କଟକ

ଓଡ଼ିଶାର ପ୍ରତ୍ୟେକ ଜିଲାରେ ମୁକ୍ତାକାଶ କାରାଗାର କରିବାକୁ ସୁପାରିଶ କଲେ ହାଇକୋର୍ଟ

କଟକ,୨୮।୧୧: ରାଜ୍ୟର ପ୍ରତ୍ୟେକ ଜିଲାରେ ମୁକ୍ତାକାଶ କାରାଗାର ପ୍ରତିଷ୍ଠା କରିବାକୁ ଓଡ଼ିଶାର କାରାଗାର ମହାନିର୍ଦ୍ଦେଶକ (ଡିଜି)ଙ୍କୁ ସୁପାରିଶ କରିଛନ୍ତି ହାଇକୋର୍ଟ। ଭାରତର ଅନ୍ୟ ରାଜ୍ୟମାନଙ୍କରେ ଏହି ବ୍ୟବସ୍ଥାର ସଫଳତାକୁ ଦୃଷ୍ଟିରେ ରଖି କୋର୍ଟ ଏହି ସୁପାରିଶ କରିଛନ୍ତି। ଓଡ଼ିଶା ମଧ୍ୟରେ ଏଭଳି…

କର୍କଟ ରୋଗୀଙ୍କୁ କମ୍ବଳ ବଣ୍ଟନ

କଟକ,୨୬।୧୧: କ୍ୟାନ୍ସର ହେଲ୍ପିଂ ଓ୍ବିଙ୍ଗସ ଓଡିଶା ତରଫରୁ କର୍କଟ ରୋଗୀଙ୍କୁ କମ୍ବଳ ବଣ୍ଟନ କରାଯାଇଛି । ସବୁବେଳେ କର୍କଟ ରୋଗୀଙ୍କୁ ସ୍ବେଚ୍ଛାକୃତ ଭାବେ ସହଯୋଗ କରି ଆସୁଥିବା ଏହି ସ୍ବେଛାସେବୀ ଅନୁଷ୍ଠାନ କଟକରେ ଥିବା ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲରେ ପହଞ୍ଚି…

ପୁଞ୍ଜିନିବେଶ ନାଁରେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ

କଟକ,୨୬।୧୧: ପୁଞ୍ଜିନିବେଶ ନାଁରେ ଜଣେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ହେଉଛନ୍ତି ଛତିଶଗଡ, ରାୟପୁରର ଅଶ୍ୱିନୀ ପାଲ (୪୧ ବର୍ଷ)। ଅଭିଯୁକ୍ତଙ୍କ ବିରୋଧରେ…

ବାଂଲାଦେଶୀ ନାବାଳିକା ପ୍ରସଙ୍ଗରେ ଦମ୍ପତିଙ୍କୁ ଉଠାଇନେଲା ପୋଲିସ

କଟକ,୨୪ା୧୧: ବାଂଲାଦେଶୀ ନାବାଳିକା ପ୍ରସଙ୍ଗରେ ପୋଲିସ ୨ ଜଣଙ୍କୁ ଉଠାଇ ନେଇଛି। କଟକ ସଦର ଥାନା ଅଞ୍ଚଳର ଦୁଇ ଜଣଙ୍କୁ ମଧୁପାଟଣା ପୋଲିସ ଉଠାଇ ନେଇଥିବା ଜଣାପଡ଼ିଛି। ନାବାଳିକାଙ୍କ ବୟାନ ଆଧାରରେ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ମଧୁପାଟଣା ପୋଲିସ…

ଜମୁଛି ବାଲିଯାତ୍ରା: ଶୀତୁଆ ସନ୍ଧ୍ୟାରେ ମତୁଆଲା କଲା ସୁରେଶ, ସୋହିନୀଙ୍କ ଗୀତ

କଟକ, ୨୨ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରାର ସପ୍ତମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମର ବଲିଉଡ୍‌ କଣ୍ଠଶିଳ୍ପୀ ପଦ୍ମଶ୍ରୀ ସୁରେଶ ୱାଡେକର ମନଛୁଅଁା ସଙ୍ଗୀତ ପରିବେଷଣ କରି ଦର୍ଶକଙ୍କ ହୃଦୟ ଜିଣିଥିଲେ। ବିଭିନ୍ନ ଗୀତର…

ମହିଳା ଓ ଶିଶୁ ବିକାଶ ବିଭାଗ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ

କଟକ,୨୨ା୧୧ (କାର୍ତ୍ତିକ ସାହୁ): ଓଡ଼ିଶା ରାଜ୍ୟ ମହିଳା କମିଶନ ସଦସ୍ୟାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ବରଖାସ୍ତ କରିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଗୁରୁବାର ହୋଇଛି। ବିଚାରପତି ଏସ୍‌.କେ. ପାଣିଗ୍ରାହୀ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ…

ଜଳିଗଲା ଇଲେକ୍ଟ୍ରିକାଲ ଦୋକାନ

କଟକ,୨୧।୧୧: କଟକ ମଣି ସାହୁ ଛକରେ ଥିବା ଏକ ଇଲେକ୍ଟ୍ରିକାଲ ସଂରଞ୍ଜାମ ମରାମତି ଦୋକାନରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ମରାମତି ପାଇଁ ରହିଥିବା ବିଭିନ୍ନ ପ୍ରକାର ଇଲେକ୍ଟ୍ରିକାଲ ସଂରଞ୍ଜାମ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇଁ ଦମକଳ…

ବ୍ୟକ୍ତିଗତ ହାଜିର ପାଇଁ OPSC ଅଧ୍ୟକ୍ଷଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୧ା୧୧: ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲାରେ ବ୍ୟକ୍ତିଗତ ହାଜିର ପାଇଁ OPSC ଅଧ୍ୟକ୍ଷଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବାରମ୍ବାର ତାଗିଦ ସତ୍ତ୍ୱେ ରିଭାଇଜ୍‌ ମେରିଟ୍‌ ଲିଷ୍ଟ ଦାଖଲ ନ କରିବାରୁ ଗୁରୁବାର କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ରାଜ୍ୟରେ ପ୍ରତିଷ୍ଠା ହେବ ମହିଳା କୋର୍ଟ, ଜଜ୍‌ଙ୍କଠାରୁ ଆରମ୍ଭ କରି ଓକିଲ ବି…

କଟକ,୨୧ା୧୧: ରାଜ୍ୟରେ ମହିଳା କୋର୍ଟ ପ୍ରତିଷ୍ଠା କରିବେ ସରକାର। ଏନେଇ ବଡ଼ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରାଜ୍ୟରେ ଦିନକୁ ଦିନ ବଳାତ୍କାର ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ଯାତନା କରାଯାଉଥିବା ନଜରକୁ…

ସୋନୁ ନିଗମଙ୍କ ଗୀତରେ ଝୁମିଲେ ଦର୍ଶକ: ପୁଚୁକି ଗାଲିରୁ…

କଟକ, ୨୦।୧୧(ଶିଳ୍ପା ପ୍ରିୟଦର୍ଶିନୀ):  ବାଲିଯାତ୍ରାର ପଞ୍ଚମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଆକର୍ଷଣ ସାଜିଥିଲେ ବଲିଉଡ କଣ୍ଠଶିଳ୍ପୀ ପଦ୍ମଶ୍ରୀ ସୋନୁ ନିଗମ। ତୁମ୍‌ ସେ କରକେ ମିଠି ମିଠି ବାତେ, କେହେ ଦୋ ନାଁ ୟୁ ଆର ମାଇଁ ସୋନିଆ,…

୬ ମାସର ଶିଶୁପୁତ୍ରଙ୍କୁ ମାରି ପୋତି ଦେଇଥିଲେ, ଅଭିଯୋଗ ପରେ ଚୌଦ୍ୱାର ପୋଲିସ ମାଟି ଖୋଳି…

ଚୌଦ୍ୱାର,୧୯ା୧୧(ଆଶୁତୋଷ ଦାସ)-ଥିଲେ ୫ ଝିଅ। ଛଅ ମାସ ତଳେ ଜନ୍ମ ହୋଇଥିଲା ଏକମାତ୍ର ପୁଅ। ହେଲେ ସେହି ପୁଅକୁ ହତ୍ୟା କରି ପୋତିଦେଇଥିବା ହୋଇଛି ଅଭିଯୋଗ। ଏଭଳି ଏକ ଅଭାବନୀୟ ଘଟଣା କଟକ ଜିଲା ଚୌଦ୍ୱାର ପୌରପାଳିକା ୮ନଂ. ୱାର୍ଡ ବ୍ୟାଘ୍ରବାହିନୀ…

ବଢ଼ିଲା ‘ବାଲିଯାତ୍ରା’ ଅବଧି

ଭୁବନେଶ୍ୱର/କଟକ,୧୯।୧୧: ବଢ଼ିଲା ଐତିହାସିକ ବାଲିଯାତ୍ରା ଅବଧି। ଲୋକଙ୍କ ଆଗ୍ରହ ଏବଂ ଉତ୍ସାହକୁ ଦେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଆଉ ଦିନକ ପାଇଁ ବୃଦ୍ଧି କରିଛନ୍ତି। ଏଣୁ ଏବେ ଏହି ଉତ୍ସବ ୯ମ ଦିନରେ ଉଦ୍‌ଯାପିତ ହେବ। ପ୍ରକାଶ ଯେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri