କଟକ

ଦେବାଳୟର ସ୍ମୃତିଚିହ୍ନ ବହନ କରୁଥିବାରୁ ଦେଉଳସାହି

କଟକ ଅଫିସ, ୨୭।୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ବାଉନ ବଦଳରେ ଶହେ ବଜାର, ହଜାରେ ଗଳି ସୃଷ୍ଟି ହେଲାଣି ତଥାପି କଟକ ସହିତ ଏହି ଢଗଟି ଚିରକାଳଧରି ଅମର ରହିଛି। ପ୍ରାଚୀନ ଏହି ସହରର…

ପେସା ଫାୟାରମ୍ୟାନ : ନିଶା ସୈନିକ ଗଢ଼ିବା

ମାହାଙ୍ଗା,୨୬ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ କୁଆଁପାଳ ଅଗ୍ନିଶମ ସେବା ସଂସ୍ଥାରେ ଫାୟାରମ୍ୟାନ ଭାବେ କାର୍ଯ୍ୟ କରନ୍ତି ନିତ୍ୟାନନ୍ଦ ମହାନ୍ତି। ଯୁବକଙ୍କୁ ସେନ୍ୟବାହିନୀରେ ଯୋଗଦେବା ପାଇଁ ପ୍ରସ୍ତୁତି କରାଇବା ତାଙ୍କ ନିଶା ପାଲଟିଛି। ସ୍ଥାନୀୟ ଅଞ୍ଚଳର ଯୁବକଙ୍କ ମଧ୍ୟରେ ନିତିଆ…

ଏସ୍‌ସିବି ମେଡିକାଲ ଆଉଟଡୋର କୋଠା ମରାମତି: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି

କଟକ ଅଫିସ, ୨୬ା୧୨: ଏସ୍‌ସିବି ମେଡିକାଲରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ଅଭିଯୋଗ ହୋଇଥିବାବେଳେ ଏହାର ତଦନ୍ତ ଦାବିରେ ୧ହଜାର ଲୋକଙ୍କ ଦସ୍ତଖତ ସମ୍ବଳିତ ପତ୍ର ଭିଜିଲାନ୍ସ ବିଭାଗକୁ ଦିଆଯାଇଥିଲା। ଇତିମଧ୍ୟରେ ୩ବର୍ଷ ବିତିଗଲାଣି। ମାତ୍ର କାର୍ଯ୍ୟାନୁଷ୍ଠାନ ତ ଦୂରର…

୨୮ରୁ ଜାତୀୟ ଯୋଗ ପ୍ରତିଯୋଗିତା

କଟକ ଅଫିସ, ୨୫।୧୨: ବାରବାଟୀ ଯୋଗ ଆସୋସିଏଶନ ଆନୁକୂଲ୍ୟରେ ଚଳିତ ମାସ ୨୮ ତାରିଖରୁ ସ୍ଥାନୀୟ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଦୁଇଦିନ ଧରି ଜାତୀୟ ଯୋଗ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ…

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଖାଦ୍ୟ ସୁରକ୍ଷା ଆଇନ ଉପରେ ହେବ ସୋସିଆଲ ଅଡିଟ୍‌

କଟକ ଅଫିସ,୨୫ା୧୨: ରାଜ୍ୟରେ ଖାଦ୍ୟ ସୁରକ୍ଷା ଆଇନର ବାସ୍ତବ କାର୍ଯ୍ୟକାରିତା ସଂକ୍ରାନ୍ତରେ ସୋସିଆଲ ଅଡିଟ୍‌ କରାଯିବ। ଏହି ଅଡିଟ୍‌ ଦ୍ୱାରା ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀମାନେ ସଚେତନ ହେବା ସହିତ ଲୋକେ ସେମାନଙ୍କ ଅଧିକାର ସମ୍ପର୍କରେ ମଧ୍ୟ ଅବଗତ ହେବେ।…

ହୋଟେଲରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଘଟଣାରେ ଭିନ୍ନମୋଡ଼:ଅଭିଯୋଗ ଆଣିଥିବା ବାଂଲାଦେଶୀ ଯୁବତୀ ଗିରଫ

କଟକ ରୋଡ,୨୫ା୧୨(ଡି.ଏନ୍‌.ଏ.):ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ କଟକ ରୋଡର ଏକ ହୋଟେଲରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଏବଂ ମାଡ଼ ଘଟଣାରେ ଭିନ୍ନ ମୋଡ଼ ନେଇଛି। ଥାନାରେ ଅଭିଯୋଗ ଆଣିଥିବା ବାଂଲାଦେଶୀ ଯୁବତୀଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଯୁବତୀଙ୍କ ଘର…

ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଜାମିନ ହାଇକୋର୍ଟରେ ଖାରଜ

କଟକ ଅଫିସ,୨୫ା୧୨- ଗତ ସାଧାରଣ ନିର୍ବାଚନରେ ଆସ୍କା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଭଗବାନ ସାହୁଙ୍କ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ହତ୍ୟାକାଣ୍ଡ ସମ୍ପର୍କିତ ପ୍ରାଥମିକ ପ୍ରମାଣ ଅଭିଯୁକ୍ତଙ୍କ ବିରୋଧରେ ରହିଛି।…

ଫେବୃୟାରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା

କଟକ ଅଫିସ୍‌,୨୪।୧୨: ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ଦିନ ୧୨.୩୦ରେ…

ହାଇକୋର୍ଟରେ ଏଏସ୍‌ଆଇ ଡିଜିଙ୍କ ବ୍ୟକ୍ତିଗତ ହାଜିରା: ୪ମାସ ମଧ୍ୟରେ ଶ୍ରୀମନ୍ଦିର, ସୂର୍ଯ୍ୟମନ୍ଦିର ମରାମତି ଶେଷ ହେବ

କଟକ ଅଫିସ,୨୪ା୧୨- ପୁରୀ ଶ୍ରୀମନ୍ଦିର ଓ କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି ମାମଲାରେ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ)ର ଡିଜି ଉଷା ଶର୍ମା ସୋମବାର ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଛନ୍ତି। ଶର୍ମାଙ୍କ ସହିତ ସଂସ୍ଥାର ଯୁଗ୍ମ ନିର୍ଦ୍ଦେଶକ(ସଂରକ୍ଷଣ) ଓ ଓଡ଼ିଶା ଅଧୀକ୍ଷକ…

ଚିଟ୍‌ଫଣ୍ଡ ଠକେଇ ମାମଲା ଶାଖା ପରିଚାଳକଙ୍କୁ ଜେଲ୍‌, ଜରିମାନା

କଟକ ଅଫିସ,୨୪ା୧୨- ଜଗତ୍‌ସିଂହପୁର ଜିଲା ରଘୁନାଥପୁରଠାରେ ଥିବା ମାଇକ୍ରୋ ଫାଇନାନ୍ସ କ୍ରେଡିଟ କୋଅପରେଟିଭ ଲିମିଟେଡ୍‌ର ଶାଖା ପରିଚାଳକ ଅମୂଲ୍ୟ ମହାନ୍ତିଙ୍କୁ ଜେଲ୍‌ ଓ ଜରିମାନା ଦଣ୍ଡାଦେଶ ହୋଇଛି। କଟକ ସ୍ବତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ ମହାନ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ…

ଗାଁରେ ଚୋରା ମଦ ବିକି ଯୁବକ ଗିରଫ

ଖୁଣ୍ଟୁଣୀ,୨୪।୧୨(ଡି.ଏନ୍‌.ଏ.)- ଗାଁ ଭିତରେ ଚୋରା ଦେଶୀ ମଦ ବିକ୍ରି କରିବା ଅଭିଯୋଗରେ ଗୁରୁଡିଝାଟିଆ ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ, ଏହି ଥାନା ଅନ୍ତର୍ଗତ କାଦୁଆ ନୂଆଗାଁ ଗ୍ରାମର ସଞ୍ଜୟ ପ୍ରଧାନ। ଏ ନେଇ…

ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ଚୌଦ୍ୱାର,୨୪ା୧୨(ଡି.ଏନ୍‌.ଏ.)- ଗତ ୭ଦିନ ହେବ ଘରୁ ନିଖୋଜ ଥିବା ଜଣେ ବୃଦ୍ଧଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଚୌଦ୍ୱାର ଅଞ୍ଚଳର ଓଟିଏମ୍‌ ଦୁର୍ଗା ବଜାରର ମାନ ଗୋବିନ୍ଦ ବଳ(୭୫)। ସୂଚନାଯୋଗ୍ୟ, ଗତ ୧୪ତାରିଖରେ ଘରେ କାହାକୁ କିଛି ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri