କଂଗ୍ରେସରେ ଫାଟ! ଓଡ଼ିଶା ବନ୍ଦବେଳେ ପଦାରେ ପଡ଼ିଲା ଗୋଷ୍ଠୀକନ୍ଦଳ
ସାଲେପୁର,୧୭।୭(ଅରବିନ୍ଦ ଭୂୟାଁ):ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାର ପ୍ରତିବାଦରେ ଆଜି ସାଲେପୁରଠାରେ କଂଗ୍ରେସ ଦଳର ଦୁଇଗୋଷ୍ଠୀ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୁଷ୍ଟି ହୋଇଛି । ସାଲେପୁର କୁଆପାଳ ଛକରେ ରାସ୍ତାରୋକୋବେଳେ କଂଗ୍ରେସ ନେତା ଆକ୍ୟୁବ ଖାଁ ଓ ଯୁବନେତା ହରିବନ୍ଧୁ ଶତପଥୀଙ୍କ ସମର୍ଥକଙ୍କ…
ରେଭେନ୍ସାରେ ଝାଡ଼ାବାନ୍ତି: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମନ୍ତ୍ରୀ
କଟକ,୧୩।୭: କଟକ ରେଭେନ୍ସା ଓ୍ବେଷ୍ଟ ହଷ୍ଟେଲରେ ଝାଡ଼ାବାନ୍ତି ଘଟଣାକୁ ନେଇ ରାଜ୍ୟ ସରକାର ରବିବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ହଷ୍ଟେଲରେ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀର ଲିଜ୍ ବାତିଲ କରାଯାଇଥିବା ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ରେଭେନ୍ସାରେ…
ନନ୍ଦନକାନନରେ ସନ୍ତାନ ପ୍ରସବ କଲା ଗୟଳ, ୭ରେ ପହଞ୍ଚିଲା ସଂଖ୍ୟା
ବାରଙ୍ଗ,୧୦ା୭(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନର ୪୨ ନମ୍ବର ଏନ୍କ୍ଲୋଜରରେ ରହୁଥିବା ଗୟଳ ବୁଧବାର ସନ୍ଧ୍ୟାରେ ଏକ ଛୁଆକୁ ଜନ୍ମ ଦେଇଛି। ୨୦୨୪ ଜୁନ୍ ୫ରେ ଗୟଳ ଶେଷ ଥରପାଇଁ ଜନ୍ମ ଦେଇଥିଲା। ଏହି ନବଜାତ ଛୁଆର ବାପା ଏବଂ ମା’ ଉଭୟ…
ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା: ବିଦ୍ୟାଭାରତୀ ପଣ୍ଡାଙ୍କ ଅଡୁଆ ବଢ଼ିଲା
କଟକ,୯ା୭: ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀ ଏବଂ ଡିଏଫ୍ଓ ସଂଗ୍ରାମ ବେହେରାଙ୍କୁ ଝଟ୍କା ଲାଗିଛି। ଉଭୟଙ୍କ ପିଟିଶନ ଖାରଜ ହୋଇଯାଇଥିବାବେଳେ ହତ୍ୟା ମାମଲା ଚାଲୁ ରହିବ ବୋଲି ହାଇକୋର୍ଟ କହିଛନ୍ତି। ରୋଷେୟା ମନ୍ତଥ କୁମ୍ଭଙ୍କ ନାଁରେ ମଧ୍ୟ…
କଟ୍ ଅଫ୍ ମାର୍କ ଆଗରେ ରେଭେନ୍ସା
କଟକ,୭ା୭: ସୋମବାର ପ୍ରକାଶ ପାଇଛି ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ ତାଲିକା। ଏହି କଟ୍ ଅଫ୍ ମାର୍କରେ ରେଭେନ୍ସା ଆଗରେ ରହିଛି। କଳା, ବିଜ୍ଞାନ ଏବଂ ବାଣିଜ୍ୟରେ ରେଭେନ୍ସା ଆଗରେ ରହିଛି। କଳାରେ ୮୧.୩୩% ଥିବାବେଳେ ବିଜ୍ଞାନରେ ୯୧.୮୩% ଏବଂ…
ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ: ସିବିଆଇ ଚଢ଼ାଉ ମାମଲା
କଟକ,୪।୭(କାର୍ତ୍ତିକ ସାହୁ): ବ୍ରିଜ୍ ଆଣ୍ଡ ରୁଫ୍ କର୍ପୋରେଶନ୍ ଲିମିଟେଡ୍ ଲାଞ୍ଚ ଘଟଣାରେ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀ ଓ ତାଙ୍କ ପରିବାରକୁ ଆଶ୍ୱସ୍ତି ମିଳିଛି। ବିଷ୍ଣୁପଦଙ୍କ ପକ୍ଷରୁ ଆଗତ ଆଗୁଆ ଜାମିନ ଆବେଦନର ଶୁଣାଣି କରି ହାଇକୋର୍ଟ ବିଚାରପତି ଭି. ନରସିଂହ…
ଡ୍ୟୁଟି ସାରି ଘରକୁ ଫେରୁଥିଲେ ମହିଳା ହୋମଗାର୍ଡ଼, ବାଟରେ ଚାପିଦେଲା ଟ୍ରକ୍
କଟକ,୩ା୭(କାର୍ତ୍ତିକ ସାହୁ): କଟକ ଛତ୍ରବଜାରରେ ଜଣେ ମହିଳା ହୋମ୍ଗାର୍ଡଙ୍କୁ ଏକ ଟ୍ରକ୍ ଧକ୍କା ଦେବାରୁ ଗୁରୁବାର ତାଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା ହୋମ୍ଗାର୍ଡ ଜଣଙ୍କ ହେଲେ ମନୋରମା ପଣ୍ଡା। ଡ୍ୟୁଟି ସାରି ସାଇକେଲ ଯୋଗେ ଘରକୁ ଫେରୁଥିବା ବେଳେ ତାଙ୍କୁ…
ଏନ୍କାଉଣ୍ଟରରେ ଟଳି ପଡ଼ିଲେ ୨ ମାଓବାଦୀ
କଟକ,୩୦।୬: ମାଓବାଦୀ ଦମନ କ୍ଷେତ୍ରରେ କନ୍ଧମାଳ ଜିଲା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ପୋଲିସ ଏନ୍କାଉଣ୍ଟରେ ୨ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଜୀବନ୍ତ ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ…
ବ୍ଲକ କାର୍ଯ୍ୟାଳୟ ଆଗରେ ବିଜେଡି-ଭାଜପା କର୍ମୀ ମୁଁହାମୁହିଁ
ଆଠଗଡ଼,୨୪।୬: ପଞ୍ଚାୟତ ବୈଠକ ପୂର୍ବରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଉଭୟ ଭାଜପା ବିଜେଡି କର୍ମୀ ମୁଁହାମୁହିଁ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ମୃତୟନ କରାଯାଇଛି। ଆଠଗଡ ବ୍ଲକରେ ଆଜି ପଞ୍ଚାୟତ ବୈଠକରେ ଆଠଗଡ ବିଧାୟକ ଯୋଗ ଦେବାର ଥିଲା। ବିଧାୟକ ଯୋଗ ଦେବା…
ଚିକିତ୍ସା ଅବହେଳାରୁ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଅଭିଯୋଗ
କଟକ,୨୩।୬: ଚିକିତ୍ସାରେ ଅବହେଳାରୁ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଥିବା ସୋମବାର ଅଭିଯୋଗ ହୋଇଛି। ମୃତ ବିଚାରାଧୀନ ବନ୍ଦୀ ହରିୟାଣାର। ସେ ବ୍ରହ୍ମପୁର ଜେଲରେ ବିଚାରାଧୀନ ଥିଲେ। ମିଳିଥିବା ସୂଚନା ମୁତାବକ, ବ୍ରହ୍ମପୁର ଜେଲରେ ବନ୍ଦୀ ଜଣକ ହଠାତ୍ ଅସୁସ୍ଥ ହୋଇପଡିଥିଲେ।…
ଆଜି ବିଶ୍ୱ ଯୋଗ ଦିବସ
କଟକ,୨୧।୬(ଶିଳ୍ପା ପ୍ରିୟଦର୍ଶିନୀ): ଜୀବନ ତମାମ୍ ସୁସ୍ଥ ଶରୀର ଗଠନ କରିବାରେ ଯୋଗ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସୁଛି। ଶନିବାର ବିଶ୍ୱ ଯୋଗ ଦିବସ ରହିଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ସହରରେ ଥିବା ଯୋଗ କେନ୍ଦ୍ର ଓ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…
ରାସ୍ତାକଡ଼କୁ ଓଲଟିଲା ପାଉଁଶ ବୋଝେଇ ହାଇଓ୍ବା
ବାରଙ୍ଗ,୧୯ା୬(ଲିଙ୍ଗରାଜ ରାଉତ): ଗୁରୁବାର ଭୋର୍ରୁ ପାଟପୁର ଗ୍ରାମ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି ଦ୍ରୁତଗାମୀ ପାଉଁଶ ବୋଝେଇ ହାଇଓ୍ବା। ସୌଭାଗ୍ୟବଶତଃ ଚାଳକ ଏବଂ ତାଙ୍କର ସହଯୋଗୀ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ପ୍ରକାଶ ଯେ, ଗୁରୁବାର ଭୋର୍…

