ବୁଧବାରଠାରୁ ଅସ୍ଥିମଜ୍ଜା ପ୍ରତିରୋପଣ
କଟକ ଅଫିସ,୧୨ା୬: ପ୍ରାୟ ଅଢ଼େଇ ମାସ ବ୍ୟବଧାନ ପରେ ଏସ୍ସିବିରେ ଆରମ୍ଭ ହେବ ଅସ୍ଥିମଜ୍ଜା ପ୍ରତିରୋପଣ। ଏଥିପାଇଁ ଏସ୍ସିବି କ୍ଲିନିକାଲ ହେମାଟୋଲୋଜି ବିଭାଗରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏବେ କେବଳ ବାକି ରହିଛି ହେପା ଫିଲଟର, ଏସି ଓ ଅନ୍ୟ…
ଫି’ଦିନ ନଷ୍ଟ ହେଉଛି ଲକ୍ଷେ ଲିଟର କ୍ଷୀର
କଟକ ଅଫିସ,୧୨ା୬: କଟକ ଜିଲାରେ ବିପୁଳ ପରିମାଣରେ କ୍ଷୀର ନଷ୍ଟ ହେଉଛି। ଦିନକୁ ଉତ୍ପାଦନ ୨ ଲକ୍ଷ ୩୦ ହଜାର ଲିଟର। ତଥାପି ବିକ୍ରି ପରେ ବଳୁଛି ୧ଲକ୍ଷରୁ ଅଧିକ ଲିଟର କ୍ଷୀର। ଏହି ସମସ୍ୟା କଟକ ଜିଲା ପ୍ରଶାସନର ଚିନ୍ତା…
ବେଆଇନ ଗୋ’ ଚାଲାଣ: ପୋଲିସର ଚଢ଼ାଉ, ୩ ଅଟକ
ଚୌଦ୍ୱାର,୧୨ା୬(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ପୌରପାଳିକାର ୨ ନମ୍ବର ଓ୍ବାର୍ଡ ସୁଲତାନ ନଗରଠାରେ ବେଆଇନ ଗୋରୁଚାଲଣ ରାକେଟକୁ ଠାବ କରିଛି ପୋଲିସ। ଆଜକୁ ଦୀର୍ଘଦିନ ହେବ ଚୌଦ୍ୱାରୁ ଭଦ୍ରକ, କୋଲକାତା ଓ ଅନ୍ୟ ଅଞ୍ଚଳକୁ ବାରମ୍ବାର ଗୋରୁ ଚାଲାଣ…
ବଂଶୀବାଦକ ଅଭିରାମ: ବଂଶୀର ସୁରକାର ସେ, କାରିଗର ବି
କଟକ ଅଫିସ,୧୧ା୬: ଖଣ୍ଡେ ବାଉଁଶରୁ ବଂଶୀ ତିଆରି କରିପାରନ୍ତି ଆଉ ସେଥିରେ ଅପୂର୍ବ ସୁର ବି ତୋଳି ଧରନ୍ତି ସେ। ଦେଶବିଦେଶରେ ବଂଶୀ ପାଇଁ ଖ୍ୟାତି ଅର୍ଜିଥିବା ଯେଉଁ ହାତଗଣତି ପ୍ରତିଭା ଓଡ଼ିଶାରେ ରହିଛନ୍ତି, ସେମାନଙ୍କ ଭିତରୁ ବଂଶୀବାଦକ ଅଭିରାମ ନନ୍ଦଙ୍କ…
ଡିଏଲ୍, ଏଲ୍ଏଲ୍ ସ୍ଲଟ୍ ବୁକିଂ ବାତିଲ: ସେପ୍ଟେମ୍ବର ୩୦ ଯାଏ ଗାଡ଼ି କାଗଜପତ୍ର ବୈଧ
କଟକ ଅଫିସ,୧୨।୬: ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍) ଓ ଲନର୍ସ ଲାଇସେନ୍ସ (ଏଲଏଲ୍) ଟେଷ୍ଟ ପୁଣି ଥରେ ଅନ୍ୟାଦେଶ ଯାଏ ବାତିଲ ହୋଇଛି। ଗୁରୁବାରଠାରୁ ଡିଏଲ୍ ଟେଷ୍ଟ ନିମନ୍ତେ ସ୍ଲଟ୍ ବୁକିଂ ପାଇଁ ଘୋଷଣା କରାଯାଇଥିଲା। ହେଲେ ‘ସାରଥୀ’ ପୋର୍ଟାଲ୍ରେ ସମସ୍ୟା ଯୋଗୁ…
ଚୌଦ୍ୱାର-କଟକ ବସ୍ ଚଳାଚଳ ଦାବି କଲେ ଲୋକେ
ଚୌଦ୍ୱାର,୧୧ା୬(ଡି.ଏନ୍.ଏ.): କରୋନା ମହାମାରୀ ଯୋଗୁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା ହେବା ପରେ ଗତ ମାର୍ଚ୍ଚ ୨୩ରୁ ବସ୍ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଫଳରେ ଯାତାୟାତ ପାଇଁ ଲୋକେ ନାହିଁ ନ ଥିବା ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଗତ…
ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସାବିତ୍ରୀ ରଥ
କଟକ ଅଫିସ,୧୧।୬- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ସାବିତ୍ରୀ ରଥ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଅବସରରେ ଅନ୍ୟ ବିଚାରପତି ଏବଂ…
ଦିନକ ପରେ ବଦଳିଲା ନିର୍ଦ୍ଦେଶ: ହେବନାହିଁ ଡିଏଲ୍/ଏଲ୍ଏଲ୍ ଟେଷ୍ଟ; ଆର୍ଟିଓ୍କୁ ନ ଯିବାକୁ ପରାମର୍ଶ
କଟକ ଅଫିସ,୧୧।୬- କରୋନା ସଂକ୍ରମଣ ଯୋଗୁ ମାର୍ଚ୍ଚ ୧୮ ତାରିଖ ପରଠାରୁ ଡିଏଲ୍ ଏବଂ ଏଲ୍ଏଲ୍ ଟେଷ୍ଟିଂ ବନ୍ଦ ରହିଛି। ଏହାକୁ ପୁନଃ ଚାଲୁ କରିବା ପାଇଁ ବୁଧବାର ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍ଟିଏ) ପକ୍ଷରୁ ଘୋଷଣା କରାଯାଇଥିଲା। ହେଲେ ଗୁରୁବାର ଏହାକୁ…
ଇପିଏଫ୍ ପେନସନ୍ ଭୋଗୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର
କଟକ ଅଫିସ,୧୧।୬: ଓଡ଼ିଶାରେ ଥିବା ୧ଲକ୍ଷ ୬୨ହଜାର ଇପିଏଫ୍ ପେନସନ୍ ଭୋଗୀ ଘୋର ଆର୍ଥିକ ଅଭାବ ଅନାଟନ ମଧ୍ୟରେ ଦିନ କାଟୁଛନ୍ତି। ବିନା ମହଙ୍ଗାଭତ୍ତାରେ ମାସିକ ମାତ୍ର ୩୦୦ରୁ ୩୦୦୦ଟଙ୍କା ମଧ୍ୟରେ ପେନସନ୍ ପାଉଥିବା ଏହି ବରିଷ୍ଠ ନାଗରିକମାନେ କେନ୍ଦ୍ର ସରକାରଙ୍କ…
କଟକ ସହରରେ ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୧୧ା୬: ଗୁରୁବାର କଟକ ସହରରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୨ ଏବଂ ୩୯ ବର୍ଷୀୟ ବ୍ୟକ୍ତି ଦୁଇଜଣ ମୁମ୍ବାଇରୁ ଫେରିଥିବାବେଳେ ୨୮ ବର୍ଷୀୟ ଯୁବକ ଜଣକ କୋଲକାତାରୁ ଫେରିଥିଲେ। ଏମାନେ ଫେରିବା ଦିନରୁ ସଙ୍ଗରୋଧ…
ସଡ଼କ ଦୁର୍ଘଟଣା ବୃଦ୍ଧି ନେଇ ସୁପ୍ରିମକୋର୍ଟ କମିଟି କ୍ଷୁବ୍ଧ
କଟକ ଅଫିସ,୧୧।୬: ରାଜ୍ୟରେ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ନେଇ ସଡ଼କ ସୁରକ୍ଷା ପାଇଁ ଗଠିତ ସୁପ୍ରିମ୍କୋର୍ଟ କମିଟି ଚିନ୍ତା ପ୍ରକାଶ କରିଛି। ଏହାକୁ ରୋକିବା ଦିଗରେ ରାଜ୍ୟ ସରକାର ନେଉଥିବା ପଦକ୍ଷେପ ଯଥେଷ୍ଟ ନୁହେଁ। ଦୁର୍ଘଟଣାଜନିତ ମୃତ୍ୟୁକୁ କମାଇବା ପାଇଁ…
୭ ବିଚାର ବିଭାଗ ଅଧିକାରୀଙ୍କ ବଦଳି
କଟକ ଅଫିସ,୧୧।୬ : ରାଜ୍ୟରେ ବୁଧବାର ୭ଜଣ ବିଚାର ବିଭାଗ ଅଧିକାରୀଙ୍କର ବଦଳି ହୋଇଛି। ମନୀନ୍ଦ୍ର ଭୂଷଣ ସାହୁଙ୍କୁ ଭୁବନେଶ୍ୱର ଜେଏମ୍ଏଫ୍ସି ଏବଂ ପୃଥ୍ବୀରାଜ ପ୍ରଧାନଙ୍କୁ ଜେଏମ୍ଏଫ୍ସି (ଏଲ୍ଆର୍) ଭାବେ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ମାମି ବେହେରାଙ୍କୁ ବଣାଇ ଏସ୍ଡିଜେଏମ୍,…

