କଟକ

କରୋନା କଟକଣା ଉଲଘଂନ: ୨୪୫ ମାମଲା ରୁଜୁ

କଟକ ଅଫିସ,୪।୪- କରୋନା ଭୁତାଣୁକୁ ନେଇ ରାଜ୍ୟ ସରକାର ସାରା ରାଜ୍ୟରେ କେତେକ ସ୍ୱତନ୍ତ୍ର କଟକଣା ଜାରି କରିଛନ୍ତି। କଟକଣା ଉଲଘଂନ କଲେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି। ଏହି କ୍ରମରେ ଶୁକ୍ରବାର ସକାଳ ଠାରୁ ଶନିବାର ସକାଳ ମଧ୍ୟରେ ସାରା ରାଜ୍ୟରେ…

କଟକର ପ୍ରଥମ କରୋନା ସଂକ୍ରମିତଙ୍କ ଅଞ୍ଚଳରେ ବିଶୋଧନ

କଟକ ଅଫିସ,୪। ୪- କଟକ ସହରରେ ପ୍ରଥମ କରୋନା ସଂକ୍ରମିତ ଶୁକ୍ରବାର ଚିନ୍ହଟ ହୋଇଥିଲେ। ସେ ରହୁଥିବା ସଂପୂର୍ଣ୍ଣ ଅଞ୍ଚଳକୁ କଟକ ମହାନଗର ନିଗମ ପକ୍ଷରୁ ଶନିବାର ବିଶୋଧନ କରାଯାଇଛି। ନିଗମର କର୍ମଚାରୀମାନେ ପୁରା ଅଞ୍ଚଳ ବୁଲି କୀଟନାଶକ ସ୍ପ୍ରେ କରିଥିଲେ।…

କଟକରେ କଟକଣା ଉଲ୍ଲଂଘନ: ୨୪ ଘଣ୍ଟାରେ ୫୫ ବାଇକ ଜବତ, ୪,୩୫,୦୦୦ ଟଙ୍କା ଜରିମାନା ଆଦାୟ

କଟକ ଅଫିସ,୪।୪- କରୋନା ଭୁତାଣୁର ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର କଟକଣା ଜାରି କରାଯାଇଛି। ଏହିସବୁ କଟକଣା ଉଲଘଂନ ଅଭିଯୋଗରେ କଟକ ପୋଲିସ ଶୁକ୍ରବାର ସକାଳ ୯ଟା ଠାରୁ ଶନିବାର ସକାଳ ୯ଟା ଭିତରେ ୧୩ଟି ମାମଲା…

କଟକ ସହର ପାଇଁ ହେଲ୍ପଲାଇନ ଜାରିକଲା ସିଏମସି

କଟକ ଅଫିସ,୪। ୪- ସଟ୍ ଡାଉନ୍ ଯୋଗୁଁ କଟକ ସହର ସଂପୂର୍ଣ୍ଣ ବନ୍ଦ ରହିଛି। ଘରୁ ନ ବାହାରିବା ପାଇଁ ପୋଲିସ ପକ୍ଷରୁ ଚେତାବନୀ ଦିଆଯାଇଛି। ଅନ୍ୟପଟେ ଆବଶ୍ୟକ ସହାୟତା ପାଇଁ ପ୍ରତିଶ୍ରୁତି ଦେଇଛି କଟକ ମହାନଗର ନିଗମ(ସିଏମ୍ସି)। କୌଣସି ପ୍ରକାର…

ଅଶ୍ୱିନୀ କୋଭିଡ ହସ୍ପିଟାଲରେ ୬ ଆକ୍ରାନ୍ତ , ଚାଲିଛି ଚିକିତ୍ସା

କଟକ ଅଫିସ,୪। ୪: କଟକ ସ୍ଥିତ ଅଶ୍ୱିନୀ ହସ୍ପିଟାଲକୁ ରାଜ୍ୟ ସରକାର କୋଭିଡ ହସ୍ପିଟାଲରେ ପରିଣତ କରିଛନ୍ତି। ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ ବଦଳରେ ଏଠାରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରାଯିବ। ଏହି ହସ୍ପିଟାଲରେ ୬ଜଣ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା…

ରାତିରେ ଲାଠିମାଡ଼ ପରେ ସକାଳୁ ଶୂନସାନ କଟକ ସହର

କଟକ ଅଫିସ, ୪।୪- କଟକ ସହରରୁ ପ୍ରଥମ କରୋନା ଆକ୍ରାନ୍ତ ଶୁକ୍ରବାର ଚିନ୍ହଟ ହୋଇଥିଲେ। ଫଳରେ ସହରରେ ୪୮ ଘଣ୍ଟା ପାଇଁ ଘୋଷଣା କରାଯାଇଥିଲା। ଶୁକ୍ରବାର ରାତି ୮ଟା ରୁ ରବିବାର ରାତି 8ଟା ପର୍ଯ୍ୟନ୍ତ ସଟ୍ ଡାଉନ୍ ଚାଲିବ। ତେବେ…

କରୋନା ଭୟରେ ମିଳୁନି ସାଧାରଣ ସ୍ବାସ୍ଥ୍ୟସେବା

ଚୌଦ୍ୱାର,୩ା୪ (ଡି.ଏନ୍‌.ଏ): କରୋନା ଭୂତାଣୁ ବ୍ୟାପିବା ଆଶଙ୍କାରେ ସାରା ଦେଶରେ ଲକ୍‌ଡାଉନ ଘୋଷଣା ଥିବାବେଳେ ଚୌଦ୍ୱାରରେ ମଧ୍ୟ ଏହାକୁ କଡ଼ାକଡ଼ି ପାଳନ କରାଯାଇଛି। ସାଧାରଣ ଲୋକ ନିହାତି ଆବଶ୍ୟକତା ନ ଥିଲେ ପଦାକୁ ନ ବାହାରିବାକୁ ନିର୍ଦ୍ଦେଶ ରହିଛି। ଏସବୁ ଭିତରେ…

କୋରକୋରାର ବୋରିକ ମେଲଣ ସ୍ଥଗିତ

କଣ୍ଟାପଡା,୩।୪(ଡି.ଏନ.ଏ.):- କଟକସଦର ଥାନା ଅନ୍ତର୍ଗତ କୋରକୋରା ଗ୍ରାମରେ ଅନୁଷ୍ଠିତ ହେଉଥିବା ପାରମ୍ପରିକ ବୋରିକ ମେଲଣକୁ ମହାମାରୀ କୋରନା ଯୋଗୁ ଚଳିତବର୍ଷ ସ୍ଥଗିତ ରଖାଯାଇଥିବା ଜଣାପଡିଛି। ଚଳିତ ଏପ୍ରିଲ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ମେଲଣକୁ ସ୍ଥଗିତ…

୬ଷ୍ଠ ଆକ୍ରାନ୍ତ ଚିହ୍ନଟ ପରେ ସରକାରଙ୍କ ନିଷ୍ପତ୍ତି: କଟକ ସହର ୪୮ ଘଣ୍ଟା ସଟ୍‌ ଡାଉନ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ରାଜଧାନୀ ଏବଂ ଭଦ୍ରକ ପରେ ଏବେ କଟକ ସହରକୁ ମଧ୍ୟ ୪୮ ଘଣ୍ଟିଆ ସଟ୍‌ ଡାଉନ୍‌ ଘୋଷଣା କରାଯାଇଛି। ଶୁକ୍ରବାର କଟକରେ ୬ଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ…

ରେଭେନ୍‌ଶାରେ ଅନ୍‌ଲାଇନରେ ପାଠପଢ଼ା

କଟକ ଅଫିସ,୩।୪: ଅନ୍‌ଲାଇନରେ ଚାଲିଛି ପାଠପଢା। ଅଧ୍ୟାପକମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଛାତ୍ରୀଛାତ୍ରଙ୍କର କ୍ଲାସ ନେଉଛନ୍ତି। ସାରା ଦେଶରେ ଲକ୍‌ଡାଉନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନରେ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ପାଠପଢା ବନ୍ଦ ରହିଛି। ଏହାକୁ ଦୃଷ୍ଟିରେ ରଖି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ…

ଲକ୍‌ଡାଉନ୍‌ରେ ସହାୟତାର ହାତ ବଢ଼ାଉଛି ଡାକ ବିଭାଗ: ଲୋକଙ୍କ ପାଖରେ ପହଞ୍ଚି ସେବା ପ୍ରଦାନ କରୁଛନ୍ତି କର୍ମଚାରୀ, ନିସହାୟଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

କଟକ ଅଫିସ,୨।୪: କରୋନା ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ ସ୍ଥିତି ଜାରି ରହିଛି। ଏହି ସମୟରେ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଉଛି। ହେଲେ ଲକ୍‌ଡାଉନ୍‌ ଯୋଗୁ ଅନେକେ ଲୋକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ସାହାଯ୍ୟ କରିବାକୁ ବିଭିନ୍ନ…

ପୌରପାଳିକା ତରଫରୁ ଗରିବଙ୍କୁ ଖାଦ୍ୟ ବଣ୍ଟନ

ଚୌଦ୍ୱାର,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ନ ବ୍ୟାପିବା ପାଇଁ ଚୌଦ୍ୱାର ସହର ଲକ୍‌ଡାଉନ ଭିତରେ ରହିଛି। ନିହାତି ଆବଶ୍ୟକତା ନ ଥିଲେ ଘରୁ ବାହାରିବାକୁ ନିଷେଧ ଥିବାବେଳେ ଏଥିପ୍ରତି ପୋଲିସ ମଧ୍ୟ ସଜାଗ ରହିଛି। ଫଳରେ ଦିନ ମଜୁରିଆ, ନିରାଶ୍ରୟ, ଗରିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri