କଟକ

ଚୌଦ୍ୱାରରେ ଜନତା କର୍ଫ୍ୟୁ: ଦୋକାନ ବଜାର ବନ୍ଦ, ଚାଲୁ ରହିଛି ଜରୁରୀ ସେବା

ଚୌଦ୍ୱାର,୨୨।୩(ଡି.ଏନ୍‌.ଏ.):କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଦିଗରେ ସଚେତନ କରାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦଅ ମୋଦି ଜନତା କର୍ଫ୍ୟୁ ଲାଗି ନିବେଦନ କରିଥିଲେ। ଏହାର ପ୍ରଭାବ ରବିବାର କଟକ ଜିଲା ଚୌଦ୍ୱାରରେ ଦେଖିବାକୁ ମିଳିଛି। ଚୌଦ୍ୱାର ସମେତ ଅନ୍ୟ ସମସ୍ତ ଅଞ୍ଚଳରେ ଦୋକାନ…

ବାପାଙ୍କୁ ହତ୍ୟାକରି ଆତ୍ମହତ୍ୟା କଲେ ପୁଅ

ଚୌଦ୍ୱାର,୨୨।୩(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ସହରରେ ଘଟିଛି ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ଘଟଣାକୁ ନେଇ ପୁଅ ବାପାଙ୍କୁ ହତ୍ୟା କରିବା ପରେ ନିଜେ ମଧ୍ୟ ଆତ୍ମହତ୍ୟା କରିଛନ୍ତି। ମୃତ ବାପା ହେଲେ ଚୌଦ୍ୱାର ପୌରପାଳିକାର ୧୧ ନଂ…

କଟକ ରେଳ ଷ୍ଟେଶନ ଖାଁ ଖାଁ

କଟକ ଅଫିସ,୨୨।୩: ଜନତା କର୍ଫ୍ୟୁର ପ୍ରଭାବ ରବିବାର କଟକ ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ଟ୍ରେନ ଚଳାଚଳ ବାତିଲ ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା। ଏଣୁ ଯାତ୍ରୀମାନେ ଆସି ନ ଥିବାରୁ ଷ୍ଟେଶନ ପରିସର ଖାଁ ଖାଁ ହୋଇପଡ଼ିଛି। ତେବେ କଟକ…

ଅଟକିଲା କଟକ

କଟକ ଅଫିସ,୨୨।୩: କଟକ ସହରରେ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୭ଟାରୁ ସହରର ରାସ୍ତାଘାଟ ଶୂନଶାନ ହୋଇପଡିଛି। ବାଦାମବାଡ଼ି ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ ବନ୍ଦ ରହିଛି। ପୂର୍ବରୁ ଏ ନେଇ ବସ୍‌ ମାଲିକ ସଂଘ ପକ୍ଷରୁ ଘୋଷଣା କରାଯାଇଥିଲା।…

କଟକର ଆଉ ୨୦ ହୋଟେଲ୍‌ରେ କ୍ବାରାଣ୍ଟାଇନ୍‌ ସୁବିଧା

କଟକ ଅଫିସ,୨୨।୩: କଟକ ସହରର ଆଉ ୨୦ଟି ହୋଟେଲ୍‌ରେ କ୍ବାରାଣ୍ଟାଇନ୍‌ ସୁବିଧା କରାଯାଇଛି। ସିଏମ୍‌ସି ଏହି ପଦକ୍ଷେପ ନେଇଥିବାବେଳେ ଏଥିରେ ସହଯୋଗ କରିଛି ‘ଓୟୋ ରୁମ୍‌’। ଏହି ହୋଟେଲ୍‌ଗୁଡ଼ିକ ହେଲା ହୋଟେଲ୍‌ ବିଜୟ, ହୋଟେଲ୍‌ ନ୍ୟୁ ଜସ୍ମିମ୍‌, ହୋଟେଲ୍‌ ବାସନ୍ତୀ, ହୋଟେଲ୍‌…

ଏସ୍‌ସିବିରେ ବନ୍ଦ ରହିବ ନିୟମିତ ଅପରେଶନ

କଟକ ଅଫିସ, ୨୨।୩: କରୋନା ବିଶ୍ୱରେ ମହାମାରୀ ରୂପ ନେଇଛି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇ ଥିବା ଜନତା କର୍ଫ୍ୟୁର ପ୍ରଭାବ ଏସ୍‌ସିବି ମେଡିକାଲରେ ମଧ୍ୟ ପଡିବ। ଏହାକୁ ଦୃଷ୍ଟିରେ ରଖି ଏସ୍‌ସିବି ମେଡିକାଲରେ ହେବାକୁ ଥିବା ସମସ୍ତ ନିୟମିତ ଅପରେସନ…

ବାରବାଟୀ ଷ୍ଟାଡିୟମରେ ହେବ ଆଇସୋଲେଶନ ୱାର୍ଡ

କଟକ ଅଫିସ,୨୧ା୩ : କଟକ ବାରବାଟୀ ଷ୍ଟାଡିୟମକୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତ କରାଯାଉଛି। ଏ ନେଇ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ଭୂତାଣୁ ଭୟାବହତାକୁ ଦୃଷ୍ଟିରେ ରଖି ଏବେଠାରୁ ଏଭଳି…

କାର୍ଯ୍ୟକାଳ ସରିବା ପୂର୍ବରୁ ବଦଳିଲେ କୁଳସଚିବ

କଟକ ଅଫିସ,୨୧ା୩: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କୁଳସଚିବ ଭାବେ କାର୍ଯ୍ୟ କରୁଥିବା ଅଶୋକ କୁମାର ଦାଶଙ୍କୁ ରାଜ୍ୟ ସରକାରଙ୍କ ଜେନେରାଲ ଆଡମିନିଷ୍ଟ୍ରେଶନ ଆଣ୍ଡ ପର୍ସନାଲ ଗ୍ରିଭାନ୍ସ ବିଭାଗକୁ ବଦଳି କରାଯାଇଛି। ଏ ନେଇ ଶୁକ୍ରବାର କୁଳାଧିପତି ତଥା ରାଜ୍ୟପାଳଙ୍କ କାର୍ଯ୍ୟାଳୟରୁ ନୋଟିସ ଜାରି…

ଘୁଞ୍ଚିଲା ହାଇକୋର୍ଟ ବାର୍‌ ନିର୍ବାଚନ

କଟକ ଅଫିସ,୧୯।୩ : ଆସନ୍ତା ୨୮ତାରିଖରେ ହାଇକୋର୍ଟ ବାର୍‌ ସମେତ ରାଜ୍ୟର ସମସ୍ତ ବାର୍‌ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନକୁ କରୋନା ପାଇଁ ଘୁଞ୍ଚାଇ ଦିଆଯାଇଛି। ଏହି ନିର୍ବାଚନ ଏପ୍ରିଲ ୨୫ତାରିଖରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ…

ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ

କଟକ ଅଫିସ,୧୯।୩ : ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ଦ୍ୱାରା ଆୟୋଜିତ ଦଶମ ଶ୍ରେଣୀ ପରୀକ୍ଷା ଖାତା ମୂଲ୍ୟାୟନ ଗୁରୁବାରଠାରୁ ଆରମ୍ଭ ହେବ। ୬୧ଟି କେନ୍ଦ୍ରରେ ପ୍ରାୟ ୧୬ହଜାର ପରୀକ୍ଷକ ନିୟୋଜିତ ହୋଇଛନ୍ତି। ଖାତା ମୂଲ୍ୟାୟନ ପାଇଁ ସମସ୍ତ କେନ୍ଦ୍ରଗୁଡ଼ିକରେ ବୁଧବାର…

ହୋଟେଲରେ ହେବ ଆଇସୋଲେଶନ୍‌ ୱାର୍ଡ

କଟକ ଅଫିସ,୧୯।୩: କରୋନା ଭୂତାରୁ ସଂକ୍ରମଣକୁ ରୋକିବା ପାଇଁ ଆବଶ୍ୟକ ସ୍ଥଳେ ହୋଟେଲ ରୁମ୍‌କୁଗୁଡ଼ିକୁ ଆଇସୋଲେଶନ୍‌ ୱାର୍ଡ ଭାବେ ବ୍ୟବହାର କରାଯିବ। ହୋଟେଲ ରୁମରେ ରହୁଥିବା ବ୍ୟକ୍ତିବିଶେଷ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ସନ୍ଦେହ କରାଗଲେ ତାଙ୍କୁ ବାହାରକୁ ନିଆଯିବା ଅପେକ୍ଷା…

ପକ୍ଷାଘାତରେ ଚାନ୍ଦି ମେଢ଼ର ଅନନ୍ୟ ବିନ୍ଧାଣି

କଟକ ଅଫିସ,୧୯।୩: ତାରକସୀ କାର୍ଯ୍ୟ ପାଇଁ ସାରା ଦେଶରେ କଟକ ସହରର ସ୍ବତନ୍ତ୍ର ପରିଚୟ ରହିଛି। ହେଲେ ଏହାକୁ ନିର୍ମାଣ କରୁଥିବା ବିନ୍ଧାଣୀଙ୍କୁ କ୍ୱଚିତ ଜାଣିଥାନ୍ତି। ଜଣେ ଚାନ୍ଦିମେଢ ଲାଗି ପ୍ରଥମେ ଡିଜାଇନ ପ୍ରସ୍ତୁତ କରିଥାନ୍ତି। ଆଉ ସେହି ଡିଜାଇନ ମୁତାବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?