କଟକ

କୋଭିଡ୍‌ ସାମଗ୍ରୀ କ୍ରୟ ପ୍ରସଙ୍ଗ: ହାଇକୋର୍ଟରେ ମାମଲା

କଟକ ଅଫିସ,୮।୬: କୋଭିଡ-୧୯ ମୁକାବିଲା ପାଇଁ କିଣାଯାଇଥିବା ସାମଗ୍ରୀ ଯଥା ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ(ପିପିଇ) ଏବଂ ମାସ୍କ କିଣିବାରେ ଦୁର୍ନୀତି ହୋଇଥିବା ନେଇ ସରକାରଙ୍କୁ ଘେରୁଛନ୍ତି ବିରୋଧୀ। ଏହାକୁ ନେଇ ରାଜ୍ୟ ସରକାର ଅଡ଼ୁଆରେ ପଡ଼ିଛନ୍ତି। ଅନ୍ୟପଟେ ଏ ନେଇ ସୋମବାର…

୨୮ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ଜଣେ ଗିରଫ

କଟକ ଅଫିସ,୮।୬: କଟକ ଜଗତପୁରସ୍ଥିତ ପୀରବଜାରଠାରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୭୫ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ପଦ୍ମପୁର ଅଞ୍ଚଳର କର୍ଣ୍ଣଚନ୍ଦ୍ର ଦାସ। ଅଭିଯୁକ୍ତ…

ଲକ୍‌ଡାଉନ୍‌ କୋହଳ ପରେ ଗାଡ଼ି ବିକ୍ରି ବଢ଼ିଛି

କଟକ ଅଫିସ,୮।୬: ଲକ୍‌ଡାଉନ୍‌ କଟକଣା କୋହଳ ହେବା ପରେ ଓଡ଼ିଶାରେ ଯାନବାହନ ବିକ୍ରି ବଢ଼ିଛି। ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ଏହି ସୂଚନା ଦେଇଛି। ମାର୍ଚ୍ଚ ୨୨ରେ ରାଜ୍ୟ ସରକାର ପ୍ରଥମେ ଲକ୍‌ଡାଉନ୍‌ ଘୋଷଣା କରିବା ପରଠାରୁ ଏଯାବତ୍‌ ତାହା ଜାରି…

ଏସ୍‌ସିବିରେ ୨ ସଫଳ ଅସ୍ତ୍ରୋପଚାର: ଯୋଡ଼ିହେଲା ଦୁଇଜଣଙ୍କ କଟା ହାତ

କଟକ ଅଫିସ,୮।୬: ଦୁଇ ଜଣଙ୍କ କଟିଯାଇଥିବା ହାତକୁ ଯୋଡ଼ି ସେମାନଙ୍କ ଜୀବନରେ ବଞ୍ଚତ୍ବାର ନୂତନ ଆଶା ସଞ୍ଚାର କରିଛି ଏସ୍‌ସିବି ମେଡିକାଲ। ଏହାର ପ୍ଳାଷ୍ଟିକ୍‌ ସର୍ଜରି ବିଭାଗ ମୁଖ୍ୟ ତଥା ମେଡିକାଲ ଅଧୀକ୍ଷକ ଡା. ଅନ୍ନଦା ପ୍ରସାଦ ପଟ୍ଟନାୟକ ଓ ପ୍ରଫେସର…

ଓଡ଼ିଆ ଯୁବକଙ୍କ ସଫଳତା: ୬୦୦ ଟଙ୍କାରେ କରୋନା ଟେଷ୍ଟିଂ କିଟ୍‌

କଟକ ଅଫିସ,୮ା୬: ଆଇଆଇଟି (ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି) ହାଇଦ୍ରାବାଦ ପକ୍ଷରୁ ଏକ କରୋନା ଟେଷ୍ଟିଂ କିଟ୍‌ ପ୍ରସ୍ତୁତ କରାଯାଇଛି। ଏହାର ମୂଲ୍ୟ ୬୦୦ ଟଙ୍କା ରହୁଥିବା ବେଳେ ୨୦ ମିନିଟ ମଧ୍ୟରେ ଏହା ଫଳାଫଳ ଦେଇପାରିବ ବୋଲି ଆଇଆଇଟି ହାଇଦ୍ରାବାଦ…

ଏସ୍‌ସିବିରେ ସଫଳ ଅସ୍ତ୍ରୋପଚାର: ଯୋଡ଼ିହେଲା ଦୁଇ ଜଣଙ୍କ କଟା ହାତ

କଟକ ଅଫିସ,୭ା୬-ଦୁଇ ଜଣ ବ୍ୟକ୍ତିଙ୍କ କଟିଯାଇଥିବା ହାତକୁ ଯୋଡ଼ି ସେମାନଙ୍କ ଜୀବନରେ ବଞ୍ଚତ୍ବାର ନୂତନ ଆଶା ସଂଚାର କରିଛି ଏସ୍‌ସିବି ମେଡିକାଲ। ଏହାର ପ୍ଳାଷ୍ଟିକ୍‌ ସର୍ଜରୀ ବିଭାଗ ମୁଖ୍ୟ ତଥା ମେଡିକାଲ ଅଧୀକ୍ଷକ ଡା. ଅନ୍ନଦା ପ୍ରସାଦ ପଟ୍ଟନାୟକ ଓ ପ୍ରଫେସର…

ଲକ୍‌ଡାଉନ୍‌ ଯୋଗୁ ବଢ଼ିଛି ଷ୍ଟକ୍‌: ବିକ୍ରି ହେଉଛି ଏକ୍ସପାଏରି ଖାଦ୍ୟ ପ୍ୟାକେଟ୍‌

କଟକ ଅଫିସ,୭।୬: ଦୀର୍ଘ ଦୁଇ ମାସରୁ ଅଧିକ ସମୟ ଧରି ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏଥିରେ ବ୍ୟବସାୟ କ୍ଷେତ୍ର ଭୀଷଣ କ୍ଷତି ସହୁଛି। ଛୋଟ ବଡ଼ ଦୋକାନରେ ସାମଗ୍ରୀ ଷ୍ଟକ୍‌ ବଢ଼ିଯାଇଛି। କ୍ଷତିରୁ ବର୍ତ୍ତିବା ପାଇଁ ଏବେ ବ୍ୟବସାୟୀମାନେ ପୁରୁଣା…

ଏସ୍‌ସିବି ମେଡିକାଲ: ନିରାଶ୍ରୟଙ୍କ ସଂଖ୍ୟା ବଢ଼ାଉଛି ଚିନ୍ତା

କଟକ ଅଫିସ,୭।୬: ସରକାରୀ ଚିକିତ୍ସାଳୟରେ ନିରାଶ୍ରୟ ଲୋକଙ୍କ ସଂଖ୍ୟା ଏବେ ଚିନ୍ତା ବଢ଼ାଇଛି। କଟକର ଏସ୍‌ସିବି, ଶିଶୁଭବନ ଓ ସିଟି ହସ୍ପିଟାଲରେ ଏହି ସ୍ଥିତି ଗମ୍ଭୀର। କେବଳ ଏସ୍‌ସିବିରେ ଏବେ ଏମାନଙ୍କ ସଂଖ୍ୟା ୨୦୦ ଟପିଲାଣି। ଅସ୍ଥିଶଲ୍ୟ ବିଭାଗରେ ୨୨ ଓ…

ପୋଲିସ ବିଭାଗରେ ଅଦଳବଦଳ: ବଦଳିଲେ ୨୦ ଇନ୍ସପେକ୍ଟର, ୩୯ ଏସ୍‌ଆଇ

କଟକ ଅଫିସ,୭।୬: ରାଜ୍ୟ ପୋଲିସରେ ଇନ୍ସପେକ୍ଟର, ସବ୍‌-ଇନ୍ସପେକ୍ଟର ଓ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର ସ୍ତରରେ ଶନିବାର ଅଦଳବଦଳ କରାଯାଇଛି। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟ ବଦଳି ନିର୍ଦ୍ଦେଶ ଜାରି କରିଛି। ବଦଳି ତାଲିକାରେ ରହିଛନ୍ତି ୧୫ ଜଣ ଇନ୍ସପେକ୍ଟର, କେବିକେ ଓ କନ୍ଧମାଳରେ…

ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ ବାଦ୍‌ ପଡ଼ିବା ପରେ ବଢୁଛି ଦର, କଳାବଜାର ଆଶଙ୍କା

କଟକ ଅଫିସ,୭।୬: ବଜାରରେ ଏବେ ଆଳୁ ଦର ବଢ଼ିବାରେ ଲାଗିଛି। ଦୁଇ ଦିନ ଭିତରେ କିଲୋ ପିଛା ୧୦ ଟଙ୍କା ବଢ଼ିଲାଣି। ବାତ୍ୟା ଅମ୍ଫନ ପ୍ରଭାବ ଯୋଗୁ ଦର ବଢ଼ିଥିବା ଛତ୍ରବଜାର ବ୍ୟବସାୟୀମାନେ କହୁଛନ୍ତି। କିନ୍ତୁ କେନ୍ଦ୍ର କ୍ୟାବିନେଟ ଅତ୍ୟାବଶ୍ୟକ ସାମଗ୍ରୀ…

କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର: ଅସୁସ୍ଥ ମା’-ବାପାଙ୍କ ପାଇଁ କିଣିହେଉନି ଔଷଧ

କଟକ ଅଫିସ,୭।୬: ତେର ବର୍ଷର ବାଳକ ରାଜରୋଶନ ଠାକୁର। ପଢ଼ାବହି ବଦଳରେ ତାଙ୍କ କାନ୍ଧରେ ଏବେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର। ୨ବର୍ଷ ହେବ ନିଜ ପରିବାର ପାଇଁ ସେ ହିଁ ସାହାରା ପାଲଟିଛନ୍ତି। ବାପା ରମେଶ ଠାକୁର ଦୁଇବର୍ଷ ହେବ…

ଏସ୍‌ସିବି ଆଇସୋଲେଶନ୍‌ ୱାର୍ଡରୁ ୨ କରୋନା ରୋଗୀ ଚିହ୍ନଟ

କଟକ ଅଫିସ,୬ା୬-ଏସ୍‌ସିବି ଆଇସୋଲେଶନ୍‌ ୱାର୍ଡରୁ ଶନିବାର ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣ ନିଜଠାରେ କରୋନାର ଲକ୍ଷଣ ସନ୍ଦେହ କରି ତିନି ଦିନ ତଳେ ଏସ୍‌ସିବିର କରୋନା ଓପିଡିକୁ ଚିକିତ୍ସା ପାଇଁ ଆସିଥିଲେ। ପରେ ଡାକ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?