କଟକ

ଦୋକାନର ନାଁ ‘ଗବର୍‌’ କଫିର ନାଁ ‘ବାସନ୍ତୀ’

କଟକ ଅଫିସ,୧୬।୩: କଟକ ମହାନଦୀ ବିହାର ଛକରେ ରହିଛି ଏକ ଦୋକାନ। ଯାହାର ନାଁ ହେଉଛି ଗବର୍‌। ବଲିଉଡ୍‌ ଷ୍ଟାର ଅକ୍ଷୟ କୁମାରଙ୍କ ଅଭିନୀତ ଚଳଚ୍ଚିତ୍ର ‘ଗବର ଇଜ୍‌ ବ୍ୟାକ୍‌’ରୁ ଅନୁପ୍ରାଣିତ ହୋଇ ଏଭଳି ନିଆରା ଦୋକାନ କରିଛନ୍ତି ରଞ୍ଜନ କୁମାର…

ଇଟାଲି ଫେରନ୍ତାଙ୍କ ରିପୋର୍ଟ ନେଗେଟିଭ୍‌

କଟକ ଅଫିସ,୧୬।୩: କରୋନା ସନ୍ଦେହରେ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଥିବା ଯୁବକଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ତାଙ୍କ ଘର କଟକରେ ହୋଇଥିବା ବେଳେ ସେ ଇଟାଲିରେ ଇଞ୍ଜିନିୟର୍‌ ଭାବେ କାମ କରୁଥିଲେ। ଗତ ୨ତାରିଖରେ ସେ ଘରକୁ ଫେରିଥିଲେ। ପରେ…

ସରପଞ୍ଚଙ୍କ ସ୍ବାମୀ,ଖବରଦାତାଙ୍କୁ ହାଣି ହତ୍ୟା

ବାଙ୍କୀ, ୧୫ା୨ (ସ୍ବ.ପ୍ର.)- ବାଙ୍କୀରେ ଘଟିଛି ଡବଲ ମର୍ଡର। ବରପୁଟ ପଞ୍ଚାୟତର ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ନୂଆଗଁା ସରପଞ୍ଚଙ୍କ ସ୍ବାମୀ ଓ ଜଣେ ଖବରଦାତାଙ୍କୁ ଶନିବାର ଅପରାହ୍ନରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଲେ ଖଜୁରିପଦା ନୂଆଗାଁ ପଞ୍ଚାୟତ…

୪୮ ସଂକୀର୍ତ୍ତନ ମଣ୍ଡଳୀ: ହଜିଯାଉଥିବା ସଂକୀର୍ତ୍ତନକୁ ବଞ୍ଚାଇ ରଖିବାର ପ୍ରୟାସ

ନରାଜ,୧୫।୩(ଡି.ଏନ୍‌.ଏ.): ପ୍ରାଚୀନ ଭାରତୀୟ ଆଧ୍ୟାତ୍ମିକ ପରମ୍ପରାରେ କୀର୍ତ୍ତନ ସବୁ ଧର୍ମ ସହ ଜଡ଼ିତ। ହିନ୍ଦୁ ,ବୌଦ୍ଧ ଓ ଶିଖ୍‌ ଧର୍ମରେ ଏହା ବିଶେଷ ଭାବେ ପ୍ରଚଳିତ। ଜନମାନସରେ ଏହାକୁ ରୁଚିକର କରିବା ପାଇଁ ସଂକୀର୍ତ୍ତନ ବୋଲି କୁହାଯାଏ। ଖୋଳ ଓ ତାଳ…

ବିପଦସଙ୍କୁଳ ଅବସ୍ଥାରେ ୩୩ କେଭି ବିଦ୍ୟୁତ୍‌ ତାର

ଚୌଦ୍ୱାର,୧୫।୩(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା କପାଳେଶ୍ୱର ୟୁ.ପି. ସ୍କୁଲ ଠାରୁ ୪ନଂ. ଓ୍ବାର୍ଡ ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ତାର ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ତାରକୁ ସ୍ଥାନାନ୍ତର ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଚୌଦ୍ୱାର…

ବଲିଉଡ୍‌ ଫିଲ୍ମରେ ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ ମୁଖ୍ୟ କ୍ରିଷ୍ଣା ରେଡ୍ଡୀ

କଟକ ଅଫିସ,୧୫।୩: ପ୍ରିନ୍ସ ଡ୍ୟାନ୍ସ ଗ୍ରୁପର ମୁଖ୍ୟ କ୍ରିଷ୍ଣା ରେଡ୍ଡୀଙ୍କୁ ମିଳିଛି ବଲିଉଡ୍‌ ଟିକେଟ୍‌। ଏକ ରିୟଲିଟି ସୋ’ରେ ଭାଗ ନେବା ସହ ନିଜ ନୃତ୍ୟ ମାଧ୍ୟମରେ ସାରା ଦେଶରେ ଚର୍ଚ୍ଚିତ ହୋଇଥିବା ବ୍ରହ୍ମପୁର ଅଞ୍ଚଳର କ୍ରିଷ୍ଣା ଏବେ ଅଭିନୟ ମାଧ୍ୟମରେ…

ନୂଆ ଠିକଣା ଅପେକ୍ଷାରେ ବାଦାମବାଡ଼ି ବସ୍‌ଷ୍ଟାଣ୍ଡ

ଓଡ଼ିଶାରେ ଏମିତି କମ୍‌ ପ୍ରମୁଖ ଅଞ୍ଚଳ ଥିବ, ଯେଉଁ ଅଞ୍ଚଳକୁ ବାଦାମବାଡ଼ି ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ କରୁ ନ ଥିବ। ଅର୍ଥାତ୍‌ ରାତି ପାହିଲେ ସାରା ରାଜ୍ୟରୁ ଲୋକମାନଙ୍କ ପାଦ ଏହି ବସ୍‌ଷ୍ଟାଣ୍ଡରେ ପଡ଼ିଥାଏ। ବୈଶାଖର ତାତି ହେଉ ଅବା, ଆଷାଢ଼ର…

କରୋନା ମୁକାବିଲା ପାଇଁ ଏସ୍‌ସିବି ପ୍ରସ୍ତୁତ

କଟକ ଅଫିସ, ୧୪।୩: ଚାଇନାରୁ ସୃଷ୍ଟି ହୋଇଥିବା କରୋନା ଭାଇରସ୍‌ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କଟକ ଏସ୍‌ସିବି ମେଡିକାଲ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏ ନେଇ ଶନିବାର ଜରୁରିକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ତାଙ୍କ ସୂଚନା…

‘ସତର୍କ ରହିଲେ ମୁକାବିଲା କରିହେବ’

କଟକ ଅଫିସ, ୧୪।୩: ରାଜ୍ୟରେ କରୋନା ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ବାଟାଲିୟନ୍‌, ବାରାକ୍ସ ଓ ବିଭିନ୍ନ ପୋଲିସ ପ୍ରତିଷ୍ଠାନକୁ କରୋନା ଭୟ ରହିଥିବାରୁ ଏଥିପାଇଁ ସତର୍କ ହୋଇପଡିଛି ପୋଲିସ ବିଭାଗ।…

କସର୍ଦା ଫାଣ୍ଡିକୁ ବୋମା ମାଡ଼, ଅଭିଯୁକ୍ତ ଗିରଫ

ନିଆଳି,୧୪।୩(ଡି.ଏନ୍‌.ଏ.): ନିଆଳି ଥାନା ଅନ୍ତର୍ଗତ ଦେବୀ-କନ୍ଦଳ ଦ୍ୱୀପାଞ୍ଚଳର କସର୍ଦା ଫାଣ୍ଡି ଉପରକୁ ବୋମାମାଡ଼ କରିବା ଅଭିଯୋଗରେ ଶୁକ୍ରବାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ କର୍ସଦା ଗ୍ରାମର ଦିଲୀପ ପ୍ରଧାନ। ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଦୋପଟି…

ସିନେମା ହଲ୍‌, ଜିମ୍‌ରେ କରୋନା ପ୍ରଭାବ

କଟକ ଅଫିସ,୧୪।୩: କରୋନା ଭୂତାଣୁ ସଂକ୍ରମଣର ଭୟ ଏବେ ସମଗ୍ର ବିଶ୍ୱକୁ ଚିନ୍ତିତ କରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଶୁକ୍ରବାର ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଜନସମାଗମକୁ ଏଡାଇବା ଏହି ପଦକ୍ଷେପର ମୂଳଲକ୍ଷ୍ୟ। ଇତିମଧ୍ୟରେ…

ବିଚାର ହେବନି ଏକକାଳୀନ ୧୦ରୁ ଊର୍ଦ୍ଧ୍ୱ ମାମଲା

କଟକ ଅଫିସ୍‌,୧୪।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମ୍‌କୋର୍ଟ ଏବଂ ରାଜ୍ୟର ଅନ୍ୟ କେତେକ ହାଇକୋର୍ଟ ଭଳି ଓଡ଼ିଶା ହାଇକୋର୍ଟ ମଧ୍ୟ ଶୁକ୍ରବାର ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ହାଇକୋର୍ଟ ପରିସରରେ ଅଯଥା ଗହଳି ନ କରିବା ଏବଂ ଏକକାଳୀନ ୧୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?