କୋହଳ ପରବର୍ତ୍ତୀ ପରିସ୍ଥିତି ପାଇଁ ପ୍ରସ୍ତୁତ ରୁହ
କଟକ ଅଫିସ୍,୧୭ା୪: ରାଜ୍ୟରେ ଲକ୍ଡାଉନ୍ ସ୍ଥିତିର ସମୀକ୍ଷା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଗୁରୁବାର ସେ ଏନେଇ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ ଯଥା ସମସ୍ତ ରେଞ୍ଜର ଆଇଜି, ଡିଆଇଜି, ଏସ୍ପିମାନଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି।…
ସାନିଟାଇଜର ପ୍ରସ୍ତୁତ କଲା ଖ୍ରୀଷ୍ଟ କଲେଜ
କଟକ ଅଫିସ,୧୭ା୪: ଖ୍ରୀଷ୍ଟ କଲେଜ ପକ୍ଷରୁ ପ୍ରସ୍ତୁତ ହୋଇଛି ୫୦୦ ବୋତଲ ସାନିଟାଇଜର। ଏସବୁକୁ ଗୁରୁବାର କଟକ ଡିସିପି ଅଖିଳେଶ୍ୱର ସିଂଙ୍କୁ ପ୍ରଦାନ କରାଯାଇଛି। ଡିସିପିଙ୍କ ଜରିଆରେ ସହରର ବିଭିନ୍ନ ଛକରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କୁ ଏହା ବଣ୍ଟାଯିବ ବୋଲି…
ଚୌଦ୍ୱାର କ୍ୱାରାଣ୍ଟାଇନ୍ କେନ୍ଦ୍ରର ସ୍ଥିତି ପରଖିଲେ ବିଧାୟକ, ୧୦୮ ଆମ୍ବୁଲାନ୍ସ ସେବାର କଲେ ଉଦ୍ଘାଟନ
ଚୌଦ୍ୱାର,୧୬।୪(ଡି.ଏନ୍.ଏ):କରୋନା ଭତାଣୁର ଲକ୍ଷଣ ଦେଖା ଦେଉଥିବା ବ୍ୟକ୍ତି ବିଶେଷଙ୍କୁ ଘରଠାରୁ ଦୂରରେ ରଖିବା ତଥା ସାମାଜିକ ଦୂରତା ଅବଲମ୍ବନ ନିମନ୍ତେ ଚୌଦ୍ୱାର ସହରର ଚୌଦ୍ୱାର ପୌରପାଳିକା ତରଫରୁ ଗାନ୍ଧିଛକ ଟାଉନହଲରେ କ୍ୱାରେନଟାଇନ କେନ୍ଦ୍ର କରାଯାଇଛିି। ବୁଧବାର ଚୌଦ୍ୱାର-କଟକ ବିଧାୟକ ଶୌଭିକ୍ ବିଶ୍ୱାଳ…
ଅର୍ଥପାଇଁ ସଂକ୍ରମଣକୁ ଭୟନାହିଁ: କଣ୍ଟାପଡ଼ାର ବିଭିନ୍ନ ବ୍ୟାଙ୍କରେ ସାମାଜିକ ଦୂରତ୍ୱକୁ ଫୁ’
କଣ୍ଟାପଡା, ୧୬।୪(ଡି.ଏନ୍.ଏ.): ଜନଧନ ଆକାଉଣ୍ଟଧାରୀଙ୍କ ଖାତାକୁ କେନ୍ଦ୍ର ସରକାର ଟଙ୍କା ପଠାଇଥିବା ଖବର ପ୍ରକାଶ ପାଇବା ପରେ କଣ୍ଟାପଡା ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ବ୍ୟାଙ୍କରେ ଭିଡ ପରିଲକ୍ଷିତ ହୋଇଛି। ବୁଧବାର ବ୍ୟାଙ୍କରେ ବ୍ୟାଙ୍କ ଖାତା ଚେକ କରିବାପାଇଁ ଭିଡ ଅସମ୍ଭାଳ…
ରାଜ୍ୟ ଓକିଲ ସଂଘ ନିର୍ବାଚନ ସ୍ଥଗିତ
କଟକ ଅଫିସ୍,୧୬ା୪: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅନୁବନ୍ଧିତ ସମସ୍ତ ଓକିଲ ସଂଘର ନିର୍ବାଚନ ଏପ୍ରିଲ୍ ୨୫ରେ ହେବାର ଥିଲା। ହେଲେ କରୋନା ଭୂତାଣୁ ଯୋଗୁ ଦେଖାଦେଇଥିବା ପରିସ୍ଥିତି ପାଇଁ ଏହାକୁ ପୁଣିଥରେ ସ୍ଥଗିତ ରଖାଯାଇଛି। ବୁଧବାର ପରିଷଦ ପକ୍ଷରୁ ଏନେଇ…
ବଢ଼ିଲା ଯାନବାହନ ବୈଧତା ଅବଧି
କଟକ ଅଫିସ୍,୧୬ା୪: ଲକ୍ଡାଉନ୍ ସମୟ ବଢ଼ିବା ଯୋଗୁ ଯାନବାହନଗୁଡ଼ିକର ବିଭିନ୍ନ ପ୍ରକାର ବୈଧତା ଅବଧି ମଧ୍ୟ ବଢ଼ିଛି। ବୁଧବାର ଏନେଇ ରାଜ୍ୟ ପରିବହନ କମିଶନର ତଥା ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍ଟିଏ) ଅଧ୍ୟକ୍ଷଙ୍କ ତରଫରୁ ସୂଚନା ଦିଆଯାଇଛି। ଲକ୍ଡାଉନ୍ ଯୋଗୁ ପ୍ରଦୂଷଣ ଯାଞ୍ଚ…
ଦଶମ ପାଠ୍ୟପୁସ୍ତକ ପରିବର୍ତ୍ତନକୁ ବିରୋଧ
କଟକ ଅଫିସ୍,୧୬ା୪: ଲକ୍ଡାଉନ୍ ଯୋଗୁ ସାରା ଦେଶରେ ଏବେ ଏକ ପ୍ରକାର ଅଚଳାବସ୍ଥା ଦେଖାଦେଇଛି। ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ଦଶମ ଶ୍ରେଣୀ ପାଠ୍ୟପୁସ୍ତକରେ ପରିବର୍ତ୍ତନ ପାଇଁ…
ସମ୍ପୂର୍ଣ୍ଣ ବିଶୋଧନ ହେଲା ଚୌଦ୍ୱାର ଜେଲ୍
ଚୌଦ୍ୱାର,୧୫।୪(ଡି.ଏନ୍.ଏ.): କରୋନା ଭଳି ଭୁତାଣୁ ଜନୀତ ରୋଗରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଆଜି ଉଦ୍ବେଗ ଜନିତ ସ୍ଥିତିରେ ଗତିକରୁଛି। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରା୍ଯଯ ସରକାର ପର୍ଯ୍ୟନ୍ତ ଭୁତାଣୁ ରୋକିବା ଦିଗରେ ସଚେତନାହଁି ଏକମାତ୍ର ବିକଳ୍ପ ବୋଲି…
ଦିନକର ଦରମା ଦାନକଲେ ‘ନିରତାର’ କର୍ମଚାରୀ
କଣ୍ଟାପଡ଼ା,୧୫ା୪(ଡି.ଏନ୍.ଏ.) : କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରଣାଳୟ ଅଧୀନରେ ଓଲଟପୁରଠାରେ ଥିବା ଦିବ୍ୟାଙ୍ଗ ସ୍ବାସ୍ଥ୍ୟ ଓ ଗବେଷଣା କେନ୍ଦ୍ର ଓ ପାରାମେଡିକାଲ କଲେଜର ସ୍ଥାୟୀ ଏବଂ ଠିକା କର୍ମଚାରୀମାନେ କରୋନା ପାଇଁ ଗଠିତ ପିଏମ୍ କେୟାର ଫଣ୍ଡକୁ…
ବସ୍ତିବାସିନ୍ଦାଙ୍କୁ ରନ୍ଧାଖାଦ୍ୟ ବଣ୍ଟନ, ସାମାଜିକ ଦୂରତା ବଜାୟ ରଖିବାକୁ ସଚେତନତା
ଚୌଦ୍ୱାର,୧୫ା୪(ଡି.ଏନ୍.ଏ.): କରୋନା ପାଇଁ ଲକ୍ଡାଉନ୍ ଜାରି ରହିଥିବାରୁ ଗରିବ ପରିବାରରେ ଖାଦ୍ୟ ସଂକଟ ଦେଖାଦେଇଛି। ଲୋକେ କାମଧନ୍ଦା ପାଇଁ ବାହାରକୁ ଯାଇ ପାରୁ ନ ଥିବାରୁ ରୋଜଗାରର ସମସ୍ତ ରାସ୍ତା ବନ୍ଦ ହୋଇଯାଇଛି। ଫଳରେ ବସ୍ତି ଅଞ୍ଚଳରେ ରହୁଥିବା ଲୋକମାନେ ଅର୍ଥାଭାବରୁ…
କରୋନା ମୁକାବିଲା: କଟକରୁ ୬୭୯ଟି ଗାଡ଼ି ଜବତ, ୯ ମାମଲା ରୁଜୁ
କଟକ ଅଫିସ,୧୫।୪: କରୋନା(କୋଭିଡ-୧୯) ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କେନ୍ଦ୍ରଠାରୁ ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି କ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ଡାଉନ କଟକଣା ଲାଗୁ କରାଯାଇଥିବା ବେଳେ ଅଧିକାଂଶ…
ଜିରୋ ବଜେଟରେ ପ୍ରାମାଣିକ ଚଳଚ୍ଚିତ୍ର
କଟକ ଅଫିସ,୧୫ା୪: ଦୃଢ ଇଚ୍ଛାଶକ୍ତି ଓ ନିଷ୍ଠା ଥିଲେ ଅସମ୍ଭବରେ ବି ଭରିଦେଇହେବ ସମ୍ଭାବନାର ରଙ୍ଗ। ମିଳିପାରିବ ସଫଳତା। କେତେଜଣ ଯୁବତୀ ଯୁବକ ଏହା ପ୍ରମାଣିତ କରି ଦେଖାଇଛନ୍ତି। ସେମାନେ ଘରେ ରହି ଓ କୌଣସି ମୂଲ୍ୟବାନ ଯନ୍ତ୍ରପାତି ବ୍ୟବହାର ନ…

