କରୋନା ସହାୟତା: ସ୍ବେଚ୍ଛାସେବୀ ସଂଗଠନ ‘ହିନ୍ଦ ସେବକ ସଂଘ’ ପକ୍ଷରୁ ଅସହାୟଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ
ଚୌଦ୍ୱାର,୨୨ା୪(ଡି.ଏନ୍.ଏ): ଲକ୍ଡାଉନ୍ ଯୋଗୁ ଗରିବା ତଥା ଖଟିଖିଆ ଲୋକମାନେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି। ସେମାନେ ଦୁଇ ଓଳି ଖାଇବା ପାଇଁ ପାଉ ନାହାନ୍ତି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ସ୍ବେଚ୍ଛାସେବୀ ସଂଗଠନ ହିନ୍ଦ ସେବକ ସଂଘର ଚୌଦ୍ୱାର କେନ୍ଦ୍ର ତରଫରୁ ଚୌଦ୍ୱାର…
କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡକୁ ଅବସରପ୍ରାପ୍ତ ଶିକ୍ଷକ ସଂଘର ଦାନ
ଚୌଦ୍ୱାର,୨୧ା୪(ଡି.ଏନ୍.ଏ.): କରୋନା ମୁକାବିଲା ନେଇ କଟକ ଜିଲା ଚୌଦ୍ୱାର ଅବସରପ୍ରାପ୍ତ ଶିକ୍ଷକ ସଂଘ ପକ୍ଷରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକ ୨୦ ହଜାର ୧୨୧ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଚୌଦ୍ୱାରସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଜରିଆରେ ଏହି ରାଶି ପ୍ରଦାନ କରାଯାଇଛ।
୧୬ ପରିବାରଙ୍କୁ ଘରଭଡ଼ା ଛାଡ଼ କଲେ ରଘୁନାଥ
କଟକ ଅଫିସ,୨୦ା୪: ସହରରେ ଅଧାରୁ ଅଧିକ ଭଡ଼ାଟିଆ ବାସିନ୍ଦା। ଭଡ଼ା ରହୁଥିବା ଲୋକେ ବି ଅଧିକାଂଶରେ ବ୍ୟବସାୟ, ଛୋଟ ଦୋକାନ କିମ୍ବା କୌଣସି ଘରୋଇ କମ୍ପାନୀରେ ଚାକିରି କରି ପରିବାର ପ୍ରତିପୋଷଣ କରନ୍ତି। କରୋନା ପ୍ରଭାବରୁ ହୋଇଥିବା ଲକଡାଉନ ଏବେ ବଳବତ୍ତର…
କରୋନା ରୋଗୀଙ୍କ ପାଇଁ ରକ୍ତଦାନ
କଟକ ଅଫିସ,୨୦।୪: ରକ୍ତ ଅଭାବ ସମସ୍ୟା ଦୂରେଇବାକୁ ରକ୍ତଦାନର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି କରୋନା ରୋଗୀଙ୍କ ପାଇଁ କୃଷକ ବଜାର ବ୍ୟବସାୟୀ ସଂଘ ଏବଂ ଏସ୍ସିବି ମେଡିକାଲ ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଧର୍ମେଶ ନାୟକଙ୍କ…
ପରିବାର ବୋଝ ଆଗରେ ଜୀବନ ତୁଚ୍ଛ
କଟକ ଅଫିସ, ୨୦।୪: ଦିନ ଯେତିକି ବଢୁଛି ମନରେ ଭୟ ମଧ୍ୟ ସେତିକି ବଢିବାରେ ଲାଗିଛି। କରୋନା ଭୂତାଣୁ ସଂକ୍ରମଣରୁ ନିଜକୁ ବଞ୍ଚାଇବା ପାଇଁ ମଣିଷ ଘରେ ରହୁଛି। ନିତିଦିନ ଗହଳି ଲାଗି ରହୁଥିବା ରାସ୍ତାଘାଟ ଆଜି ଶୂନଶାନ। ଜଣେ ଜଣକ…
ପାସ୍ଧାରୀଙ୍କ ଚାଲାଣ କାଟୁଛି ପୋଲିସ: ମାଲଗୋଦାମ ବ୍ୟବସାୟୀ ହଇରାଣ
କଟକ ଅଫିସ,୨୦ା୪: ପାସ୍ ଦେଇଛି କମିଶନରେଟ ପୋଲିସ। ହେଲେ ପାସ୍ ଦେଖାଇଲେ ସୁଦ୍ଧା ପୋଲିସ ଛାଡ଼ୁନି। ଗାଡ଼ି ଅଟକାଉଛି, ଏପରି କି ଜରିମାନା ମଧ୍ୟ ଲଦୁଛି। ମାଲଗୋଦାମର ଜଣେ ବ୍ୟବସାୟୀ ପ୍ରୀତମ କୁମାର ସାହୁ ମଧୁପାଟଣା ଥାନାରେ ରବିବାର ସନ୍ଧ୍ୟାରେ ଏଭଳି…
ବଡ଼ଚଣା ଆଇଆଇସି ନିଲମ୍ବିତ
କଟକ ଅଫିସ,୨୦ା୪: ଯାଜପୁର ଜିଲା ବଡ଼ଚଣା ଆଇଆଇସି ଦୀପକ କୁମାର ଜେନାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ତାଙ୍କୁ ନିଲମ୍ବନ କରିଛନ୍ତି। ଲକ୍ଡାଉନ୍ ସମୟରେ ଆଇଆଇସି ଜେନା ସପରିବାର ପୁରୀ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ମନ୍ଦିର…
ଝାବେରୀଙ୍କ ପରେ ଖାଲିପଡ଼ିଛି ମୁଖ୍ୟ ବିଚାରପତି ପଦ
କଟକ ଅଫିସ୍,୨୦।୪: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ଙ୍କ ନାମ ଶନିବାର ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି କେ.ଏସ୍. ଝାବେରୀ ଜାନୁୟାରୀ…
ହାଇକୋର୍ଟ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍ ମହମ୍ମଦ ରଫିକ୍ଙ୍କ ନାମ ସୁପାରିଶ
କଟକ ଅଫିସ,୧୯।୪- ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହୋଇପାରନ୍ତି। ତାଙ୍କ ନାମକୁ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ସେ ଗତ ନଭେମ୍ବରରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ…
ଭ୍ରାମ୍ୟମାଣ କରୋନା ନମୁନା ସଂଗ୍ରହ ମେଶିିନ ତିଆରି କଲେ ୪ ଅଧ୍ୟାପକ
କଟକ ଅଫିସ, ୧୯।୪: ମହାମାରୀ କରୋନା ଭୂତାଣୁ ପାଇଁ ସମସ୍ତେ ଚିନ୍ତିତ। ଦିନକୁ ଦିନ ଏହି ଭୂତାଣୁର ସଂକ୍ରମଣ ମଧ୍ୟ ବଢିବାରେ ଲାଗିଛି। ଏବେ ଲକଡାଉନ ସମୟରେ ଏକ ଅଭିନବ ପ୍ରୟାସ କରିଛନ୍ତି ଖପୁରିଆ ଆଇଟିଆଇର ୪ ଅଧ୍ୟାପକ। ରାଜ୍ୟର ପ୍ରତି…
ପରଲୋକରେ ବିଶିଷ୍ଟ ସାହିତି୍ୟକ ରତ୍ନାକର ଚଇନି, ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ
କଟକ ଅଫିସ,୧୮।୪: ବିଶିଷ୍ଟ ସାହିତି୍ୟକ ତଥା ନାଟ୍ୟକାର ରତ୍ନାକର ଚଇନିଙ୍କ ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। କଟକସ୍ଥିତ ବାସଭବନରେ ଅପରାହ୍ନରେ ତାଙ୍କର ବିୟୋଗ ହୋଇଛି। ଏହି ଖବର ପାଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି…
କରୋନା ସଚେତନତା: ଚୌଦ୍ୱାର ଡାଳିଯୋଡ଼ା ସାହିତ୍ୟ ସଂସଦ ପକ୍ଷରୁ ମାସ୍କ ବଣ୍ଟନ
ଚୌଦ୍ୱାର,୧୮ା୪(ଡି.ଏନ୍.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କଟକ ଜିଲା ଚୌଦ୍ୱାର ଡାଳିଯୋଡା ସାହିତ୍ୟ ସଂସଦ ପକ୍ଷରୁ ପଥଚାରୀଙ୍କୁ ମାସ୍କ ବଣ୍ଟନ କରାଯାଉଛି। ୫୫ ନଂ. ଜାତୀୟ ରାଜପଥର ଚୌଦ୍ୱାର ଥାନା ସମ୍ମୁଖରେ ସଂସଦର କର୍ମକର୍ତ୍ତାମାନେ ବିନା ମାସ୍କରେ ଚଳପ୍ରଚଳ କରୁଥିବା…
Archives


