କଟକ

ରଥଯାତ୍ରା ବନ୍ଦ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ,୨୨।୫: କରୋନା ଭୂତାଣୁ ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି। ତେବେ ଏହା ବନ୍ଦ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ଗୁରୁବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି।…

ବଜ୍ରକାପ୍ତା ଉଦ୍ଧାର, ୨ଅଭିଯୁକ୍ତ ଗିରଫ

ଖୁଣ୍ଟୁଣୀ,୨୧ା୫(ଡି.ଏନ୍‌.ଏ.): ବଜ୍ରକାପ୍ତା ଚୋରା ଚାଲାଣ ଅଭିଯୋଗରେ ଖୁଣ୍ଟୁଣୀ ବନ ବିଭାଗ ୨ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କେନ୍ଦ୍ରାପଡ଼ା ଜିଲା ରାଜକନିକା ଅଞ୍ଚଳର ଚନ୍ଦ୍ରମଣି ଜେନା, କଟକ ଶିଖରପୁର ଅଞ୍ଚଳର ମନୋଜ ଦଳାଇ। ଏମାନଙ୍କ ନିକଟରୁ…

ପୋଲିସକୁ ଓଏଚ୍‌ଆର୍‌ସିଙ୍କ କଡ଼ା ସମାଲୋଚନା

କଟକ ଅଫିସ୍‌,୨୧।୫: କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଜଣେ ଯୁବକଙ୍କୁ ଆଇଆଇସି ସନ୍ଧ୍ୟାରାଣୀ ଜେନା ମାଡ଼ ମାରିବାର ଭିଡିଓ ଭାଇରାଲ ଖବର ପ୍ରକାଶ ପରେ ସାମାଜିକ କର୍ମୀ ମନୋଜ ଜେନାଙ୍କ ତରଫରୁ ଓଡ଼ିଶା ମାନବାଧିକାର କମିଶନ୍‌ (ଓଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ…

ହାତ ଦେଖାଇଲେ ଆପେ ସ୍ପ୍ରେ ହେବ ସାନିଟାଇଜର

କଟକ ଅଫିସ,୨୧।୫: କରୋନା ମୁକାବିଲା ପାଇଁ ଦେଶର ବିଭିନ୍ନ କ୍ଷେତ୍ରରୁ ପ୍ରୟାସ ଚାଲିଛି। ଏହି କ୍ରମରେ କରୋନା ଲଢ଼େଇରେ ସାମିଲ ହୋଇଛି କଟକସ୍ଥିତ ଖପୁରିଆ ସରକାରୀ ଆଇଟିଆଇ। ପୂର୍ବରୁ ଭ୍ରାମ୍ୟମାଣ କୋଭିଡ୍‌ ନମୁନା ସଂଗ୍ରହ ମେଶିନ ଓ କୋଭିଡ ହସ୍ପିଟାଲରେ କାର୍ଯ୍ୟ…

କଟକ ପୋଲିସକୁ ଘାରିଲା କରୋନା ଭୟ

କଟକ ଅଫିସ୍‌,୨୧।୫: ଭୁବନେଶ୍ୱରରେ ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସର ଅଧିକାରୀ ଓ କର୍ମଚାରୀଙ୍କ ଭିତରେ ଛନକା ପଶିଛି। ଉଭୟ ଭୁବନେଶ୍ୱର ଓ କଟକ ସହରରେ ପୋଲିସ କର୍ମଚାରୀ, ଅଧିକାରୀଙ୍କ ନମୁନା…

ଅମ୍ଫନ୍‌ ପାଇଁ ବନ୍ଦ ରହିଲା ହାଇକୋର୍ଟ

କଟକ ଅଫିସ୍‌,୨୧।୫: ସାମୁଦ୍ରିକ ବାତ୍ୟା ‘ଅମ୍ଫନ୍‌’ ଯୋଗୁ ବୁଧବାର ହାଇକୋର୍ଟ ବନ୍ଦ ରହିଛି। ବୁଧବାର ପାଇଁ ଧାର୍ଯ୍ୟ ହୋଇଥିବା ମାମଲାଗୁଡ଼ିକର ଶୁଣାଣି ଗୁରୁବାର କରାଯିବ। ଏନେଇ ହାଇକୋର୍ଟ ରେଜିଷ୍ଟ୍ରାର୍‌ (ଜୁଡିସିଆଲ) ସୂଚନା ଦେଇଛନ୍ତି। ବାତ୍ୟା ଯୋଗୁ ବିଦ୍ୟୁତ୍‌ ସଂଯୋଗ ଓ ଇଣ୍ଟରନେଟ୍‌…

ନିଶ୍ଚିନ୍ତକୋଇଲିରେ ଅମ୍ଫନ୍‌ ରଚିଲା ତାଣ୍ଡବ

ନିଶ୍ଚିନ୍ତକୋଇଲି,୨୦।୫(ସ୍ବ.ପ୍ର.): ମହାବାତ୍ୟା ଅମ୍ଫନ୍‌ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ବୁଧବାର ତାଣ୍ଡବ ରଚିଛି। ଏହି ବ୍ଲକରେ ଥିବା ୪୧ଟି ପଞ୍ଚାୟତ ମଧ୍ୟରୁ ୩୦ଟିରେ ଗମନାଗମନ ଠପ୍‌ ହୋଇଯାଇଛି। ସେହିପରି ଅସୁରେଶ୍ୱରରୁ ୨୨୩ଜଣଙ୍କୁ ଓ କାଟିକଟା ପଞ୍ଚାୟତରୁ ୩୦୦ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବା…

ଅନ୍ତରୀଣ କମିଟି ଗଠନକୁ ବିରୋଧ

କଟକ ଅଫିସ୍‌,୨୦।୫: ଲକ୍‌ଡାଉନ୍‌ ଯୋଗୁ ହାଇକୋର୍ଟ ରାଜ୍ୟର ସମସ୍ତ ଓକିଲ ସଂଘର ନିର୍ବାଚନ ସ୍ଥଗିତ ରଖିଛନ୍ତି। ଏଣୁ ଓକିଲ ସଂଘଗୁଡ଼ିକର ପରିଚାଳନା ପାଇଁ ଅନ୍ତରୀଣ କମିଟି ଗଠନ କରିବାକୁ ରାଜ୍ୟ ଆଇନଜୀବୀ ପରିଷଦର ସ୍ବତନ୍ତ୍ର କମିଟି ନିଷ୍ପତ୍ତି ନେଇଥିଲା। ସମସ୍ତ ଓକିଲ…

ଜଳିଗଲା ଟାଟା ମ୍ୟାଜିକ, କାରଣ ଅସ୍ପଷ୍ଟ

ଚୌଦ୍ୱାର,୨୦।୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ତାରେଣୀ ବଜାରରେ ଏକ ଟାଟା ମ୍ୟାଜିକ ଗାଡ଼ି (ଓଆର୍‌ ୦୫ଏମ୍‌୭୫୨୩) ମଙ୍ଗଳବାର ବିଳମ୍ବିତ ରାତିରେ ଜଳିଯାଇଛି। ଗାଡ଼ିଟି ଘର ଆଗରେ ଥୁଆ ହୋଇଥିଲା ବେଳେ ତାହା ଜଳୁଥିଲା। ପାଟ୍ରୋଲିଂ କରୁଥିବା ପୋଲିସ ଏହା…

ବାତ୍ୟା ‘ଅମ୍ପନ’ ପାଇଁ ଆଜି ହାଇକୋର୍ଟ ବନ୍ଦ

କଟକ ଅଫିସ,୨୦।୫: ସାମୁଦ୍ରିକ ବାତ୍ୟା ‘ଅମ୍ଫନ’ ପାଇଁ ବୁଧବାର ହାଇକୋର୍ଟ ବନ୍ଦ ରହିବ। ଏଣୁ ବୁଧବାର ଯେଉଁ ମାମଲାଗଡ଼ିକର ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଥିଲା, ସେଗୁଡିକ ଗୁରୁବାର ଶୁଣାଣି କରାଯିବ। ଏ ନେଇ ହାଇକୋର୍ଟ ପକ୍ଷରୁ ସୂଚନା ଦିଆଯାଇଛି।

ବାତ୍ୟା ଅମ୍ଫନ ମୁକାବିଲା ପାଇଁ ସଦର ବିଧାୟକଙ୍କ ସମୀକ୍ଷା

ନିଶ୍ଚିନ୍ତକୋଇଲି,୧୯।୫(ସ୍ବ.ପ୍ର)-ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌କୁ ଦୃଷ୍ଟିରେ ରଖି ମଙ୍ଗଳବାର ନିଶ୍ଚିନ୍ତକୋଇଲି ବ୍ଲକ ତଥା କଟକ ସଦର ନିର୍ବାଚନ ମଣ୍ଡଳୀ ଅଧିନରେ ଥିବା ୧୪ ପଞ୍ଚାୟତକୁ ନେଇ କଟକ ସଦର ବିଧାୟକ ଚନ୍ଦ୍ରସାରଥି ବେହେରା ଏକ ସମୀକ୍ଷା ବୈଠକ କରିଛନ୍ତି। ନିଶ୍ଚିନ୍ତକୋଇଲି ବ୍ଲକ ସମ୍ମିଳନୀ…

୧୨ ଜିଲାରେ ୧୪୭ ଟିମ୍‌ ମୁତୟନ: ‘ଅମ୍ଫନ୍‌’ ପାଇଁ ପ୍ରସ୍ତୁତ ଅଗ୍ନିଶମ ବିଭାଗ

କଟକ ଅଫିସ/ ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ମହାବାତ୍ୟାର ରୂପ ନେଇଥିବା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଅଗ୍ନିଶମ ବିଭାଗ। ଫନୀ ବାତ୍ୟାକୁ ଯେପରି ସଫଳତାର ସହ ମୁକାବିଲା କରାଯାଇଥିଲା, ସେହିପରି ଏହି ବାତ୍ୟାକୁ ସାହସର ସହ ମୁକାବିଲା ପାଇଁ ଅଗ୍ନିଶମ କର୍ମଚାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?