ନେତୃତ୍ୱରେ ସ୍ବାସ୍ଥ୍ୟ ସଚିବ ପ୍ରମୋଦ ମହେର୍ଦ୍ଦା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଶାଲିନୀ ପଣ୍ଡିତ...

ମହାନଦୀରେ ଅଘଟଣ, ମାଛ ମାରିବା ବେଳେ ବୁଡ଼ିଲା ଡଙ୍ଗା

ନରାଜ,୬।୧୧(ଡି.ଏନ୍‌.ଏ.): ମୁଣ୍ଡଳୀ ବ୍ୟାରେଜ୍‌ ମଧ୍ୟଭାଗର ମହାନଦୀରେ ବୁଧବାର ପୂର୍ବାହ୍ନ ୧୧ଟାରେ ମତ୍ସଜୀବୀମାନେ ମାଛ ମାରୁଥିବା ସମୟରେ ଅସାବଧାନତାବଶତଃ ଏକ ଡଙ୍ଗା ବୁଡ଼ିଯାଇଥିଲା। ଏହାଦେଖି ପାଖରେ ଥିବା ଅନ୍ୟ ମତ୍ସଜୀବୀମାନେ ସେଠାରେ ପହଞ୍ଚି ଦୁଇଟି ଡଙ୍ଗା ସାହାଯ୍ୟରେ ବୁଡ଼ି ଯାଉଥିବା ଡଙ୍ଗା...

୨୦ ହଜାର ଲାଞ୍ଚ: ସହକାରୀ ନିର୍ଦ୍ଦେଶକ ଗିରଫ: ଘରୁ ବାହାରିଲା ୧୮ ଲକ୍ଷ ୩୦ ହଜାର ଟଙ୍କା

କଟକ ଅଫିସ, ୬।୧୧:ଓଡ଼ିଶା ଟେକ୍ସଟ୍‌ ବୁକ ପ୍ରଡକ୍ସନ ଆଣ୍ଡ ମାର୍କେଟିଂର ସହକାରୀ ନିର୍ଦ୍ଦେଶକ ପ୍ରସନ୍ନ କୁମାର ସେନାପତିଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେନାପତି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଏହି ଲାଞ୍ଚ...

ଭୋର ୫ଟାରେ ଏସସିବି ମେଡିକାଲରେ ଅଚାନକ ପହଞ୍ଚିଲେ ଭି.କେ ପାଣ୍ଡିଆନ

କଟକ ଅଫିସ୍‌,୬।୧୧:କଟକ ଏସସିବି ମେଡିକାଲରେ ଭୋର ୫ଟାରେ ପହଞ୍ଚିଲେ ୫ଟି ସଚିବ ଭି.କେ ପାଣ୍ଡିଆନ। ଅଚାନକ ବଡ଼ ମେଡିକାଲରେ ପହଞ୍ଚି ବିଭିନ୍ନ ୱାର୍ଡ ବୁଲି ରୋଗୀଙ୍କ ସହ ଆଲୋଚନା କରିବା ସହ ଭିତ୍ତିଭୂମି ଯାଞ୍ଚ କରିଛନ୍ତି ସଚିବ। ପାଣ୍ଡିଆନଙ୍କ ସହିତ...

୩ ଜାତିକୁ ସମ୍ବିଧାନର ୨୪ ଧାରାରେ ସାମିଲ ମାମଲା:୪ ସପ୍ତାହ ଭିତରେ ପଦକ୍ଷେପ ନିଅ

କଟକ ଅଫିସ, ୬ା୧୧:ଭାରତୀୟ ସମ୍ବିଧାନର ଧାରା ୨୪ର ଅନୁସୂଚିତ ଜାତି ତାଲିକାରେ ଗିର୍‌ଗିରିଆ, ଗିର୍‌ଗିରା, ଗିଙ୍ଗିରା ଜାତି ସାମିଲ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରି ଏବଂ ବିଚାରପତି କେ.ଆର୍‌. ମହାପାତ୍ରଙ୍କ ଖଣ୍ଡପୀଠ...

