ବାଲେଶ୍ୱରରୁ ଚାଲି ଚାଲି ଛତିଶଗଡ଼ ଯାଉଛନ୍ତି ୨୫ ଶ୍ରମିକ: ଅଛନ୍ତି ଛୋଟ ପିଲା, ମହିଳା
ଚୌଦ୍ୱାର,୧୨।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲାର ବିଭିନ୍ନ ଇଟାଭାଟିରେ କାମ କରୁଥିବା ୨୫ ଶ୍ରମିକ ଚାଲିଚାଲି ଛତିଶଗଡ଼ ଯାଉଛନ୍ତି। ପ୍ରାୟ ଏକ ସପ୍ତାହ ହେବ ସେମାନେ ବାଲେଶ୍ବରରୁ ବାହାରି ଏବେ କଟକ ଜିଲା ଚୌଦ୍ୱାରରେ ପହଞ୍ଚିଛନ୍ତି । ସେମାନଙ୍କ ମଧ୍ୟରେ ଛୋଟ ପିଲା, ମହିଳା…
ଖାତା ଦେଖିବେ ଅଧିକ ଶିକ୍ଷକ
କଟକ ଅଫିସ,୧୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ। ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷାର ଖାତା ଦେଖା ମଧ୍ୟ ଏହି ତାରିଖରୁ ଆରମ୍ଭ…
ବସ୍ରୁ ଓହ୍ଲାଇ ଘରକୁ ପଳାଇଲେ ପ୍ରବାସୀ
କଟକ ଅଫିସ୍,୧୨ା୫: ପ୍ରବାସୀ ଫେରନ୍ତାଙ୍କ ରହଣି ପାଇଁ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ତଥାପି ଅନେକ ଫେରନ୍ତା ସରକାରୀ ନିୟମକୁ ମାନୁନାହାନ୍ତି। ବସ୍ରେ ଫେରିବା ବେଳେ ରାସ୍ତାରେ ଓହ୍ଲାଇ ଏଣେତେଣେ ବୁଲାବୁଲି କରୁଛନ୍ତି। ଏପରିକି ନିଜ ଘରକୁ ଚାଲିଯାଉଛନ୍ତି। ସୋମବାର…
ମାଟ୍ରିକ ଖାତା ଦେଖିବେ ଅଧିକ ୬ ହଜାର ଶିକ୍ଷକ: ମୂଲ୍ୟାୟନ କେନ୍ଦ୍ରରେ ସାମାଜିକ ଦୂରତ୍ୱ ବାଧ୍ୟତାମୂଳକ
ଭୁବନେଶ୍ୱର,୧୧।୫(ବ୍ୟୁରୋ): ମେ’ ୨୦ରୁ ମାଟ୍ରିକ ଖାତାଦେଖା ଆରମ୍ଭ ହେବ। ପୂର୍ବ ନିର୍ଦ୍ଧାରିତ ୬୦ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖାହେବ। ତେବେ ପୂର୍ବରୁ ୧୭ ହଜାର ଶିକ୍ଷକ ଖାତା ଦେଖୁଥିବା ବେଳେ ଏବେ ଅଧିକ ୬ ହଜାର ଶିକ୍ଷକ ନିଯୁକ୍ତ ହୋଇଛନ୍ତି। ସେମାନଙ୍କ…
କଣ୍ଟାପଡ଼ାକୁ ଫେରିବା ପାଇଁ ପଞ୍ଜୀକରଣ କରିଛନ୍ତି ୯୩୫ ପ୍ରବାସୀ, ପ୍ରଥମ ପର୍ଯ୍ୟାୟରେ ଫେରିଲେ ୧୨ ଜଣ
କଣ୍ଟାପଡ଼ା,୧୧ା୫(ଡି.ଏନ୍.ଏ.): କରୋନା ମହାମାରୀ ଯୋଗୁ ସାରାଦେଶରେ କାର୍ଯ୍ୟରତ ଶ୍ରମିକଙ୍କ ଘରବାହୁଡ଼ା ଜାରିରହିଛି। ରବିବାର ରାତିରେ ସୁରଟରେ କାମ କରୁଥିବା କଟକ ଜିଲା କଣ୍ଟାପଡ଼ା ବ୍ଲକର ଶ୍ରମିକ ଘରକୁ ଫେରିଛନ୍ତି। କଣ୍ଟାପଡ଼ା ବ୍ଲକ ପ୍ରଶାସନ ଉକ୍ତ ପ୍ରବାସୀଙ୍କୁ ଜଟଣୀ ରେଳ ଷ୍ଟେଶନରୁୁ ଗାଡ଼ି…
ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି ଲୋକେ: ବ୍ୟାଙ୍କ ସମ୍ମୁଖରେ ପ୍ରବଳ ଭିଡ଼
ଚୌଦ୍ୱାର,୧୧।୫(ଡି.ଏନ୍.ଏ.): ସାରା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତ୍ୱକୁ ବିଶେଷ ଭାବେ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ରାଜ୍ୟ ସରକାର ଅନେକ କଟକଣା ମଧ୍ୟ ଜାରି କରିଛନ୍ତି। ମାତ୍ର କଟକ ଜିଲାରେ…
ତାମିଲନାଡୁରୁ ବସ୍ରେ ଆସୁଥିଲେ ୩୦ ପ୍ରବାସୀ: ଓଏମ୍ପି ଛକରେ ଓହ୍ଲାଇପଡ଼ିଲେ
କଟକ ଅଫିସ,୧୧ା୫: ତାମିଲନାଡୁର କାଞ୍ଚିପୁରାମରୁ ୩୦ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍ କଟକ ଦେଇ ଯାଉଥିଲା। ସୋମବାର ସକାଳେ ବସ୍ରୁ ୧୫ଜଣ ଯାତ୍ରୀ କଟକସ୍ଥିତ ଓଏମ୍ପି ଛକରେ ଓହ୍ଲାଇଛନ୍ତି। ସେମାନେ ସେଠାରୁ ଜଗତସିଂହପୁର ଆଡ଼କୁ ଚାଲିଚାଲି ଯାଇଛନ୍ତି। ତେବେ ସେହି…
ଆଇନଜୀବୀଙ୍କୁ ମିଳିବ ୧୦ ହଜାର ସହାୟତା
କଟକ ଅଫିସ୍,୧୧।୫: କରୋନା ପ୍ରଭାବରେ ରୋଜଗାର ହରାଇଥିବା ଆଇନଜୀବୀଙ୍କୁ ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଆର୍ଥତ୍କ ସହାୟତା ମିଳିବ। ଓଡ଼ିଶା ରାଜ୍ୟ ଆଇନ୍ଜୀବୀ ପରିଷଦ ପକ୍ଷରୁ ଏ ନେଇ ପଦକ୍ଷେପ ନିଆଯାଇଛି। ପରିଷଦ ଦ୍ୱାରା ପ୍ରସ୍ତୁତ ଜରୁରିକାଳୀନ ଆର୍ଥତ୍କ ସହାୟତା ନିୟମ -୨୦୨୦କୁ…
୫ ଫୁଟ୍ର ନାଗ ଉଦ୍ଧାର
ଚୌଦ୍ୱାର,୧୦।୫(ଡି.ଏନ.ଏ.)-ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ୧ନଂ ୱାର୍ଡ ଗୁପ୍ତେଶର ସାହି ସ୍ଥିତ ସନାତନ ଜେନାଙ୍କ ଘରୁ ରବିବାର ଏକ ୫ଫୁଟର ନାଗସାପ ଉଦ୍ଧାର କରାଯାଇଛି। ସାପଟି ସନାତନଙ୍କ ଅଗଣାରେ ବୁଲୁଥିଲା। ଏହାଦେଖି ସନାତନଙ୍କ ପରିବାର ଲୋକେ ସ୍ନେକ ହେଲ୍ପଲାଇନକୁ ସୂଚନା ଦେଇଥିଲେ। ହେଲ୍ପଲାଇନ…
ଚାଲିଚାଲି ଘରକୁ ଫେରୁଛନ୍ତି ଲୋକେ, ରାସ୍ତାପାର୍ଶ୍ୱ ଗଛମୂଳ ପାଲଟିଛି ଆଶ୍ରୟସ୍ଥଳୀ
ଚୌଦ୍ୱାର,୧୦ା୫(ଡି.ଏନ୍.ଏ.): କରୋନା ପ୍ରଭାବରେ ପ୍ରଭାବିତ ହୋଇଛନ୍ତି ବିଭିନ୍ନ ରାଜ୍ୟରୁ ଆସୁଥିବା ଦିନ ମଜୁରିଆ ଏବଂ ତାଙ୍କ ପରିବାର। ସାରା ରାଜ୍ୟରେ ଚାଲିଥିବା ଲକ୍ଡାଉନ୍ ଯୋଗୁ ଜୀବିକା ହରାଇଛନ୍ତି ଲୋକେ। ଗାଡ଼ିମୋଟର ଚାଲୁ ନ ଥିବାରୁ ଗ୍ରାମ ଅଭିମୁଖେ ପାଦରେ ଚାଲି ଚାଲି…
ଏସ୍ସିବିରେ ଜାରି ରହିବ ଟେଲିମେଡିସିନ ସେବା
କଟକ ଅଫିସ,୧୦।୫: ଲକ୍ଡାଉନ ଶେଷ ହେବା ଯାଏ ଏସ୍ସିବିରେ ରୋଗୀମାନଙ୍କ ନିମନ୍ତେ ଜାରି ରହିବ ଟେଲିମେଡିସିନ ସେବା। ଏବେ ଏଠାକୁ ପହଞ୍ଚତ୍ ପାରୁ ନ ଥିବା ରୋଗୀମାନେ ନିଜ ଅଞ୍ଚଳରେ ଥାଇ ବି ନିର୍ବିଘ୍ନରେ ପାଇପାରିବେ ଡାକ୍ତରୀ ସେବା। କରୋନା ସଂକ୍ରମିତଙ୍କ…
କଟକଣାରେ କିନ୍ନରଙ୍କ କଷ୍ଟମୟ ଜୀବନ: ବେପାର ବାଟ ରୋକିଛି ଲକ୍ଡାଉନ
କଟକ ଅଫିସ,୧୦।୫: ଦେଶରେ କରୋନା ଭୂତାଣୁ ଦିନକୁ ଦିନ କରାଳ ରୂପ ନେବାରେ ଲାଗିଛି। ସଂକ୍ରମଣ ସଂଖ୍ୟା କମୁ ନ ଥିବାରୁ ସରକାର ଲକଡାଉନ ଅବଧି ବଢ଼ାଇ ଦେଇଛନ୍ତି। ଏହାଯୋଗୁ ଦିନମଜୁରିଆ, ଶ୍ରମିକ, ଗରିବଙ୍କ ଅବସ୍ଥା ଜଟିଳ ହୋଇପଡୁଥିବାବେଳେ କିନ୍ନରମାନଙ୍କ ଅବସ୍ଥା…

