କଟକ

ବାରବାଟୀ ଷ୍ଟାଡିୟମରେ ହେବ ଆଇସୋଲେଶନ ୱାର୍ଡ

କଟକ ଅଫିସ,୨୧ା୩ : କଟକ ବାରବାଟୀ ଷ୍ଟାଡିୟମକୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତ କରାଯାଉଛି। ଏ ନେଇ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ଭୂତାଣୁ ଭୟାବହତାକୁ ଦୃଷ୍ଟିରେ ରଖି ଏବେଠାରୁ ଏଭଳି…

କାର୍ଯ୍ୟକାଳ ସରିବା ପୂର୍ବରୁ ବଦଳିଲେ କୁଳସଚିବ

କଟକ ଅଫିସ,୨୧ା୩: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କୁଳସଚିବ ଭାବେ କାର୍ଯ୍ୟ କରୁଥିବା ଅଶୋକ କୁମାର ଦାଶଙ୍କୁ ରାଜ୍ୟ ସରକାରଙ୍କ ଜେନେରାଲ ଆଡମିନିଷ୍ଟ୍ରେଶନ ଆଣ୍ଡ ପର୍ସନାଲ ଗ୍ରିଭାନ୍ସ ବିଭାଗକୁ ବଦଳି କରାଯାଇଛି। ଏ ନେଇ ଶୁକ୍ରବାର କୁଳାଧିପତି ତଥା ରାଜ୍ୟପାଳଙ୍କ କାର୍ଯ୍ୟାଳୟରୁ ନୋଟିସ ଜାରି…

ଘୁଞ୍ଚିଲା ହାଇକୋର୍ଟ ବାର୍‌ ନିର୍ବାଚନ

କଟକ ଅଫିସ,୧୯।୩ : ଆସନ୍ତା ୨୮ତାରିଖରେ ହାଇକୋର୍ଟ ବାର୍‌ ସମେତ ରାଜ୍ୟର ସମସ୍ତ ବାର୍‌ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନକୁ କରୋନା ପାଇଁ ଘୁଞ୍ଚାଇ ଦିଆଯାଇଛି। ଏହି ନିର୍ବାଚନ ଏପ୍ରିଲ ୨୫ତାରିଖରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ…

ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ

କଟକ ଅଫିସ,୧୯।୩ : ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ଦ୍ୱାରା ଆୟୋଜିତ ଦଶମ ଶ୍ରେଣୀ ପରୀକ୍ଷା ଖାତା ମୂଲ୍ୟାୟନ ଗୁରୁବାରଠାରୁ ଆରମ୍ଭ ହେବ। ୬୧ଟି କେନ୍ଦ୍ରରେ ପ୍ରାୟ ୧୬ହଜାର ପରୀକ୍ଷକ ନିୟୋଜିତ ହୋଇଛନ୍ତି। ଖାତା ମୂଲ୍ୟାୟନ ପାଇଁ ସମସ୍ତ କେନ୍ଦ୍ରଗୁଡ଼ିକରେ ବୁଧବାର…

ହୋଟେଲରେ ହେବ ଆଇସୋଲେଶନ୍‌ ୱାର୍ଡ

କଟକ ଅଫିସ,୧୯।୩: କରୋନା ଭୂତାରୁ ସଂକ୍ରମଣକୁ ରୋକିବା ପାଇଁ ଆବଶ୍ୟକ ସ୍ଥଳେ ହୋଟେଲ ରୁମ୍‌କୁଗୁଡ଼ିକୁ ଆଇସୋଲେଶନ୍‌ ୱାର୍ଡ ଭାବେ ବ୍ୟବହାର କରାଯିବ। ହୋଟେଲ ରୁମରେ ରହୁଥିବା ବ୍ୟକ୍ତିବିଶେଷ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ସନ୍ଦେହ କରାଗଲେ ତାଙ୍କୁ ବାହାରକୁ ନିଆଯିବା ଅପେକ୍ଷା…

ପକ୍ଷାଘାତରେ ଚାନ୍ଦି ମେଢ଼ର ଅନନ୍ୟ ବିନ୍ଧାଣି

କଟକ ଅଫିସ,୧୯।୩: ତାରକସୀ କାର୍ଯ୍ୟ ପାଇଁ ସାରା ଦେଶରେ କଟକ ସହରର ସ୍ବତନ୍ତ୍ର ପରିଚୟ ରହିଛି। ହେଲେ ଏହାକୁ ନିର୍ମାଣ କରୁଥିବା ବିନ୍ଧାଣୀଙ୍କୁ କ୍ୱଚିତ ଜାଣିଥାନ୍ତି। ଜଣେ ଚାନ୍ଦିମେଢ ଲାଗି ପ୍ରଥମେ ଡିଜାଇନ ପ୍ରସ୍ତୁତ କରିଥାନ୍ତି। ଆଉ ସେହି ଡିଜାଇନ ମୁତାବକ…

ବାଙ୍କୀ ଡବଲ ମର୍ଡର ଘଟଣା: ଜଣେ ଗିରଫ

ବାଙ୍କୀ,୧୮।୩(ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଜୋକଲାଞ୍ଜିଠାରେ ହୋଇଥିବା ଡବଲ ମର୍ଡର ଘଟଣାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଗିରଫ କରିଛି । ସେ ହେଲେ ଭ୍ରମର ପ୍ରଧାନ (୫୩)। ସୂଚନାଯୋଗ୍ୟ, ଗତ ଫେବୃୟାରୀ ୧୫ତାରିଖରେ କେତେକ…

ସିଏମ୍‌ସି ପକ୍ଷରୁ ଜାରି ହେଲା ଏସ୍‌ଓପି; କରୋନା: ବଢୁଛି ସଚେତନତା, ସତର୍କତା

କଟକ ଅଫିସ,୧୮୩: କରୋନା ଭୂତାଣୁର ଭୟାବହତା ପାଇଁ ଲୋକମାନେ ଆତଙ୍କିତ ହୋଇପଡିଛନ୍ତି। ହେଲେ ଏଥିରୁ ରକ୍ଷା ପାଇବା ପାଇଁ ଲୋକମାନେ ଏବେ ବହୁମାତ୍ରାରେ ସତର୍କ ରହିବା ସହ ସଚେତନ ହେବାରେ ଲାଗିଛନ୍ତି। ମୁହଁରେ ମାସ୍କ ବାନ୍ଧି ଯାତାୟତ କରୁଥିବାବେଳେ ସାନିଟାଇଜର ବ୍ୟବହାର…

ଭିଡ଼ରୁ ବ୍ୟାପୁଛି କରୋନା ସଂକ୍ରମଣ: ମାର୍ଚ୍ଚ ୩୧ ଯାଏ ହାଇକୋର୍ଟ ଆସିବେନି ଓକିଲ

କଟକ ଅଫିସ,୧୭।୩: ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଧାନସଭା, ସ୍କୁଲ, କଲେଜ, ଶପିଂମଲ, ଜିମ୍‌ ସହ ଅନ୍ୟାନ୍ୟ ଜନଗହଳିସ୍ଥାନକୁ ବନ୍ଦ ରଖିବାକୁ…

ପିପି କିଟ୍‌ ଯୋଗାଣ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

କଟକ ଅଫିସ,୧୭।୩:ଏସ୍‌ସିବି ମେଡିକାଲରେ କରୋନା ସନ୍ଦିଗ୍ଧଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏଥିସହ ପ୍ରତିଦିନ ଅନ୍ୟ ରୋଗୀମାନଙ୍କ ଭିଡ ମଧ୍ୟ ବୃଦ୍ଧି ପାଉଛି। ଏଣୁ କାର୍ଯ୍ୟରତ ଡାକ୍ତରମାନେ କରୋନା ଭୁତାଣୁକୁ ନେଇ ଭୟରେ ଥିବାବେଳେ ସେମାନଙ୍କୁ ପିପି କିଟ୍‌ ଦିଆଯାଉ ନ ଥିବା…

ମାଟ୍ରିକ୍‌ ଖାତା ମୂଲ୍ୟାୟନବେଳେ ସତର୍କତା ଅବଲମ୍ବନ ନିର୍ଦ୍ଦେଶ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଆସନ୍ତା ୧୯ ତାରିଖରୁ ମାଟ୍ରିକ୍‌ ଖାତା ଦେଖା ଆରମ୍ଭ ହୋଇ ଏପ୍ରିଲ ୧୦ଯାଏ ଚାଲିବ। ୧୮ ତାରିଖରେ ମୋଟ ୬୧ ମୂଲ୍ୟାୟନ କେନ୍ଦ୍ରରେ ମୂଲ୍ୟାୟନକାରୀ ପହଞ୍ଚତ୍ବେ। ତେବେ ମୂଲ୍ୟାୟନ ସମୟରେ କରୋନା ସତର୍କତା ଅବଲମ୍ବନ କରାଯିବାକୁ ସୋମବାର ବିଦ୍ୟାଳୟ…

‘କରୋନା’ ଗୀତ ଗାଇ ଟ୍ରୋଲ ହେଲେ ହ୍ୟୁମାନ ସାଗର

ଭୁବନେଶ୍ୱର, ୧୭।୩(ବ୍ୟୁରୋ)/କଟକ ଅଫିସ : ‘ଝିଅ ନୁହେଁ ତୁ କରୋନା ଭାଇରସ୍‌’। ଏହି ଗୀତକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏହି ଗୀତକୁ ଗାଇ ଟ୍ରୋଲ ହୋଇଛନ୍ତି। ଏହି ଗୀତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri