କଟକ

ସ୍ବାବ୍‌ ପରୀକ୍ଷା ପରେ ଛଡ଼ାଯିବ: ହାଇକୋର୍ଟ

କଟକ ଅଫିସ୍‌,୩୦।୪: ସଙ୍ଗରୋଧରେ ଗୋଟିଏ ମାସ ରଖିବା ପରେ ପୁଣି ଥରେ ସ୍ବତନ୍ତ୍ର ସଙ୍ଗରୋଧରେ ରଖାଗଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏଥିରେ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଜବାବ ଦାଖଲ ହୋଇଥିଲା। ସନ୍ଦିଗ୍ଧଙ୍କ ସ୍ବାବ୍‌…

କେନ୍ଦ୍ର, ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ

କଟକ ଅଫିସ୍‌,୩୦।୪: ଲକ୍‌ଡାଉନ୍‌ ଯୋଗୁ ଏବେ ସମସ୍ତେ ପ୍ରଭାବିତ ହୋଇଛନ୍ତି। କିନ୍ତୁ ସରକାରଙ୍କ ଅଧିକାଂଶ ସହାୟତା କେବଳ ଗରିବ ଲୋକମାନେ ପାଉଥିବା ବେଳେ ମଧ୍ୟବିତ୍ତ ଏଥିରୁ ବଞ୍ଚିତ ହେଉଛନ୍ତି। ସେହିଭଳି ରୋଜଗାର ନ ଥିବା ଯୋଗୁ ଲୋକମାନେ ବିଦ୍ୟୁତ୍‌ ବିଲ୍‌ ଦେବା…

ମୁସଲମାନ ବୋଲି ହେଲାନି ଡାଏଲିସିସ୍‌, ଚାଲିଗଲା ଜୀବନ

କଟକ ଅଫିସ୍‌,୩୦।୪: ମୁସଲମାନ ହୋଇଥିବା ଯୋଗୁ ଜଣେ କିଡ୍‌ନୀ ରୋଗୀଙ୍କୁ ଡାଏଲିସିସ୍‌ କରିବାକୁ ବୁଧବାର କଟକର ଏକ ଘରୋଇ ହସ୍‌ପିଟାଲ୍‌ କର୍ତ୍ତୃପକ୍ଷ ମନାକରି ଦେଇଥିଲେ। ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାର ତଦନ୍ତ ଦାବିରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ…

ରେଭେନ୍‌ଶା ୨ୟ କ୍ୟାମ୍ପସକୁ ନେଇ ବିବାଦ

କଟକ ଅଫିସ,୩୦।୪: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ନିର୍ମାଣ ଆରମ୍ଭ ହୋଇଥିବା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରି ନିର୍ମାଣ କରାଯାଇଛି। କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ନିୟମ ଓ ହାଇକୋର୍ଟଙ୍କ ଆଦେଶକୁ ଖୋଲାଖୋଲି ଭାବେ…

ସକାଳ ୬ରୁ ଅପରାହ୍ନ ୧ ଯାଏ ଖୋଲିବ ଦୋକାନ

କଟକ ଅଫିସ୍‌,୨୯ା୪: କଟକ ଜିଲାରେ କରୋନା ସ୍ଥିତିର ସମୀକ୍ଷା ପରେ ଜିଲାପାଳ ଭବାନୀ ଶଙ୍କର ଚୟନୀ ଜିଲାରେ କେଉଁ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବ ଏବଂ କେଉଁଟା ଖୋଲିବ ନାହିଁ, ସେନେଇ ବିଜ୍ଞପ୍ତି ଜାରି କରିଛନ୍ତି। ଯେଉଁ ସବୁ ଦୋକାନ ଖୋଲିବ, ସେଠାରେ…

ସରକାରୀ ସହାୟତା ଲାଗି ଦାବିପତ୍ର ପ୍ରଦାନ କଲା ଟ୍ୟାକ୍ସି ଚାଳକ ସଂଘ

ଚୌଦ୍ୱାର,୨୯ା୪(ଡି.ଏନ୍‌.ଏ.) : ସାରାଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏହି ଲକ୍‌ଡାଉନ୍‌ ଯୋଗୁ ଗରିବ,ଖଟିଖିଆ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକେ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଏମାନଙ୍କ ଭିତରେ ଚୌଦ୍ୱାରରେ ଥିବା ଟ୍ୟାକ୍ସି ଚାଳକ ସଂଘର ୨୦୦ରୁ ଊର୍ଦ୍ଧ୍ୱ ପଞ୍ଜୀକୃତ…

କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଜିଲାପାଳ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.) : ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ରହିବା ପାଇଁ ବ୍ୟବସ୍ଥା କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଥିବା…

୪ ହଜାର ଘରବାହୁଡ଼ାଙ୍କ ଲାଗି ୯୫ କ୍ୱାରାଣ୍ଟାଇନ୍‌ ସେଣ୍ଟର: ପଞ୍ଜୀକରଣ କଲେଣି ୩୭୪୨ ଜଣ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.): ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ରହିବା ପାଇଁ ବ୍ୟବସ୍ଥା କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଥିବା ୪୧ଟି…

୬ ଇନ୍‌ଷ୍ଟ୍ରକ୍ଟର ତିଆରି କଲେ ରୋବଟ୍‌

କଟକ ଅଫିସ,୨୯ା୪: କରୋନା ଭୂତାଣୁ ବିପକ୍ଷରେ ସାରା ବିଶ୍ୱ ଲଢେଇ କରୁଛି। ଜିତିବାର ଆଶା ସମସ୍ତଙ୍କ ମନରେ ରହିଛି। ଏହି ଭୂତାଣୁ ବିଶ୍ୱରେ ନିଜ କାୟା ବିସ୍ତାର କରୁଥିବାବେଳେ ତା’ର ମୁକାବିଲା ପାଇଁ ବିଭିନ୍ନ ସ୍ତରରେ ପ୍ରୟାସ ଜାରି ରହିଛି। ଏଥିରେ…

ଖରା ଛୁଟିରେ ଖୋଲିବ ହାଇକୋର୍ଟ, ନିମ୍ନକୋଟ

କଟକ ଅଫିସ,୨୯।୪: ଚଳିତବର୍ଷ ଖରାଛୁଟିରେ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ବନ୍ଦ ରହିବ ନାହିଁ। ମଙ୍ଗଳବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଜିଷ୍ଟ୍ରାର୍‌ (ଜୁଡ଼ିସିଆଲ୍‌) ଲଳିତ କୁମାର ଦାସଙ୍କ ତରଫରୁ କୁହାଯାଇଛି ଯେ, ଲକ୍‌ଡାଉନ୍‌ ଯୋଗୁ କୋର୍ଟଗୁଡ଼ିକ ଏକ ପ୍ରକାର ବନ୍ଦ ରହିଛି।…

ମଧୁସୂଦନ ଦାସଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଆହ୍ବାନ

କଟକ ଅଫିସ,୨୮।୪: ଓଡ଼ିିଶା ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ମଙ୍ଗଳବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ତିଥି ତଥା ଆଇନଜୀବୀ ଦିବସ ପାଳନ କରାଯାଇଛି। କରୋନା କଟକଣା ପାଇଁ ସାମାଜିକ ଦୂରତ୍ୱ ରଖାଯାଇ ଏହି କାର୍ଯ୍ୟକ୍ରମ ହୋଇଥିଲା। ଆଡଭୋକେଟ ଜେନେରାଲ…

କ୍ବାରାଣ୍ଟାଇନ ସେଣ୍ଟରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେଉ

କଟକ ଅଫିସ,୨୮।୪: କଟକ ନଗର ମହିଳା ମୋର୍ଚ୍ଚା ତରଫରୁ ରାଜ୍ୟ ସମ୍ପାଦିକା ରଶ୍ମିରେଖା ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। କ୍ବାରାଣ୍ଟାଇନ ସେଣ୍ଟରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବାକୁ ଏଥିରେ ଦାବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri