କଟକ

ଆଜି ମହିଳା ପୋଲିସ ସମ୍ମିଳନୀ

କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍‌ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ଲିଙ୍ଗଗତ ସମସ୍ୟା ଓ ତା’ର ସମାଧାନ…

ଅପହୃତ ସିକ୍ୟୁରିଟି ସଂସ୍ଥା ମାଲିକ, କର୍ମଚାରୀ ଉଦ୍ଧାର

କଟକ ଅଫିସ, ୫ା୩: ବଜ୍ରକବାଟି ରୋଡ୍‌ ଅଞ୍ଚଳରୁ ଅପହୃତ ହୋଇଥିବା ଏକ ଘରୋଇ ସିକ୍ୟୁରିଟି ସଂସ୍ଥାର ମାଲିକ ଓ କର୍ମଚାରୀଙ୍କୁ ବୁଧବାର ବାଦାମବାଡ଼ି ଥାନା ପୋଲିସ ଭୁବନେଶ୍ୱରରୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଆଜି ନୂଆ ଏସ୍‌ସିବି କ୍ୟାମ୍ପସ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ ଅଫିସ୍‌, ୫ା୩: ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ନୂଆ ରୂପ ପାଇବ। ଏଥିପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାୟ ୧୦୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଥିଲେ। ଏସ୍‌ସିବିର ନୂତନ କ୍ୟାମ୍ପସ ନିର୍ମାଣ ପାଇଁ…

ବଡ଼ଖଣ୍ଡାଏତା ଷ୍ଟେଶନରେ ରେଳରୋକୋ

କଟକ ସଦର,୪ା୩(ଡି.ଏନ୍‌.ଏ.): ବିଳମ୍ବରେ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିବା ପ୍ରତିବାଦରେ କଟକ-ପାରାଦୀପ ରେଳପଥର ବଡ଼ଖଣ୍ଡାଏତା ଷ୍ଟେଶନରେ ମଙ୍ଗଳବାର ସକାଳେ ଯାତ୍ରୀମାନେ ୨ଘଣ୍ଟା ରେଳରୋକୋ କରିଥିଲେ। ସୂଚନା ଅନୁଯାୟୀ, ପାରାଦୀପ-ଭଦ୍ରକ ଟ୍ରେନ୍‌ ବିଳମ୍ବରେ ବଡ଼ଖଣ୍ଡଏତା ଷ୍ଟେଶନରେ ପହଞ୍ଚିଥିଲା। ଠିକ୍‌ ସେହି ସମୟରେ କଟକ…

ଦୁଇ ଦିନରେ ୧ କୋଟି ୬୪ ଲକ୍ଷ ଟଙ୍କା ଜରିମାନା

କଟକ ଅଫିସ,୩।୩: ମାର୍ଚ୍ଚ ପହିଲାଠାରୁ ରାଜ୍ୟରେ ନୂତନ ମୋଟରଯାନ ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରାଯାଇଛି। ପରିବହନ ବିଭାଗ ଏବଂ ପୋଲିସ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାଞ୍ଚ ଚାଲିଛି। ପ୍ରଥମ ଦିନ ଅର୍ଥାତ ରବିବାରଠାରୁ ସୋମବାର ରାତି ୯ଟା ଭିତରେ…

ତତ୍କାଳୀନ ମହାକାଳପଡ଼ା ଆଇଆଇସିଙ୍କୁ ମିଳିଲା ଜାମିନ

କଟକ ଅଫିସ, ୩ା୩: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ଥାନା ହାଜତରେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାରେ ତତ୍କାଳୀନ ଆଇଆଇସି ଶ୍ୟାମଘନ ବେହେରାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି। ତେବେ ନିମ୍ନ ଅଦାଲତ ସର୍ତ୍ତ ଧାର୍ଯ୍ୟ କରିବେ ବୋଲି ହାଇକୋର୍ଟ ନିଜ ରାୟରେ…

ଏସ୍‌ସିବି ସମ୍ପ୍ରସାରଣ ପାଇଁ ଉଚ୍ଛେଦ:ଭଙ୍ଗାଗଲା ୯୫ ଘର

କଟକ ଅଫିସ,୩ା୩:ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ ପାଇଁ ଉଚ୍ଛେଦ କାର୍ଯ୍ୟ ସୋମବାର ଠାରୁ ପୁଣି ଥରେ ଆରମ୍ଭ ହୋଇଛି। ସକାଳେ ବ୍ୟାପକ ପୋଲିସ ଫୋର୍ସ ଉପସ୍ଥିତିରେ ମା’ ମଙ୍ଗଳା ବସ୍ତିର ଘରଗୁଡିକୁ ମେଶିନ ସହାୟତାରେ ଭଙ୍ଗା ଯାଇଥିଲା। ପ୍ରାୟ ୯୫ଟି ଘର ଭଙ୍ଗା…

ଏସ୍‌ସିବି ଲାଗି ୧୦ ପରାମର୍ଶଦାତା ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ ମେଡିକାଲ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୧୦ଜଣ ବିଶିଷ୍ଟ ଚିକିତ୍ସାବିତ୍‌ଙ୍କୁ ପରାମର୍ଶଦାତା ଭାବେ ନିଯୁକ୍ତ କରିଛନ୍ତି। ପଦ୍ମଭୂଷଣ ଡ. ରମାକାନ୍ତ ପଣ୍ଡା, ପଦ୍ମଭୂଷଣ ଡା. ଦେବୀ…

ହାଇକୋର୍ଟଙ୍କ ପଦକ୍ଷେପ:ମାମଲା ବୋଝ କମାଇବାକୁ ଛୁଟିଦିନରେ ବସିଲା ସ୍ବତନ୍ତ୍ର ବେଞ୍ଚ

କଟକ ଅଫିସ,୧।୩: ମାମଲା ବୋଝ କମାଇବା ପାଇଁ ଶନିବାର ଛୁଟିଦିନ ହୋଇଥିଲେ ମଧ୍ୟ ହାଇକୋର୍ଟର ସ୍ବତନ୍ତ୍ର ବେଞ୍ଚ ବସିଥିଲା। ଜେଲ୍‌ କ୍ରିମିନାଲ ଅପିଲ୍‌ର ଶୁଣାଣି ପାଇଁ ଗଠିତ ସ୍ବତନ୍ତ୍ର ବେଞ୍ଚରେ ଶନିବାର ୯ ମାମଲାର ସମାଧାନ ହୋଇଛି। ୩ଟି ମାମଲାକୁ ଆଂଶିକ…

ଏସ୍‌ସିବି ମେଡିକାଲରେ ବିରଳ ପ୍ଲାଷ୍ଟିକ ସର୍ଜରି:ଶିଶୁ ହାତରେ ଲାଗିଲା ଆଙ୍ଗୁଠି

କଟକ ଅଫିସ,୧।୩: ଏକ ବିରଳ ପ୍ଲାଷ୍ଟିକ ସର୍ଜରି କରି ଆଉ ଏକ ସଫଳତା ହାସଲ କରିଛି କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ(ଏସ୍‌ସିବି) ମେଡିକାଲ କଲେଜ ଓ ହସ୍ପିଟାଲ। ପ୍ଲାଷ୍ଟିକ ସର୍ଜରି ବିଭାଗରେ ଜଣେ ୧୫ ମାସ ବୟସର ଶିଶୁକନ୍ୟାଙ୍କ ହାତରେ ଡାକ୍ତରମାନେ ଆଙ୍ଗୁଠି…

‘ଆଇନଜୀବୀଙ୍କୁ ମିଳୁ ୫ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା’

କଟକ ଅଫିସ,୧।୩: ହାଇକୋର୍ଟ ବାର୍‌ ଆସୋସିଏଶନ ସମ୍ମିଳନୀ କକ୍ଷରେ ଶନିବାର ନିଖିଳ ଓଡ଼ିଶା ଆଇନ୍‌ଜୀବୀ ସଂଘର ୨୦୨୦ ବର୍ଷର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ବିଚିତ୍ର କୁମାର ବଡ଼ଜେନା ଏଥିରେ ଅଧ୍ୟକ୍ଷତା କରିଥିଲେ। ହାଇକୋର୍ଟ ଆଇନଜୀବୀ ସଂଘ ସଭାପତି…

ସର୍ବଭାରତୀୟ ପୋଲିସ ବ୍ୟାଣ୍ଡ ପ୍ରତିଯୋଗିତାରେ ଓଡ଼ିଶା ୩ୟ :ସଫଳତା ପରେ ଡିଜିପିଙ୍କୁ ଭେଟିଲା ପୋଲିସ ବ୍ୟାଣ୍ଡ୍‌ ଦଳ

କଟକ ଅଫିସ,୧।୩: ରେଳ ସୁରକ୍ଷା ବଳ ଆନୁକୂଲ୍ୟରେ ତେଲେଙ୍ଗାନାର ସିକନ୍ଦରାବାଦ୍‌ସ୍ଥିତ ରେଳ ସୁରକ୍ଷା ବଳ ସ୍ପୋର୍ଟସ କମ୍ପ୍ଳେକ୍ସଠାରେ ଗତ ୧୯ରୁ ୨୩ତାରିଖ ପର୍ଯ୍ୟନ୍ତ ୨୦ତମ ସର୍ବଭାରତୀୟ ପୋଲିସ ବ୍ୟାଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଭାଗନେଇଥିବା ଓଡ଼ିଶା ଦଳ ତୃତୀୟ ସ୍ଥାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri