କଟକ

ନକଲି ପନିର ପରେ ଚା’

କଟକ ଅଫିସ/କଟକ ସଦର, ୭।୧: ବର୍ଷବର୍ଷ ଧରି ସହରରେ ନକଲି ସାମଗ୍ରୀର ଚାଲିଥିବା କାରବାର ଏବେ ଧୀରେ ଧୀରେ ପଦାକୁ ଆସୁଛି। ନକଲି ମସଲା, ଘିଅ, ସସ୍‌, ସିମେଣ୍ଟ, ପନିର ପରେ ଏବେ ନକଲି ଚା’ପତି ବିକ୍ରି କରାଯାଉଥିବା ଜଣାପଡ଼ିଛି।...

ବ୍ରାଣ୍ଡ ଅସଲି ମାଲ୍‌ ନକଲି: ଅମୃତଭଣ୍ଡା ଗଛର ପତ୍ରରୁ ହେଉଥିଲା ଚା’

କଟକ ଅଫିସ,୬।୧: ଅସଲି ବ୍ରାଣ୍ଡ ଭିତରେ ରହିଛି ନକଲି ଚା’ ପତି। ଏଭଳି ଘଟଣା ଦେଖିବାକୁ ମିଳୁଛି କଟକ ସହରରେ। ଧୂପକାଠି, ଘିଅ, ପନିର, ପୂଜା ସାମଗ୍ରୀ ପରେ କଟକରୁ ପୁଣି ମିଳିଛି ଏଭଳି ନକଲି ଚା’ ପତି ।...

୪ ଅଭିଯୁକ୍ତ ଗିରଫ

ନିଶ୍ଚିନ୍ତକୋଇଲି/ମାହାଙ୍ଗା,୬ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ନୃତ୍ତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ ହତ୍ୟା ଘଟଣାରେ ଗ୍ରାମାଞ୍ଚଳ ପୋଲିସ ମଙ୍ଗଳବାର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ଜଣଙ୍କୁ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ହେଲେ...

ବିଧାୟକ ପ୍ରଦୀପଙ୍କ ଜାମିନ ଆବେଦନ ମାମଲା: କେସ୍‌ ଡାଏରି ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୫।୧(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଦେବବ୍ରତ ଦାସ ଏହି ମାମଲାର ଶୁଣାଣି କରି କେସ୍‌ ଡାଏରି ଦାଖଲ କରିବାକୁ କ୍ରାଇମବ୍ରାଞ୍ଚକୁ...

‘ଅଭିଯୁକ୍ତ ମନ୍ତ୍ରୀଙ୍କୁ ଗିରଫ କର’

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ୍‌/ନିଶ୍ଚିନ୍ତକୋଇଲି/ମାହାଙ୍ଗା/ ସାଲେପୁର,୫।୧(ସ୍ବ.ପ୍ର./ଡି.ଏନ୍‌.ଏ.) କଟକ ଜିଲା ମାହାଙ୍ଗା ବ୍ଲକର ନୃତାଙ୍ଗରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା ଘଟଣାର ୧୩ତମ ଅଭିଯୁକ୍ତ ଆଇନମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରତାପ ଜେନା ଓ ଅନ୍ୟ ୧୨...

ମାହାଙ୍ଗା ଡବଲ ମର୍ଡର: ବିଜେଡିକୁ ଭାଜପାର ଅଙ୍ଗୁଳି

ଭୁବନେଶ୍ୱର,୪।୧(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି, ପଶ୍ଚିମବଙ୍ଗ ପରି ଓଡ଼ିଶାରେ ରାଜନୈତିକ ହିଂସା ଦେଖାଦେଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ସ୍ବର ଉତ୍ତୋଳନ କଲେ ଯେପରି ଭାଜପା...

ଦୁଇ ଭାଜପା ନେତାଙ୍କୁ ହତ୍ୟା ଘଟଣା: ସମୀକ୍ଷା କଲେ ଡିଆଇଜି

ନିଶ୍ଚିନ୍ତକୋଇଲି,୩।୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ କୁରୁଜଙ୍ଗା ଗ୍ରାମର ଦୁଇ ଭାଜପା ନେତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ସେ ହେଲେ ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ସାଲେପୁର ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ କୁଳମଣି ବରାଳ ଓ...

ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ୍‌ ଏସ୍‌. ମୁରଲୀଧର: ୪ରେ ଶପଥ ଗ୍ରହଣ ଉତ୍ସବ

କଟକ ଅଫିସ,୩ା୧: ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଏସ୍‌. ମୁରଲୀଧର ଆସନ୍ତା ୪ ତାରିଖ ପୂର୍ବାହ୍ନ ୧୦ଟାରେ ଶପଥ ନେବେ। ହାଇକୋର୍ଟର ପୁରୁଣା କୋଠାରେ ଏହି ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ବୋଲି ଗୃହ ବିଭାଗ ପକ୍ଷରୁ...

ନକଲି ପନିର୍‌ ମାମଲା: ବ୍ୟବସାୟୀ ଗିରଫ

କଟକ ଅଫିସ୍‌,୩୧।୧୨: କଟକର ଚାଉଳିଆଗଞ୍ଜ ନକଲି ପନିର୍‌ ମିଳିବା ଘଟଣାରେ ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ୨୭୨, ୨୭୩, ୪୨୦ ଏବଂ ୩୪ ଆପିସି ଧାରା ଏବଂ ଖାଦ୍ୟ ନିରାପତ୍ତା ଦଫାରେ ତାଙ୍କୁ ଗିରଫ କରାଯାଇଛି। କଟକର...

୧ କ୍ୱିଣ୍ଟାଲ ନକଲି ପନିର୍‌ ଜବତ

କଟକ ଅଫିସ୍‌,୩୦।୧୨: ନକଲି ମସଲା, ଘିଅ, ହଳଦୀ ପରେ ଏବେ ଜବତ ହୋଇଛି ୧ କ୍ୱିଣ୍ଟାଲ ନକଲି ପନିର୍‌। କଟକର ଚାଉଳିଆଗଞ୍ଜ ପୋଲିସ ଏବଂ ସିଏମସି ସ୍ବାସ୍ଥ୍ୟ ବିଭାଗର ଏକ ଟିମ ଚଢାଉ କରି ୧ କ୍ୱିଣ୍ଟାଲରୁ ଅଧିକ ନକଲି...

ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଞ୍ଚଳରେ ପୁଣି ହାତୀ ଉପଦ୍ରବ

ଚୌଦ୍ୱାର, ୨୮ା୧୨(ଡି.ଏନ.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଞ୍ଚଳରେ ରବିବାର ରାତିରେ ପୁଣିଥରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଶନିବାର ରାତିରେ ଏହି ବ୍ଲକ ଅଧୀନ ଦେବୀନଗର ଗ୍ରାମରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରିଥିବାବେଳେ ରବିବାର ରାତିରେ ଶାଳଗଁା ପଞ୍ଚାୟତର ଦାମୋଦରପୁର...

ଯୁବଚାଷୀଙ୍କ ପ୍ରେରଣା ନୀଳକଣ୍ଠ

ନିଶ୍ଚିନ୍ତକୋଇଲି,୨୭ା୧୨(ସ୍ବ.ପ୍ର.): ଦିନକୁ ଦିନ ଚାଷ ଜମି କମି ଯାଉଥିବାବେଳେ ପଲ୍ଲୀରୁ ଦିଲ୍ଲୀ ସବୁଠି କୋଠାବାଡ଼ି ଦେଖିବାକୁ ମିଳୁଛି। ଅପରପକ୍ଷେ ଅଧିକ ଲାଭ ଆଶାରେ କ୍ଷେତରେ ରାସାୟନିକ ସାର, କୀଟନାଶକ ବ୍ୟବହାର କରାଯାଉଛି। ଏହାକୁ ଖାଇ ଲୋକେ ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ...

Advertisement


Archives

Model This Week

Why Dharitri