ଡାକ ବିଭାଗର ଅତ୍ୟାବଶ୍ୟକୀୟ ସେବା: ବିଭିନ୍ନ ହସ୍ପିଟାଲକୁ ପଠାଗଲା ଡାଏଲିସିସ୍ କିଟ୍
କଟକ ଅଫିସ,୧୧।୪: ମହାମାରୀ କରୋନା କାୟାରେ ଆଜି ସାରା ବିଶ୍ୱ କବଳିତ। ଏନେଇ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଫଳରେ ସବୁ ଲୋକ ଘରେ ରହି କରୋନା ସହ ମୁକାବିଲା କରୁଥିବା ବେଳେ ଡାକ ବିଭାଗର କର୍ମଚାରୀମାନେ ଯୋଧ୍ୟା ଭାବରେ ଅବିରତ…
ରାଶନକାର୍ଡଧାରୀଙ୍କୁ ସହାୟତା ରାଶି ବଣ୍ଟନ, ରହୁନି ସାମାଜିକ ଦୂରତା
ଚୌଦ୍ୱାର,୧୧।୪(ଡି.ଏନ୍.ଏ.): କରୋନା ସହାୟତା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ରାଶନକାର୍ଡଧାରୀଙ୍କୁ ୧ ହଜାର ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରାଯାଇଛି। ଏନେଇ ଚୌଦ୍ୱାର ପୌରପାଳିକାର ୧୯ଟି ଓ୍ବାର୍ଡରେ ସହାୟତା ରାଶି ବଣ୍ଟନ କରାଯାଇଛି। ମାତ୍ର ସହାୟତା ରାଶି…
ଲକ୍ଡାଉନ୍ ଯୋଗୁ ଟଙ୍କା ଉଠାଣରେ ଉପୁଜୁଥିଲା ସମସ୍ୟା, ଚୈାଦ୍ୱାରରେ ଆରମ୍ଭ ହେଲା ଭ୍ରାମ୍ୟମାଣ ଏଟିଏମ୍ ସେବା
ଚୌଦ୍ୱାର,୧୧ା୪(ଡି.ଏନ୍.ଏ.): କରୋନା ଭୟାବହତାକୁ ନଜରରେ ରଖି ସାରା ଦେଶ ତଥା ରାଜ୍ୟକୁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଲକ୍ଡାଉନରେ ସହାରାଞ୍ଚଳଠୁ ଆରମ୍ଭ କରି ଗ୍ରାମାଞ୍ଚଳ ଲୋକେ ପ୍ରଭାବିତ ହୋଇଛନ୍ତି। ବିଶେଷ କରି ଗ୍ରାମାଞ୍ଚଳରେ ବସବାସ କରୁଥିବା ଲୋକମାନେ ନିଜ ଜମାରାଶି ଉଠାଣ କରିବାରେ…
ଭାସ୍କର୍ଯ୍ୟ ମାଧ୍ୟମରେ ସଚେତନତା ବାର୍ତ୍ତା
କଟକ ଅଫିସ,୧୧ା୪: କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ମୁଖ୍ୟ ଅସ୍ତ୍ର ହେଉଛି ସାମାଜିକ ଦୂରତ୍ୱ। ଲୋକେ ଅନେକ ସମୟରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି। ଫଳରେ କରୋନା ଭୂତାଣୁ ସଂକ୍ରମଣର ଆଶଙ୍କା ରହୁଛି। ଲୋକଙ୍କୁ ସଚେତନ କରିବା ପାଇଁ ଅଭିନବ…
କଟକର ଏକମାତ୍ର କରୋନା ଆକ୍ରାନ୍ତ ଏବେ ସୁସ୍ଥ
କଟକ ଅଫିସ,୧୧।୪: କଟକର ଏକମାତ୍ର କରୋନା ଭୂତାଣୁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଶୁକ୍ରବାର ରାତିରେ ଏ ନେଇ ସୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତ ବ୍ୟକ୍ତି ଜଣକ ମାର୍ଚ୍ଚ ୩ ତାରିଖରେ ଦିଲୀ ଯାଇଥିଲେ। ସେଠାରେ ଏକ କାର୍ଯ୍ୟକ୍ରମରେ ଯୋଗ…
କରୋନା ମୁକାବିଲା ପାଇଁ ସାହି ଏକଜୁଟ
କଟକ ଅଫିସ,୧୧ା୪: ଏକଜୁଟ ହୋଇଛି ସାହି। ପ୍ରତ୍ୟେକ ଘର ଲୋକଙ୍କୁ କରୋନା ମୁକାବିଲାରେ ଦୃଢ଼ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଉଛି। ନିୟମିତ ଭାବେ ପ୍ରତ୍ୟେକ ଘର ଲୋକଙ୍କ ସହ ଯୋଗାଯୋଗ କରାଯାଉଛି। କେଉଁ ପରିବାରରେ କ’ଣ ସମସ୍ୟା ରହିଛି ତାହାକୁ…
ସରକାରୀ ତଥ୍ୟକୁ ଭରସା କର
କଟକ ଅଫିସ୍,୧୧ା୪: କରୋନା ଭୂତାଣୁ ସଂକ୍ରମଣକୁ ନେଇ ଏବେ ସାରା ବିଶ୍ୱରେ ଭୟ ଦେଖାଦେଇଛି। ଏହି ଭୟ ଦେଖାଇ ଅନ୍ଲାଇନ୍ରେ ଠକେଇ ମଧ୍ୟ ଚାଲିଛି । ବିଭିନ୍ନ ପ୍ରକାର ଲୋଭନୀୟ ଉପହାର ପ୍ରଲୋଭନ ଦେଖାଇ ଲୋକମାନଙ୍କ ତଥ୍ୟ ସଂଗ୍ରହ କରାଯାଉଛି। ସେ…
ହାଇକୋର୍ଟଙ୍କ ପକ୍ଷରୁ ସ୍ପଷ୍ଟୀକରଣ: ବରିଷ୍ଠ ନାଗରିକ, ଭିନ୍ନକ୍ଷମ ବ୍ୟବହାର କରିବେ ଦୁଇ ଚକିଆ ଯାନ
କଟକ ଅଫିସ, ୧୦।୩: ପାଦ ଚଲା ଦୂରତାରେ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁ ନ ଥିବା ଯୋଗୁ ବାଇକ୍ ବ୍ୟବହାର କଟକଣାକୁ କୋହଳ କରିବା ପାଇଁ ଗୁରୁବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଆଡଭୋକେଟ୍ ଜେନେରାଲ ଏବଂ ସରକାରୀ ଓକିଲ…
ଲକ୍ଡାଉନ୍ରେ ନିର୍ମାଣ ଶ୍ରମିକ କ୍ଷତିଗ୍ରସ୍ତ: ସରକାରୀ ସହାୟତା ପ୍ରଦାନ
ଚୌଦ୍ୱାର,୧୦ା୪(ଡି.ଏନ୍.ଏ.): କରୋନା ପାଇଁ ଚାଲିଥିବା ଲକ୍ଡାଉନ୍ ଯୋଗୁ ଆର୍ଥିକସ୍ତରରେ କ୍ଷତିଗ୍ରସ୍ତ ନିର୍ମାଣ ଶ୍ରମିକମାନଙ୍କୁ ପ୍ରତ୍ୟେକ ୧୫୦୦ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ଅନୁଯାୟୀ, କଟକ ଜିଲା କୋଠାବାଡ଼ି ନିର୍ମାଣ ଶ୍ରମିକମାନଙ୍କୁ ଚୌଦ୍ୱାରରେ ଅନୁଦାନ ଦେବା କାର୍ଯ୍ୟର…
ମାଛ ମାର୍କେଟରେ ଲୋକେ ରଖୁନାହାନ୍ତି ସାମାଜିକ ଦୂରତ୍ୱ
କଣ୍ଟାପଡ଼ା,୧୦ା୪(ଡି.ଏନ୍.ଏ.): ମହାମାରୀ କରୋନା ଭୂତାଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ରକ୍ଷା କରିବା ଏକମାତ୍ର ବିକଳ୍ପ। ଏଥିପାଇଁ ସରକାର ସାରାଦେଶରେ ଲକ୍ଡାଉନ୍ କରି ଅତି ଜରୁରୀ କାମ ନ ଥିଲେ ବାହାରକୁ ନ ବାହାରିବା ପାଇଁ ବାରମ୍ବାର ସଚେତନ କରିଆସୁଛନ୍ତି।…
ବ୍ରତ ଉପହାର ଟଙ୍କାକୁ ପିଏମ୍ କେୟାର୍ସକୁ ଦାନ
କଟକ ଅଫିସ୍,୧୦ା୪: କରୋନା ମହାମାରୀରୁ ସୁରକ୍ଷା ନିମନ୍ତେ ଗଠନ କରାଯାଇଥିବା ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠି ‘ପିଏମ କେୟାର’ କୁ ଦ୍ବିତୀୟ ଶ୍ରେଣୀରେ ପାଠ ପଢୁଥିବା ଛାତ୍ର ତାପସ ଷଡ଼ଙ୍ଗୀ ୩ହଜାର ଟଙ୍କା ପ୍ରଦାନ କରିଛନ୍ତି। ଫୁଲନଖରା ନିକଟବର୍ତ୍ତୀ ଜୋହଳ ଭୀମପୁର ଗ୍ରାମର…
ସେବା କାର୍ଯ୍ୟରେ ସାମିଲ ପ୍ରଭାତଙ୍କ ଟିମ୍: ସ୍ବାସ୍ଥ୍ୟସେବା ଲୋଡ଼ୁଥିବା ଲୋକଙ୍କୁ ବଢାଉଛନ୍ତି ସହାୟତାର ହାତ
କଟକ ଅଫିସ,୧୦ା୪: ଲକ୍ଡାଉନ ବଳବତ୍ତର ଥିବାରୁ ସାଧାରଣରେ ଯାତାୟାତ ବନ୍ଦ ହୋଇଯାଇଛି । ବିନା କାରଣରେ ଲୋକଙ୍କୁ ରାସ୍ତାରେ ବୁଲୁଥିବା ଦେଖିଲେ ପୋଲିସ ଜରିମାନା ଲଦିବା ସହ ଗାଡ଼ି ଜବତ କରି ନେଉଛି। ଏଭଳି ସ୍ଥିତିରେ କଟକର ୮ଜଣ ଯୁବକ ସ୍ବାସ୍ଥ୍ୟସେବା…