ସାନଖେମୁଣ୍ଡି ବିଧାନସଭା ନିର୍ବାଚନୀ ମାମଲା:ହାଇକୋର୍ଟଙ୍କ ମୁଖ୍ୟ ଖଣ୍ଡପୀଠକୁ ଗଲା ମାମଲା

କଟକ ଅଫିସ, ୬ା୧୧:ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି କରିବାକୁ ହାଇକୋର୍ଟ ବିଚାରପତି ବିଶ୍ୱନାଥ ରଥ ଅନିଚ୍ଛା ପ୍ରକାଶ କରିଛନ୍ତି। ମଙ୍ଗଳବାର ଏହି ମାମଲାର ଶୁଣାଣି ହେବାକୁ ଥିବାବେଳେ ବିଚାରପତି ଶୁଣାଣି ପାଇଁ ମନା କରିବାରୁ ଏହାକୁ...

ଏସ୍‌ସିବି ମେଡିକାଲ: ଦାୟିତ୍ୱ ନେଲେ ନୂଆ ଅଧୀକ୍ଷକ

କଟକ ଅଫିସ, ୬ା୧୧:ଏସ୍‌ସିବି ମେଡିକାଲର ନୂଆ ଅଧୀକ୍ଷକ ଭାବେ ପ୍ରଫେସର ଡାକ୍ତର ସରୋଜକାନ୍ତ ସାହୁ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ଅଧୀକ୍ଷକ ପ୍ରଫେସର ଡାକ୍ତର ସିବିକେ ମହାନ୍ତିଙ୍କଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଫେସର ମହାନ୍ତି ଡିଏମ୍‌ଇଟିର...

ବେଣ୍ଟକାରପଡ଼ା ଛକ ନିକଟରେ ଆକ୍ଟିଭା-କାର୍‌ ଧକ୍କା: ଜଣେ ମୃତ, ଚାଳକ ଗିରଫ

ନରାଜ,୫।୧୧(ଡି.ଏନ୍‌.ଏ.)- କଟକ-ବାଙ୍କୀ ମୁଖ୍ୟରାସ୍ତାର ବେଣ୍ଟକାରପଡ଼ା ଛକ ନିକଟରେ ମଙ୍ଗଳବାର ଏକ କାର୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ପୋଲିସ ଚାଳକଙ୍କୁ ଗିରଫ କରିଛି। ସେ ହେଲେ ଢେଙ୍କାନାଳ ଜିଲାର ଘାଗରାମୁଣ୍ଡା ଗ୍ରାମର ରଞ୍ଜନ ସେଠୀ। ମୃତକ ହେଲେ ବାରଙ୍ଗ ଥାନା...

ଏସ୍‌ସିବି ମେଡିକାଲ: ୫୦୦ରୁ ୨୫୦ ପ୍ରକାର ଔଷଧ ମିଳୁଛି

କଟକ ଅଫିସ, ୩।୧୧: ନିରାମୟ ଯୋଜନାରେ ସରକାର ୫୦୦ରୁ ଊର୍ଦ୍ଧ୍ୱ ପ୍ରକାରର ଔଷଧ ଯୋଗାଇଦେବା ପାଇଁ ବ୍ୟବସ୍ଥା କରିଥିଲେ। ମାତ୍ର ଏବେ ଏସ୍‌ସିବି ମେଡିକାଲରେ ୨୦୦ରୁ ୨୫୦ ପ୍ରକାରର ଔଷଧ ମହଜୁଦ ରହୁଛି। ଜୀବନରକ୍ଷାକାରୀ ଏଆର୍‌ଭି ଇଞ୍ଜେକଶନ (କୁକୁର କାମୁଡ଼ା),...

ଅପହୃତା ନାବାଳିକା ଛାତ୍ରୀ ଉଦ୍ଧାର: ଅଭିଯୁକ୍ତ ଗିରଫ

କଣ୍ଟାପଡା,୨।୧୧(ଡି.ଏନ୍‌.ଏ.): ଓଲଟପୁର ଥାନା ଅଞ୍ଚଳର ଏକ କଲେଜରେ ପାଠ ପଢ଼ୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଶନିବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହା ସହ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରାଯାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri