କଟକ

୧୪ ଜଣଙ୍କୁ ସେକ୍ଟର ଅଫିସର ଦାୟିତ୍ୱ

କଟକ ଅଫିସ,୧୮ା୫: ବାତ୍ୟା ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ତତ୍ପର ହୋଇପଡ଼ିଛି। ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଏନେଇ ଜରୁରୀ ବୈଠକ ବସିଛି। ‘ଅମ୍ଫନ୍‌’ ମୁକାବିଲା ପାଇଁ ୧୪ ଜଣଙ୍କୁ ସେକ୍ଟର ଅଫିସର ଭାବେ…

ପୁନରୁଦ୍ଧାର କାର୍ଯ୍ୟକୁ ସିଏମ୍‌ସିର ଗୁରୁତ୍ୱ

କଟକ ଅଫିସ,୧୯ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’ ପାଇଁ ଉପକୂଳ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ଜିଲା ପ୍ରଶାସନ ଆଗୁଆ ତତ୍ପରତା ଦେଖାଇଛି। ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଏକ…

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ଥ

ଚୌଦ୍ୱାର,୧୯।୫(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ବନ୍ଦାଳ ନିକଟରେ ଜାତୀୟ ରାଜପଥ ୧୬ରେ ପ୍ରବାସୀ ଓଡ଼ିଆଙ୍କୁ ନେଇଯାଉଥିବା ବସ୍‌ ଦୁର୍ଘଟଣାଗସ୍ତ। ଏଥିରେ ୬ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଦୁଇଜଣ ଗୁରୁତରଭାବେ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଦୁର୍ଘଟଣାଗ୍ରସ୍ତ ବସ୍‌ ତାମିଲନାଡୁରୁ…

ଦୈନିକ ୨ ହଜାର ପରୀକ୍ଷା କରିବ ଏସ୍‌ସିବି

କଟକ ଅଫିସ,୧୯ା୫: ଏସ୍‌ସିବିରେ ଗତ ମାର୍ଚ୍ଚ ୩୧ରେ ଆରମ୍ଭ ହୋଇଥିଲା କୋଭିଡ୍‌-୧୯ ପରୀକ୍ଷା। ନାହିଁ ନାହିଁର ସ୍ଥିତିରେ ପ୍ରଥମ ଦିନ ମାତ୍ର ୪ଟି ନମୁନା ପରୀକ୍ଷା କରାଯାଇଥିଲା। ସେତେବେଳେ ଉଭୟ ଟେଷ୍ଟ କିଟ୍‌ ଏବଂ ପିପିଇ କିଟ୍‌ ମଧ୍ୟ କମ୍‌ ସଂଖ୍ୟାରେ…

ଜଳିଗଲା ମେଟାଲ୍‌ ବୋଝେଇ ହାଇଓ୍ବା

ଖୁଣ୍ଟୁଣୀ,୧୮।୫(ଡି.ଏନ୍‌.ଏ.): ଖୁଣ୍ଟୁଣୀସ୍ଥିତ ରାଜା ଆଠଗଡ଼ ରେଳ ଷ୍ଟେଶନ ପାର୍ଶ୍ୱ ରେଲଓ୍ବ ସାଇଡିଂ ଉପରେ ସୋମବାର ଏକ ମେଟାଲ ବୋଝେଇ ୧୮ଚକିଆ ହାଇଓ୍ବା ବିଦ୍ୟୁତ୍‌ କରେଣ୍ଟ ଲାଗି ଜଳିଯାଇଛି। ଏହି ସମୟରେ ଡ୍ରାଇଭର ଜଣକ ଡେଇଁପଡ଼ିବାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଖବରପାଇ ଆଠଗଡ଼ ଦମକଳ…

ଚା’ ଦୋକାନ ସିଲ କଲା ପୋଲିସ

ଚୌଦ୍ୱାର,୧୮ା୫(ଡି.ଏନ୍‌.ଏ)-ଚୌଦ୍ୱାର କଳିଙ୍ଗ ଛକଠାରେ ଏକ ଚା’ଦୋକନକୁ ସୋମବାର ଚୌଦ୍ୱାର ପୋଲିସ୍‌ ସିଲ କରିଛି। ଜନୈକ ବ୍ୟକ୍ତିଙ୍କ ହାତରେ ପ୍ରବାସୀ ଓଡିଆ ସିଲ ବାଜିଥିବା ଜାଣି ସୁଦ୍ଧା ଉକ୍ତ ଚାହା ଦୋକାନୀ ତାଙ୍କୁ ଚା’ ପିଇବାକୁ ଦେଉଥିବା ସ୍ଥାନୀୟ ଲୋକେ ପୋଲିସ୍‌କୁ ଖବର…

ଚୌଦ୍ୱାରରେ ଡ୍ରୋନ କରୁଛି ସଚେତନ

ଚୌଦ୍ୱାର,୧୮ା୫(ଡି.ଏନ୍‌.ଏ)-ସାରା ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ଦିଗରେ ୪ର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଘୋଷଣା କରାଯାଇଛି। ଲକ୍‌ଡାଉନରେ ସାମାନ୍ୟ କିଛି ପରିବର୍ତ୍ତନ ତଥା ନୀତିନିୟମକୁ କୋହଳ କରାଯାଇଛି। ହେଲେ ସଂକ୍ରମଣ ନ ବ୍ୟାପିବାର ଦୃଢ ଅସ୍ତ୍ର ହେଉଛି ସାମାଜିକ ଦୂରତା ବଜାୟ ରଖିବା।…

ଲକ୍‌ଡାଉନ୍‌ ପାଇଁ ପଛେଇଯାଇଛି ଅନ୍ଧତ୍ୱ ଦୂରୀକରଣ ଯୋଜନା: ମୋତିଆବିନ୍ଦୁ ରୋଗୀଙ୍କ ସଙ୍କଟ ବଢ଼ିଲା

କଟକ ଅଫିସ, ୧୮ା୫: କରୋନା ଭାଇରସ୍‌ ସଂକ୍ରମଣ ରୋକିବା ଲାଗି ଜାରି ହୋଇଥିବା ଲକ୍‌ଡାଉନ ଯୋଗୁ ଏବେ ସରକାରଙ୍କ ଅନ୍ଧତ୍ୱ ଦୂରୀକରଣ ଯୋଜନା ଅନେକ ଯୋଜନ ପଛକୁ ଚାଲିଯାଇଛି। ପ୍ରତି ମାସରେ ଯେଉଁ ସଂଖ୍ୟାରେ ମୋତିଆବିନ୍ଦୁ ଅସ୍ତ୍ରୋପଚାର ହେଉଥିଲା, ଲକ୍‌ଡାଉନ ଯୋଗୁ…

ଲାଞ୍ଚ ମାମଲାର ଖୋଳତାଡ଼: ସମ୍ପତ୍ତି ବିବରଣୀ ଦେଇନାହାନ୍ତି ବିଜୟ କେତନ

କଟକ ଅଫିସ,୧୮।୫: ଏକଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇ ପରେ ଜାମିନରେ ମୁକୁଳିଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କ ସମ୍ପତ୍ତି ବିବରଣୀର ଖୋଳତାଡ଼ କରୁଛି ଭିଜିଲାନ୍ସ। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବାବେଳେ ବିଜୟ ନିଜ ସମ୍ପତ୍ତି…

‘ଅମ୍ଫନ’ରେ ବେହାଲ କରିବ ନର୍ଦ୍ଦମା ପାଣି

କଟକ ଅଫିସ,୧୭ା୫-ବାତ୍ୟା ‘ଅମ୍ପନ୍‌’ ପ୍ରଭାବରେ ରାଜ୍ୟର ଯେଉଁ ସବୁ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି, ସେଥିରେ କଟକ ମଧ୍ୟ ସାମିଲ ରହିଛି। ଏହାକୁ ନଜରରେ ରଖି କଟକ ସହରକୁ ଜଳାର୍ଣ୍ଣବରୁ ରକ୍ଷା କରିବା ପାଇଁ ରାଜ୍ୟସଭା ସଦସ୍ୟ ସୁବାସ ସିଂ…

ଗ୍ରୀନ୍‌ ଜୋନ୍‌ରେ ବଢୁଛି କରୋନା ଆଶଙ୍କା: ସରକାରୀ ଅନୁଷ୍ଠାନରେ ରହୁନି ସାମାଜିକ ଦୂରତ୍ୱ

କଟକ ଅଫିସ,୧୭ା୫-ଗ୍ରୀନ୍‌ ଜୋନ୍‌ରେ ଲକଡାଉନ କଟକଣା କୋହଳ ହେବା ପରେ କରୋନା ସଂକ୍ରମଣରେ ଆଶଙ୍କା ବଢ଼ିବାରେ ଲାଗିଛି। ଏହି ଜୋନ୍‌ରେ ମାସ୍କ ବ୍ୟବହାର ଓ ସାମାଜିକ ଦୂରତ୍ୱ ନିୟମକୁ କଡ଼ାକଡ଼ି କରିବାକୁ ସରକାରୀ ନିର୍ଦ୍ଦେଶ ରହିଛି। କିନ୍ତୁ ଏହି ଜୋନ୍‌ରେ ଉପରୋକ୍ତ…

ଥମୁନି ପ୍ରବାସୀଙ୍କ ଅସୁରକ୍ଷିତ ଯାତ୍ରା: ମାଲ୍‌ ବୋଝେଇ ଟ୍ରକ୍‌ରେ ଯାଉଛନ୍ତି ଶ୍ରମିକ

କଟକ ଅଫିସ,୧୭ା୫-ଲକ୍‌ଡାଉନ ସମୟରେ ଓଡ଼ିଶାକୁ ଫେରୁଥିବା ପ୍ରବାସୀ ତଥା ଅତିଥି ଶ୍ରମିକଙ୍କ ନିରାପଦ ଯାତ୍ରା ପାଇଁ ରାଜ୍ୟ ସରକାର ନିରବଚ୍ଛିନ୍ନ ବସ୍‌ ସେବା ଯୋଗାଇବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଏହା ସତ୍ତ୍ୱେ ଥମୁନି ପ୍ରବାସୀଙ୍କ ଅସୁରକ୍ଷିତ ଯାତ୍ରା ା ଶନିବାର ସନ୍ଧ୍ୟାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?