କଟକ

ଲକ୍‌ଡାଉନରେ ପିଲାଙ୍କୁ ଶିଖାଯାଉଛି ଯୋଗ

ଚୌଦ୍ୱାର,୧ା୪(ଡି.ଏନ୍‌.ଏ): ଭୟାବହ କରୋନାକୁ ପ୍ରତିହତ କରିବା ପାଇଁ ସମଗ୍ର ଦେଶରେ ଲାଗୁ ହୋଇଛି ୨୧ ଦିନିଆ ଲକ୍‌ଡାଉନ। ଏହାକୁ ସମର୍ଥନ କରି ଜନସାଧାରଣ ନିଜ ନିଜ ଘରେ ରହୁଥିବାବେଳେ ସର୍ବସାଧାରଣ ସ୍ଥାନଗୁଡ଼ିକ ଶୂନଶାନ ହୋଇପଡ଼ିଛି। ଏଭଳି ସ୍ଥିତିରେ ପ୍ରାପ୍ତ ବୟସ୍କମାନେ ନିଜକୁ…

ୟୁକ୍ରେନରେ ଫସିଛନ୍ତି ଶତାଧିକ ଓଡ଼ିଆ ଛାତ୍ରୀଛାତ୍ର

କଟକ ଅଫିସ,୧ା୪: ୟୁକ୍ରେନରେ ଶତାଧିକ ଓଡ଼ିଆ ଡାକ୍ତରୀ ଛାତ୍ରୀଛାତ୍ର ଫସି ରହିଛନ୍ତି। ଲକଡାଉନ୍‌ ଘୋଷଣା ବଳବତ୍ତର ଥିବାରୁ ସେଠାରେ ଜୀବନଯାପନ ମୁସ୍କିଲ ହୋଇପଡ଼ିଛି। ଏଭଳି ପରିସ୍ଥିତିରେ ସେମାନେ ଘରକୁ ଫେରିବା ସମ୍ଭବପର ହୋଇପାରୁ ନ ଥିବା ବେଳେ ଆର୍ଥିକ ସଙ୍କଟର ସମ୍ମୁଖୀନ…

ଲକ୍‌ଡାଉନ କଟକଣାକୁ ଫୁ, ହାଟରେ ଜମୁଛି ଭିଡ଼

ଚୌଦ୍ୱାର,୩୧ା୩(ଡି.ଏନ୍‌.ଏ)- କରୋନା ସଂକ୍ରମଣକୁ ରୋକିବା ଲାଗି ସରକାର କରିଥିବା ଲକ୍‌ଡାଉନ ଘୋଷଣାକୁ ମଙ୍ଗଳବାର ୭ଦିନ ହୋଇଯାଇଛି। ଇତି ମଧ୍ୟରେ ଗଣମାଧ୍ୟମଠାରୁ ଆରମ୍ଭ କରି ସରକାରୀସ୍ତରରେ ସଚେତନତା କରିବା ସହ ଘରେ ରହିବାକୁ ନିବେଦନ କରାଯାଉଛି। କିନ୍ତୁ ଏହି ଲକଡାଉନ କଟକଣାକୁ ଫୁ…

ଡାକ୍ତରଙ୍କୁ ସୁରକ୍ଷା ସରଞ୍ଜାମ ଯୋଗାଅ: ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ୍‌,୩୧ା୩: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି କାର୍ଯ୍ୟରତ ଡାକ୍ତରଙ୍କୁ ଆବଶ୍ୟକ ସୁରକ୍ଷା ସରଞ୍ଜାମ (ପିପି) କିଟ୍‌ ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଦାଏର ହୋଇଥିବା ଏହି ମାମଲାର ଶୁଣାଣି କରି…

ସୀମାନ୍ତରେ ପ୍ରବାସୀଙ୍କୁ ଅଟକାଅ: ହାଇକୋର୍ଟ

କଟକ ଅଫିସ,୨୯।୩: ସାରା ବିଶ୍ୱରେ ଏବେ କରୋନା ଆତଙ୍କ। ଭାରତରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ନେଇ ଦେଶକୁ ୨୧ ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଗରିବ ଏବଂ ଶ୍ରମିକ ଶ୍ରେଣୀୟ ଲୋକେ ଏହାଦ୍ୱାରା ପ୍ରଭାବିତ…

କବିତାରେ କରୋନା ସଚେତନ କଲେ ମାଧବାନନ୍ଦ

କଣ୍ଟାପଡା,୨୯ା୩(ଡି.ଏନ୍‌.ଏ.)- ମହାମାରୀ କରୋନା ଭୂତାଣୁରୁ ମାନବ ସମାଜକୁ ବଞ୍ଚାଇବା ପାଇଁ ସାରା ବିଶ୍ୱ ଏବେ ଚିନ୍ତିତ। ଦେଶବାସୀ ଘରେରହି ସାମାଜିକ ଦୂରତ୍ୱ ପାଳନ କଲେ ଏହି ମହାମାରୀରୁ ଦେଶ ରକ୍ଷା ପାଇବା ପାଇଁ ସରକାର ଲକ୍‌ଡାଉନର ସାହାରା ନେଇଛନ୍ତି। ଜନସାଧାରଣ ଏହାକୁ…

ମହାନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

କଟକ ସଦର,୨୯ା୩(ଡି.ଏନ୍‌.ଏ.)- କିଶନ ନଗର ଥାନା ଅନ୍ତର୍ଗତ କିଶୋର ନଗର ବଜାର ନିକଟସ୍ଥ ମହାନଦୀରୁ ରବିବାର ସକାଳେ ଜଣେ ଯୁବକ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ସ୍ଥାନୀୟ ଅଞ୍ଚଳର ବିଶ୍ୱନାଥ ନନ୍ଦୀ। ଖବରପାଇ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚତ୍…

୫ ଗ୍ୟାରେଜ୍‌ ଖୋଲା ରଖିବାକୁ ଅନୁମତି

କଟକ ଅଫିସ୍‌,୨୯ା୩: ଲକ୍‌ଡାଉନ୍‌ ଯୋଗୁ କଟକ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ପାର୍ଶ୍ୱସ୍ଥ ଗ୍ୟାରେଜ ଗୁଡ଼ିକ ବନ୍ଦ ରହିଛି। ଫଳରେ ରାଜପଥରେ ଚଳାଚଳ କରୁଥିବା ମାଲ୍‌ବାହୀ ଗାଡ଼ିଗୁଡ଼ିକୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏହାକୁ ଦୃଷ୍ଟିରେ ରଖି ୫ଟି ଗ୍ୟାରେଜ୍‌କୁ…

ଥାନାକୁ ନ ଯାଇ ଫୋନ୍‌ରେ କରିହେବ ଅଭିଯୋଗ

କଟକ ଅଫିସ୍‌,୨୯ା୩: ଲକ୍‌ଡାଉନ୍‌ ଯୋଗୁ ଜନସାଧାରଣ ଯେମିତି ହଇରାଣ ନ ହୁଅନ୍ତି, ସେ ଦିଗରେ ପୋଲିସ ବିଭାଗ ତରଫରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ଥାନା କିମ୍ବା ଜିଲା ପୋଲିସ କାର୍ଯ୍ୟାଳୟକୁ ନ ଯାଇ ଲୋକମାନେ ଅଭିଯୋଗ ରୁଜୁ…

କରୋନା ଭୟରେ ପାରୋଲ୍‌ କୋହଳ: ମୁକୁଳିବେ ୭ବର୍ଷ ଦଣ୍ଡ ପାଇଥିବା ଦୋଷୀ

କଟକ ଅଫିସ୍‌,୨୯ା୩: ଜେଲ୍‌ରେ ବହୁ ସଂଖ୍ୟକ ଅନ୍ତେବାସୀ ଗୋଟିଏ ସ୍ଥାନରେ ରହୁଥିବାରୁ ସେମାନେ କରୋନା ଭୂତାଣୁରେ ସଂକ୍ରମଣ ହେବାର ଆଶଙ୍କା ଦେଖାଦେଇଛି। ଏଣୁ ଜେଲ୍‌ଗୁଡ଼ିକରେ ଯଥାସମ୍ଭବ ଭିଡ଼କୁ କମାଇବା ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚକ୍ଷମତା ସମ୍ପନ୍ନ…

ଭୁବନେଶ୍ୱର ରେଳଧାରଣାରେ ୫୫କିମି ଚାଲି ଚାଲି ଆସିଲେ ରାଧାକିଶୋରପୁର

ଖୁଣ୍ଟୁଣୀ,୨୮ା୩(ଡି.ଏନ୍‌.ଏ.)- ମହାମାରୀ କରୋନା ଭୂତାଣୁ ଯୋଗୁ ସାରା ବିଶ୍ୱ ଏବେ ଅଚଳାବସ୍ଥା ହୋଇପଡ଼ିଛି। ଅଚାନକ ଲକଡାଉନ ଘୋଷଣା ହେବା ପରେ ଅନେକ ଲୋକ ନିଜ ଗନ୍ତବ୍ୟସ୍ଥଳରେ ନ ପହଞ୍ଚତ୍ପାରି ଅଧାବାଟରେ ଫସିଯାଇଛନ୍ତି। ସେହିଭଳି ପଶ୍ଚିମବଙ୍ଗର ଜଣେ ଦିନ ମଜୁରିଆ ପୁରଲିଆର ବିକ୍ରମ…

ଲକ୍‌ଡାଉନ ଆଇନ ଉଲ୍ଲଂଘନ କରି ୩ ଗିରଫ

କଣ୍ଟାପଡା,୨୮ା୩(ଡି.ଏନ୍‌.ଏ.)- କଣ୍ଟାପଡ଼ା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଲକଡାଉନ ଆଇନ ଉଲ୍ଲଂଘନ କରିଥିବାରୁ ପୋଲିସ ୩ଜଣଙ୍କୁ ଗିରଫ କରିଛି। ଏ ନେଇ ଗୋବିନ୍ଦପୁର ଥାନାଧିକାରୀ ମାନସର ରଞ୍ଜନ ମିଶ୍ର ନଂ. ୩୬, ୩୭ ଏବଂ ୩୮/୨୦ରେ ମାମଲା ରୁଜୁ କରିଛନ୍ତିି। ମହାମାରୀ କରୋନାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?