କଟକ

ବାରିପଦା ଫାଶୀଦଣ୍ଡ ମାମଲା: ୧୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧: ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରିବା ଘଟଣାର ଅଭିଯୁକ୍ତ ଯାମିନୀକାନ୍ତ ମହନ୍ତଙ୍କୁ ତଳକୋର୍ଟ ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି। ଉକ୍ତ ଫାଶୀ ଦଣ୍ଡାଦେଶ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ବିଚାରପତି ଜଷ୍ଟିସ ଅକ୍ଷୟ କୁମାର ମିଶ୍ର…

ମଧ୍ୟାହ୍ନଭୋଜନ ଖାଇ ୨୫ ଛାତ୍ରୀଛାତ୍ର ଅସୁସ୍ଥ, କଟକ ବଡ଼ ମେଡିକାଲରେ ଭର୍ତ୍ତି

ନରାଜ,୯।୧(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ଷଣ୍ଢପୁର ଉପ୍ରା ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ମଧ୍ୟାହ୍ନଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରୁଥିବା ୨୫ଜଣ ପିଲାଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ସୂଚନାନୁଯାୟୀ, ସ୍କୁଲର ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଥିଲା। ମଧ୍ୟାହ୍ନ ସମୟରେ…

କଳାହାଣ୍ଡି ଜିଲାପାଳ, ଏସ୍‌ପିଙ୍କୁ ହାଇକୋର୍ଟଙ୍କ ଆଦେଶ: ଛତର ଯାତ୍ରାରେ ବଳି ବନ୍ଦ ପାଇଁ ପଦକ୍ଷେପ ନିଅ

କଟକ ଅଫିସ, ୯ା୧: କଳାହାଣ୍ଡି ଜିଲାର ପ୍ରସିଦ୍ଧ ଛତର ଯାତ୍ରାରେ ବଳି ବନ୍ଦ ପାଇଁ ଜିଲାପାଳ, ଏସ୍‌ପି ପଦକ୍ଷେପ ନେବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ଏଥିପାଇଁ ହାଇକୋର୍ଟଙ୍କ ପକ୍ଷରୁ କେତେକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସାମାଜିକ କର୍ମୀ ଜୟନ୍ତୀ ଦାସଙ୍କ ପକ୍ଷରୁ…

ରାଜ୍ୟରେ ବନ୍ଦ ହେବ ଓଏସ୍‌ଟିଏଫ୍‌

କଟକ ଅଫିସ, ୯ା୧: ଓଡ଼ିଶା ରାଜ୍ୟ ଚିକିତ୍ସା ପାଣ୍ଠି (ଓଏସ୍‌ଟିଏଫ୍‌) ବନ୍ଦ ହେବାକୁ ଯାଉଛି। ଫେବୃୟାରୀ ମାସ ଅଧାରୁ ଏହି ଯୋଜନାକୁ ବନ୍ଦ କରାଯିବ। ଓଏସ୍‌ଟିଏଫ୍‌କୁ ସାର୍ବଜନୀନ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ମିଶାଇ ଦେବାକୁ ସରକାର…

କଟକରେ ଭାରତ ବନ୍ଦର ଆଶିଂକ ପ୍ରଭାବ

କଟକ ଅଫିସ,୮।୧: ୧୨ ଦଫା ଦାବିରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କଟକରେ ଏହାର ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ସରକାରୀ କାର୍ଯ୍ୟାଳୟ, ବଡ ବଡ ଶପିଂ ମଲ ବନ୍ଦ ରହିଛି। ସହରର…

ଆଜି ଭାରତ ବନ୍ଦ: ହାଇକୋର୍ଟ କାର୍ଯ୍ୟରେ ଯୋଗ ଦେବେନି ଓକିଲ

କଟକ ଅଫିସ, ୮।୧: ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏଥିପାଇଁ ଓକିଲମାନେ ହାଇକୋର୍ଟ କାର୍ଯ୍ୟରେ ଯୋଗ ଦେଇପାରିବେନାହିଁ ବୋଲି ବାର୍‌ ଆସୋସିଏଶନ ସଭାପତି ଗୋପାଳକୃଷ୍ଣ ମହାନ୍ତି ଜଣାଇଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର ହାଇକୋର୍ଟ କାର୍ଯ୍ୟ ବନ୍ଦ ରଖିବାକୁ ବାର୍‌ ଆସୋସିଏଶନ ପକ୍ଷରୁ…

ପେସା ପୂଜା, ନିଶା କ୍ରିକେଟ୍‌

ପେଟ ପୋଷେ ପରିଶ୍ରମ। ଭିନ୍ନ ଭିନ୍ନ ପରିଶ୍ରମକୁ ନେଇ ମଣିଷ ଏହାର ନଁା ଦେଇଛି ବୃତ୍ତି। କୁଟୁମ୍ବ ପୋଷିବା ପାଇଁ ମଣିଷ ବାଧ୍ୟରେ ଏକ ବୃତ୍ତିରେ ବାନ୍ଧି ହୋଇ ରହେ। ସହରରେ ବୃତ୍ତିକୁ ଆବୋରି ବଞ୍ଚୁଥିବା ମଣିଷମାନଙ୍କ କାହାଣୀକୁ ନେଇ ଏହି…

ଆଇଏଏସ୍‌ ଅଫିସର, ବ୍ୟାଙ୍କ ଅଧିକାରୀଙ୍କ ସମ୍ପର୍କ ଉପରେ ଭିଜିଲାନ୍ସ ଖୋଳତାଡ଼: ୭ ବର୍ଷରେ ୭୦ ଲକ୍ଷର କାରବାର

କଟକ ଅଫିସ, ୮।୧:ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟ ଓ ୟେସ୍‌ ବ୍ୟାଙ୍କର ଭାଇସ୍‌ ପ୍ରେସିଡେଣ୍ଟ ସନ୍ତୋଷ କୁମାର ପଟ୍ଟନାୟକଙ୍କ ସମ୍ପର୍କ ଉପରେ ଭିଜିଲାନ୍ସ ଖୋଳତାଡ଼ ଜାରି…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସମବାୟ ସମିତି ସମ୍ପାଦକ

କଟକ ଅଫିସ, ୭ା୧- ଅଢେଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲିଅନ୍ତା ଥାନା ଅଧୀନ କାକରୁଦ୍ରପୁର ସେବା ସମବାୟ ସମିତି ସମ୍ପାଦକ ହେମନ୍ତ କୁମାର ନାୟକ। ଉକ୍ତ ଥାନା ଅଧୀନ ପଞ୍ଚାଳୋ ଗ୍ରାମର ନିରଞ୍ଜନ ଦାସ ୨୦୦୯ରେ…

ମୁଖ୍ୟ ଶାସନ ସଚିବ, ନଗର ଉନ୍ନୟନ ସଚିବଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା

କଟକ ଅଫିସ, ୭ା୧- ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ନଗର ଉନ୍ନୟନ ସଚିବଙ୍କ ବିରୋଧରେ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରାଯାଇଛି। ଭାରତୀୟ ବିକାଶ ପରିଷଦ ସଭାପତି ସୁରେନ୍ଦ୍ର ନାଥ ପାଣିଗ୍ରାହୀ ଏହି ମାମଲା ଦାଏର କରିଛନ୍ତି। ସୂଚନାଥାଉ…

ମୋତିଆବିନ୍ଦୁ ଲେନ୍‌ସ ର଼୍ୟାକେଟ୍‌ ସକ୍ରିୟ

କଟକ ଅଫିସ, ୭।୧: କଟକରେ ମୋତିଆବିନ୍ଦୁ ଲେନ୍‌ସ ର଼୍ୟାକେଟ୍‌ ସକ୍ରିୟ। ମୋତିଆବିନ୍ଦୁରେ ଆକ୍ରାନ୍ତ ରୋଗୀମାନଙ୍କୁ ସରକାର ମାଗଣାରେ ଏହି ଲେନ୍‌ସ ଯୋଗାଇଦେବା ବ୍ୟବସ୍ଥା କରିଛନ୍ତି। କିନ୍ତୁ ଏସ୍‌ସିବି ମେଡିକାଲରେ ମୋତିଆବିନ୍ଦୁ ଅପରେଶନ କରିଥିବା ମାତ୍ର ୪ ପ୍ରତିଶତ ରୋଗୀଙ୍କୁ ସରକାରୀ ଲେନ୍‌ସ…

ଓଏଏସ୍‌ ପରୀକ୍ଷା ଫଳ ପ୍ରକାଶିତ :ଦେବାଶିଷ ପଣ୍ଡା ଟପ୍ପର

କଟକ ଅଫିସ, ୭ା୧- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ର ଚୂଡ଼ାନ୍ତ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ୍‌ ୨୧୮ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଗତ ଡିସେମ୍ବର ୧୭ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନ୍ତିମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri