ହାଇକୋର୍ଟରେ ପ୍ରବାସୀଙ୍କ ପଞ୍ଜୀକରଣ ମାମଲା: ଆଧାର କାର୍ଡ ଜରୁରୀ ନୁହେଁ
କଟକ ଅଫିସ୍,୧୫।୫: ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଫେରିବା ପାଇଁ ପ୍ରବାସୀଙ୍କୁ ସରକାରଙ୍କ ୱେବ୍ସାଇଟ୍ରେ ପଞ୍ଜୀକରଣ କରିବାକୁ ପଡ଼ୁଛି। ତେବେ ଏହି ପଞ୍ଜୀକରଣ ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଅନ୍ୟ ପରିଚୟପତ୍ର ଜରିଆରେ ମଧ୍ୟ ପଞ୍ଜୀକରଣ କରାଯାଇପାରିବ ବୋଲି ରାଜ୍ୟ ସରକାରଙ୍କ…
କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା
ନିଆଳି,୧୩।୫(ଡି.ଏନ୍.ଏ.): କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ଦେବୀ-କନ୍ଦଳ ଦିପାଞ୍ଚଳ ଅଗ୍ରଣୀ ସନ୍ସାଇନ ୟୁଥ କ୍ଲବ ଆନୂକଲ୍ୟରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। କରୋନା ମହାମାରୀ କବଳରୁ ଜନ ସମାଜକୁ ରକ୍ଷା କରୁଥିବା ଯୋଦ୍ଧା ଭାବେ ତହସିଲଦାର ବିଦ୍ୟାଧର ପତି, ବ୍ଲକ…
୧୦ବର୍ଷ ପରେ ବି ସ୍ବାସ୍ଥ୍ୟକେନ୍ଦ୍ର ଅଧାପନ୍ତରିଆ
କଟକସଦର,୧୩ା୫(ଡି.ଏନ.ଏ): କରୋନା ପାଇଁ ସ୍ବାସ୍ଥ୍ୟ ବିଭାଗର ପାରାମେଡିକାଲ ଷ୍ଟାଫ ଗ୍ରାମାଞ୍ଚଳରେ ବେଶ ସକ୍ରିୟ ରହିଛନ୍ତି। ହେଲେ କଟକସଦର ବ୍ଳକ ଅନ୍ତର୍ଗତ କନ୍ଦରପୁର ପଞ୍ଚାୟତର ବମ୍ବୁରୀ ସ୍ବାସ୍ଥ୍ୟକେନ୍ଦ୍ର ଗୃହଟି ୧୦ବର୍ଷ ହେବ ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି। ଯଦ୍ୱାରା ଏଠାକୁ ଆସୁଥିବା ସ୍ବାସ୍ଥ୍ୟକର୍ମୀମାନେ ନାନା…
ଟୁଇନ୍ସିଟିରେ ଗଡ଼ିଲା ବସ୍: ୩୦ ଟଙ୍କା ଭଡ଼ାଦେଇ ରାଜଧାନୀକୁ ଆସିଲେ ୨୦ ସରକାରୀ କର୍ମଚାରୀ
ଭୁବନେଶ୍ୱର/କଟକ ଅଫିସ, ୧୩।୫(ବ୍ୟୁରୋ): କଟକରୁ ଭୁବନେଶରକୁ ଗଡିଲା ସରକାରୀ ବସ୍ । ବୁଧବାର ୨୦ଜଣ ସରକାରୀ କର୍ମଚାରୀଙ୍କୁ ନେଇ ଗୋଟିଏ ବସ୍ କଟକରୁ ଭୁବନେଶର ଯାତ୍ରାକରିଛି । ବସ୍ଟି ସିଡିଏ ସେକ୍ଟର-୯ ଛକରୁ ବାହାରି ସତୀଚୌରା, ବାଦାମବାଡ଼ି ଦେଇ ଯାତ୍ରାକରିଛି। ଏହି…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ଜଣେ ଅନ୍ତେବାସୀଙ୍କ ଅସ୍ବାଭାବିକ ଆଚରଣ, କର୍ମଚାରୀ ରାତି ଅନିଦ୍ରା
କଣ୍ଟାପଡ଼ା,୧୩ା୫(ଡି.ଏନ୍.ଏ.): କଟକ ଜିଲା କଣ୍ଟାପଡ଼ା ପଞ୍ଚାୟତର କ୍ୱାରାଣ୍ଟାଇନ୍ ସେଣ୍ଟରରେ ମଙ୍ଗଳବାରଠାରୁ ରହିଥିବା ଜଣେ ପ୍ରବାସୀ ଅନ୍ତେବାସୀଙ୍କ ପାଇଁ ଉକ୍ତ କେନ୍ଦ୍ର ଦାୟିତ୍ୱରେ ରହିଥିବା କର୍ମଚାରୀମାନଙ୍କୁ ରାତି ଅନିଦ୍ରା ହେବାକୁ ପଡ଼ିଛି। ଫଳରେ ବୁଧବାର ସକାଳୁ ଉକ୍ତ ଅନ୍ତେବାସୀଙ୍କ ସମ୍ପର୍କରେ କଣ୍ଟାପଡ଼ା ସରପଞ୍ଚ…
କଣ୍ଟାପଡ଼ା ବ୍ଲକରେ ସରକାରୀ ନିୟମକୁ ଫୁ’: ସାମାଜିକ ଦୂରତା କଟକଣା ପଛ, ଜଳଖିଆ ଖିଆ ଆଗ
କଣ୍ଟାପଡା, ୧୨।୫(ଡି.ଏନ୍.ଏ.): ମହାମାରୀ କରୋନାରୁ ମୁକୁଳିବାକୁ ହେଲେ ସାମାଜିକ ଦୂରତ୍ୱ ରକ୍ଷା ହିଁ ଏକମାତ୍ର ଉପାୟ ବୋଲି ସ୍ବାସ୍ଥ୍ୟବିଭାଗ ପକ୍ଷରୁ ବାରମ୍ବାର ସଚେତନ କରାଯାଉଛି। ଏପରିକି ସମ୍ପ୍ରତି ରାଜ୍ୟରେ ଲକ୍ଡାଉନ୍ ଜାରି ରହିଛି। ମାତ୍ର ତୃତୀୟ ପର୍ଯ୍ୟାୟରେ କିଛି କଟକଣା କୋହଳ…
ଚୌଦ୍ୱାରରେ ଚିନ୍ତା ବଢାଇଛନ୍ତି ରାଜ୍ୟ ଫେରନ୍ତା
ଚୌଦ୍ୱାର,୧୨।୫(ଡି.ଏନ.ଏ.)-କରୋନା ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା ହୋଇଛି। ଏପରିସ୍ଥିତିରେ ପଞ୍ଜିକୃତ ଓ ଅଣ ପଞ୍ଜିକୃତ ଶ୍ରମିକମାନେ ବହୁ ସଂଖ୍ୟାରେ ଘର ବାହୁଡ଼ା ହେଉଛନ୍ତି। ପ୍ରତିଦିନ ଶହ ଶହ ଶ୍ରମିକ ୫୫ ନଂ.ଜାତୀୟ ରାଜପଥର ଚୌଦ୍ୱାର ସହର ମଧ୍ୟ ଦେଇ…
ତିଗିରିଆରୁ ଚିହ୍ନଟ କରୋନା ପଜିଟିଭିଙ୍କ ଲିଙ୍କ୍ ଠାବକଲା ନନ୍ଦନକାନନ ପୋଲିସ
ବାରଙ୍ଗ,୧୨।୫(ଡି.ଏନ୍.ଏ.): କଟକ ଜିଲା ତିଗିରିଆର ଜଣେ ୩୭ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୩ ତାରିଖରେ ସେ ସୁରଟରୁ ଫେରି ପୁରୀରେ ପହଞ୍ଚିଥିଲେ। ସେଠାରୁ ଭୁବନେଶ୍ୱର ଆସିବାପରେ ୨ ସମ୍ପର୍କୀୟ ତାଙ୍କୁ ବାଇକ୍ରେ ନେଇ ତିଗିରିଆରେ ଛାଡିଥିଲେ।…
ହାଇକୋର୍ଟଙ୍କ ନିର୍ଦ୍ଦେଶ: ଜୁନ୍ ୨୨ ସୁଦ୍ଧା ରଥ ନିର୍ମାଣ କାମ ଶେଷ କର
କଟକ ଅଫିସ,୧୨।୫: ଆସନ୍ତା ଜୁନ୍ ୨୨ସୁଦ୍ଧା ରଥ ନିର୍ମାଣ କାମ ସାରିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏକ ଜନସ୍ବାର୍ଥ ମାମଲାର ବିଚାର କରି ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଏବଂ ଜଷ୍ଟିସ ଏସ୍କେ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ…
ବାଲେଶ୍ୱରରୁ ଚାଲି ଚାଲି ଛତିଶଗଡ଼ ଯାଉଛନ୍ତି ୨୫ ଶ୍ରମିକ: ଅଛନ୍ତି ଛୋଟ ପିଲା, ମହିଳା
ଚୌଦ୍ୱାର,୧୨।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲାର ବିଭିନ୍ନ ଇଟାଭାଟିରେ କାମ କରୁଥିବା ୨୫ ଶ୍ରମିକ ଚାଲିଚାଲି ଛତିଶଗଡ଼ ଯାଉଛନ୍ତି। ପ୍ରାୟ ଏକ ସପ୍ତାହ ହେବ ସେମାନେ ବାଲେଶ୍ବରରୁ ବାହାରି ଏବେ କଟକ ଜିଲା ଚୌଦ୍ୱାରରେ ପହଞ୍ଚିଛନ୍ତି । ସେମାନଙ୍କ ମଧ୍ୟରେ ଛୋଟ ପିଲା, ମହିଳା…
ଖାତା ଦେଖିବେ ଅଧିକ ଶିକ୍ଷକ
କଟକ ଅଫିସ,୧୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ। ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷାର ଖାତା ଦେଖା ମଧ୍ୟ ଏହି ତାରିଖରୁ ଆରମ୍ଭ…
ବସ୍ରୁ ଓହ୍ଲାଇ ଘରକୁ ପଳାଇଲେ ପ୍ରବାସୀ
କଟକ ଅଫିସ୍,୧୨ା୫: ପ୍ରବାସୀ ଫେରନ୍ତାଙ୍କ ରହଣି ପାଇଁ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ତଥାପି ଅନେକ ଫେରନ୍ତା ସରକାରୀ ନିୟମକୁ ମାନୁନାହାନ୍ତି। ବସ୍ରେ ଫେରିବା ବେଳେ ରାସ୍ତାରେ ଓହ୍ଲାଇ ଏଣେତେଣେ ବୁଲାବୁଲି କରୁଛନ୍ତି। ଏପରିକି ନିଜ ଘରକୁ ଚାଲିଯାଉଛନ୍ତି। ସୋମବାର…
Archives


