ଭିଡିଓ କନ୍ଫରେନ୍ସିଂରେ ଶୁଣାଣି ନେଇ ବଦଳିଲା ହାଇକୋର୍ଟଙ୍କ ଗାଇଡ୍ଲାଇନ୍: ‘ଜୁମ୍’ ବଦଳରେ ‘ଜିଟ୍ସି ମିଟ୍’ ଆପ୍ ହେବ ବ୍ୟବହାର
କଟକ ଅଫିସ, ୧୦।୫: କରୋନା ଭୂତାଣୁର ସଂକ୍ରମଣକୁ ଦେଖି ଓଡ଼ିଶା ହାଇକୋର୍ଟ ପକ୍ଷରୁ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଶୁଣାଣିକୁ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଓଡ଼ିଶା ହାଇକୋର୍ଟ ଇ-ଫାଇଲିଂ ଆଣ୍ଡ ଭିଡ଼ିଓ କନ୍ଫରେନ୍ସିଂ ସ୍କିମ୍-୨୦୨୦ କାର୍ଯ୍ୟକାରୀ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଭିଡ଼ିଓ କନ୍ଫରେନ୍ସିଂ…
ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ, ପୋଲିସର ତଦନ୍ତ ଆରମ୍ଭ
ଚୌଦ୍ୱାର,୯।୫(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ମଣ୍ଡପଡ଼ା ଗ୍ରାମର ଜଣେ ବ୍ୟକ୍ତି ନିଜ ଘର ଆଗରେ ଥିବା ଏକ ପିଜୁଡି ଗଛରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଭବତୁ ସରକାର। ସୂଚନା ମୂତାବକ, ଭବତୁ ବିବାହିତ…
ପୋଲିସଙ୍କୁ ମିଳିବ କରୋନା ସୁରକ୍ଷା ତାଲିମ
କଟକ ଅଫିସ୍, ୯।୫: କରୋନା ଭୂତାଣୁର ଦ୍ରୁତ ସଂକ୍ରମଣ ଯୋଗୁ ରାଜ୍ୟରେ ଭୟର ବାତାବରଣ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇ ପଡ଼ିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ଶୁକ୍ରବାର ରାଜ୍ୟର ସମସ୍ତ ରେଞ୍ଜ…
ମା’ଙ୍କ ପାଇଁ ୪୫୩ କି.ମି. ଯାତ୍ରା
କଟକ ଅଫିସ,୯।୫: ଲକଡାଉନରେ ଅସ୍ତବ୍ୟସ୍ତ ହୋଇଗଲାଣି ଜୀବନ। ମଣିଷ ଏବେ ବନ୍ଦୀ ପ୍ରାୟ। କେଉଁ ଆଡେ ଯାଇପାରୁନି କି କାହା ସୁଖଦୁଃଖରେ ଭାଗିଦାରି ହୋଇପାରୁନି। ଦିନକୁ ଦିନ ଭିନ୍ନ ଭିନ୍ନ ଚିତ୍ର ନଜରକୁ ଆସୁଛି, ଯାହା ଅତ୍ୟନ୍ତ କରୁଣ ଓ ହୃଦୟ…
କରୋନାରୁ ଆରୋଗ୍ୟ ପାଇଁ ଆୟୁର୍ବେଦ ଔଷଧ ବ୍ୟବହାରକୁ ସ୍ବାଗତ
କଟକ ଅଫିସ୍,୯।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନ, କେନ୍ଦ୍ର ଆୟୁଷ ବିଭାଗ ମନ୍ତ୍ରୀ ଶ୍ରୀପଦ ନାୟକ ଏବଂ ଆୟୁଷ ମନ୍ତ୍ରଣାଳୟର ସଚିବ ବୈଦ ରାଜେଶ କୋଟେଚାଙ୍କ ଘୋଷଣା ଅନୁଯାୟୀ କରୋନାରୁ ଆରୋଗ୍ୟ ପାଇଁ କେତେକ ଆୟୁର୍ବେଦିକ ଔଷଧକୁ ପରୀକ୍ଷାମୂଳକ ବ୍ୟବହାର…
ସର୍ବୋଦୟ ସେବକ ପ୍ରତାପ ଚନ୍ଦ୍ର ମିଶ୍ରଙ୍କ ପରଲୋକ
କଟକ ଅଫିସ,୯।୫: ସର୍ବୋଦୟ ସେବକ ତଥା ଗାନ୍ଧୀବାଦୀ ପ୍ରତାପ ଚନ୍ଦ୍ର ମିଶ୍ରଙ୍କ ଗୁରୁବାର ବିଳମ୍ବିତ ରାତିରେ ଝାଞ୍ଜିରୀମଙ୍ଗଳାସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କୁ ୭୪ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ରୋଗରେ ପୀଡ଼ିତ ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ
ନିଶ୍ଚିନ୍ତକୋଇଲି,୯।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ତରତ ଶାସନ ପଞ୍ଚାୟତର ୮୩ ମହିଳା ସୟଂସହାୟକ ଗୋଷ୍ଠୀ, ଅଙ୍ଗନୱାଡି କର୍ମୀ ଓ ଆଶାକର୍ମୀ ମିଶି ୬୦,୦୦୬ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। ସ୍ଥାନୀୟ ତହସିଲଦାରଙ୍କୁ ଏହି ସହାୟତା ରାଶି…
କରୋନା ସମ୍ପର୍କରେ ଶିଶୁଙ୍କୁ ସଚେତନ କରାଯିବ
କଟକ ଅଫିସ୍,୯।୫: ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଶିଶୁମାନଙ୍କର ସୁରକ୍ଷା ପାଇଁ ଏକ ରାଜ୍ୟ ସ୍ତରୀୟ ପ୍ରଚାର ଅଭିଯାନର ଶୁକ୍ରବାର ଶୁଭାରମ୍ଭ ହୋଇଛି। ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷା ତଥା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ କୁମାରୀ ସଞ୍ଜୁ ପଣ୍ଡା ମୁଖ୍ୟ…
ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଚୌଦ୍ୱାରରେ ସିଲ୍ ହେଲା ମଦ ଦୋକାନ
ଚୌଦ୍ୱାର,୮ା୫(ଡି.ଏନ୍.ଏ)-ମହାମାରୀ କରୋନାକୁ ନେଇ ରାଜ୍ୟରେ ଲକ୍ଡାଉନ ଘୋଷଣା କରାଯାଇଛି। କଟକ ଜିଲାର ଚୌଦ୍ୱାର ସହର ଗ୍ରୀନ ଜୋନରେ ଯାଉଛି। ଗତ ୪ ତାରିଖରେ କେନ୍ଦ୍ର ସରକାର ଗ୍ରୀନ ଜୋନ ଅଞ୍ଚଳରେ ମଦ ଦୋକାନ ଖୋଲିବା ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଚୌଦ୍ୱାର…
କଟକରେ ବିକ୍ରି ହେବନି ମଦ: ସମସ୍ତ ଦୋକାନ ସିଲ୍ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ
କଟକ ଅଫିସ,୮।୫- କଟକ ଜିଲାରେ ମଦ ବିକ୍ରି ହେବନାହିଁ। ଜିଲାର ସମସ୍ତ ମଦ ଦୋକାନକୁ ସିଲ୍ କରିବା ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ଭବାନୀ ଶଙ୍କର ଚୟନୀ। କଟକ ଜିଲା ଗ୍ରୀନ ଜୋନରେ ରହିଛି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ…
ନିଶ୍ଚିନ୍ତକୋଇଲି ବ୍ଲକରେ ପ୍ରଶାସନିକ ଅବହେଳା: ୨୧ ପଞ୍ଚାୟତରେ ସଙ୍ଗରୋଧ କେନ୍ଦ୍ର କାର୍ଯ୍ୟ ଅଧାପନ୍ତରିଆ, ଫେରିଲେ ୫୨ ପ୍ରବାସୀ
ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଳକ ୪୧ଟି ପଞ୍ଚାୟତ ମଧ୍ୟରୁ ମାତ୍ର ୨୦ଟି ପଞ୍ଚାୟତରେ ପ୍ରବାସୀ ଓଡିଆଙ୍କ ପାଇଁ ସଙ୍ଗରୋଧ କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ଅନ୍ୟ ୨୧ଟି ପଞ୍ଚାୟତରେ କାର୍ଯ୍ୟ ଅଧାପାନ୍ତରିଆ ହୋଇପଡିଛି। ବ୍ଲକ ପ୍ରଶାସନର ବ୍ୟାପକ ଅବହେଳା…
ଭୁବନେଶ୍ୱର ୨୨୭ନଂ ଆକ୍ରାନ୍ତ ନିଶ୍ଚିନ୍ତକୋଇଲି କଟିକଟା ପଞ୍ଚାୟତର: ଦେହ ଖରାପ ହେବା ପରେ ଏକ ମାସ ଧରି ରହିଥିଲେ ଘରେ, ବୁଲିଛନ୍ତି ହାଟ ବଜାର
ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- ଭୁବନେଶ୍ୱର ଭିଏସ୍ଏସ୍ ନଗର କରୋନା ଆକ୍ରାନ୍ତ ହେଉଛନ୍ତି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟିକଟା ପଞ୍ଚାୟତ ମିରା ସାହିର। ଏହି ୩୪ ବର୍ଷୀୟ ଯୁବକ ଭୁବନେଶ୍ୱରରେ ରହି ଏକ ହୋଟେଲରେ ରହି କାମ କରନ୍ତି। ତେବେ ମାସକ ତଳେ ହଠାତ୍…

