ମହାନଦୀରେ ପ୍ରଶିକ୍ଷଣ ନେବେ ଏନଡିଆର୍ଏଫ୍ କର୍ମଚାରୀ :ଏମଓୟୁ ସ୍ବାକ୍ଷରିତ
କଟକ ଅଫିସ,୭ା୧- ନ୍ୟାଶନାଲ ଡିଜାଷ୍ଟର ରେସପନ୍ସ ଫୋର୍ସ(ଏନ୍ଡିଆର୍ଏଫ)ର କର୍ମଚାରୀ ଆସି କଟକରେ ପ୍ରଶିକ୍ଷଣ ନେବେ। ପର୍ଯ୍ୟାୟକ୍ରମେ ଗୋଟିଏ ପରେ ଗୋଟିଏ ରାଜ୍ୟର ଏନଡିଆର୍ଏଫ୍ କର୍ମଚାରୀମାନେ ମହାନଦୀରେ ପ୍ରଶିକ୍ଷଣ ହାସଲ କରିବେ। ମହାନଦୀର ବିପଦପୂର୍ଣ୍ଣ ସ୍ଥାନ ସମେତ ଧବଳେଶ୍ୱର ସେତୁ ନିକଟରେ ସେମାନଙ୍କୁ…
ଚିଙ୍ଗୁଡି ଘେରି ଉଚ୍ଛେଦ ମାମଲା: ପକ୍ଷଭୁକ୍ତ ହେଲା ମତ୍ସ୍ୟଜୀବୀ ସମବାୟ ସମିତି
କଟକ ଅଫିସ, ୭ା୧- ଚିଙ୍ଗୁଡ଼ି ଘେରି ଉଚ୍ଛେଦ ମାମଲାରେ ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟଙ୍କ ପକ୍ଷରୁ ଜିଲାପାଳମାନଙ୍କୁ ଆଦେଶ ହୋଇଛି। ଆସନ୍ତା ୨୭ ତାରିଖ ମଧ୍ୟରେ ଏହି ରିପୋର୍ଟ ଦାଖଲ କରିବା ପାଇଁ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି…
ପାଇଖାନା ନିର୍ମାଣରେ ଦୁର୍ନୀତି: ବାହ୍ୟ ମଳମୁକ୍ତ ଘୋଷଣା କେତେ ସତ କେତେ ମିଛ
କଟକ ଅଫିସ,୬।୧: ୨୦୧୯ ଅଗଷ୍ଟ ୧୫ରେ କଟକ ଜିଲାକୁ ବାହ୍ୟ ମଳମୁକ୍ତ ଜିଲା ଭାବେ ଘୋଷଣା କରାଯାଇଥିଲା। ଅର୍ଥାତ୍ ପ୍ରତ୍ୟେକ ପରିବାରକୁ ସରକାର ସ୍ବଚ୍ଛ ଭାରତ ମିଶନ ଯୋଜନାରେ ପାଇଖାନା ଯୋଗାଇ ଦେଇଥିଲେ। ମାତ୍ର ଏହି ଘୋଷଣା ସମ୍ପୂର୍ଣ୍ଣ ଧୂଅଁାବାଣ ବୋଲି…
ତେଲେଙ୍ଗା ବଜାରରେ ଅଗ୍ନିକାଣ୍ଡ : ଜଳିଗଲା ୪୦ରୁ ୫୦ ଲକ୍ଷ ଟଙ୍କାର ସାମଗ୍ରୀ
କଟକ ଅଫିସ, ୫।୧: କଟକର ପୁରୀଘାଟ ଥାନା ଅନ୍ତର୍ଗତ ତେଲେଙ୍ଗା ବଜାରରେ ଥିବା ରଘୁନାଥଜୀଉ ସପ୍ଲାୟର୍ସରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଥିବା ପ୍ରାୟ ୪୦ରୁ ୫୦ ଲକ୍ଷ ଟଙ୍କାର ଇଲେକ୍ଟ୍ରୋନିକ୍ ସାମଗ୍ରୀ ସମ୍ପୂର୍ଣ୍ଣ ଜଳି ଯାଇଥିବା ଷ୍ଟୋର ମାଲିକ…
ବକେୟା ଜିଏସ୍ଟିଆର୍-୧ ରିଟର୍ନ: ୧୦ ସୁଦ୍ଧା ଦାଖଲ କଲେ ହିଁ ଛାଡ଼ହେବ ବିଳମ୍ବ ଶୁଳ୍କ
କଟକ ଅଫିସ,୫।୧: ଜିଏସ୍ଟି ଆଇନ ପ୍ରଣୟନ ପରଠାରୁ ନଭେମ୍ବର ୨୦୧୯ ପର୍ଯ୍ୟନ୍ତ ବାକିଥିବା ଜିଏସ୍ଟିଆର୍-୧ ରିଟର୍ନ ଦାଖଲ ନିମନ୍ତେ ସରକାର ବିଳମ୍ବ ଶୁଳ୍କ ଛାଡ଼ କରିଛନ୍ତି। ଗତ ଜିଏସ୍ଟି ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ୨୦୨୦ ଜାନୁୟାରୀ ୧୦…
ଏନ୍ଏଲ୍ୟୁରେ ଓଡ଼ିଆ ଛାତ୍ରୀଛାତ୍ରଙ୍କ ପାଇଁ ୨୫% ସିଟ୍ ସଂରକ୍ଷଣ
କଟକ ଅଫିସ,୪ା୧- ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍ ଝାବେରୀଙ୍କର ଶନିବାର ଥିଲା କାର୍ଯ୍ୟକାଳର ଅନ୍ତିମ ଦିବସ। ଏହି ଶେଷ ଦିନରେ ଜଷ୍ଟିସ ଝାବେରୀ ରାଜ୍ୟ ପାଇଁ ଏକ ବଡ଼ ଖୁସି ଖବର ଆଣି ଦେଇଛନ୍ତି। କଟକ ଜିଲା ନରାଜସ୍ଥିତ…
ପେନ୍ସନ୍ ଉଠାଇ ଫେରିବା ସମୟରେ ମହିଳାଙ୍କଠାରୁ ଲୁଟ୍
ନିଶ୍ଚିନ୍ତକୋଇଲି,୪।୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନରେ ଦିନକୁ ଦିନ ଲୁଟେରାମାନଙ୍କର ଦୌରାତ୍ମ୍ୟ ଦେଖିବାକୁ ମିଳୁଛି। ଏକ ନିର୍ଦ୍ଦିଷ୍ଟ କଳା ପଲ୍ସରରେ ଲୁଟେରାମାନେ ବ୍ୟାଙ୍କରୁ ଟଙ୍କା ଉଠାଉଥିବା ଲୋକଙ୍କୁ ଟାର୍ଗେଟ କରୁଛନ୍ତି। ଏପରି ଏକ ଘଟଣା ଶନିବାର ପୂର୍ବାହ୍ନରେ ନିଶ୍ଚିନ୍ତକୋଇଲି ଥାନା…
ଜେଲ୍ରେ ଥାଇ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣା: ଗ୍ୟାଙ୍ଗଷ୍ଟର ସକିଲଙ୍କ ଆଉ ଜଣେ ବାନ୍ଧବୀ ଗିରଫ
କଟକ ଅଫିସ, ୪ା୧: ଜେଲ୍ ଭିତରେ ଥାଇ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣାରେ ଦରଘାବଜାର ପୋଲିସ ଗ୍ୟାଙ୍ଗଷ୍ଟର ମହମ୍ମଦ ସକିଲଙ୍କ ଆଉଜଣେ ବାନ୍ଧବୀଙ୍କୁ ଶୁକ୍ରବାର ଗିରଫ କରିଛି। ସେ ହେଲେ ମଙ୍ଗଳାବାଗ ଥାନା ଅନ୍ତର୍ଗତ କେଶରପୁରର ନସିମ ଓରଫ ନିଖାତ୍ ନସିମ(୨୫)।…
ଲାଞ୍ଚ: ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ ଗିରଫ
କଟକ ଅଫିସ, ୪ା୧: ଦେଢହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି ନବରଙ୍ଗପୁରଠାରେ ଥିବା ଲାର୍ଜ ଏରିଆ ମଲ୍ଟି ପର୍ପୋଜ୍ କୋଅପରେଟିଭ ସୋସାଇଟି (ଲାମ୍ପ୍ସ)ର ପରିଚାଳନା ନିର୍ଦ୍ଦେଶକ ବାନାମ୍ବର ପଟ୍ଟନାୟକ। ଶୁକ୍ରବାର ୯୯.୩୨ କୁଇଣ୍ଟାଲ ଧାନ ମଣ୍ଡିରେ କ୍ରୟ…
ସ୍ବାବଲମ୍ବୀ ହେବାର ରାସ୍ତା ଦେଖାଉଛନ୍ତି ପ୍ରଭାତ: ଓଡ଼ିଆ ଡାଟା ସାଇଣ୍ଟିଷ୍ଟ
କଟକ ଅଫିସ,୩ା୧: କିଛିମାସ ତଳେ ଆମେରିକାର ହ୍ୟୁଷ୍ଟନ ସିଟିରେ ଆୟୋଜିତ ହାଓଡ଼ି ମୋଦି କାର୍ଯ୍ୟକ୍ରମରେ ଡାଟା(ତଥ୍ୟ)କୁ ନବ ଭାରତର ‘ସୁନା’ ଓ ‘ତୈଳ’ ସହ ତୁଳନା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ପରିପ୍ରେକ୍ଷୀରେ ଶିଳ୍ପ ବିପ୍ଳବ ସ୍ତରରେ ଭାରତ ବିଶ୍ୱରେ…
ସଂଘର୍ଷର ସନ୍ତକ ଦେଲା ‘୧୯’
କଟକ ଅଫିସ, ୧-୧:ପିଲାଟି ବେଳୁ ସଂଘର୍ଷ କଲି। ସଂଘର୍ଷ ମୋ’ ପିଛା ଛାଡ଼ିନି କି କେବେ ସଂଘର୍ଷମୟ ଜୀବନ ବଞ୍ଚିବାକୁ ମୁଁ ଡରିନି। ବର୍ଷବର୍ଷ ଧରି ଗରିବ, ନିରାଶ୍ରୟ ଲୋକଙ୍କ ପାଇଁ କାମ କରିଥିଲି। ହେଲେ ଏଇ ୨୦୧୯ ହିଁ ମୋ…
ଟେକ୍ନୋଲୋଜି,ମହିଳା ଫ୍ରେଣ୍ଡ୍ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ: ଡିଜିପି
କଟକ ଅଫିସ, ୩୧।୧୨: ୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ ମଙ୍ଗଳବାର…
Archives


