କଟକ

ଏସ୍‌ସିବିରେ ଖୋଲିବ କରୋନା ସୂଚନା, ତାଲିମ କେନ୍ଦ୍ର

କଟକ ଅଫିସ୍‌,୧୫ା୪: କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ସ୍ବତନ୍ତ୍ର ଭାବେ କରୋନା ସମ୍ପର୍କରେ ତାଲିମ୍‌ ଏବଂ ସୂଚନା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ଏହାର ରାଜ୍ୟରେ ପ୍ର୍ରଥମ ବୋଲି କୁହାଯାଉଛି। ମଇକ୍ରୋବାୟୋଲୋଜି ବିଭାଗ…

ଘରୋଇ ହିଂସା ରୋକିବାକୁ ପଦକ୍ଷେପ

କଟକ ଅଫିସ୍‌,୧୫ା୪ କରୋନା ମୁକାବିଲା ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସେ ଲକ୍‌ଡାଉନ୍‌ ସମୟରେ ବଢୁଥିବା ଘରୋଇ ହିଂସାକୁ ନେଇ ଚିନ୍ତା ପ୍ରକଟ କରିଥିଲେ । ଘରୋଇ ହିଂସା ରୋକିବା…

କରୋନା ସଂକ୍ରମଣ ନିରୋଧ ପାଇଁ ନିରତାରରେ ଗଠନହେଲା ସ୍ବତନ୍ତ୍ର କମିଟି

କଣ୍ଟାପଡ଼ା, ୧୪।୪(ଡି.ଏନ୍‌.ଏ.): ମହାମାରୀ କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ଏଥିରୁ ରକ୍ଷା ପାଇବା ପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏ ନେଇ କେନ୍ଦ୍ର ସରକାର ଏପ୍ରିଲ…

ଖାଦ୍ୟ ପାଇଁ ଡହଳବିକଳ ଗୋରୁ, କୁକୁର

କଟକ ଅଫିସ,୧୪ା୪: ଜନଶୂନ୍ୟ ରାସ୍ତାରେ ବୁଲୁଛନ୍ତି ଗୋରୁ ଓ କୁକୁର। ଖାଦ୍ୟ ପାଇଁ ଏମାନେ ଡହଳ ବିକଳ ହେଉଛନ୍ତି। ଏପରି କି ଖାଦ୍ୟାଭାବ ଯୋଗୁ କେତେକ ପଶୁ ଏକପ୍ରକାର ମରଣ ମୁହଁକୁ ଠେଲି ହୋଇଗଲେଣି। କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ…

ଅନ୍‌ଲାଇନ ପାଠପଢ଼ା ବେଳେ ଅଶ୍ଳୀଳ ଭିଡିଓ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ ଚାଲିଥିବା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ନିଜ ଉଦ୍ୟମରେ ଅନ୍‌ଲାଇନ୍‌ରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଯାଉଛି। ସୋମବାର କଟକର ଏକ ଘରୋଇ ସ୍କୁଲ ପକ୍ଷରୁ ଅନ୍‌ଲାଇନ୍‌ରେ ପାଠପଢ଼ା ଚାଲିଥିବା ବେଳେ କିଛି ସମୟ…

୨ ଦିନରେ ୧୯ଶହ ଗାଡ଼ି ଜବତ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ କଟକଣାକୁ କଟକ ସହରରେ ପୁଣି ଥରେ ଖୋଲାଖୋଲି ଉଲ୍ଲଂଘନ ଆରମ୍ଭ ହୋଇଛି। ନିୟମିତ ଭାବେ ପୋଲିସ କାର୍ଯ୍ୟାନୁଷ୍ଠାନ ପରେ ଏଥିରେ କିଛି ମାତ୍ରାରେ ଅଙ୍କୁଶ ଲାଗିଥିଲା । ଏବେ ଦୁଇ ଦିନ ହେଲା କଟକଣାକୁ ନ ମାନି…

ପିଏମ୍‌ କେୟାର୍ସ ଫଣ୍ଡକୁ ଦାନ

କଟକ ଅଫିସ୍‌,୧୪ା୪: କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦାରା ଗଠିତ ପିଏମ୍‌ କେୟାର୍ସ ଫଣ୍ଡକୁ ଜଣେ ପୂଜକ ୪୧୦୦ ଟଙ୍କା ପ୍ରଦାନ କରିଛନ୍ତି। ସେ ହେଲେ ଉରାଳୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ କୋଠସାହି ଗ୍ରାମରେ ଥିବା ଲୋକନାଥ ମନ୍ଦିରର ପୂଜକ ତଥା ସାଧୁ…

ସାଲେପୁର, ନିଶ୍ଚିନ୍ତକୋଇଲି ଅଞ୍ଚଳରୁ ହଟିଲା କଣ୍ଟେନମେଣ୍ଟ

କଟକ ଅଫିସ, ୧୩।୪: କଟକ ଜିଲା ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣାକୁ ସୋମବାର ହଟାଇ ଦିଆଯାଇଛି। ସାଲେପୁର ତହସିଲ ମିର୍ଜାପୁର ପଞ୍ଚାୟତ ୧୨ ଓ ୧୩ ନମ୍ବର ଓ୍ବାର୍ଡରୁ କଣ୍ଟେମେଣ୍ଟ ହଟାଯାଇଥିବା ବେଳେ ନିଶ୍ଚିନ୍ତକୋଇଲି ତହସିଲ ଜୟରାମପୁର ପଞ୍ଚାୟତ…

କରୋନା କଟକଣାକୁ ଫୁ: ସନ୍ଧ୍ୟା ହେଲେ ଜମୁଛି ଲୁଡୁ, ତାସ୍‌ ଆସର

ଚୌଦ୍ୱାର,୧୩ା୪(ଡି.ଏନ୍‌.ଏ.): କରୋନା ଭଳି ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ବିଶ୍ୱ ଆଜି ଚିନ୍ତାରେ। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ଏହି ଭୂତାଣୁ ରୋକିବା ଦିଗରେ ସଚେତନା ହଁି ଏକମାତ୍ର ବିକଳ୍ପ ବୋଲି ବାରମ୍ବାର ପ୍ରଚାର କରୁଛନ୍ତି।…

କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ ହଟିଲା ପଟାପୋଲ

କଟକ ଅଫିସ୍‌,୧୩ା୪: କଟକ ସହରର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗତ ୪ ତାରିଖରେ ପଟାପୋଲ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ସଂକ୍ରମଣ ରୋକିବା ପାଇଁ ଏହି ପଦକ୍ଷେପ ନିଆଯାଇଥିଲା। ତେବେ ପ୍ରଥମ ଆକ୍ରାନ୍ତ ସୁସ୍ଥ…

ଘରକୁ ଫେରିପାରୁ ନ ଥିଲେ ୩ ସନ୍ତାନ ଜନ୍ମ ଦେଇଥିବା ପ୍ରସୂତୀ: ମହିଳାଙ୍କୁ ସହଯୋଗର ହାତ ବଢାଇଲେ ପ୍ରଭାତ

କଟକ ଅଫିସ,୧୨।୪: ଏସ୍‌ସିବି ମେଡିିକାଲରୁ ଡିସଚାର୍ଜ ହୋଇଥିଲେ ମଧ୍ୟ ଘରକୁ ଫେରି ପାରୁ ନ ଥିବା ଜଣେ ମହିଳାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ। ପ୍ରଭାତଙ୍କ ନିଃଶୁଳ୍କ ଆମ୍ବୁଲାନ୍ସ ସେବା ଜରିଆରେ ମହିଳା ଓ ତାଙ୍କ…

ଡରାଉଛି ସହରର ଶୂନ୍ୟତା

କଟକ ଅଫିସ,୧୨।୪: ଗହଳଚହଳ ଭିତରେ ଦିନରାତି କଟେ। ସେତେବେଳେ ଚୋର, ତସ୍କରଙ୍କ ଭୟ ରହୁଥିଲା। ସେଥିପାଇଁ ସବୁବେଳେ ସଜାଗ ରହୁଥିଲୁ। ମନରେ ଏତେଟା ଡର ନ ଥିଲା। ଏବେ ଯେଉଁ ଆଡେ ଚାହିଁବ ସିଆଡ଼େ ପୋଲିସ। ମାଳମାଳ ଖାକି ପୋଷାକଙ୍କ ଭିଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?