କଟକ

ରେଭେନ୍‌ଶାରେ ସାଧାରଣତନ୍ତ୍ର ଦିବସ,୧୫୨ ମିଟର ତ୍ରିରଙ୍ଗା ଧରି ବିଶ୍ୱବିଦ୍ୟାଳୟ ପରିକ୍ରମା କଲେ ଛାତ୍ରୀଛାତ୍ର

କଟକ ଅଫିସ, ୨୬।୧- ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଖେଳପଡ଼ିଆରେ ୭୧ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏଥିରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଛାତ୍ରୀଛାତ୍ରଙ୍କୁ ସବୁବେଳେ ସକାରାତ୍ମକ…

ଚୌଦ୍ୱାର ଜେଲରେ ରହି ଦାଦାବଟି ଆଦାୟ: ୪ ଗିରଫ

କଟକ ଅଫିସ, ୨୬।୧: ଚୌଦ୍ୱାର ଜେଲରେ ଥାଇ ଜଣେ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣାରେ ଚାଉଳିଆଗଞ୍ଜ ଥାନା ପୋଲିସ ଶନିବାର ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବିଡାନାସୀ ଗୋପାଳ ସାହିର ପ୍ରତାପ ବେହେରା(୫୪), ତାଙ୍କ ସ୍ତ୍ରୀ ପୁଷ୍ପଲତା ବେହେରା(୪୯), ବିଡାନାସୀ…

ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳଙ୍କଠାରୁ ପଦକ ଗ୍ରହଣ କରିବେ ୭ ଭିଜିଲାନ୍ସ ଅଧିକାରୀ

କଟକ ଅଫିସ,୨୫।୧: ରବିବାର ସାଧାରଣତନ୍ତ୍ର ଦିବସ ଅବସରରେ ୭ଜଣ ଭିଜିଲାନ୍ସ ଅଧିକାରୀଙ୍କୁ ରାଜ୍ୟସ୍ତରୀୟ ପଦକ ପ୍ରଦାନ କରାଯିବ। ଭୁବନେଶ୍ୱରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କଠାରୁ ଅଧିକାରୀମାନେ ପଦକ ଗ୍ରହଣ କରି ସମ୍ମାନିତ ହେବେ। ଭିଜିଲାନ୍ସ ସ୍ବତନ୍ତ୍ର ସେଲ୍‌ର ଡିଏସ୍‌ପି ସରୋଜ କୁମାର ସାମଲ,…

ଏସ୍‌ସିବି ପୁନର୍ବିନ୍ୟାସ: କ୍ଷତିଗ୍ରସ୍ତଙ୍କ ଥଇଥାନ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ପ୍ୟାକେଜରେ ସ୍ଥାୟୀ ବାସଗୃହ, ଅନଧିକୃତ ଭାବେ ନିର୍ମିତ ବାସଗୃହ,…

ଓମ୍‌ଫେଡ୍‌ ଗୋଖାଦ୍ୟ ଦୁର୍ନୀତି: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୪।୧: ଓମ୍‌ଫେଡ୍‌ ଗୋଖାଦ୍ୟ ଦୁର୍ନୀତିର ସିବିଆଇ ତଦନ୍ତ କରାଯିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୋଗକାରୀଙ୍କ ଅର୍ଜିକୁ ଏତଲା ଭାବେ ଗ୍ରହଣ କରି ତଦନ୍ତ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶଯେ, ଓମ୍‌ଫେଡ୍‌ କଟକ ଜିଲା ଦୁଗ୍ଧ ସଂଘରେ ୧୩…

ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟ ବିଚାରପତି

କଟକ ଅଫିସ,୨୪ା୧:ହାଇକୋର୍ଟ ଆଡଭୋକେଟ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ। ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ସାବିତ୍ରୀଙ୍କ ନାମ ଗତ ବୁଧବାର ସୁପାରିସ କରାଯାଇଥିଲା। କଲେଜିୟମର ସୁପାରିସ ଉପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ମୋହର ମାରିବା ପରେ ରଥ ନିଯୁକ୍ତି ପାଇବେ।…

ପୂର୍ବତନ ବିଧାୟକ ଅନାମ ନାଏକ ଗିରଫ

କଟକ ଅଫିସ, ୨୪ା୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭବାନୀପାଟଣା ବିଧାନସଭା ଆସନର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ଏ ସମ୍ପର୍କରେ କୋରାପୁଟ ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ. ୩/୨୦୨୦) ରୁଜୁ କରାଯାଇଛି। ଭବାନୀପାଟଣା…

କଟକ ପାଇବ ନୂଆ ରୂପ

କଟକ ଅଫିସ, ୨୪।୧ :ନୂଆ ରୂପ ନେବ କଟକ। ଅନେକ ଐତିହାସିକ ସ୍ମୃତି ବହନ କରୁଛି ଏହି ସହର। ତେଣୁ ଏହାର ସମୁଚିତ ବିକାଶ ସମସ୍ତଙ୍କର ମିଳିତ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। କଟକ ସହରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ…

ସାବିତ୍ରୀ ରଥ ହେବେ ହାଇକୋର୍ଟ ବିଚାରପତି

କଟକ ଅଫିସ,୨୩।୧: ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ ସାବିତ୍ରୀ ରଥ। ସୁପ୍ରିମକୋର୍ଟ କଲେଜିୟମ ମିଟିଂରେ ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି। ଏବେ ସେ ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଛନ୍ତି। ତେବେ ସାବିତ୍ରୀଙ୍କ ନିଯୁକ୍ତି ନେଇ ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ ସୂଚନା…

କଟକରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଲେନ୍‌ ହେବ ରିଂ ରୋଡ୍‌, ମାର୍ଚ୍ଚରୁ ଆରମ୍ଭ ହେବ ଏସ୍‌ସିବି ନବନିର୍ମାଣ କାର୍ଯ୍ୟ

କଟକ ଅଫିସ,୨୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଟକ ଗସ୍ତ କରି ହାଡ଼ିଆପଠାରେ ବିଭିନ୍ନ ସମୀକ୍ଷା କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ଘୋଷଣା କରି କହିଛନ୍ତି, କଟକ ଚତୁଃପାର୍ଶ୍ୱ ରିଂ ରୋଡ୍‌ ୬ ଲେନ୍‌ ହେବ। କଟକ ଏସ୍‌ସିବି ମେଡିକାଲ ବିଶ୍ୱସ୍ତରୀୟ ହେବ।…

କେନ୍ଦ୍ର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନୋଟିସ

କଟକ ଅଫିସ,୨୩ା୧: ଚୌଦ୍ୱାରସ୍ଥିତ ଇଣ୍ଡିଆନ ମେଟାଲ୍‌ସ ଆଣ୍ଡ ଫେରୋ ଆଲଏଜ୍‌ (ଇମ୍ଫା) କମ୍ପାନୀ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଓ ବିଚାରପତି ଜଷ୍ଟିସ ଏସ୍‌.କେ. ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ…

ନକଲି ତେଲ କାରଖାନାରେ ଚଢ଼ାଉ ଘଟଣା, ମାଲିକ ଗିରଫ

ଟାଙ୍ଗୀ(କଟକ),୨୩ା୧(ଡି.ଏନ୍‌.ଏ.): ଟାଙ୍ଗୀ ଥାନା ଅନ୍ତର୍ଗତ ମଙ୍ଗୁଳି ଅଞ୍ଚଳରେ ଗତ ନଭେମ୍ବର ୨୩ ତାରିଖରେ ପୋଲିସ ପକ୍ଷରୁ ଏକ ଖାଇବା ତେଲ କାରଖାନାରେ ଚଢ଼ାଉ କରାଯାଇଥିଲା। ଖାଇବା ତେଲ ଅପମିଶ୍ରଣ ସମ୍ପର୍କରେ ପ୍ରମାଣ ମିଳିବା ପରେ ବୁଧବାର ଟାଙ୍ଗୀ ପୋଲିସ ସମ୍ପୃକ୍ତ କାରଖାନାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri