ପରଲୋକରେ ଗୀତିକାର କୁଳମଣି ଦାସ
କଟକ ଅଫିସ, ୩୧ା୧୨- ଗୀତିକବି, ନୃତ୍ୟ ବିଷାରଦ, ଶିଶୁ ସାହିତି୍ୟକ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ, ଆକାଶବାଣୀ ଓ ଦୂରଦର୍ଶନର ସ୍ବୀକୃତିପ୍ରାପ୍ତ ଗୀତିକାର ଏବଂ ମର୍ଦ୍ଦଳ ବାଦକ କୁଳମଣି ଦାସ(୬୯)ଙ୍କ କଟକ ତୁଳସୀପୁରସ୍ଥିତ ବାସଭବନରେ ସୋମବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ…
ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣା: ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ
ଚୌଦ୍ୱାର,୩୧ା୧୨(ଡି.ଏନ୍.ଏ.): ଭୁବନେଶ୍ୱରରେ କାର୍ଯ୍ୟରତ ଜଣେ ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣାକୁ ଅନ୍ତର୍ଜାତୀୟ ମାନବାଧିକାର ପରିଷଦ, ଓଡ଼ିଶା ଶାଖା, ଓଡ଼ିଶା ନାରୀ ସୁରକ୍ଷା ମଞ୍ଚ, ଆଦିଶକ୍ତି ଯୁବ ପରିଷଦର ସଦସ୍ୟମାନେ ନିନ୍ଦା କରିଛନ୍ତି। ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ମାନବାଧିକାର ପରିଷଦର…
ରାସ୍ତାରେ ଢ଼େଉ ମାରୁଛି ଡ୍ରେନ୍ପାଣି
ଚୌଦ୍ୱାର,୩୦।୧୨(ଡି.ଏନ.ଏ): ୫୫ ନମ୍ବର ଜାତୀୟ ରାଜପଥକୁ ସଂଯୋଗ କରୁଥିବା କଳିଙ୍ଗ ଛକ-ଶଙ୍କରପୁର ରାସ୍ତାର କଳିଙ୍ଗଛକ ନିକଟରେ ରାସ୍ତାରେ ହମ୍ପ୍ସ ନିର୍ମାଣ ଯୋଗୁ ଆଖପାଖ ରାସ୍ତାରେ ନିୟମିତ ପାଣି ଜମି ରହୁଥିବା ଦେଖିବାକୁ ମିଳିଛି । ରାସ୍ତାରେ ଭାରିଯାନ ସବୁବେଳେ ଚଳାଚଳ କରିଥାଏ।…
ଜିରୋ ଆଓ୍ବାର ପାଳନ ପ୍ରସ୍ତୁତି ଜୋର୍ଦାର: ବଲିଉଡ ଗାୟକଙ୍କ ସହ ରସିଆନ୍ ବେଲି ଡ୍ୟାନ୍ସ
କଟକ ଅଫିସ, ୩୦।୧୨- ବୁଧବାର ନୂଆବର୍ଷ। ପୁରୁଣା ବର୍ଷକୁ ବିଦାୟ ଦେବା ସହ ନୂତନ ବର୍ଷକୁ ଧୁମ୍ଧାମ୍ରେ ସ୍ବାଗତ କରିବେ ସହରବାସୀ। ଏଥିପାଇଁ କଟକର ବିଭିନ୍ନ କ୍ଲବରେ ଜୋର୍ଦାର୍ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଭିନ୍ନ କ୍ଲବ୍ରେ ବଲିଉଡ ଗାୟକଙ୍କ ସଙ୍ଗୀତ ସହ…
ବିଲ୍ ଆଦାୟ ପାଇଁ ତତ୍ପର ସେସୁ
କଟକ ସଦର,୨୯ା୧୨(ଡି.ଏନ୍.ଏ.): କଟକ ସଦର ବିଦ୍ୟୁତ୍ ଡିଭିଜନ ନଂ.୨ ଅନ୍ତର୍ଗତ ୩ଟି ବିଦ୍ୟୁତ୍ ସେକ୍ସନର ଉପଭୋକ୍ତାଙ୍କ ଉପରେ ପ୍ରାୟ ୧୪କୋଟି ୫୪ଲକ୍ଷ ଟଙ୍କାର ବିଦ୍ୟୁତ୍ ବିଲ୍ ବକେୟା ରହିଛି। ଜାନୁୟାରୀ ୧୫ ସୁଦ୍ଧା ବକେୟା ବିଲ୍ ଆଦାୟ ପାଇଁ ସେସୁ ପକ୍ଷରୁ…
ସନ୍ଧ୍ୟା ହେଲେ ମାତୁଛନ୍ତି ହାତୀ, ଘଉଡ଼ାଇବାରେ ବିଫଳ ବନ ବିଭାଗ
ଚୌଦ୍ୱାର, ୨୯ା୧୨(ଡି.ଏନ୍.ଏ.): ମଙ୍ଗଳପୁର କାଜୁ ଜଙ୍ଗଲରେ ରହିଥିବା ହାତୀ ପଲ ସନ୍ଧ୍ୟା ହେଲେ ଚୌଦ୍ୱାର ପୌରପାଳିକା ଓ ଏହାର ଆଖପାଖ ଗ୍ରାମାଞ୍ଚଳ ମୁହାଁଉଛନ୍ତି। ବ୍ୟାପକ ଫସଲ ନଷ୍ଟକରୁଥିବା ବେଳେ ଲୋକମାନେ ଭୟରେ ରହୁଛନ୍ତି। ହାତୀ ଘଉଡ଼ାଇ ଧନ ଜୀବନ ସୁରକ୍ଷା ଦିଗରେ…
ବ୍ୟାଙ୍କ ମ୍ୟାନେଜରଙ୍କୁ ମାଡ଼: ୩ ଗିରଫ
କଣ୍ଟାପଡ଼ା, ୨୯ା୧୨(ଡି.ଏନ୍.ଏ.): ଅଡ଼ଶପୁରସ୍ଥିତ କାନାରା ବ୍ୟାଙ୍କ ଶାଖା ମ୍ୟାନେଜରଙ୍କୁ ଗାଳିଗୁଲଜ ସହ ମାଡ଼ ମାରିବା ଅଭିଯୋଗରେ ଓଲଟପୁର ପୋଲିସ ଶନିବାର ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଅଡ଼ଶପୁର ଗ୍ରାମର ସ୍ମୃତିରଞ୍ଜନ ସାହୁ ଓରଫ ରମଣ, କଟକ ସଦର…
ଆଳୁ ୧୦, ପିଆଜ କିଲୋ ୫୦
କଟକ ସଦର,୨୮ା୧୨(ଡି.ଏନ୍.ଏ.): ରାଜ୍ୟରେ ଆଳୁ ଓ ପିଆଜ ଦର ଆକାଶଛୁଅଁ। ଥିବା ବେଳେ ଶୁକ୍ରବାର କଟକ ସଦର ବ୍ଲକ ଅନ୍ତର୍ଗତ କିଶୋରନଗର ହାଟରେ ଜଣେ ବେପାରୀ ଆଳୁ କିଲୋ ୧୦ଟଙ୍କା ଓ ପିଆଜ କିଲୋ ୫୦ଟଙ୍କା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା।…
ସିଏଏ, ଏନ୍ଆର୍ସି ବିରୋଧରେ ମାନବ ଶୃଙ୍ଖଳ
କଟକ ଅଫିସ, ୨୮ା୧୨: କେନ୍ଦ୍ର ସରକାର ବେକାରୀ, ଦରଦାମ୍ ବୃଦ୍ଧି ଓ ସାଧାରଣ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବାରେ ବିଫଳ ହୋଇଛନ୍ତି। ସେହିପରି ଛାତ୍ର, ଯୁବକ, ମହିଳା, ଚାଷୀ, ଶ୍ରମିକଙ୍କ ସମସ୍ୟା ମଧ୍ୟ ଦୂର କରିପାରି ନାହାନ୍ତି। ଅନ୍ୟପକ୍ଷରେ କେନ୍ଦ୍ର…
ମାଲଗୋଦାମରେ ଜିଲା ଯୋଗାଣ ବିଭାଗର ଚଢ଼ାଉ: ପିଆଜ ୭୦, ଆଳୁ ୨୦ଟଙ୍କାରେ ବିକ୍ରି ପାଇଁ ତାଗିଦ
କଟକ ଅଫିସ,୨୮ା୧୨: କଟକ ଜିଲା ଯୋଗାଣ ବିଭାଗ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ କଟକ ମାଲଗୋଦାମ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଜିଲା ଯୋଗାଣ ବିଭାଗ ଅଧିକାରୀ ଅମର କୁମାର ମହାପାତ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଥିଲା। ଏହି ସମୟରେ ହୋଲସେଲର ବ୍ୟବସାୟୀମାନଙ୍କୁ ପିଆଜ…
ଡାକ୍ତର ଅଙ୍କୁଶ ଜାଜୋଡ଼ିଆଙ୍କୁ ସ୍ବର୍ଣ୍ଣପଦକ
କଟକ ଅଫିସ, ୨୮ା୧୨: ଡାକ୍ତର ଅଙ୍କୁଶ ଜାଜୋଡ଼ିଆଙ୍କୁ ଦିଲ୍ଲୀସ୍ଥିତ ଆମ୍ବେଡକର ଇଣ୍ଟରନ୍ୟାଶନାଲ ସେଣ୍ଟରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ସ୍ବର୍ଣ୍ଣପଦକ ପ୍ରଦାନ କରିଛନ୍ତି। ସର୍ବଭାରତୀୟ ସ୍ତରରେ ଡିଏନ୍ବି ରେଡିିଓଲୋଜିରେ ଉଚ୍ଚମାନର କାର୍ଯ୍ୟଦକ୍ଷତା ପାଇଁ ଡା. ଅଙ୍କୁଶଙ୍କୁ ଏହି ସ୍ବର୍ଣ୍ଣପଦକ ଦିଆଯାଇଛି। ଏହି…
ପୂର୍ବ ଶତ୍ରୁତାରୁ ମୂକ ବ୍ୟକ୍ତିଙ୍କୁ ଛୁରାମାଡ଼: ଅଭିଯୁକ୍ତ ପୁଅ ଗିରଫ, ମା’ ଫେରାର
କଟକ ଅଫିସ,୨୮ା୧୨: ମାଲଗୋଦାମ ଥାନା ଅନ୍ତର୍ଗତ ସମାଧିପାଟଣମ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ମୂକ ବ୍ୟକ୍ତିଙ୍କୁ ରାଜୁ ନାୟକ (୩୦) ଓ ତାଙ୍କ ମା’ ତୁଳସୀ ନାୟକ(୫୦) ଛୁରା ମାଡ଼ କରିଛନ୍ତି।…
Archives


