କଟକ

ଏଟିଏମ୍‌ରେ ନାହିଁ ସାନିଟାଇଜର ବ୍ୟବସ୍ଥା

ନିଶ୍ଚିନ୍ତକୋଇଲି,୨୪।୩(ସ୍ବ.ପ୍ର)- ଭାରତରେ କରୋନା ଭୂତାଣୁ ସଂକ୍ରମଣ ବଢିବାରେ ଲାଗିଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପରେ ସାରା ରାଜ୍ୟକୁ ଲକ୍‌ଡାଉନ୍‌ କରିଦିଆଯାଇଛି। ଏହି ସମୟରେ ଜରୁରିକାଳୀନ ସେବା ହିସାବରେ ପରିବା ଦୋକାନ, ଔଷଧ ଦୋକନ, ବ୍ୟାଙ୍କ ଭଳି ଏଟିଏମ୍‌ ସେବା ଚାଲୁ ରଖିବା…

ଲକଡାଉନକୁ ନ ମାନି ବିବାହ ପାର୍ଟିରେ ଏକତ୍ରିତ: ୩ ଗିରଫ

କଣ୍ଟାପଡା,୨୪।୩(ଡି.ଏନ୍‌.ଏ.)- କରୋନା ପାଇଁ ସାରା ଓଡ଼ିଶା ଲକଡାଉନ ହୋଇଥିବାବେଳେ ଏହାକୁ ନ ମାନି ଏକ ବିବାହ ଉତ୍ସବରେ ଯୋଗ ଦେଇଥିବା ଅଭିଯୋଗରେ କଟକସଦର ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି ଥାନାସ୍ଥିତ କାଜିପାଟଣା ଗ୍ରାମର ଇମରାନ ଖାଁ(୨୦), ଇରଫାନ…

ଅଧା କର୍ମଚାରୀଙ୍କୁ ଛୁଟି ଦେଲେ ଏସ୍‌ ଭି ନିରତାର କର୍ତ୍ତୃପକ୍ଷ

କଣ୍ଟାପଡା,୨୪ା୩ (ଡି.ଏନ୍‌.ଏ)- ମହାମାରୀ କରୋନାର ପ୍ରତିଷେଧକ ପାଇଁ ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ଲକଡାଉନ କରାଯାଇଛି। ଏହି ପରିପ୍ରେକ୍ଷୀରେ କଟକ ଜିଲାର ଓଲଟପୁରଠାରେ ଥିବା ଏସ୍‌ ଭି ନିରତାର ଦିବ୍ୟାଙ୍ଗ ଗବେଷଣା ଓ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୋମବାର କେତେକ କଟକଣା ଜାରି କରାଯାଇଛି।…

୨ ପର୍ଯ୍ୟାୟରେ ଖୋଲିବ ମାଲ୍‌ଗୋଦାମ

କଟକ ଅଫିସ,୨୩ା୩- ରାଜ୍ୟର ଅନ୍ୟତମ ବୃହତ୍‌ ବଜାର ମାଲ୍‌ଗୋଦାମ ଖୋଲିବାକୁ ନେଇ ଥିବା ଦ୍ୱନ୍ଦ୍ୱ ସୋମବାର ଦୂର ହୋଇଛି। ଫଳରେ ଏହି ବଜାର ଦିନକୁ ଦୁଇଟି ଭିନ୍ନ ସମୟରେ ଖୋଲିବ। ଖୁଚୁରା ଦୋକାନଗୁଡିକ ସକାଳ ୬ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଓ…

୩୧ ପର୍ଯ୍ୟନ୍ତ ଜରୁରୀ ମାମଲାର ଶୁଣାଣି: ଲକ୍‌ଡାଉନ୍‌ ଅଞ୍ଚଳରେ ଦିନକୁ ଘଣ୍ଟାଏ ଖୋଲିବ କୋର୍ଟ

କଟକ ଅଫିସ,୨୩ା୩- କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ହାଇକୋର୍ଟ ପକ୍ଷରୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ହାଇକୋର୍ଟ ରେଜିଷ୍ଟ୍ରାର୍‌(ଜୁଡିସିଆଲ୍‌) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟ ସରକାର ୧୪ଟି ଜିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଆସନ୍ତା ୨୯ତାରିଖ ରାତି…

ହାଇକୋର୍ଟଙ୍କ ସର୍କୁଲାର: ଲକ୍‌ଡାଉନ୍‌ ଅଞ୍ଚଳରେ ପ୍ରତ୍ୟେକ ଦିନ ୧ ଘଣ୍ଟା ଖୋଲା ରହିବ ନିମ୍ନ କୋର୍ଟ

କଟକ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ୫ ଜିଲା ଏବଂ ୮ ପୌରାଞ୍ଚଳରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ପକ୍ଷରୁ ଅଧୀନସ୍ଥ କୋର୍ଟଗୁଡିକ ପାଇଁ ସୋମବାର ନୂତନ ନିର୍ଦ୍ଦେଶନାମା ଜାରି କରାଯାଇଛି।…

କରୋନା ପାଇଁ ହାଇକୋର୍ଟଙ୍କ କଟକଣା: ୩୧ ପର୍ଯ୍ୟନ୍ତ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ, କୋର୍ଟରେ ନିୟୋଜିତ ରହିବେ ଡାକ୍ତର

କଟକ ଅଫିସ, ୨୩।୩: କରୋନା ମୁକାବିଲା ନେଇ ହାଇକୋର୍ଟରେ ବିଚାର ସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରାଯାଇଛି। ୨୩ ତାରିଖ ପାଇଁ ତାଲିକାଭୁକ୍ତ ମାମଲାର ଶୁଣାଣି ସ୍ଥଗିତ ରହିବ। ଆସନ୍ତ ୩୧ ତାରିଖ ପର୍ଯ୍ୟନ୍ତ ଆଉ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ।…

ହୋମ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ, ୨୩।୩: ବିଦେଶରୁ ଫେରିବା ପରେ ଯେଉଁମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି, ସେମାନେ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ସୋମବାର ଚେତାବନୀ ଦେଇଛି କଟକ ମହାନଗର ନିଗମ(ସିଏମ୍‌ସି)। ସମସ୍ତ ବିଦେଶ ଫେରନ୍ତାଙ୍କ ଗତିବିଧି…

କରୋନା ମୁକାବିଲା ପ୍ରସ୍ତୁତି: ରାଜ୍ୟ ବାହାର ଫେରନ୍ତାଙ୍କ ସୂଚନା ପାଉନି ସ୍ବାସ୍ଥ୍ୟ ବିଭାଗ

କଟକ ସଦର,୨୩।୩(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ କଟକ ସଦର ବ୍ଲକ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ବ୍ଲକ ଅଧୀନ ୨୩ଟି ପଞ୍ଚାୟତର ପ୍ରମୁଖ ବିଦ୍ୟାଳୟରେ ଅସ୍ଥାୟୀ ଭାବେ ସ୍ବାସ୍ଥ୍ୟକ୍ୟାମ୍ପ ଖୋଲିବା ବ୍ୟବସ୍ଥା…

ଚୌଦ୍ୱାରରେ ଜନତା କର୍ଫ୍ୟୁ: ଦୋକାନ ବଜାର ବନ୍ଦ, ଚାଲୁ ରହିଛି ଜରୁରୀ ସେବା

ଚୌଦ୍ୱାର,୨୨।୩(ଡି.ଏନ୍‌.ଏ.):କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଦିଗରେ ସଚେତନ କରାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦଅ ମୋଦି ଜନତା କର୍ଫ୍ୟୁ ଲାଗି ନିବେଦନ କରିଥିଲେ। ଏହାର ପ୍ରଭାବ ରବିବାର କଟକ ଜିଲା ଚୌଦ୍ୱାରରେ ଦେଖିବାକୁ ମିଳିଛି। ଚୌଦ୍ୱାର ସମେତ ଅନ୍ୟ ସମସ୍ତ ଅଞ୍ଚଳରେ ଦୋକାନ…

ବାପାଙ୍କୁ ହତ୍ୟାକରି ଆତ୍ମହତ୍ୟା କଲେ ପୁଅ

ଚୌଦ୍ୱାର,୨୨।୩(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ସହରରେ ଘଟିଛି ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ଘଟଣାକୁ ନେଇ ପୁଅ ବାପାଙ୍କୁ ହତ୍ୟା କରିବା ପରେ ନିଜେ ମଧ୍ୟ ଆତ୍ମହତ୍ୟା କରିଛନ୍ତି। ମୃତ ବାପା ହେଲେ ଚୌଦ୍ୱାର ପୌରପାଳିକାର ୧୧ ନଂ…

କଟକ ରେଳ ଷ୍ଟେଶନ ଖାଁ ଖାଁ

କଟକ ଅଫିସ,୨୨।୩: ଜନତା କର୍ଫ୍ୟୁର ପ୍ରଭାବ ରବିବାର କଟକ ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ଟ୍ରେନ ଚଳାଚଳ ବାତିଲ ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା। ଏଣୁ ଯାତ୍ରୀମାନେ ଆସି ନ ଥିବାରୁ ଷ୍ଟେଶନ ପରିସର ଖାଁ ଖାଁ ହୋଇପଡ଼ିଛି। ତେବେ କଟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri