ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
କଟକ ଅଫିସ,୧୪।୩: ଚାଉଳିଆଗଞ୍ଜ ଅଞ୍ଚଳରେ ଥିବା ଏକ ହଷ୍ଟେଲରୁ ଶୁକ୍ରବାର ପୋଲିସ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ କନ୍ଧମାଳ ଜିଲା ବ୍ରାହ୍ମଣିଗଁ। ଥାନା ଅଞ୍ଚଳର ଅରୁଣ ଉଥାନ ସିଂହଙ୍କ ଝିଅ ପ୍ରୀୟା ଉଥାନ ସିଂହ(୧୨)। ତାଙ୍କ ଝିଅକୁ…
ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର, ଯୁବକ ଗିରଫ
ନିଆଳି,୧୪।୩ (ଡି.ଏନ୍.ଏ.): ନିଆଳି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାରେ ନିଆଳି ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ପରିଡା(କୁନା)। ସୂଚନା…
‘ପ୍ରୋତ୍ସାହନ ନ ମିଳିଲେ ବୁଡ଼ିଯିବ ଛଉନୃତ୍ୟ’
କଟକ ଅଫିସ,୧୪।୩: ଓଡ଼ିଶା ମାଟିର ନିଜସ୍ବ ଲୋକନୃତ୍ୟ ହେଉଛି ଛଉ। ମୟୂରଭଞ୍ଜରେ ଏହି କଳାର ଉତ୍ପତ୍ତି। ଭାରତର ସମସ୍ତ ଲୋକନୃତ୍ୟଗୁଡ଼ିକ ଭିତରେ ଛଉନୃତ୍ୟର ସ୍ଥାନ ମଧ୍ୟ ସ୍ବତନ୍ତ୍ର। ପଣ୍ଡିତ ଗୁରୁ ଶ୍ୟାମା ଚରଣ ଏଯାବତ୍ ୬୮ଟି ରାଷ୍ଟ୍ରରେ ଛଉନୃତ୍ୟ ପରିବେଷଣ କରି…
ଏସ୍ସିବିରେ ୨ ସ୍ବାଇନ୍ ଫ୍ଲୁ ସନ୍ଦିଗ୍ଧ
କଟକ ଅଫିସ,୧୪।୩: କଟକ ଏସ୍ସିବି ମେଡିକାଲରେ ସ୍ବାଇନ୍ ଫ୍ଲୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଦୁଇଜଣ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଛାତ୍ର ସହରର ଏକ କଲେଜରେ ପଢୁଛନ୍ତି। ଏହି ଛାତ୍ରଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ଜଣଙ୍କୁ ଅବଜର୍ଭେସନ୍ରେ ରଖାଯାଇଥିବା ସୂଚନା…
କରୋନା ମୁକାବିଲା ପ୍ରସ୍ତୁତି: ଔଷଧ, ଷ୍ଟାଫ୍ ମାଗିଲା ଏସ୍ସିବି
କଟକ ଅଫିସ, ୧୩।୩: କରୋନା ମୁକାବିଲା ପାଇଁ କଟକ ଏସ୍ସିବି ମେଡିକାଲରେ ଏକ ସ୍ବତନ୍ତ୍ର ଓ୍ବାର୍ଡ ଗଠନ କରାଯାଇଛି। ଏହି ସ୍ବତନ୍ତ୍ର ଓ୍ବାର୍ଡ ପାଇଁ ଔଷଧ ଓ ଷ୍ଟାଫ୍ ଯୋଗାଇ ଦେବାକୁ ଏସ୍ସିବି ମେଡିକାଲ ଅଧିକ୍ଷକଙ୍କ ପକ୍ଷରୁ ଶୁକ୍ରବାର ଡିଏମ୍ଇଟିଙ୍କୁ ଏକ…
ପାଟ୍ରୋଲିଂ ସମୟରେ ଚୋରା ଗାଡ଼ି ଧରିଲା ପୋଲିସ
ଆଠଗଡ଼,୧୩।୩(ସ୍ବ.ପ୍ର.): ଚୋରଙ୍କୁ ଅଡୁଆ ଏବେ ପୋଲିସର ଚେକିଂ। ଏହାର ପ୍ରଭାବ ଆଠଗଡ଼ରେ ଦେଖିବାକୁ ମିଳିଛି। ଗୁରୁବାର ରାତିରେ ଏକ ଚାରିଚକିଆ ଚୋରା ଗାଡ଼ିକୁ ଦୁର୍ବୃତ୍ତମାନେ ଆଠଗଡ଼ ରଥଗଡ଼ା ଛକଠାରେ ଛାଡ଼ି ଫେରାର ହୋଇଯାଇଥିଲେ। ଏହାକୁ ପାଟ୍ରୋଲିଂ କରୁଥିବା ପୋଲିସ ଉଦ୍ଧାର କରିଛି।…
କାଠଯୋଡ଼ିରୁ ଅଚିହ୍ନା ମୃତଦେହ ଉଦ୍ଧାର: ହୋଲିରେ ହତ୍ୟାକରି ଫିଙ୍ଗି ଦେଇଥିବା ସନ୍ଦେହ
କଟକ ଅଫିସ,୧୩।୩: ସହରର ସୁଭାଷ ସେତୁ ନିକଟସ୍ଥ କାଠଯୋଡ଼ି ନଦୀରୁ ଶୁକ୍ରବାର ମଧ୍ୟାହ୍ନରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସିଡିଏ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଏହି ମୃତଦେହ ଉଦ୍ଧାର କରିଥିବା ବେଳେ ମୃତକଙ୍କର କୌଣସି ପରିଚୟ ମିଳିପାରିନାର୍ହିଁ। ମୃତକ…
ଲାଞ୍ଚ ନେଇ କନିଷ୍ଠ କିରାଣି ଗିରଫ
କଟକ ଅଫିସ,୧୩।୩: ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ କଟକ କାଜିବଜାରସ୍ଥିତ ଭକ୍ତମଧୁ ବିଦ୍ୟାପୀଠର କନିଷ୍ଠ କିରାଣି ନାରାୟଣ ସାହୁଙ୍କୁ ଗୁରୁବାର ଭିଜିଲାନ୍ସ ବିଭାଗ ଗିରଫ କରି କୋର୍ଟଚାଲାଣ କରିଛି। ମିଳିଥିବା ସୂଚନା ଅନୁଯାୟୀ, ସହକାରୀ ଶିକ୍ଷକ ସୁମନ୍ତ କୁମାର ଧାନିକ…
ଅଧାବାଟରୁ ବରଙ୍କୁ ଉଠାଇ ନେଲା ପୋଲିସ, ମଙ୍ଗୁଳା ରହିଲେ କନ୍ୟା
ଆଠଗଡ଼,୧୨।୩(ସ୍ବ.ପ୍ର.): କଟକ ଜିଲା ବାଙ୍କି ଥାନା ଅନ୍ତର୍ଗତ କଦଳୀବାଡ଼ି ଗ୍ରାମରେ ଜମିଜମା ଗଣ୍ଡଗୋଳକୁ ନେଇ ୨୦୧୮ ଫେବୃୟାରୀ ୭ ତାରିଖରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଉକ୍ତ ହତ୍ୟାକାଣ୍ଡରେ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ତାଳବରକୋଟ ଗ୍ରାମର ରମେଶ ସ୍ବାଇଁଙ୍କ ପୁଅ ପ୍ରକାଶ…
ସଂଶୋଧିତ ମୋଟର ଯାନ ଆଇନ: ୧୦ଦିନରେ କଟିଲା ୨୩ ହଜାର ଚାଲାଣ
କଟକ ଅଫିସ,୧୨ା୩: ଓଡ଼ିଶାରେ ସଂଶୋଧିତ ମୋଟରଯାନ ଆଇନ ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ଲାଗୁ କରାଯାଇଛି। ରାଜ୍ୟବ୍ୟାପୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍ଟିଓ) ଏବଂ ପୋଲିସ ତରଫରୁ ବ୍ୟାପକ ଯାଞ୍ଚ ଏବଂ ଜରିମାନା ଆଦାୟ କରାଯାଉଛି। ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍ଟିଏ) ତରଫରୁ ମିଳିଥିବା ସୂଚନା…
ଏସ୍ସିବିର ୬ ସନ୍ଦିଗ୍ଧଙ୍କ ନମୁନା ନେଗେଟିଭ୍
କଟକ ଅଫିସ୍,୧୨ା୩: କରୋନା ଭୁତାଣୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ବିଭିନ୍ନ ସମୟରେ କଟକ ଏସ୍ସିବି ମେଡିକାଲ୍ରେ ଭର୍ତ୍ତି ହୋଇଥିବା ୬ଜଣକ ନମୁନା ରିପୋର୍ଟ ଆସିଯାଇଛି। ସମସ୍ତଙ୍କ ରିପୋର୍ଟ ନେଗେଟିଭ୍ ରହିଛି। ସେମାନଙ୍କ ମଧ୍ୟରୁ ୪ଜଣଙ୍କୁ ବୁଧବାର ଡିସ୍ଚାର୍ଜ କରାଯାଇଛି। ସେମାନଙ୍କ ମଧ୍ୟରେ…
ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ବିବୁଧେନ୍ଦ୍ରଙ୍କ ପ୍ରତିମୂର୍ତ୍ତି
କଟକ ଅଫିସ,୧୨ା୩: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଘନିଷ୍ଠ ସହଯୋଗୀ, କ୍ରାନ୍ତିକାରୀ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିବୁଧେନ୍ଦ୍ର ମିଶ୍ରଙ୍କ ପ୍ରତିମୂର୍ତ୍ତି ବାରବାଟୀ ଷ୍ଟାଡିୟମସ୍ଥିତ ବିବୁଧେନ୍ଦ୍ର ମାର୍ଗଠାରେ ବୁଧବାର ଲୋକାର୍ପିତ କରାଯାଇଛି। ସ୍ବର୍ଗତ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ କଟକ…

