କଟକ

ବୁଲାକୁକୁରଙ୍କ ପାଇଁ ଦେବଦୂତ ସାଜିଛନ୍ତି ଜ୍ୟୋତିରଞ୍ଜନ

ନିଶ୍ଚିନ୍ତକୋଇଲି,୬ା୪(ସ୍ବ.ପ୍ର.) : କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଲକ୍‌ଡାଉନ୍‌ ଯୋଗୁ ୧୦ ଦିନ ହେଲା ବୁଲା କୁକୁରମାନେ ଖାଇବାକୁ ପାଉନାହାନ୍ତି। ଫଳରେ ଏହି କୁକୁରମାନଙ୍କ ପାଇଁ ଦେବଦୂତ ସାଜିଛନ୍ତି ଜ୍ୟୋତିରଞ୍ଜନ ସାହୁ। ସେ ସବୁଦିନ କୁକୁର, କାଉ ଏବଂ ଅନ୍ୟ…

ଶଟ୍‌ଡାଉନରେ ରୋଗୀ ସେବା କଲେ ପୂର୍ବତନ ବିଧାୟକ

ଚୌଦ୍ୱାର,୫ା୩(ଡି.ଏନ୍‌.ଏ): କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ପାଇଁ କଟକ ସହର ସମେତ ଚୌଦ୍ୱାର ସହର ମଧ୍ୟ ଶଟ୍‌ଡାଉନ ରହିଛି। ଶୁକ୍ରବାର ସନ୍ଧ୍ୟାରେ ଚୌଦ୍ୱାର ପୋଲିସ ତରଫରୁ ଡାକବାଜୀ ଯନ୍ତ୍ର ଯୋଗେ ଶଟ୍‌ଡାଉନ ପ୍ରଚାର ହେବାପରେ ଦୋକାନ ବଜାରରେ କିଛିସମୟ ପାଇଁ ଗ୍ରାହକଙ୍କ…

ଚୌଦ୍ୱାର ସାନିଟାଇଜ୍‌ ହୋଇ ନ ଥିବାରୁ ଜନଅସନ୍ତୋଷ

ଚୌଦ୍ୱାର,୫ା୪(ଡି.ଏନ୍‌.ଏ.): କରୋନା ଭଳି ଭୁତାଣରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଏବେ ଚିନ୍ତାରେ। ଏହାକୁ ରୋକିବା ଲାଗି ସଚେତନତା ହିଁ ଏକମାତ୍ର ବିକଳ୍ପ ବୋଲି ସରକାର କହୁଛନ୍ତି। ନିଜେ ସ୍ବଚ୍ଛ ରହିବା ସହ ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ପରାମର୍ଶ…

ନିଆରା କରୋନା ସଚେତନତା ବାର୍ତ୍ତା : ଘର ଆଗରେ ‘ଅତିଥିଙ୍କୁ ମନା’ ପୋଷ୍ଟର ଲଗାଇଲେ ମହିଳା

କଟକ ଅଫିସ, ୫।୪: କରୋନା ସହ ଲଢିବାକୁ ହେଲେ ସାମାଜିକ ଦୂରତା ରକ୍ଷା କରିବାକୁ ପଡ଼ିବ। ଏହାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି । ଏପରିସ୍ଥଳେ କଟକର କିଛି ମହିଳା କରୋନାକୁ ନେଇ ସଚେତନ କରିବାକୁ ଭିନ୍ନ ପ୍ରୟାସ…

ବିଦ୍ୟୁତ ଆଘାତରେ ବାଳକ ଗୁରୁତର, ମାନବିକତା ଦେଖାଇଲେ ଥାନାଧିକାରୀ

ନରାଜ,୫/୪(ଡି. ଏନ.ଏ) – କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ବ୍ରାହ୍ମଣୀଗାଁ ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ୭ବର୍ଷର ବାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ସହି ଗ୍ରାମର ଆଦିତ୍ୟ ଦାସ। ଖବରରୁ ପ୍ରକାଶ, ରବିବାର ଆଦିତ୍ୟ ଘରେ ଖେଳୁଥିବା…

ଗାଁ ଦାଣ୍ଡ ଧୋଇଲେ, ଘର କାନ୍ଥ ବିଶୋଧନ କଲେ ଗ୍ରାମବାସୀ

କଣ୍ଟାପଡା, ୫|୪(ଡି.ଏନ.ଏ.) – ମହାମାରୀ କରୋନା ପ୍ରକୋପରୁ ଗାଁକୁ ସୁରକ୍ଷା ଦେବାପାଇଁ ଗତ ୩ ଦିନହେଲା କଟକ ଜିଲା ଅନ୍ତର୍ଗତ କଣ୍ଟାପଡା ଗାଁର ବିଭିନ୍ନ ରାସ୍ତାକୁ ସିଲ କରିଦିଆ ଯାଇଛି। ଏହାସତ୍ତ୍ୱେ କେତେଜଣ ସଂକ୍ରମଣ ଆଶଙ୍କା ରହିଛି। ଫଳରେ ଗ୍ରାମବାସୀମାନେ ସ୍ଵଛତାକୁ…

କଟକରେ ଉତ୍ତେଜନା: ପୋଲିସକୁ ଢେଲାମାଡ଼

କଟକ ଅଫିସ, ୫।୪: ସଟ୍ ଡାଉନ ଚାଲିଥିବା ବେଳେ କଟକ ସହରରେ ରବିବାର ଉତ୍ତେଜନା ଦେଖା ଦେଇଛି। କେଶରପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ସକାଳେ ଗଣ୍ଡଗୋଳ ଦେଖା ଦେଇଥିଲା। ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଦୁଇ ଗୋଷ୍ଠୀଂକ ଭିତରେ ପାଟିତୁଣ୍ଡ ଚାଲିଥିବା…

ସଟ୍ ଡାଉନ : ୨୪ ଘଣ୍ଟାରେ କଟକରେ ୪ ମାମଲା

କଟକ ଅଫିସ,୫।୪- କଟକ ସହରରେ ୪୮ ଘଣ୍ଟିଆ ସଟ୍ ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ନିୟମକୁ ଉଲଘଂନ କରୁଥିବା ବ୍ୟକ୍ତି ମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଶନିବାର ସକାଳଠାରୁ ରବିବାର ସକାଳ ଭିତରେ ୪ଟି ମାମଲା ରୁଜୁ କରାଯାଇଛି। ଏଥି…

କଟକରେ ପ୍ରଥମ କରୋନା ଆକ୍ରାନ୍ତ : ପଟାପୋଲ ଅଞ୍ଚଳ ସିଲ କଲା ସିଏମସି

କଟକ ଅଫିସ,୪। ୪- କଟକ ସହରର ପଟାପୋଲ ଅଞ୍ଚଳକୁ ସିଲ କରିଛି କଟକ ମହାନଗର ନିଗମ(ସିଏମସି )। ଶନିବାର ସନ୍ଧ୍ୟାରେ ସିଏମ୍ସି ପକ୍ଷରୁ ଏହା ଘୋଷଣା କରାଯାଇଛି। ପ୍ରଥମ କରୋନା ଆକ୍ରାନ୍ତ ଚିନ୍ହଟ ହେବା ପରେ ଏହି ପଦକ୍ଷେପ ନିଆଯାଇଛି। ଶନିବାର…

କରୋନା ମୁକାବିଲା ପାଇଁ ସହାୟତାର ହାତ ବଢାଇଲା ରେଭେନଶା

କଟକ ଅଫିସ,୪/୪- ରେଭେନଶା ବିଶ୍ୱବିଦ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୪,୫୨,୬୯୧ ଟଙ୍କା ଶନିବାର ସହାୟତା ପ୍ରଦାନ କରାଯାଇଛି । ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ସମସ୍ତ ଅଧ୍ୟାପକ ଏବଂ କର୍ମଚାରୀ ସେମାନଙ୍କର ଗୋଟିଏ ଦିନର ଦରମା କରୋନା ମୁକାବିଲା ପାଇଁ ରାଜ୍ୟ…

ସଫଳ ହେଉଛି ସଟ୍ ଡାଉନ୍‌: କେବଳ ଜରୁରୀକାଳୀନ କର୍ମଚାରୀଙ୍କୁ ପାସ୍‌

କଟକ ଅଫିସ୍‌, ୪ା୪(ବ୍ୟୁରୋ) : ୪୮ ଘଣ୍ଟିଆ ସଟ୍ ଡାଉନ୍ ଘୋଷଣା ପରେ ସହରର ପ୍ରତ୍ୟେକ ଛକ, ଗଳିର ପ୍ରବେଶ ପଥରେ ଜଗି ରହିଛି ପୋଲିସ । ପୋଲିସର ଅସ୍ଥାୟୀ ଶିବିର ସାଧାରଣ ଲୋକଙ୍କ ଗତିବିଧି ଉପରେ ନଜର ରଖୁଛି ।…

କଟକରେ କଡ଼ା କଟକଣା: ଗ୍ରୀନ କରିଡରରେ ଆସିଲେ ଗର୍ଭବତୀ

କଟକ ଅଫିସ୍‌, ୪ା୪- ସଟ୍ ଡାଉନରେ ଫସିଥିବା ଜଣେ ଗର୍ଭବତୀଙ୍କୁ ତୁରନ୍ତ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ପୋଲିସ ପ୍ରସ୍ତୁତ କରିଥିଲା ଗ୍ରୀନ କରିଡର । ରାସ୍ତା ଉପରୁ ହଟିଗଲା ସମସ୍ତ ବ୍ୟାରିକେଡ୍ । ଗର୍ଭବତୀ ଜଣଙ୍କ କିପରି ତୁରନ୍ତ ମେଡ଼ିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?