କରୋନା ମୁକାବିଲାର ଯୋଦ୍ଧା ଏସ୍ଆଇ ନାରାୟଣ: ‘ଆଗେ ରାଜସେବା, ପଛେ ପିତୃସେବା’
କଟକ ଅଫିସ,୧୦।୪: ‘ଯଦି କର୍ତ୍ତବ୍ୟକୁ ସମ୍ମାନ ଜଣାଇବ, ତାହେଲେ କାହାକୁ ସାଲ୍ୟୁଟ ମାରିବାକୁ ପଡ଼ିବନି.. କର୍ତ୍ତବ୍ୟରେ ହେଳା କଲେ, ସମସ୍ତଙ୍କୁ ସାଲ୍ୟୁଟ ମାରିବାକୁ ହୁଏ’। ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତଃ ଡ. ଏପିଜେ ଅବଦୁଲ କଲାମ୍ଙ୍କ ଅଭିଭାଷଣରୁ ଏହା ଏକ ଛୋଟିଆ ଧାଡ଼ି।…
ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା ପ୍ରଦାନ
କଣ୍ଟାପଡ଼ା,୯ା୪(ଡି.ଏନ୍.ଏ.) : ମହାମାରୀ କରୋନାରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତ୍ୱ ଏକମାତ୍ର ବିକଳ୍ପ ହୋଇଥିବାରୁ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ଫଳରେ ସାଧାରଣ ଲୋକଙ୍କୁ ସହଯୋଗ ପାଇଁ ସରକାରଙ୍କ ଉପରେ ଆର୍ଥତ୍କ ବୋଝପଡୁଛି। ଏପରିସ୍ଥଳେ ବିଭିନ୍ନ…
ଡାକ୍ତର, ସ୍ବାସ୍ଥ୍ୟ କର୍ମୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ:ଡିଜି
କଟକ ଅଫିସ୍,୯ା୪: କରୋନା ମୁକାବିଲା ଦିଗରେ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀମାନେ ଆଗ ଧାଡ଼ିର ଯୋଦ୍ଧା। ହେଲେ ସେମାନଙ୍କ ଉପରେ ହେଉଥିବା ଆକ୍ରମଣ ଏବଂ ଅଶୋଭନୀୟ ଆଚରଣ ନିନ୍ଦାଜନକ। ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀଙ୍କ ସୁରକ୍ଷା ଓଡ଼ିଶା ପୋଲିସର ବଡ଼ ଦାୟିତ୍ୱ…
ହ୍ବାଟ୍ସ ଆପ୍, ଭିଡିଓ କଲିଂରେ ହେବ ଶୁଣାଣି
କଟକ ଅଫିସ୍,୯ା୪: ଲକ୍ଡାଉନ୍ର ପ୍ରଭାବ ନ୍ୟାୟିକ ବ୍ୟବସ୍ଥା ଉପରେ ପଡ଼ିଛି। ଅଦାଲତଗୁଡ଼ିକୁ ବନ୍ଦ ରଖାଯିବା ସହ ଶୁଣାଣିକୁ ମଧ୍ୟ ସ୍ଥଗିତ କରାଯାଇଛି। ଫଳରେ ଆବେଦନକାରୀ, ପ୍ରତିପକ୍ଷ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳିସ୍ଥିତରେ ଓଡ଼ିଶା ହାଇକୋର୍ଟ ତରଫରୁ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ…
ଶିଶୁଙ୍କ ପାଇଁ କୋଭିଡ଼ ହସ୍ପିଟାଲରେ ସ୍ବତନ୍ତ୍ର ବ୍ୟବସ୍ଥା ଜରୁରୀ
କଟକ ଅଫିସ, ୯ା୪: ଦେଶରେ ପ୍ରଥମ କରୋନାଜନିତ ଶିଶୁ ମୃତ୍ୟୁ ଖବର ମଙ୍ଗଳବାର ହସ୍ତଗତ ହୋଇଛି। ଗୁଜରାଟର ଜୁନାଗଡରେ ଏକ ୧୪ମାସର ଶିଶୁଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ତାକୁ ଲାଇଭ ସପୋର୍ଟିଂ ସିଷ୍ଟମରେ ରଖି ଚିକିତ୍ସା କରାଯାଇଥିଲା। କିନ୍ତୁ…
ପଟାପୋଲରେ ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା
କଟକ ଅଫିସ୍,୯ା୪: ପଟାପୋଲ ଅଞ୍ଚଳକୁ ସିଲ୍ କରିବା ପରେ କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ଉକ୍ତ ଅଞ୍ଚଳକୁ ବିଶୋଧନ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ନିୟମିତ ବିଶୋଧନ ସ୍ପ୍ରେ କରାଯାଉଛି। ସେହି ଅଞ୍ଚଳରେ ବସବାସ କରୁଥିବା ପ୍ରାୟ ୧୦ ହଜାରରୁ ଅଧିକ…
କୁଜଙ୍ଗ ଓକିଲ ସଂଘ କର୍ମକର୍ତ୍ତାଙ୍କୁ ନୋଟିସ୍
କଟକ ଅଫିସ୍,୯ା୪: ଆଇନ୍ଜୀବୀଙ୍କୁ ଆର୍ଥତ୍କ ସହାୟତା ନେଇ ବିଭ୍ରାନ୍ତିକର ତଥ୍ୟ ପ୍ରଦାନ ଅଭିଯୋଗ। ହ୍ବାଟସ୍ଆପ୍ରେ ଏଭଳି ତଥ୍ୟ ପଠାଇ ଫସିଛନ୍ତି କୁଜଙ୍ଗ ଓକିଲ ସଂଘର ସାଧାରଣ ସମ୍ପାଦକ ସଞ୍ଜୟ କୁମାର ବେହେରା ଏବଂ କାର୍ଯ୍ୟକାରୀ କମିଟି ସଦସ୍ୟ କୈଳାସ ଚନ୍ଦ୍ର ମହାପାତ୍ର।…
ବଜ୍ରପାତରେ ଗଲା ନାବାଳିକାଙ୍କ ଜୀବନ
କଣ୍ଟାପଡା, ୮।୪(ଡି.ଏନ୍.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ବୁଧବାର ଅପରାହ୍ନ ସାଢ଼େ ୧୨ଟା ବେଳେ ବଜ୍ରପାତ ଘଟି ଜଣେ ନାବାଳିକାଙ୍କ ମତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ସୁଜିତ ବେହେରାଙ୍କ ଝିଅ ପ୍ରିୟଙ୍କା(୧୩)। ସୂଚନାନୁଯାୟୀ, ପ୍ରିୟଙ୍କା କୌଣସି…
ପୂର୍ବତନ ବରିଷ୍ଠ ପ୍ରଶାସକ ତଥା କଟକ ଜିଲାପାଳଙ୍କ ପିତାଙ୍କ ଦେହାନ୍ତ
କଟକ ଅଫିସ, ୭।୪- ପୂର୍ବତନ ବରିଷ୍ଠ ପ୍ରଶାସକ ତଥା କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ପିତା ଦାମୋଦର ଚୟନୀଙ୍କ ମଙ୍ଗଳବାର ସକାଳେ ଦେହାନ୍ତ ହୋଇଛି। କଟକ ଜିଲାପାଳଙ୍କ ସରକାରୀ ବାସଭବନରେ ସେ ସକାଳ ୬ଟା ୫୫ ମିନିଟ ସମୟରେ ଶେଷନିଃଶ୍ବାସ…
କଟକରୁ ୧୪ ଶହ ବାଇକ ଜବତ, ୨ ଲକ୍ଷ ଜରିମାନା ଆଦାୟ
କଟକ ଅଫିସ,୭।୪: କରୋନା(କୋଭିଡ-୧୯) ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର କଟକଣା ଜାରି କରାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ବଜାରକୁ ବାଇକ ନ ନେବାକୁ ପୋଲିସ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ଲୋକେ ଏହାକୁ ମାନୁ…
ଜୟରାମପୁରରୁ ପରୀକ୍ଷା ପାଇଁ ଗଲା ୨୪ ନମୁନା
ନିଶ୍ଚିନ୍ତକୋଇଲି,୬ା୪(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ ଅଧୀନ ଜୟରାମପୁର ପଞ୍ଚାୟତର ୧ ନମ୍ବର ଓ୍ବାର୍ଡକୁ ପ୍ରଶାସନ ପକ୍ଷରୁ ସୋମବାର ସିଲ୍ କରାଯିବା ସହ ୨୪ଜଣଙ୍କ ସ୍ବାବ୍ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି। ଅପରାହ୍ନରେ କଟକ ପିଡି ଏମ୍ଡି ଅବଜଲ ଅକ୍ତର ଓ…
ବୁଲା ପ୍ରାଣୀଙ୍କ ସାହାରା ସାଜିଛନ୍ତି କାଳିଆ ଭାଇ
ନିଶ୍ଚିନ୍ତକୋଇଲି,୬ା୪(ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ଯୋଗୁ ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳର ସମସ୍ତ ଦୋକାନ, ବଜାର ଓ ହୋଟେଲ ବନ୍ଦ ରହିଥିବାରୁ ବୁଲୁଥିବା ପ୍ରାଣୀମାନେ ଖାଇବାକୁ ନ ପାଇ ଭୋକରେ ଡହଳବିକଳ ହେଉଛନ୍ତି। ଏହି ସମୟରେ ସେମାନଙ୍କ କ୍ଷୁଧା ମେଣ୍ଟାଇବା ପାଇଁ ଆଗେଇ…

