କଟକ

ଏଲ୍‌ଇଡି ଲାଇଟ୍‌ କିଣାରେ ଅନିୟମିତତା: ୭୨ ଘଣ୍ଟାରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ

କଟକ ସଦର,୩ା୨(ଡି.ଏନ୍‌.ଏ.): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶକୁ ଉଲ୍ଲଂଘନ କରି କଟକସଦର ସମେତ ଜିଲାର ଅଧିକାଂଶ ବ୍ଲକରେ ଏଲ୍‌ଇଡି ଲାଇଟ୍‌ କିଣାଯାଇଥିଲା। ଏ ନେଇ ‘ଧରିତ୍ରୀ’ରେ ଶନିବାର ରିପୋର୍ଟ ପ୍ରକାଶ ପାଇଥିଲା। ଖବର ପ୍ରକାଶ ପାଇବା ପରେ ତପତ୍ର…

ପରଲୋକରେ ବିପ୍ଳବୀ କବି ରବି ସିଂ

କଟକ ଅଫିସ,୨।୨: ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି। କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ…

ଏସ୍‌ସିବି ମେଡିକାଲରେ ପ୍ରଥମ କରୋନା ସନ୍ଦିଗ୍ଧ

କଟକ ଅଫିସ,୨।୨: ଚାଇନାର ସିଚୁଆନ ସ୍ଥିତ ସାଉଥ ୱେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ ପଢୁଥିବା ଫୁଲବାଣୀର ଜଣେ ଡାକ୍ତରୀ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ଚିକିତ୍ସାଲାଗି ତାଙ୍କୁ ଏସ୍‌ସିବି ମେଡିକାଲର ସ୍ବତନ୍ତ୍ର ଆଇସୋଲେଶନ୍‌ ୱାର୍ଡରେ ଭର୍ତ୍ତି କରାଯାଇଛି।…

ମାଟ୍ରିକ ପରୀକ୍ଷା: ୬ରୁ ମିଳିବ ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୨।୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥି ନିମନ୍ତେ ଆଡ୍‌ମିଟ କାର୍ଡ ଆସନ୍ତା ୬ ତାରିଖରୁ ମିଳିବ ବୋଲି…

୫ ଶ୍ରେଷ୍ଠ ନାଟକ ପୁରସ୍କୃତ

କଟକ ଅଫିସ, ୧।୨: ଥିଏଟର ମୁଭ୍‌ମେଣ୍ଟ ପକ୍ଷରୁ କଟକ କଳାବିକାଶ କେନ୍ଦ୍ରଠାରେ ଚାଲିଥିବା ଗ୍ଲୋବାଲ ଥିଏଟର ଫେଷ୍ଟିଭାଲ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ପୂର୍ବତନ ନିର୍ବାଚନ କମିଶନର ରବିନାରାୟଣ ସେନାପତି ଯୋଗଦେଇଥିଲେ। ଗତ ୨୦ ତାରିଖରୁ ଚାଲିଥିବା…

ସମସ୍ୟା ଘେରରେ ପ୍ୟାରୀମୋହନ ଏକାଡେମୀ

କଟକ ଅଫିସ,୩୧।୧: ପ୍ରାଚୀନ ସହର କଟକରେ ରହିଛି ଅନେକ ପୁରାତନ ଶିକ୍ଷାନୁଷ୍ଠାନ। ଏପରି କି ୧୦୦ବର୍ଷରୁ ଊର୍ଦ୍ଧ୍ୱ ସ୍କୁଲ ଏଠାରେ ସ୍ଥାପିତ ହୋଇଛି। ଭାରତର ସ୍ବାଧୀନତା ସଂଗ୍ରାମରେ ଏହି ଶିକ୍ଷାନୁଷ୍ଠାନଗୁଡିକର ବହୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଅନେକ ସଂଗ୍ରାମୀ ଏଠାରେ ଶିକ୍ଷାଲାଭ…

ଏସ୍‌ସିବି ପୁନର୍ବିନ୍ୟାସ ଲାଗି ଉଚ୍ଛେଦ କାର୍ଯ୍ୟ ଆରମ୍ଭ

କଟକ ଅଫିସ,୨୯।୧: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ର ନବକଳେବର ହେବ। ଏହାକୁ ଅନ୍ତର୍ଜାତୀୟସ୍ତରର ମେଡିକାଲ କରିବା ପାଇଁ ସରକାର ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିଲାଗି ଆବଶ୍ୟକ ପଡ଼ୁଥିବା ଜମି ଲାଗି ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ…

ପରିବହନ ମନ୍ତ୍ରୀଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୮।୧: ହାଇକୋର୍ଟ ମଙ୍ଗଳବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାଗତ ଯୋଗ୍ୟତା ନେଇ ପଦ୍ମନାଭ ତଥ୍ୟ ବଦଳାଉଥିବା ଅଭିଯୋଗର ଶୁଣାଣି କରି ବୀରମହାରାଜପୁର ଥାନା ଆଇଆଇସିଙ୍କୁ ଏହାର ତଦନ୍ତ କରିବା ଲାଗି କୋର୍ଟ ନିର୍ଦ୍ଦେଶ…

ଓୟୁଏଟି ଫାର୍ମରେ ବାର୍ଡ ଫ୍ଲୁ ଭୂତାଣୁ : ନନ୍ଦନକାନନ ପାଦଚଲା ବିହଙ୍ଗ ସରଣୀ ବନ୍ଦ

ବାରଙ୍ଗ,୨୮।୧(ଡି.ଏନ୍‌.ଏ.): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) କୁକୁଡା ଫାର୍ମରେ ବାର୍ଡ ଫ୍ଲୁ ଭୂତାଣୁ ମିଳିଛି। ଏହା ସ୍ପଷ୍ଟ ହେବା ପରେ ନନ୍ଦନକାନନ ପାଦଚଲା ବିହଙ୍ଗ ସରଣୀକୁ ମଙ୍ଗଳବାରଠାରୁ କର୍ତ୍ତୃପକ୍ଷ ବନ୍ଦ କରିଦେଇଛନ୍ତି। ଏ ନେଇ ନନ୍ଦନକାନନ ଆସୁଥିବା ପର୍ଯ୍ୟଟକମାନେ…

ମା’ ତାରିଣୀ ଇଷ୍ଟକନ୍‌ ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ, ୨୮।୧: ଚିଟ୍‌ଫଣ୍ଡ ସଂସ୍ଥା ମା’ ତାରିଣୀ ଇଷ୍ଟକନ୍‌ ପ୍ରାଇଭେଟ ଲିମିଟେଡ୍‌ର ଜବତ ସ୍ଥାବର ଅସ୍ଥାବର ସମ୍ପତ୍ତିକୁ ବାଜ୍ୟାପ୍ତ କରାଯିବ। ପରେ ଉକ୍ତ ସମ୍ପତ୍ତିକୁ ସର୍ବସାଧାରଣରେ ନିଲାମ ଡକାଯାଇ ବିକ୍ରି କରାଯିବ। ଏଥିରୁ ଯେଉଁ ଅର୍ଥ ମିଳିବ ତାହାକୁ କ୍ଷତିଗ୍ରସ୍ତ…

ବସ୍ତାନି ବୋଝ: ଗଣଶିକ୍ଷା ବିଭାଗକୁ ରିପୋର୍ଟ ତଲବ; ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ,୨୭।୧: ଶିଶୁ କାନ୍ଧରେ ବହିବସ୍ତାନି ବୋଝକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ସୋମବାର ଆବେଦନକାରୀ ଆଡଭୋକେଟ କହ୍ନେୟାଲାଲ ଶର୍ମା ସତ୍ୟପାଠ ଦାଖଲ କରିଛନ୍ତି। ସତ୍ୟପାଠରେ ଶର୍ମା ଉଲ୍ଲେଖ କରିଛନ୍ତି ଯେ, ବସ୍ତାନି ବୋଝକୁ ହାଲୁକା କରିବା ପାଇଁ ହାଇକୋର୍ଟଙ୍କ…

ଆନ୍ଦୋଳନରୁ ଓହରିଲେ ୪ ବାର୍‌ ଆସୋସିଏଶନ

କଟକ ଅଫିସ,୨୭।୧: ପଶ୍ଚିମ ଓଡ଼ିଶାର ୪ ବାର୍‌ ଆସୋସିଏଶନ ବିଧିବଦ୍ଧ ଭାବେ କାର୍ଯ୍ୟବନ୍ଦ ଆନ୍ଦୋଳନରୁ ଓହରିଯାଇଛନ୍ତି। ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସୋନପୁର ବାର୍‌ ଆସୋସିଏଶନ, ବିନିକା ବାର୍‌ ଆସୋସିଏଶନ, ବୀରମହାରାଜପୁର ବାର୍‌ ଆସୋସିଏଶନ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri