କଟକ

‘ରେଡ୍‌ ଜୋନ୍‌’ ବିଦ୍ୟାର୍ଥୀଙ୍କୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ମନା

କଟକ ଅଫିସ,୧୭।୫: ରେଡ୍‌ ଜୋନରେ ରହୁଥିବା ବିଦ୍ୟାର୍ଥୀଙ୍କୁ କ୍ୟାମ୍ପସ ଭିତରକୁ ପ୍ରବେଶ ମନା। ସ୍ଥିତି ଆୟତାଧିନ ନ ହେଲା ଯାଏଁ ସେମାନେ ବିଶ୍ୱବିଦ୍ୟାଳୟ ଭିତରକୁ ଆସିପାରିବେ ନାହିଁ। ଏଭଳି କାରଣ ଦର୍ଶାଇ ଜଣେ ବିଦ୍ୟାର୍ଥୀଙ୍କୁ ଫେରାଇ ଦେଇଛନ୍ତି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ।…

ଶିକ୍ଷାର ମୂଳଦୁଆ ସଜାଡୁଛି ‘ଥିଙ୍କ୍‌ ଜୋନ୍‌’

କଟକ ଅଫିସ,୧୭।୫: ରାଜ୍ୟରେ ପ୍ରାଥମିକ ଶିକ୍ଷାର ମୂଳଦୁଆ ସଜାଡ଼ିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ଗୋଟିଏ ଯୁବଗୋଷ୍ଠୀ। ୧୨ ଜଣଙ୍କୁ ନେଇ ଗଠିତ ହୋଇଥିବା କଟକର ଏହି ଅନୁଷ୍ଠାନ ଥିଙ୍କ ଜୋନ ନାଁରେ ଏବେ ପରିଚିତ ହେଉଛି। ଏବେ ସୁଦ୍ଧା ୫୦୦ରୁ ଅଧିକ…

ଖୋଲିବ ବନ୍ଦ ପଡ଼ିଥିବା ମଦ ଫ୍ୟାକ୍ଟ୍ରି:୧୧ ଜିଲାପାଳଙ୍କୁ ଚିଠିକଲେ ଅବକାରୀ କମିଶନର

କଟକ ଅଫିସ,୧୭।୫: ଲକ୍‌ଡାଉନ୍‌ ଯୋଗୁ ରାଜ୍ୟରେ ମଦ ଫ୍ୟାକ୍ଟ୍ରିଗୁଡ଼ିକ ବନ୍ଦ ରହିଛି। ଲକ୍‌ଡାଉନ୍‌ ପରେ ମଦ ଚାହିଦା ବଢ଼ିଲେ, ଯୋଗାଇବା କଷ୍ଟକର ହେବ। ଏଣୁ ମଦ ଫ୍ୟାକ୍ଟ୍ରି (ବଟଲିଂ/ ବେଭରେଜ୍‌ ୟୁନିଟ୍‌)କୁ ଖୋଲିବା ପାଇଁ ଅବକାରୀ କମିଶନର୍‌ ପଦକ୍ଷେପ ନେଉଛନ୍ତି। ଏହି…

ମୁକୁଳା ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ଚୌଦ୍ୱାର,୧୬ା୫(ଡି.ଏନ.ଏ): ୫୫ ନମ୍ବର ଜାତୀୟ ରାଜପଥ ଚୌଦ୍ୱାର କଳିଙ୍ଗ ଛକର ବ୍ୟସ୍ତବହୁଳ ଜାଗାରେ ବସିଥିବା ଏକ ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଦୀର୍ଘଦିନ ହେବ ମୁକୁଳା ଅବସ୍ଥାରେ ପଡ଼ିରହିଛି। ଯାହାଫଳରେ ଏହା ଏବେ ଲୋକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି…

ଖସି ପଳାଇବାକୁ ଚେଷ୍ଟା କରୁଥିଲେ ୧୪ ଶ୍ରମିକ: କାବୁକରି ବସ୍‌ରେ କଟକ ପଠାଇଲା ପୋଲିସ

ବାରଙ୍ଗ,୧୬।୫(ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ଥାନା ଅର୍ନ୍ତଗତ ଶ୍ରୀଶ୍ରୀୟୁନିଭର୍ସିଟିରେ କାର୍ଯ୍ୟ କରୁଥିବା ଝାରଖଣ୍ଡର ୧୪ ଶ୍ରମିକ। ତେବେ ଶୁକ୍ରବାର ରାତିରେ ସେମାନେ ଖସି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ବାରଙ୍ଗ ପୋଲିସ ଚଢ଼ାଉ କରି ସେମାନଙ୍କୁ କାବୁ କରିଛି। ଶନିବାର ସକାଳେ…

ମଦ ଫ୍ୟାକ୍ଟ୍ରି ଖୋଲିବାକୁ ୧୧ ଜିଲାପାଳଙ୍କୁ ଅନୁମତି

କଟକ ଅଫିସ,୧୬।୫: ଲକ୍‌ଡାଉନ ସରିବା ପରେ ମଦ ଦୋକାନ ଖୋଲିବ। କିନ୍ତୁ ବର୍ତ୍ତମାନ ଯେତିକି ମଦ ମହଜୁଦ ରହିଛି, ତାହା ଅଳ୍ପ ଦିନରେ ଶେଷ ହୋଇଯିବ। ଏଣୁ ମଦ ଫ୍ୟାକ୍ଟ୍ରିଗୁଡିକ ଖୋଲିବା ଦିଗରେ ପଦକ୍ଷେପ ନେବାକୁ ୧୧ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି…

ଅନ୍‌ଲାଇନ୍‌ରେ ମିଳିବ କୋର୍ଟ କାର୍ଯ୍ୟ ସୁବିଧା

କଟକ ଅଫିସ,୧୬ା୫: ଓଡ଼ିଶା ହାଇକୋର୍ଟ ଓ ଜିଲା କୋର୍ଟ କମ୍ପ୍ଲେକ୍ସଠାରେ ଶୁକ୍ରବାର ଇ-ସେବା କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଓ ଜଷ୍ଟିସ୍‌ କୁମାରୀ ସଞ୍ଜୁ ପଣ୍ଡା ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି କେନ୍ଦ୍ରରୁ ଅନ୍‌ଲାଇନରେ…

ଅମ୍ଫନ ପାଇଁ ପ୍ରସ୍ତୁତ ରୁହ

କଟକ ଅଫିସ,୧୬ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲାରେ ବ୍ୟାପକ ଫୋର୍ସ ମୁତୟନ ଓ ଏହା ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ ଗୁରୁତ୍ୱାରୋପ କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଶୁକ୍ରବାର ଅନୁଷ୍ଠିତ ଏକ ବୈଠକରେ ବିଭିନ୍ନ…

କେନ୍ଦ୍ର ଦୂର ଥିଲେ ଶିକ୍ଷକଙ୍କୁ ଯାତ୍ରା, ରହଣି ସୁବିଧା

କଟକ ଅଫିସ,୧୬ା୫: ମାଟ୍ରିକ୍‌ ଖାତା ମୂଲ୍ୟାୟନ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଦାଏର ହୋଇଥିବା ଦୁଇଟି ମାମଲାର ଶୁକ୍ରବାର ଶୁଣାଣି ହୋଇଛି। ଯଦି କୌଣସି ଶିକ୍ଷକଙ୍କ ଘର ମୂଲ୍ୟାୟନ କେନ୍ଦ୍ରଠାରୁ ୧୦ କିମିରୁ ଅଧିକ ଦୂରରେ ଥାଏ, ତେବେ ସଂପୃକ୍ତ ଶିକ୍ଷକଙ୍କ ଯାତ୍ରା,…

ନିର୍ଗୁଣ୍ଡି ଷ୍ଟେଶନରେ ଓହ୍ଲାଇଲେ ୭୯୩ ପ୍ରବାସୀ

ଚୌଦ୍ୱାର,୧୬ା୫ (ଡି.ଏନ.ଏ): ହାଇଦ୍ରାବାଦ୍‌ରୁ ପ୍ରବାସୀଙ୍କୁ ନେଇ ଏକ ଶ୍ରମିକ ସ୍ପେଶାଲ୍‌ ଟ୍ରେନ ଆସି ଶୁକ୍ରବାର ରାତି ୯ଟାରେ ଟାଙ୍ଗୀ ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଛି। ଏହି ଟ୍ରେନଟି ଦିନ ୧ଟାରେ ନିର୍ଗୁଣ୍ଡିରେ ପହଞ୍ଚିବ ବୋଲି ପୂର୍ବରୁ ପ୍ରଶାସନ କହିଥିଲା। ମାତ୍ର କୌଣସି କାରଣରୁ…

୩ ବର୍ଷରୁ ଊର୍ଦ୍ଧ୍ୱ ହେବ ଲୋଭୋଲ୍‌ଟେଜ୍‌ ସମସ୍ୟା: ସିଙ୍ଗଲ ଫେଜ୍‌ ଲାଇନକୁ ୩ ଫେଜ୍‌ କରିବା ଦାବିରେ ସେସୁ ଅଫିସ ଘେରାଉ

ଚୌଦାର,୧୫।୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ସେସୁ ଅଫିସକୁ ଓଟିଏମ୍‌ କଲୋନି ୧୧ନଂ. ୱାର୍ଡ ବାସିନ୍ଦା ଶୁକ୍ରବାର ଘେରାଉ କରିଛନ୍ତି। ଏହି ଅଞ୍ଚଳରେ ଦୀର୍ଘ ଦିନଧରି ଲୋଭୋଲ୍‌ଟେଜ ସମସ୍ୟା ଲାଗି ରହିଥିବାରୁ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥିସହ…

ଜେଲରୁ ମୁକୁଳିଲେଣି ୭୨୫୫ କଏଦୀ

କଟକ ଅଫିସ୍‌,୧୫।୫: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଜେଲ୍‌ରୁ କଏଦୀଙ୍କୁ ମୁକୁଳାଇବା ନେଇ ଗଠିତ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ହାଇକୋର୍ଟ ବିଚାରପତି ତଥା ଓଡ଼ିଶା ଆଇନ୍‌ସେବା ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷ ଜଷ୍ଟିସ୍‌ ସଞ୍ଜୁ ପଣ୍ଡା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri