କଟକ

ଜୋନ୍‌ ଅନୁଯାୟୀ ଖୋଲିବ ନିମ୍ନ ଅଦାଲତ: ରେଡ୍‌ରେ ଘଣ୍ଟାଏ, ଅରେଞ୍ଜରେ ଦୁଇ, ଗ୍ରୀନ୍‌ରେ ଅଢ଼େଇ ଘଣ୍ଟା

କଟକ ଅଫିସ,୪ା୫: କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଲକ୍‌ଡାଉନ୍‌କୁ ବଢ଼ାଇଛନ୍ତି। ତେବେ ଭୂତାଣୁର ପ୍ରଭାବ ଅନୁଯାୟୀ ୩ଟି ଜୋନ୍‌ରେ ଭାଗ କରାଯାଇଛି। ସେଗୁଡ଼ିକ ହେଲା ରେଡ୍‌, ଅରେଞ୍ଜ…

ସୀମିତ ରହିବ ହାଇକୋର୍ଟ କାର୍ଯ୍ୟ

କଟକ ଅଫିସ,୪।୫: ଲକ୍‌ଡାଉନ ଅବଦ୍ଧି ବୃଦ୍ଧିକୁ ନେଇ ହାଇକୋର୍ଟ ପକ୍ଷରୁ ରବିବାର ନୂତନ ନିର୍ଦ୍ଦେଶନାମା ଜାରି ହୋଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ ସୀମିତ ରହିବ ବୋଲି ଡେପୁଟି ରେଜିଷ୍ଟ୍ରାର (ବିଚାର ବିଭାଗ) ଏକ ନିର୍ଦ୍ଦେଶନାମାରେ ଜଣାଇଛନ୍ତି। ସପ୍ତାହର…

ସୋମବାରଠାରୁ ଏସ୍‌ଭି ନିରତାରେ ୩୩ ଭାଗ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ: ପାନଛେପ ନ ପକାଇବା, ସାମାଜିକ ଦୂରତ୍ୱ ପ୍ରତି ଗୁରୁତ୍ୱ

କଣ୍ଟାପଡ଼ା,୩ା୫(ଡି.ଏନ୍‌.ଏ.) : କେନ୍ଦ୍ର ସରକାର ମହାମାରୀ କରୋନା ନିୟନ୍ତ୍ରଣ କରିବାକୁ ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ ସାରାଦେଶରେ ପୁନର୍ବାର ଲକ୍‌ଡାଉନ ଘୋଷଣା କରିଛନ୍ତି। ତେବେ ଦେଶର ବିଭିନ୍ନ ଜିଲାକୁ ରେଡ୍‌, ଅରେଞ୍ଜ ଓ ଗ୍ରୀନ ଜୋନରେ ଚିହ୍ନଟ କରି କେତେକ ନିର୍ଦ୍ଦେଶାବଳୀ…

ପ୍ରବାସୀଙ୍କ ସୁରକ୍ଷା ପାଇଁ ରଣନୀତି: ଷ୍ଟେଶନ, ସଙ୍ଗରୋଧ କେନ୍ଦ୍ରରେ ଅଧିକ ପୋଲିସ ମୁତୟନ ହେବେ

କଟକ ଅଫିସ,୩।୫: ବାହାର ରାଜ୍ୟରେ କାମ କରୁଥିବା ପ୍ରବାସୀ ଶ୍ରମିକଙ୍କ ଓଡ଼ିଶା ଫେରିବା ଆରମ୍ଭ ହୋଇଗଲାଣି। ସ୍ବତନ୍ତ୍ର ଟ୍ରେନ୍‌ ଏବଂ ବସ୍‌ରେ ସେମାନେ ଓଡ଼ିଶା ଫେରୁଛନ୍ତି। ଏହାକୁ ନେଇ ରଣନୀତି ପ୍ରସ୍ତୁତ କରିଛି ରାଜ୍ୟ ପୋଲିସ। ଶନିବାର ରାଜ୍ୟର ବରିଷ୍ଠ ପୋଲିସ…

୪ରୁ ଖୋଲିବ ହାଇକୋର୍ଟ: ଶୁଣାଣି କରିବେ ୫ ବିଚାରପତି

କଟକ ଅଫିସ, ୩।୫: ଆସନ୍ତା ୪ ତାରିଖ ଅର୍ଥାତ୍‌ ସୋମବାରଠାରୁ ଓଡ଼ିଶା ହାଇକୋର୍ଟ ପୂର୍ବଭଳି କାର୍ଯ୍ୟ କରିବ। ପୂର୍ବାହ୍ନ ୧୧ଟାରେ ବିଭିନ୍ନ ମାମଲାର ବିଚାର ହେବ। ୫ ଜଣ ବିଚାରପତି ମାମଲାଗୁଡିକର ଶୁଣାଣି କରିବେ। ଜଣକିଆ ଖଣ୍ଡପୀଠରେ ସମସ୍ତ ଶୁଣାଣି ହେବ।…

ନିଶ୍ଚିନ୍ତକୋଇଲିରେ ବଢ଼ୁଛି ପ୍ରବାସୀ ଓଡ଼ିଆ ଆଗନ୍ତୁକଙ୍କ ସଂଖ୍ୟା: ଚିନ୍ତାରେ ପ୍ରଶାସନ, ପଞ୍ଜୀକରଣ କଲେଣି ୮ହଜାରରୁ ଊର୍ଦ୍ଧ୍ୱ

ନିଶ୍ଚିନ୍ତକୋଇଲି,୨।୫(ସ୍ବ.ପ୍ର.)- କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳର ଲୋକେ ବାହାର ରାଜ୍ୟରେ ଫସି ରହିଛନ୍ତି। ଲକ୍‌ ଡାଉନ୍‌ ପରେ ସେମାନେ ଘରକୁ ଫେରିବେ। ଇତିମଧ୍ୟରେ ସେମାନଙ୍କ ମଧ୍ୟରୁ ୮ ହଜାର ୧୦୬ ଜଣ ପଞ୍ଜୀକରଣ କରିଛନ୍ତି। ଘରକୁ ଫେରିବା ପରେ ସେମାନଙ୍କୁ…

ଚୌଦ୍ୱାର ଅଞ୍ଚଳରେ ବଢ଼ୁଛି ବେଆଇନ୍‌ ମଦବିକ୍ରୀ: ଅବକାରୀ ବିଭାଗର ଚଢ଼ାଉ, ୨ ଗିରଫ

ଚୌଦ୍ୱାର,୨ା୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅଞ୍ଚଳରେ ବେଆଇନ ମଦ ବିକ୍ରୀ ହେଉଥିବା ନେଇ ଅଭିଯୋଗ ହେବା ପରେ ଅବକାରୀ ବିଭାଗ ଚୌଦ୍ୱାର ଶାଖା ତରଫରୁ ଚୌଦ୍ୱାର ସହର ଓ ଗ୍ରାମାଞ୍ଚଳରେ ଚଢାଉ କରାଯାଇଛି। ଏଥିରେ ୨ଜଣ ଦେଶୀ ମଦ ବିକ୍ରେତାଙ୍କୁ…

ଗ୍ରୀନ୍‌ ଜୋନ୍‌ରେ ଦୋକାନ ଖୋଲିଲେ ବଢ଼ିବ ଚାହିଦା: ମଦ କାରଖାନା ଖୋଲିବାକୁ ଅନୁମତି ମାଗିଲେ ଅବକାରୀ କମିଶନର

କଟକ ଅଫିସ,୨।୫- ଗ୍ରୀନ ଜୋନରେ ଥିବା ଅଞ୍ଚଳ ଗୁଡିକରେ ମଦ ଦୋକାନ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରଣାଳୟ। ପ୍ରାୟ ଦେଢ଼ ମାସ ହେଲା ମଦ ବିକ୍ରି ବନ୍ଦ ରହିଥିବା ଯୋଗୁ ଏବେ ଦୋକାନ ଖୋଲିଲେ ଚାହିଦା ବହୁ…

ରେଡ୍‌ ଜୋନ୍‌ରୁ ଚୌଦ୍ୱାର ଫେରିଥିଲେ: ପୌରପାଳିକା ତରଫରୁ ଘରେ ଲାଗିଲା ହୋମ୍‌ କ୍ୱାରାଣ୍ଟାଇନ ସୂଚନା ଫଳକ

ଚୌଦ୍ୱାର,୨ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କଟକ ଜିଲା ଚୌଦ୍ୱାର ପୌରପାଳିକା ତରଫରୁ ଗାନ୍ଧିଛକସ୍ଥିତ ପୌର ଟାଉନ ହଲରେ କ୍ୱାରାଣ୍ଟାଇନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। କିଛି ଦିନ ହେବ ବାହାର ରାଜ୍ୟ ବିହାରରୁ ଜଣେ ବ୍ୟକ୍ତି ଏବଂ ରେଡ୍‌ ଜୋନ…

ସେଲୁନ ଖୋଲିବାକୁ ସରକାରଙ୍କୁ ନିବେଦନ କଲେ ବାରିକ ସଂଘ

ଚୌଦ୍ୱାର,୧ା୫(ଡି.ଏନ୍‌.ଏ.): କରୋନା ମହାମାରୀ ଜନିତ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନରେ ଜାରିରହିଛି। ଇତି ମଧ୍ୟରେ ଲକ୍‌ଡାଉନ ଘୋଷଣା ହେବାର ୧ ମାସରୁ ଊର୍ଦ୍ଧ୍ୱ ହେଲାଣି। ସମ୍ବେଦନଶୀଳ କିଛି ଅଞ୍ଚଳକୁ ବାଦ୍‌ ଦେଲେ ଅନ୍ୟ କିଛି ଅଞ୍ଚଳରେ ଲକ୍‌ଡାଉନ…

ମୁସଲମାନ ବ୍ୟକ୍ତିଙ୍କ ମୃତ୍ୟୁ ମାମଲା : ହାଇକୋର୍ଟରେ ରାଜ୍ୟ ସରକାର ରଖିଲେ ଜବାବ

କଟକ ଅଫିସ୍‌,୧।୫: ଜଣେ ମୁସଲମାନ୍‌ ବ୍ୟକ୍ତିଙ୍କର ଏକ ଘରୋଇ ନର୍ସିଂହୋମ୍‌ରେ ଡାଏଲିସିସ୍‌ ନ ହୋଇ ପାରିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ମାମଲାରେ ରାଜ୍ୟ ସରକାର ଗୁରୁବାର ହାଇକୋର୍ଟରେ ଜବାବ ଦାଖଲ…

ରମଜାନ ମାସରେ ଖାଦ୍ୟ ବାଣ୍ଟୁଛନ୍ତି ୨୦ ମୁସ୍‌ଲିମ୍‌ ଯୁବକ

କଟକ ଅଫିସ,୩୦ା୪: ମୁସଲମାନ ସମ୍ପ୍ରଦାୟଙ୍କ ପାଇଁ ପବିତ୍ର ମାସ ରମ୍‌ଜାନ୍‌। ଏହି ମାସଟିକୁ ସେମାନେ ବର୍ଷ ତମାମ ଅପେକ୍ଷା କରିଥାନ୍ତି। ଦାନ ଓ ପୂଣ୍ୟ ମାସ ରମଜାନ। ନିଷ୍ଠାର ସହ ଉପବାସ ବ୍ରତ ପାଳନ କରି ଆଲ୍ଲାଙ୍କୁ ପ୍ରାର୍ଥନା କରାଯାଇଥାଏ। ସୂର୍ଯ୍ୟୋଦୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri